ଭୁବନେଶ୍ବର: ବିଜେଡି ବର୍ତ୍ତମାନ ସୁଦ୍ଧା ୯୯ ବିଧାନସଭା ଏବଂ ୨୦ ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରିସାରିଛି। ଏବେ କେବଳ ଗୋଟିଏ ଲୋକସଭା ଏବଂ ୪୮ ଟି ବିଧାନସଭା ଆସନ ପାଇଁ ଘୋଷଣା ବାକି ରହିଛି। ଗତକାଲି […]
ଭୁବନେଶ୍ବର: ଗତକାଲି ବିଜେଡି ପାଞ୍ଚଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ପୂର୍ବରୁ 15ଟି ଆସନରେ ପ୍ରାର୍ଥୀ ଘୋଷଣା କରିସାରିଛି। ତେବେ ମୋଟି 21 ଟି ଲୋକସଭା ଆସନରୁ ବିଜେଡି ଏ ପର୍ଯ୍ୟନ୍ତ 20ଟି ଆସନର ପ୍ରାର୍ଥୀ ଘୋଷଣା କରିଛି। […]
ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳ ଓ ସହରାଞ୍ଚଳର କ୍ଷୁଦ୍ର ଉଦ୍ୟୋଗୀମାନଙ୍କୁ ସଶକ୍ତ କରିବା ସହିତ ସେମାନଙ୍କ ବ୍ୟବସାୟକୁ ଆଉ ଏକ ସୋପାନକୁ ନେବା ଲକ୍ଷ୍ୟରେ ‘ସ୍ୱକଳ୍ପ ସହଯୋଗ’ ଆୟୋଜନ କରାଯାଉଛି। ବୁଧବାର ଦିନ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଆୟୋଜିତ କାର୍ଯ୍ୟକ୍ରମରେ ସ୍ୱକଳ୍ପ […]
ଭୁବନେଶ୍ୱର: ୨୦୧୯ ସାଧାରଣ ନିର୍ବାଚନର ବୀରମିତ୍ରପୁର ନିର୍ବାଚନମଣ୍ଡଳୀର କଂଗ୍ରେସ ବିଧାୟକ ପ୍ରାର୍ଥୀ ତଥା ଜର୍ଜ ତିର୍କୀଙ୍କ ପୁଅ ରୋହିତ ଯୋଶେଫ ତିର୍କୀ ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ସାରଦା ନାୟକ ଓ ପ୍ରୀତିରଞ୍ଜନ ଘଡ଼ାଇ, ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ […]
ଭୁବନେଶ୍ବର: ଆଜି ବିଜେଡି ତାହାର ବିଧାନସଭାର ଦ୍ବିତୀୟ ପର୍ଯ୍ୟାୟ ତାଲିକା ପ୍ରକାଶ କରିଛି। ଏଥିରେ ବିଜେଡି ସଭାପତି ନବୀନ ପଟ୍ଟନାୟକ ପୁରୁଣା ମୁହଁ ଉପରେ ଗୁରୁତ୍ବ ଦେଇଛନ୍ତି। ସେହି ପରିପ୍ରେକ୍ଷୀରେ ଝାରସୁଗୁଡା ବିଧାନସଭା ଆସନ ପାଇଁ ନବୀନ ପୁଣି ଥରେ ଦୀପାଳି […]
ଭୁବନେଶ୍ବର: ଆଜି ବିଜେଡି ତାହାର ବାକିଥିବା ପାଞ୍ଚଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ସେଥିରେ ବ୍ରହ୍ମପୁର ପାଇଁ ବିଜେଡି ପ୍ରାର୍ଥୀ ହୋଇଛନ୍ତି ଭୃଗୁ ବକ୍ସିପାତ୍ର। ଗତଥର ସେ ବିଜେପି ଟିକେଟରେ ଚନ୍ଦ୍ରଶେଖର ସାହୁଙ୍କ ବିପକ୍ଷରେ ଲଢେଇ କରିଥିଲେ। ବର୍ତ୍ତମାନ […]
ଭୁବନେଶ୍ବର: ଶେଷରେ ବିଜେଡି ପ୍ରତାପ ଜେନାଙ୍କୁ ଆଉ ମାହାଙ୍ଗା ବିଧାନସଭା ପାଇଁ ଟିକେଟ ଦେଇ ନାହିଁ। ତାଙ୍କ ବଦଳରେ ଦଳ ପୁଅ ଅଙ୍କିତ ପ୍ରତାପ ଜେନାଙ୍କୁ ଟିକେଟ ଦେଇଛି। ପ୍ରତାପ ଜେନା ବହୁ ବିବାଦୀୟ ତଥା କୋର୍ଟ ମାମଲାରେ ଛନ୍ଦି ହୋଇପଡିଥିବାରୁ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ଦ୍ବିତୀୟ ବିଧାନସଭା ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ସେଗୁଡିକ ହେଲା.. ତଳସରା- ବିନୟ କୁମାର ଟପୋ ସୁନ୍ଦରଗଡ- ଯୋଗୋଶ ସିଂ ରାଜଗାଙ୍ଗପୁର- ଅନିଲ ବର୍ବା ବଣାଇ- ଭୀନସେନ ଚୌଧୁରୀ ଯଶିପୁର ଚକ୍ରଧର ହେମ୍ରମ […]
ଭୁବନେଶ୍ବର: ଆଜି ବିଜେଡି ଘୋଷଣା କଲା ଦ୍ବିତୀୟ ପର୍ଯ୍ୟାୟ ବିଧାନସଭା ଏବଂ ତୃତୀୟ ପର୍ଯ୍ୟାୟ ଲୋକସଭା ପ୍ରାର୍ଥୀଙ୍କ ନାମ। ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତି ନବୀନ ପଟ୍ଟନାୟକ ଏହି ତାଲିକା ଘୋଷଣା କରିଛନ୍ତି। ଲୋକସଭା ପାଇଁ ଯେଉଁ ବାକିଥିବା ତାଲିକା ପ୍ରକାଶ […]
ଭୁବନେଶ୍ବର: କଂଗ୍ରେସ ତାହାର ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଏଥିରେ କୋରାପୁଟ ଓ ନବରଂଗପୁର ସବୁ ଆସନରେ ଦଳ ପ୍ରାର୍ଥୀ ଦେଇସାରିଛି। ହେଲେ ସେହି ଅଞ୍ଚଳରେ ଟିକେଟ ଆଶାୟୀ ଥିବା ଗିରିଧର ଗମାଙ୍ଗ ପରିବାର କିମ୍ବା ଜୟରାମ ପାଙ୍ଗିଙ୍କୁ କୌଣସି ସ୍ଥାନରେ […]
ଭୁବନେଶ୍ବର: ଆଜି ଶଙ୍ଖ ଭବନରେ ବିଜେପିର ବରିଷ୍ଠ ନେତା ତଥା ଉପସଭାପତି ଭୃଗୁ ବକ୍ସିପାତ୍ର ବିଜେଡିରେ ସାମିଲ ହୋଇଛନ୍ତି। ଆଜି ସକାଳେ ସେ ବିଜେପିରୁ ଇସ୍ତଫା ଦେବାର କିଛି ସମୟ ପରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଏଥିରେ ସାଂସଦ ମାନସ […]
ଭୁବନେଶ୍ବର: ଆଜି ନିଜ ସମର୍ଥକଙ୍କ ଗହଣରେ ଆସି ବିଜେଡିରେ ସାମିଲ ହୋଇଛନ୍ତି ସାଲେପୁରର ପୂର୍ବତନ ବିଜେପି ବିଧାୟକ ପ୍ରକାଶ ବେହେରା। ସେ କିଛିଦିନ ତଳେ ବିଜେପିରୁ ଇସ୍ତଫା ପ୍ରଦାନ କରିଥିଲେ। ସେତେବେଳେ ସେ ବିଜେଡିରେ ମିଶିବେ ବୋଲି ଜଣାପଡିଥିଲା। ଏହି ମିଶ୍ରଣ […]
ଭୁବନେଶ୍ବର: ଆଜି ବ୍ରହ୍ମପୁର ନିର୍ବାଚନକୁ ନେଇ ରାଜ୍ୟ ରାଜନୀତି ବେଶ ସରଗରମ ହୋଇପଡିଛି। କାରଣ ଗୋଟିଏ ପଟେ ବିଜେପିର ବରିଷ୍ଠ ନେତା ତଥା ଦଳର ଉପସଭାପତି ଭୃଗୁ ବକ୍ସିପାତ୍ର ବିଜେପି ଛାଡିଛନ୍ତି। ଅନ୍ୟପଟେ ବିଜେଡି ବ୍ରହ୍ମପୁର ସାଂସଦଙ୍କୁ ଦଳର ଉପସଭାପତି କରିବା […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ବରିଷ୍ଠ ନେତା ତଥା ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁଙ୍କୁ ବଡ ପଦବୀ ପ୍ରଦାନ କରିଛି। ତାଙ୍କୁ ଦଳର ଉପସଭାପତି କରିବା ସହିତ ଦଳର ଇସ୍ତାହାର କମିଟର ଅଧ୍ୟକ୍ଷ କରାଯାଇଛି। ଏ ନେଇ ଦଳତରଫରୁ ଏକ […]
ଭୁବନେଶ୍ଵର: ଆଜି ଓଡିଶା ବିଜେପି କୁ ବଡ ଝଟକା ଲାଗିଛି। ୨୦୧୯ ଲୋକସଭା ନିର୍ବାଚନର ବିଜେପି ପ୍ରାର୍ଥୀ ଭୃଗୁ ବକ୍ସିପାତ୍ର ଦଳ ଛାଡିଛନ୍ତି। ଆଜି ସେ ଭାରତୀୟ ଜନତା ପାର୍ଟିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି। ରାଜ୍ୟ ସଭାପତି ମନମୋହନ ସାମଲଙ୍କ […]
ଭୁବନେଶ୍ୱର: ଟ୍ରାଇ ପକ୍ଷରୁ ପ୍ରକାଶିତ ସଦ୍ୟତମ ଟେଲିକମ୍ ଗ୍ରାହକ ତଥ୍ୟ ଅନୁଯାୟୀ, ଜିଓ ଓଡ଼ିଶାରେ ସର୍ବାଧିକ ପସନ୍ଦର ତଥା ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ଜୟଯାତ୍ରା ଜାରି ରଖି ଜାନୁୟାରୀ ମାସରେ ଓଡ଼ିଶାରେ ସର୍ବାଧିକ ୧.୩ ଲକ୍ଷରୁ […]
ଭୁବନେଶ୍ବର: ଜଟଣୀ ବିଧାୟକ ସୁରେଶ ରାଉତରାୟଙ୍କୁ କଂଗ୍ରେସ ଏକ କାରଣଦର୍ଶା ନୋଟିସ ଜାରୀ କରିଛି। ଏଥିରେ କଂଗ୍ରେସ ବିରୋଧରେ କାର୍ଯ୍ୟକରୁଥିବାର ଉଲ୍ଲେଖ କରାଯାଇଛି। ସେ ସଂପର୍କରେ ଉଚିତ କାରଣ ଲେଥିବା ପାଇଁ ଦଳ ନୋଟିସ କରିଛି। ଏପରିକି ଏହି ନୋଟିସରେ କାହିଁକି […]
ଭୁବନେଶ୍ବର: ଆଗାମୀ ଲୋକସଭା ଓ ଓଡ଼ିଶା ବିଧାନସଭା ସାଧାରଣ ନିର୍ବାଚନ -୨୦୨୪ ପରିପ୍ରେକ୍ଷୀରେ ନିର୍ବାଚନ କାର୍ଯ୍ୟରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ଗୋଟିଏ ଦିନ ସ୍ୱତନ୍ତ୍ର ସାମୟିକ ଛୁଟି ମଞ୍ଜୁର କରିଛନ୍ତି। ନିର୍ବାଚନ ପରିଚାଳନାରେ ନିୟୋଜିତ କର୍ମଚାରୀମାନେ ନିର୍ବାହ […]
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ଶିଶୁ ସୁରକ୍ଷା ଅଧିକାର କମିଶନ ଅଧ୍ୟକ୍ଷା ତଥା ବିଜୁ ଜନତା ଦଳର ବରିଷ୍ଠ ସଦସ୍ୟା ଶ୍ରୀମତୀ ସନ୍ଧ୍ୟାବତୀ ପ୍ରଧାନ ନିଜ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗ ଦେଇଛନ୍ତି । ତାଙ୍କ […]
ଭୁବନେଶ୍ଵର: 2023-24 ଆର୍ଥିକ ବର୍ଷରେ, ଅର୍ଥାତ୍ 1 ଏପ୍ରିଲ୍ 2023 ରୁ 31 ମାର୍ଚ୍ଚ 2024 ପର୍ଯ୍ୟନ୍ତ ପୂର୍ବ ତଟ ରେଳ 256.22 ନିୟୁତ ଟନ୍ ଉତ୍ପାଦିତ ପଣ୍ୟ ବୋଝେଇ ଓ ପରିବହନ କରିଛି ଯାହା ପୂର୍ବ ଆର୍ଥିକ ବର୍ଷଠାରୁ 14.72 […]
ଭୁବନେଶ୍ଵର: ମନୋରଞ୍ଜନ ପାଣିଗ୍ରାହୀ ଏପ୍ରିଲ୍ ୧ ତାରିଖ ଦିନ ଓଡ଼ିଶାର ପ୍ରଧାନ ମୁଖ୍ୟ ଆୟକର କମିଶନର ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। ବିହାର, ଝାଡ଼ଖଣ୍ଡ ସହ ସେ ଓଡ଼ିଶାର ଦାୟିତ୍ୱ ମଧ୍ୟ ନିର୍ବାହ କରିବେ। ଶ୍ରୀ ପାଣିଗ୍ରାହୀ ୧୯୮୮ ମସିହା […]