ଭୁବନେଶ୍ଵର: ପୂର୍ବତଟ ରେଳପଥ 2023-24 ଆର୍ଥିକ ବର୍ଷରେ ପଣ୍ୟ ପରିବହନରେ ଭାରତୀୟ ରେଳର ସମସ୍ତ ରେକର୍ଡକୁ ଅତିକ୍ରମ କରିଛି। 1 ଏପ୍ରିଲ, 2023 ରୁ 25 ମାର୍ଚ୍ଚ 2024 ମଧ୍ୟରେ ପୂର୍ବତଟ ରେଳପଥ 250 ନିୟୁତ ଟନ୍ ପଣ୍ୟ ପରିବହନ କରି […]
ଭୁବନେଶ୍ଵର: ଆଜି ବିଜୁ ଜନତା ଦଳରୁ ଆଉ ଜଣେ ନେତା ଦଳ ଛାଡିଛନ୍ତି। ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ଆଜି ଦଳ ଛାଡିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ ଏନେଇ ସେ ଇସ୍ତଫା […]
ଭୁବନେଶ୍ବର: ଭାରତର ଅଧିକାଂଶ ସ୍ଥାନରେ ହୋଲି ଉତ୍ସବ ବା ରଙ୍ଗ ଉତ୍ସବକୁ ଅତ୍ୟନ୍ତ ଧୁମଧାମରେ ପାଳନ କରାଯାଏ। ବିଶେଷକରି ରଙ୍ଗ ଭାଙ୍ଗ ଏବଂ ସାଙ୍ଗର ସମ୍ମିଶ୍ରଣ ଘଟେ ଏହି ଉତ୍ସବରେ। ତେବେ ହୋଲି ପୂର୍ବଦିନ ରାତିରେ ବିଭିନ୍ନ ସ୍ଥାନରେ ଆୟୋଜିତ ହୁଏ ହୋଲିକା […]
ଭୁବନେଶ୍ୱର: ୨୦୨୪ ଲୋକ ସଭା ନିର୍ବାଚନ ପାଇଁ ବିଜେପି ପଞ୍ଚମ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ପଞ୍ଚମ ତାଲିକାରେ ୧୧୧ ପ୍ରାର୍ଥୀଙ୍କ ନାମ ବିଜେପି ପ୍ରକାଶ କରିଛି। ଏଥର ତାଲିକାରେ ଓଡ଼ିଶାରୁ ୧୮ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ଏମାନଙ୍କ […]
ଭୁବନେଶ୍ୱର: ନୟାଗଡ଼ ନିର୍ବାଚନମଣ୍ଡଳୀର ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ବିଧାୟିକା ପ୍ରାର୍ଥୀ ଇରାନୀ ରାୟଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ନୟାଗଡ଼ ବିଧାୟକ ଡଃ ଅରୁଣ ସାହୁ, ରାଜ୍ୟସଭା ସାଂସଦ ମାନସ ରଞ୍ଜନ […]
ଚାନ୍ଦପୁର: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଟାଙ୍ଗୀ ଚାନ୍ଦପୁର ବାଇପାସ ଗୌରଚନ୍ଦ୍ର ପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଚାଳକ ଗୁରୁତର ଅଛନ୍ତି ଏବଂ ୩ ଜଣ ମହିଳା ଆହତ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଶକ୍ତି ନଗର ଅଞ୍ଚଳର ହେମାଙ୍ଗ ପ୍ରସାଦ ରାଉଳ ନାମକ ଜଣେ ସାମ୍ବାଦିକ ମୋବାଇଲ ଫୋନ ଯୋଗେ କଥା ହେଉଥିଲା ବେଳେ ପଛପଟୁ ଜଣେ ଯୁବକ ଆସି ତାଙ୍କର ମୋବାଇଲ ଫୋନକୁ ଝାମ୍ପି […]
ଭୁବନେଶ୍ଵର: ସବୁଥର ପରି ଜୀ ସାର୍ଥକର ଏଥର ହୋଲି ମଧ୍ୟ ହେବ ସ୍ମରଣୀୟ କାରଣ ଆପଣଙ୍କୁ ବୋଳିବ ସମ୍ପର୍କର ଭିନ୍ନ ଏକ ରଙ୍ଗ। ପୁଣି ଉଡିବ ସମ୍ପର୍କର ସାତ ରଙ୍ଗର ଅବିର। କେବଳ ରଙ୍ଗ ନୁହେଁ ମନୋରଞ୍ଜନକୁ ନେଇ ରଙ୍ଗୀନ ହେବ […]
ଡ. ଫକୀର ମୋହନ ନାହାକ ‘କେବଳ ଉତ୍କଳୀୟ ଜନଜୀବନ ନୁହେଁ, ପୂର୍ବଭାରତର ବଙ୍ଗ, ଆସାମ, ମଣିପୁର, ତ୍ରିପୁରା ଆଦି ଅଞ୍ଚଳରେ ଶ୍ରୀକୃଷ୍ଣ ଓ ଶ୍ରୀଚୈତନ୍ୟଙ୍କ ଅନୁଗାମୀ ଅନେକ । ଦୋଳପୂର୍ଣ୍ଣିମାରେ ଧରାବତରଣ କରିଥିଲେ ଶ୍ରୀଚୈତନ୍ୟ ମହାପ୍ରଭୁ । ରାହୁଗ୍ରସ୍ତେ ଜଡ଼ ଶଶଧରେ […]
ଭୁବନେଶ୍ବର: କଂଗ୍ରେସର ପୁରୁଖା ନେତା ତଥା ଜଟଣୀ ବିଧାୟକ ସୁର ରାଉତରାୟ ବର୍ତ୍ତମାନ ପାରିବାରିକ ରାଜନୀତି ଭିତରେ ଛନ୍ଦି ହୋଇପଡିଛନ୍ତି। କାରଣ ତାଙ୍କର ଦୁଇ ପୁଅ କିଏ କେଉଁଠି କେଉଁ ଦଳରୁ ଛିଡା ହେବେ ସେ ନେଇ କୌଣସି ନିଷ୍ପତି ହୋଇପାରୁ […]
ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ୨୦୨୪-୨୫ ଶିକ୍ଷାବର୍ଷ ଲାଗି ବିଭିନ୍ନ ଅତ୍ୟାଧୁନିକ ବିଷୟରେ ସ୍ପଟ୍ ନାମଲେଖା କରାଯିବ। ଏହି ପ୍ରକ୍ରିୟା ମାର୍ଚ୍ଚ ୨୭ରୁ ଏପ୍ରିଲ ୬ ତାରିଖ ଯାଏଁ ଚାଲିବ। ଓଡ଼ିଶାର ଯୋଗ୍ୟ ତଥା ଆଗ୍ରହୀ ପ୍ରାର୍ଥୀମାନେ ଆବଶ୍ୟକ ପ୍ରମାଣପତ୍ର ସାଙ୍ଗରେ […]
ଭୁବନେଶ୍ୱର: ଫ୍ରାଙ୍କଲିନ ରୁଜଭେଲ୍ଟ କହିଛନ୍ତି, “ଆମେ ସବୁବେଳେ ଆମର ଯୁବଗୋଷ୍ଠୀଙ୍କ ପାଇଁ ଭବିଷ୍ୟତ ନିର୍ମାଣ କରିପାରିବା ନାହିଁ , କିନ୍ତୁ ଆମେ ଆମର ଯୁବକଙ୍କୁ ଭବିଷ୍ୟତ ପାଇଁ ନିର୍ମାଣ ପାରିବା।” ବିଜେଡି ଓ ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଭୟକୁ ହାସଲ […]
ଭୁବନେଶ୍ବର: ଚିଲିକା ନିର୍ବାଚନ ମଣ୍ଡଳୀରୁ ପ୍ରସନ୍ନ ପାଟ୍ଟଶାଣୀ ଛିଡା ହେବେ। ଏହି ଖବର ଜଣାପଡିବା ପରେ ଚିଲିକା ବିଜେଡିରେ ଆରମ୍ଭ ହେଲା କମ୍ପନ। କାରଣ ପ୍ରସନ୍ନ ପାଟ୍ଟଶାଣୀ ଚିଲିକାରେ ଜନ୍ମ ହୋଇଥିଲେ ମଧ୍ୟ ତାଙ୍କର କର୍ମଭୂମି ନୁହେଁ। ଏପରିକି ତାଙ୍କର ଚିଲିକା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଗାମୀ ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ବ୍ରହ୍ମପୁର ଏସ୍ ପି ଡଃ ସର୍ବଣା ବିବେକ ଏମ୍ ଙ୍କ ପୌରହିତ୍ୟରେ ସମୀକ୍ଷା ଓ ନିର୍ବାଚନ ତାଲିମ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ ଜିଲାର ସମସ୍ତ ଥାନା […]
କେନ୍ଦ୍ରାପଡ଼ା: ଆଜି ଜିଲ୍ଲା କଂଗ୍ରେସ ତରଫରୁ ପ୍ରଦେଶ କଂଗ୍ରେସ ନିର୍ଦ୍ଦେଶରେ ଜିଲ୍ଲା କଂଗ୍ରେସ ସଭାପତି ଲୋକନାଥ ମହାରଥୀଙ୍କ ପୌରୋହିତ୍ୟରେ ଏକ ସାମ୍ବାଦିକ ସମ୍ମିଳନୀ କେନ୍ଦ୍ରାପଡା ସହରର କଜଳାସ୍ଥିତ କଂଗ୍ରେସ ଭବନଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା କଂଗ୍ରେସ ସଭାପତିତ୍ୱରେ […]
ଭୁବନେଶ୍ୱର: କଳିଙ୍ଗ ହସ୍ପିଟାଲ୍ ଲିମିଟେଡ୍ (KHL) ରୋଗୀ ସେବାରେ ଉତ୍କର୍ଷତା ପ୍ରଦାନ ପାଇଁ ଓଡିଶାର ଏକ ଅଗ୍ରଣୀ ସ୍ୱାସ୍ଥ୍ୟ ସେବା ପ୍ରଦାନକାରୀ ହସ୍ପିଟାଲ। ରଘୁବର ଦାସ, ଓଡିଶାର ରାଜ୍ୟପାଳ ଏହାର ଅତ୍ୟାଧୁନିକ ସୁବିଧା ସମ୍ବଳିତ ନୂତନ ସମ୍ପ୍ରସାରଣକୁ ଉଦ୍ଘାଟନ କରିଛନ୍ତି। କଳିଙ୍ଗ […]
ଭୁବନେଶ୍ୱର: ପୁରୀ ଜିଲ୍ଲା ସତ୍ୟବାଦୀ ନିର୍ବାଚନମଣ୍ଡଳୀ ଅର୍ନ୍ତଗତ କଣାସ ବ୍ଲକ ଅଧ୍ୟକ୍ଷା ପ୍ରଭାତୀ ରାଉତଙ୍କ ସମେତ କଣାସ ଏବଂ ସତ୍ୟବାଦୀ ବ୍ଲକର ୨୫ ସରପଞ୍ଚ ଓ ୧୪ ସମିତି ସଭ୍ୟଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀ ଆଜି ଶଙ୍ଖଭବନ […]
ଭୁବନେଶ୍ୱର: ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ ଆଜି ନବରଙ୍ଗପୁର ଜିଲ୍ଲାର ନିର୍ବାଚନ ପ୍ରସ୍ତୁତି ସମୀକ୍ଷା କରିଛନ୍ତି । ସେ ଅତିରିକ୍ତ ପୋଲିସ ଡିଜି ତଥା ରାଜ୍ୟ ପୋଲିସ ନୋଡ଼ାଲ ଅଧିକାରୀ ଶ୍ରୀ ସଂଜୟ କୁମାରଙ୍କ ସହ ମିଶି ନବରଙ୍ଗପୁର […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ଅଙ୍କୋରଡା ଗ୍ରାମର ଶତୃଘ୍ନ ନାୟକ ନାମକ ଜଣେ ଯୁବକଙ୍କ ଦୁଷ୍କର୍ମ ଓ ହତ୍ୟା ଉଦ୍ୟମ ଅଭିଯୋଗ ହୋଇଛି। ହିଞ୍ଜିଳି ପୋଲିସ ତାଙ୍କୁ ଥାନାରେ ଅଟକ ରଖି ଜେରା କରୁଛି। ଘଟଣାରୁ ପ୍ରକାଶ […]
ବାଣପୁର (ସୀତାରାମ ଅଗ୍ରୱାଲ): ଓଡ଼ିଶାର ପୁରପଲ୍ଲୀରେ ଫାଲ୍ଗୁନ ଶୁକ୍ଳ ଦଶମୀଠାରୁ ଦୋଳଯାତ୍ରା ଆରମ୍ଭ ହୋଇ ଚୈତ୍ର କୃଷ୍ଣ ଏକାଦଶୀ ଯାଏ ଚାଲେ। ଏହି ସମୟରେ ମନ୍ଦିରରେ ବିଜେ ଚଳନ୍ତି ପ୍ରତିମା ମାନେ ରତ୍ନସିଂହାସନ ତ୍ୟାଗ କରି ଗ୍ରାମ ପରିକ୍ରମା କରି ଶ୍ରଦ୍ଧାଳୁଙ୍କ […]
ଭୁବନେଶ୍ବର: ଆଜି ପୁଣି ନୂଆଦିଲ୍ଲୀ ଗସ୍ତ କରିଛନ୍ତି ବିଜେପି ସଭାପତି ମନମୋହନ ସାମଲ। ତାଙ୍କ ସହିତ ସଂଗଠନ ସଂପାଦକ ମାନସ ମହାନ୍ତି ମଧ୍ୟ ଦିଲ୍ଲୀ ଯାଇଛନ୍ତି। ମେଣ୍ଟ ଚର୍ଚ୍ଚାରେ ପୂର୍ଣ୍ଣଚ୍ଛେଦ ପଡିବା ପରେ ଏବେ ଏହି ଦୁଇ ନେତା ଦିଲ୍ଲୀ ଗସ୍ତ […]