ଭୁବନେଶ୍ବର: ଗତକାଲି ଖରିଆରର କଂଗ୍ରେସ ବିଧାୟକ ଅଧିରାଜ ପାଣିଗ୍ରାହୀ ବିଜେଡିରେ ସାମିଲ ହୋଇଛନ୍ତି। ତାଙ୍କ ସହିତ ବହୁ ନିର୍ବାଚିତ ପ୍ରତିନିଧି ମଧ୍ୟ ବିଜେଡିରେ ସାମିଲ ହୋଇଛନ୍ତି। ସେ କଂଗ୍ରେସରେ କୌଣସି ଅସନ୍ତୁଷ୍ଠ ନ ଥିଲେ ମଧ୍ୟ ବିଜେଡିରେ ଯୋଗ ଦେଇ ନିଜର […]
ଭୁବନେଶ୍ୱର: ଓଡ଼ିଶାର ବିଭିନ୍ନ ଗ୍ରାମାଞ୍ଚଳର କ୍ଷୁଦ୍ର ଉଦ୍ୟୋଗୀମାନଙ୍କୁ ଆର୍ଥିକ ସହାୟତା ଦେଇ ସଶକ୍ତ କରିବା ପାଇଁ “ସ୍ୱକଳ୍ପ ସହଯୋଗ” ନାଁରେ ଏକ ବିଶେଷ କାର୍ଯ୍ୟକ୍ରମ କରାଯାଇଥିଲା। ବୁଧବାର ଦିନ ବିଶ୍ୱ ଦକ୍ଷତା କେନ୍ଦ୍ରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିଭିନ୍ନ ସ୍ଥାନରୁ […]
ନୂଆଦିଲ୍ଲୀ: ଓଡିଶାରେ ବିଜେଡି ବିଜେପି ମଧ୍ୟରେ ମେଣ୍ଟ ନେଇ ଆଲୋଚନା ଚାଲିଛି। ସେ ସେ ସଂପର୍କରେ ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଷ୍ପତି ନେବେ ବୋଲି କହିଛନ୍ତି ଅମିତ ଶାହା। ନ୍ୟୁଜ-18 କନକ୍ଲେଭରେ ଯୋଗ ଦେଇ ବିଜେପି ଚାଣକ୍ୟ ଶାହା କହିଛନ୍ତି ଯେ, […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ କିସିଣ୍ଡା ରାସ୍ତାର ବାଲି କିଆରୀ ଗ୍ରାମ ନିକଟସ୍ଥ ରାସ୍ତା କଡ଼ରେ ବୁଧବାର ସକାଳେ ବିଦ୍ୟୁତ ତାର ସଂସ୍ପର୍ଶରେ ଆସି ଏକ ଭାଲୁର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ ଯେ, ଗତ କାଲି ରେଢ଼ାଖୋଲ […]
ଭୁବନେଶ୍ଵର: କୋରାପୁଟ ସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଗବେଷକ ମହାତ୍ମା ଗାନ୍ଧୀ ବିଶ୍ୱବିଦ୍ୟାଳୟ, କେରଳର କୋଟ୍ଟାୟମର ବୈଜ୍ଞାନିକଙ୍କ ସହଯୋଗରେ ଓଡ଼ିଶାର ପୂର୍ବ ଘାଟରୁ ପୂର୍ବରୁ ଦୁଇଟି ନୂତନ ପ୍ରଜାତିର ମେଗାସ୍କୋଲେକ୍ସ ଜିଆ ଠାବ କରିଛନ୍ତି। କୋରାପୁଟର ବିଭିନ୍ନ ସ୍ଥାନରେ ହୋଇଥିବା ଜିଆର […]
ବାଣପୁର (ସୀତାରାମ ଅଗ୍ରୱାଲ): ପ୍ରତି ଓଡ଼ିଆଙ୍କ ପ୍ରିୟ ପଖାଳ କେବଳ ଓଡ଼ିଆ ଜାତି ଭିତରେ ସିମୀତ ନାହିଁ। ପ୍ରଚଳିତ ପ୍ରାଚୀନ ପରମ୍ପରାରୁ ଜଣାପଡ଼େ ଓଡ଼ିଆ ଜାତିର ଆରାଧ୍ୟ ଠାକୁର ଶ୍ରୀଜଗନ୍ନାଥ ପଖାଳପ୍ରିୟ। ଏହା ଶ୍ରୀମନ୍ଦିରରେ ପ୍ରଚଳିତ ଛପନ ଭୋଗରୁ ଜଣାପଡ଼େ। ସେହିପରି […]
ଖୋର୍ଦ୍ଧା: ଭିଜିଲାନ୍ସ ଜାଲରେ ଖୋର୍ଦ୍ଧା ବ୍ଲକ କନିଷ୍ଠ ଯନ୍ତ୍ରୀ। ଲାଞ୍ଚ ନେବାବେଳେ ମାଡ଼ିବସିଲା ଭିଜିଲାନ୍ସ। ଆଜି ଅପରାହ୍ନରେ ଓଡ଼ିଶା ଭିଜିଲାନ୍ସ ଖୋର୍ଦ୍ଧା ବ୍ଲକ କନିଷ୍ଠ ଯନ୍ତ୍ରୀ ସଂଗୀତା ମହାପାତ୍ରଙ୍କୁ ଲାଞ୍ଚ ନେଲା ବେଳେ ଗିରଫ କରିଛି। ସଂଗୀତା ଜଣେ ଠିକାଦାରଙ୍କ ନିକଟରୁ […]
ଭୁବନେଶ୍ବର: ଆଜି ହେଉଛି ପଖାଳ ଦିବସ। ଏହା କୌଣସି ପୁରାଣ ବା ଇତିହାସରେ ନ ଥିଲେ ମଧ୍ୟ ଆନୁଷ୍ଠନିକ ଭାବେ ଏହା ୨୦୧୧ ମସିହାରୁ ପାଳିତ ହୋଇ ଆସୁଛି। କିଛି ପଖାଳ ପ୍ରିୟ ଓଡିଆ ପ୍ରଥମେ ମାର୍ଚ୍ଚ ୨୦ ତାରିଖକୁ ପଖାଳ ଦିବସ […]
ଭୁବନେଶ୍ଵର: ଓଡ଼ିଶାର ଲୋକପ୍ରିୟ ଓଡିଆ ମନୋରଞ୍ଜନ ଚ୍ୟାନେଲ ଜୀ ସାର୍ଥକ ପୁଣିଥରେ ନେଇଆସିଛି ଆପଣଙ୍କ ପାଇଁ ଲକ୍ଷପତି ହେବାର ସୁବର୍ଣ୍ଣ ସୁଯୋଗ। ଜୀ ସାର୍ଥକରେ ପୁଣି ଥରେ ଆରମ୍ଭ ହୋଇ ଯାଇଛି ମେଗା ପ୍ରତିଯୋଗିତା “ଦେଖିବା ନିତି ହେବା ଲକ୍ଷପତି” ଯାହା […]
ଭୁବନେଶ୍ୱର: ବିଶ୍ୱ ଦକ୍ଷତା କେନ୍ଦ୍ରରେ ବିଭିନ୍ନ ଅତ୍ୟାଧୁନିକ ବିଷୟରେ ତାଲିମ ନେଉଥିବା ଛାତ୍ରଛାତ୍ରୀମାନଙ୍କୁ ବିଦେଶ ଅନୁଭୂତି ଦେବା ଲାଗି ପ୍ରତିବର୍ଷ ୪୦ ଜଣଙ୍କୁ “ଷ୍ଟୁଡେଣ୍ଟ ଏକ୍ସଚେଞ୍ଜ” କାର୍ଯ୍ୟକ୍ରମ ଜରିଆରେ ସିଙ୍ଗାପୁର ପଠାଯାଉଛି। ୨୦୨୩-୨୪ ବ୍ୟାଚର ଚୟନ ହୋଇଥିବା ଛାତ୍ରଛାତ୍ରୀମାନେ ମଙ୍ଗଳବାର ଦିନ […]
ଭୁବନେଶ୍ବର: ମେଣ୍ଟକୁ ନେଇ ବର୍ତ୍ତମାନ ସାରା ରାଜ୍ୟ ରାଜନୀତି ପଡୁଛି ଉଠୁଛି। ହେଲେ ଏହା କେବ ହେବ କେମିତି ହେବ ସେ ନେଇ ଏ ପର୍ଯ୍ୟନ୍ତ କୌଣସି ପୂର୍ଣ୍ଣାଙ୍ଗ ତଥ୍ୟ ଆସିପାରି ନାହିଁ। ଏପରି କ୍ଷେତ୍ରରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କ […]
ଭୁବନେଶ୍ଵର: ଦେଶର ରାଜନୀତି ଏବେ ଏମିତି ହୋଇଛି ଯେଉଁଠି ଗୋଟିଏ ପରେ ଗୋଟିଏ ପିଢ଼ି ରାଜନୀତିରେ ପ୍ରବେଶ କରୁଛନ୍ତି। ପୂର୍ବରୁ ବରିଷ୍ଠ ନେତାଙ୍କ ପୁଅମାନେ ପରିବାରର ରାଜନୀତିକୁ ସମ୍ଭାଳୁ ଥିଲେ। ଏବେ ଝିଅମାନେ ମଧ୍ୟ ପଛରେ ନାହାନ୍ତି। ୨୦୨୪ ଓଡ଼ିଶା ବିଧାନସଭା […]
ଭୁବନେଶ୍ବର: ଇତି ମଧ୍ୟରେ ବିଜେଡି ତାହାର ପ୍ରାର୍ଥୀ ଠିକ କରିବାରେ ଲାଗିଛି। ନିର୍ବାଚନ ବିଗୁଲ ବାଜି ସାରିଥିବାରୁ ଦଳ ବର୍ତ୍ତମାନ ପୁରୀ ଜଗନ୍ନାଥ ଧାମରୁ ଏହାର ପ୍ରାର୍ଥୀ ଖୋଜା ଆରମ୍ଭ କରିଛି। ସେହି ଅନୁସାରେ ପୁରୀ ଲୋକସଭା ଏବଂ ଏହା ଅଧିନରେ […]
ଖୋର୍ଦ୍ଧା: ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଜିଲ୍ଲାରେ ସମ୍ଭାବ୍ୟ କାଳବୈଶାଖୀ ମୁକାବିଲା ନିମନ୍ତେ ଏକ ସମୀକ୍ଷା ବୈଠକ ଆଭାସି ମାଧ୍ୟମରେ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାରେ ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଅରେଞ୍ଜ ୱାର୍ଣ୍ଣିଂ ଜାରି ହେବା ପରେ ସଂପୃକ୍ତ ବିଭାଗଗୁଡ଼ିକୁ ପ୍ରସ୍ତୁତ […]
ବାଣପୁର (ସୀତାରାମ ଅଗ୍ରୱାଲ): ବସନ୍ତ ଋତୁର ବଡ଼ ପର୍ବ ଦୋଳଯାତ୍ରା। ବସନ୍ତ ରାସ ସହିତ ଫଗୁ ବା ଅବୀରଖେଳର ଯାତ୍ରା ଭାବରେ ଉତ୍କଳର ପୁରପଲ୍ଲୀ ଚ଼ଳଚ଼ଞ୍ଚଳ ହୋଇଉଠେ। ଦୋଳଗୋବିନ୍ଦ ଶ୍ରୀଦେବୀ ଭୂଦେବୀଙ୍କ ସହିତ ସମସ୍ତ ଦେବାଦେବୀ ଦୋଳବିମାନରେ ବସି ଦ୍ଵାରା ଦ୍ଵାର […]
ନୂଆଦିଲ୍ଲୀ: ଝାଡ଼ଖଣ୍ଡରେ ଜେଏମ୍ଏମ୍ ଏକ ବଡ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ପୂର୍ବତନ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ବୋହୂ ସୀତା ସୋରେନ ବିଜେପିରେ ଯୋଗ ଦେଇଛନ୍ତି। ସେ ଜେଏମଏମ୍ ର ସାଧାରଣ ସମ୍ପାଦକ ଥିଲେ। ତିନିଥର ବିଧାୟକ ଭାବରେ ନିର୍ବାଚିତ ହୋଇଥିଲେ। […]
ଜୁନାଗଡ: କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଅଧ୍ୟକ୍ଷା ସବିତା ମେହେର ବଣିଜୋରା ସମିତି ସଭ୍ୟ ଭାବେ ନାମାଙ୍କନ ଦାଖଲ ସମୟରେ ମିଥ୍ୟା ସତ୍ୟ ପାଠ ଦାଖଲ କରିଥିବା ଅଭିଯୋଗ ହୋଇଛି। ଏ ସମ୍ପର୍କରେ ଓଡ଼ିଶା ହାଇକୋର୍ଟ ବାର ଏସୋସିଏସନ ଓକିଲ ସୁଶୀଲ […]
ଭୁବନେଶ୍ୱର: ରାଜ୍ୟର ସବୁଠାରୁ ବଡ଼ ସ୍କିଲ ପ୍ରତିଯୋଗିତା ଓଡ଼ିଶା ସ୍କିଲ୍ସ ୨୦୨୩-୨୪ରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟର ଛାତ୍ରଛାତ୍ରୀ ରୌପ୍ୟ ଓ କାଂସ୍ୟ ପଦକ ହାସଲ କରିବାରେ ସଫଳ ହୋଇଛନ୍ତି। ମାର୍ଚ୍ଚ ୧୨ ରୁ […]
ଭୁବନେଶ୍ୱର: ନିକଟରେ ନାଗପୁର ଠାରେ ଆୟୋଜିତ ୯ମ ଜାତୀୟ ମିନିଗଲ୍ଫ ଚାମ୍ପିୟନ୍ସିପ୍ରେ ସଫଳତା ହାସଲ କରିଥିବା ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଛାତ୍ରଛାତ୍ରୀ ଓ ଫ୍ୟାକଲ୍ଟିଙ୍କୁ ବିଶ୍ୱବିଦ୍ୟାଳୟର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକ ଅଭିନନ୍ଦନ ଜଣାଇଛନ୍ତି। ଚଳିତ ମାର୍ଚ୍ଚ […]
ଭୁବନେଶ୍ବର: ଓଡିଶାର ଉଭୟ ଲୋକସଭା ଏବଂ ବିଧାନସଭା ପାଇଁ ପ୍ରାର୍ଥୀ ତାଲିକା ଧରି ନୂଆଦିଲ୍ଲୀରେ ଅଛନ୍ତି ବିଜେପି ସଭାପତି ମନମୋହନ ସାମଲ। ସେଠାରେ ସେ ଶୀର୍ଷ ନେତୃତ୍ବଙ୍କ ସହିତ ଆଲୋଚନା କରି ଏହି ତାଲିକାକୁ ଚୁଡାନ୍ତ ରୂପରେଖ ଦେବେ। ତେବେ ମେଣ୍ଟ […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢାଖୋଲ ଡାକ୍ତରଖାନାରେ ଜନୈକ ରୋଗୀଙ୍କୁ ଡାକ୍ତର କତ୍ତୃପକ୍ଷ ଏଡସ୍ ରୋଗୀ ଠାରୁ ସଂଗୃହୀତ ରକ୍ତକୁ ରୋଗୀ ଦେହରେ ଦେଇ ଦେଇଥିବା ସଂପୃକ୍ତ ରୋଗୀ ଅଭିଯୋଗ କରିଛନ୍ତି। ଯଦିଓ ଘଟଣାଟି ମାସେ ତଳର ତଥାପି ରୋଗୀର […]