ଭୁବନେଶ୍ୱର: ଆଜି ଓଡିଶା ଭକ୍ତି ସଙ୍ଗୀତ ଜଗତ ପାଇଁ ଏକ ଦୁଃଖ ଖବର ମିଳିଛି। ବିଶିଷ୍ଟ କଣ୍ଠଶିଳ୍ପୀ ଶାନ୍ତିଲତା ବାରିକଙ୍କ ପରଲୋକ ହୋଇଯାଇଛି। ସେ ଦୀର୍ଘଦିନ ଧରି ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିଲେ। ୬୪ ବର୍ଷ ବୟସରେ ତାଙ୍କର ଦେହାନ୍ତ ହୋଇଛି। […]
ଭୁବନେଶ୍ଵର: ଭାରତୀୟ ରେଳ ଇଞ୍ଜିନିୟର୍ସ ସେବା (ଆଇଆରଏସଇ) ର ଅଧିକାରୀ ମହେଶ କୁମାର ବେହେରା ପୂର୍ବତଟ ରେଳପଥର କାର୍ଯ୍ୟକାରୀ ମହାପ୍ରବନ୍ଧକ ଭାବରେ କାର୍ଯ୍ୟ ଭାର ଗ୍ରହଣ କରିଛନ୍ତି। ଶ୍ରୀ ବେହେରା ୟୁନିଭର୍ସିଟି କଲେଜ ଅଫ୍ ଇଞ୍ଜିନିୟରିଂ ବୁର୍ଲା, ସମ୍ବଲପୁର ଠାରୁ ସିଭିଲ୍ […]
ଭୁବନେଶ୍ବର: ସୂଚନା ଓ ଲୋକସମ୍ପର୍କ ବିଭାଗ ଆନୁକୂଲ୍ୟରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ସମ୍ବନ୍ଧିତ ଫଟୋଚିତ୍ର ପ୍ରଦର୍ଶନୀ ଜୟଦେବ ଭବନରେ ଉଦଘାଟିତ ହୋଇଯାଇଛି। ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀମତୀ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ […]
ଭୁବନେଶ୍ବର: ୨୪ଘଣ୍ଟାର ବିରତି ପରେ ରାଜ୍ୟରେ ପୁଣି ବଢ଼ିଲା ତାତି। ଆଜି ୮ସହରରେ ତାତି ୪୦ଡ଼ିଗ୍ରୀ ଛୁଇଁଛି। ଏ ନେଇ ଆଜି ଭୁବନେଶ୍ବର ପାଣିପାଗ ବିଭାଗ ତରଫରୁ ଏହି ସୂଚନା ପ୍ରଦାନ କରାଯାଇଛି। ଯେଉଁ ତିନିଟି ସହରର ତାପମାତ୍ର ୪୦ଡ଼ିଗ୍ରୀ ଟପିଛି […]
ନୂଆଦିଲ୍ଲୀ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଶେଷରେ ପଦ୍ମ ଧରିଲେ ଅଭିନେତା ତଥା କେନ୍ଦ୍ରାପଡା ସାଂସଦ ଅନୁଭବ ମହାନ୍ତି। ଆଜି ନୂଆଦିଲ୍ଲୀ କାର୍ଯ୍ୟାଳୟରେ ଅନୁଭବଙ୍କୁ ଦଳରେ ସାମିଲ କରାଇଛନ୍ତି ଦଳର ବରିଷ୍ଠ ନେତା ବିନୋଦ ତାୱଡ଼େ। ତାଙ୍କୁ ଦଳର ଉତ୍ତରୀୟ […]
ଭୁବନେଶ୍ୱର: ଓଡିଶାର ପାରମ୍ପରିକ ଖାଦ୍ୟ ‘ପଖାଳ’ ପ୍ରତ୍ୟେକ ଓଡ଼ିଆଙ୍କ ଘରେ ବେଶ ଆଦୃତ ଓ ପ୍ରିୟ ଖାଦ୍ୟ। ଯଦିଓ ଖରାଦିନେ ଏହା ଖାଇବାକୁ ବେଶି ଭଲ ଲାଗେ ତେବେ ସ୍ୱାସ୍ଥ୍ୟଗତ ଦୃଷ୍ଟିରୁ ବର୍ଷକ ବାର ମାସ ଲୋକମାନେ ପଖାଳ ଖାଇବାକୁ ଭଲ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଓଡ଼ିଶା ଦିବସ ମହା ସମାରୋହରେ ପାଳନ ହୋଇ ଯାଇଛି। ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ କାର୍ଯ୍ୟାଳୟ ତରଫରୁ ଆଜି ପ୍ରାତଃ ୫.୦୦ ଟା ରେ ଡାକବାଜି ଯନ୍ତ୍ର ଯୋଗେ ଦେଶାତ୍ମବୋଧକ ସଙ୍ଗୀତ ଖୋର୍ଦ୍ଧା ପୌର ପରିଷଦ […]
ଭୁବନେଶ୍ବର: କଂଗ୍ରେସ ତାହାର ପ୍ରାର୍ଥୀ ଘୋଷଣା କରିବା ପାଇଁ ଦୀର୍ଘଦିନ ଧରି କସରତ ଆରମ୍ଭ କରିଛି। ହେଲେ ଏ ପର୍ଯ୍ୟନ୍ତ କୌଣସି ଚୁଡାନ୍ତ ନିଷ୍ପତି ହୋଇପାରୁ ନାହିଁ। ହେଲେ ବିଶେଷ ସୁତ୍ର ଅନୁସାରେ କଂଗ୍ରେସ ପ୍ରଥମେ ଲୋକସଭା ତାଲିକା ପ୍ରସ୍ତୁତ କରିଛି। […]
ଖୋର୍ଦ୍ଧା: ଜିଲ୍ଲା ପୋଲିସ ପକ୍ଷରୁ ଆଜି ୮୯ ତମ ଓଡିଶା ପୋଲିସ ପ୍ରତିଷ୍ଠା ଦିବସ ସ୍ଥାନୀୟ ପୋଲିସ ରିଜର୍ଭ ପଡିଆରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବି ଯୁଗଳ କିଶୋର କୁମାର ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ମିଳିତ ପରେଡରେ […]
ଭୁବନେଶ୍ବର: ଆଜି ହେଉଛି ଉତ୍କଳ ଦିବସ ବା ଓଡିଶା ଦିବସ। ଏହି ଉପଲକ୍ଷେ ଗତକାଲି ରାତିରେ ରାଜଧାନୀର ସମସ୍ତ ସରକାରୀ ବିଲିଡିଂକୁ ରଂଗୀନ ଆଲୋକରେ ସଜା ଯାଇଥିଲା। ଯାହା ବାଟରେ ଯାଉଥିବା ଲୋକଙ୍କୁ ବେଶ ଆକୃଷ୍ଠ କରିପାରିଥିଲା। ଏଥିରେ ଓଡିଶା ରାଜଭବନ, […]
ବାଣପୁର( ସୀତାରାମ ଅଗ୍ରୱାଲ): ଶନିବାର ଓ ରବିବାର ଦିନ ଖୋର୍ଦ୍ଧା ଜିଲ୍ଲା ବାଣପୁର ଐତିହାସିକ ପଲଟଣ ପଡିଆ ଠାରେ ଦୁଇଦିନ ଧରି ପଞ୍ଚୁଦୋଳ ଓ ମେଳଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ଲୋକମାନେ ଖୁବ ଧୂମଧାମରେ ପାଳନ କରିଛନ୍ତି ମେଳଣ […]
ଭୁବନେଶ୍ବର: ଆଜି ହେଉଛି ଉତ୍କଳ ଦିବସ ବା ଓଡିଶା ଦିବସ। ଏହି ଉପଲକ୍ଷେ ଆଜି ସାରା ରାଜ୍ୟରେ ପାଳନ ହେଉଛି ଏହି ଦିବସ। ଆଜି ଭୁବନେଶ୍ବରରେ ରାଜ୍ୟ ସରକାରଙ୍କ ତରଫରୁ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ କରାଯାଇଛି। ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ […]
ଭୁବନେଶ୍ବର: ନିର୍ବାଚନ ପାଖେଇ ଆସୁଥିଲେ ମଧ୍ୟ ଏ ପର୍ଯ୍ୟନ୍ତ କୌଣସି ଦଳ ସଂପୂର୍ଣ୍ଣ ପ୍ରାର୍ଥୀ ତାଲିକା ପ୍ରକାଶ କରି ନାହାଁନ୍ତି। କେବଳ ବିଜେଡି ତାହାର 15 ଲୋକସଭା ଏବଂ 72 ବିଧାନସଭା ପ୍ରାର୍ଥୀ ଘୋଷଣା କରିଛି। ସେହିପରି ବିଜେପି ସଂପୂର୍ଣ୍ଣ ଭାବେ […]
ରଣପୁର: ପ୍ରତିବର୍ଷ ଐତିହ୍ୟ ସମ୍ପନ୍ନ ରଣପୁର ପଚୁଂଦୋଳ ଯାତ୍ରା ମହାସମାରୋହରେ ଅନୁଷ୍ଠିତ ହୋଇଛି। ପ୍ରତିବର୍ଷ ଭଳି ଚଳିତ ବର୍ଷ ବିରାଟ ଶୋଭାଯାତ୍ରା କରାଯାଇଛି। କିନ୍ତୁ ଗତ ବର୍ଷ ଭଳି ଚଳିତ ବର୍ଷ ଶହ ଶହ ବର୍ଷର ପରମ୍ପରା ଭଙ୍ଗି ଯାଇଛି। ସାଧାରଣତଃ […]
ଭୁବନେଶ୍ୱର: ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ବୌଦ୍ଧ ନିର୍ବାଚନମଣ୍ଡଳୀର ୨୦୧୪ ସାଧାରଣ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁଙ୍କ ସମେତ ଶତାଧିକ କଂଗ୍ରେସ ଓ ସିପିଆଇ କର୍ମୀ ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ତଥା ବୌଦ୍ଧ ବିଧାୟକ ପ୍ରଦୀପ ଅମାତ ଓ […]
ଭୁବନେଶ୍ୱର: ସୁନ୍ଦରଗଡ ଜିଲ୍ଲା ଅନ୍ତର୍ଗତ ରାଜଗଙ୍ଗପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଜେପି ବିଧାୟକ ପ୍ରାର୍ଥୀ ଉପେନ୍ଦ୍ର ପ୍ରଧାନଙ୍କ ସମେତ ଶତାଧିକ ବିଜେପି କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ସାରଦା ନାୟକ, ପୂର୍ବତନ ବିଧାୟକ ମଙ୍ଗଳା କିଶାନ ଓ […]
ଭୁବନେଶ୍ବର: ଆଜି ବିଜେପିରେ ସାମିଲ ହୋଇଛନ୍ତି ଅଭିନେତା ତଥା କୋରେଇର ପୂର୍ବତନ ବିଧାୟକ ଆକାଶ ଦାସନାୟକ। ଗତକାଲି ସେ ଅଭିମାନରେ ବିଜେଡିରୁ ଇସ୍ତଫା ଦେଇଥିଲେ। ତାଙ୍କୁ ଏଥର ମଧ୍ୟ ବିଜେଡି ଟିକେଟ ଦେବ ନାହିଁ ବୋଲି ଅନୁଭବ କରିବା ପରେ ଆକାଶ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଜାତୀୟ ରାଜପଥ ୧୬ ହରିଡ଼ାମୂଳ ବଡ଼ଘାଟି ନିକଟରେ ଗ୍ୟାସ୍ ଟ୍ୟାଙ୍କର ଓଲଟିପଡିଥିବା ସୂଚନା ମିଳିଛି। ଯେଉଁଥିରେ ଗାଡ଼ି ଡ୍ରାଇଭର ଗୁରୁତର ହୋଇଥିବା ବେଳେ ୨ କିମି ଯାଏଁ ରାସ୍ତାକୁ ପୋଲିସ ସିଲ୍ କରିଛି। […]
ଭୁବନେଶ୍ବର: ଓଡିଶାର ୧୪୭ ଟି ନିର୍ବାଚନ ମଣ୍ଡଳିରେ ପ୍ରାର୍ଥୀ ଦେବା ପାଇଁ ବିଜେପି ପାଖରେ ନେତା ନାହାଁନ୍ତି। ସେଥିପାଇଁ ତାଙ୍କର ବିଧାନସଭା ପାଇଁ ଗୋଟିଏ ହେଲେ ପ୍ରାର୍ଥୀଙ୍କ ନାମ ଘୋଷଣା କରିପାରି ନାହାଁନ୍ତି। ଏହିପରି କଟାକ୍ଷ କରିଛନ୍ତି ବିଜେଡିର ରାଜ୍ୟସଭା ସାଂସଦ […]
ଭୁବନେଶ୍ବର: ନୀଳଗିରି ବିଧାୟକ ସୁକାନ୍ତ ନାୟକ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ଦୁଇ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଆଜି ତାଙ୍କ ଶତାଧିକ ସମର୍ଥକଙ୍କ ସହ ସେ ଶଙ୍ଖଭବନରେ ତାଙ୍କର ପୁରୁଣା ଘରକୁ ଫେରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, […]
ଭୁବନେଶ୍ବର: ଆଜି ବିଜେଡିରେ ସାମିଲ ହୋଇଛନ୍ତି କଂଗ୍ରେସର ଭେଟରାନ ନେତା ଚିରଞ୍ଜୀବ ବିଶ୍ବାଳ ଏବଂ ତାଙ୍କ ସମର୍ଥକ। ଆଜି ଚିରଞ୍ଜୀବ ଏକ ଶୋଭାଯାତ୍ରାରେ ଆସି ଶଙ୍ଖ ଭବନରେ ପହଞ୍ଚିଥିଲେ। ସେଠାରେ ସାଂସଦ ମାନସ ମଙ୍ଗରାଜ ଏବଂ ସାଂସଦ ସସ୍ମିତ ପାତ୍ର ତାଙ୍କୁ […]