ଭୁବନେଶ୍ବର: ମେଣ୍ଟ ହେଲେ କୌଣସି ହାଲତରେ ପୁରୀ ଲୋକସଭା ଆସନ ବିଜେପି ହାତକୁ ଟେକି ଦେବ ନାହିଁ ବିଜେଡି। ସୋମବାର ଦିନ ନବୀନ ନିବାସରେ ବସିଥିବା ଦଳିୟ ବୈଠକରେ ଏହି ନିଷ୍ପତି ଗ୍ରହଣ କରାଯାଇଛି। ପୁରୀ ଓଡିଶାର ମର୍ଯ୍ୟଦା ପୂର୍ଣ୍ଣ ଆସନ […]
ଭୁବନେଶ୍ବର: ମୋନିଦୀପା ସର୍ଖେଲ। ନିକଟରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ଯାହାକୁ ନେଇ ପାରାଦୀପ ରାଜନୀତି ହୋଇଉଠିଛି ସରଗରମ। କାରଣ ହେଲା, ସେ କଣ ଏଥର ପାରାଦୀପରୁ ବିଜେଡିର ପ୍ରାର୍ଥୀ ହେବେ କି ? ଏ ନେଇ ବିଜେଡି କର୍ମି ମହଲରେ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ମଧ୍ୟାହ୍ନରେ ବୁଗୁଡ଼ା ବ୍ଳକ ଅନ୍ତର୍ଗତ ପଙ୍କଳ ସାହି ବୁଲାଣି ଠାରେ ଏକ ଅଟୋ ଟେମ୍ପୋ ଗାଡ଼ି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଯେଉଁଥିରେ ଚାଳକ ଆପାରାଓ ଦୋରା ସମେତ ୩ ଜଣ ଶିଶୁ, ୭ […]
ଭୁବନେଶ୍ୱର: ୨୦୨୪ ସାଧାରଣ ନିର୍ବାଚନରେ ସମୃଦ୍ଧ ଓଡିଶା ଦଳ ସମସ୍ତ ୨୧ ଲୋକସଭା ଆସନ ଓ ୧୪୭ ବିଧାନସଭା ଆସନରେ ପ୍ରାର୍ଥୀ ଦେବ ବୋଲି ଏକ ପ୍ରେସ୍ ବିଜ୍ଞପ୍ତିରେ ଦଳର ସଭାପତି ଡଃ ଯତୀଶ ଚନ୍ଦ୍ର ମହାନ୍ତି ଘୋଷଣା କରିଛନ୍ତି। ଦଳର […]
ଭୁବନେଶ୍ୱର: ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସାଂସଦ ଜୁଏଲ ଓରାମ ଓ ପୂର୍ବତନ ରାଜ୍ୟ ସଭାପତି କେଭି ସିଂହଦେଓଙ୍କ ଉପସ୍ଥିତିରେ ବିଜେଡି ନେତା ତଥା ରାଜଗାଙ୍ଗପୁର ମ୍ୟୁନିସିପାଲଟି ପୂର୍ବତନ ଚେୟାରମ୍ୟାନ ପୂର୍ଣ୍ଣଚନ୍ଦ୍ର ରାଉତ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ […]
ଭୁବନେଶ୍ୱର: ଆସନ୍ତାକାଲି ମଙ୍ଗଳବାରରେ ଓଡ଼ିଶାର ନବରଙ୍ଗପୁର ଜିଲ୍ଲା ଉମରକୋଟକୁ ଦିନିକିଆ ଗସ୍ତରେ ଆସୁଛନ୍ତି ଛତିଶଗଡ ଉପମୁଖ୍ୟମନ୍ତ୍ରୀ ଶ୍ରୀ ବିଜୟ ଶର୍ମା। ‘ବିକଶିତ ଭାରତ’ ଗଠନ ପାଇଁ ଜନପରାମର୍ଶ ଓ ଜନସହଯୋଗ ପାଇଁ ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦିଜୀ ଦେଇଥିବା ଚିଠିକୁ ରାଜ୍ୟର […]
ବାଣପୁର: ନିକଟରେ ବିଦେଶ ଯିବା ବାହାନାରେ ବାଲୁଗାଁ-ବାଣପୁର ଅଞ୍ଚଳର ୭୮ ଜଣ ଶ୍ରମିକ ଠକେଇର ଶିକାର ହୋଇ ନିଜ ଭିଟାମାଟିକୁ ନିରାଶରେ ଫେରିଛନ୍ତି। ତେବେ ଅଦ୍ୟାବଧି ଆନ୍ଧ୍ର ପୋଲିସ ପକ୍ଷରୁ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇ ନ ଥିବା ବେଳେ ନିରୁପାୟ […]
ଭୁବନେଶ୍ୱର: ଆଦିବାସୀ ସମ୍ପ୍ରଦାୟ ହେଉଛନ୍ତି ଓଡ଼ିଶା ରାଜ୍ୟ ଏବଂ ଏହାର ଜନସଂଖ୍ୟାର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ। ଏହି ସମ୍ପ୍ରଦାୟ କେବଳ ଏହି କାରଣରୁ ଗୁରୁତ୍ୱପୂର୍ଣ୍ଣ ନୁହେଁ ଯେ ସେମାନେ ରାଜ୍ୟର ଜନସଂଖ୍ୟାର ୨୨.୮ ପ୍ରତିଶତ ବା ଏକ କୋଟିରୁ ଅଧିକ ଅଟନ୍ତି […]
ଭୁବନେଶ୍ବର: ରାଜ୍ୟରେ ଆଗାମୀ ସାଧାରଣ ନିର୍ବାଚନ ୨୦୨୪ ପରିପ୍ରେକ୍ଷୀରେ କେନ୍ଦ୍ରୀୟ ସଶସ୍ତ୍ର ବାହିନୀ (ସିଏପିଏଫ୍) ଏବଂ ରାଜ୍ୟ ସଶସ୍ତ୍ର ବାହିନୀ(ଏସ୍ଏପିଏଫ୍) ମୁତୟନ ସଂପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମୁଖ୍ୟ ଶାସନ ସଚିବ […]
ଭୁବନେଶ୍ବର: ଶେଷ ହୋଇଛି ବିଜେଡିର ନିର୍ବାଚନ ପ୍ରସ୍ତୁତି ବୈଠକ। ଆଜି ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ତଥା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ବସିଥିଲା। ଏଥିରେ ଆଜି ନବୀନ ପୁରୀ ଲୋକସଭା କ୍ଷେତ୍ରରୁ ତାଙ୍କର ନିର୍ବାଚନ ରଣନୀତି ଆରମ୍ଭ […]
ଖୋର୍ଦ୍ଧା : ଜେଲ ଭିତରୁ ମୋବାଇଲ ମିଳିବା ଘଟଣା ପରେ ଆସାମୀ ଭିତରେ କୁହୁଳୁଛି ଆସନ୍ତି। ଗତକାଲି ଖୋର୍ଦ୍ଧା ଜେଲରେ ଅପରାଧି ଗୋଷ୍ଠୀ ଜଣେ ଅନ୍ତବାସୀଙ୍କୁ ପୋଲିସ ଇନଫର୍ମର ସନ୍ଦେହରେ କରିଛନ୍ତି ସଙ୍ଘ ବଦ୍ଧ ଆକ୍ରମଣ। ଏ ନେଇ ଖୋର୍ଦ୍ଧା ଟାଉନ […]
ବାଲୁଗାଁ: ଚିଲିକା ମଝିରେ ଅଟକିଲା ଯାତ୍ରୀବାହି ଭସାପୋଲ। ଭସାପୋଲଟି ଜହ୍ନିକୁଦାରୁ ସାତପଡା ଆଭିମୁଖେ ଯାଉଥିଲା। ଭସାପୋଲରେ ୨ଟି ଚାରିଚକିଆ, ୨୦ଟି ମଟୋର ସାଇକେଲ ସମେତ ୪୦ ଜଣ ଲୋକ ଥିବା ଜଣାପଡିଛି। ସିଡ଼ିଏ ମେକାନିକାଲ କନିଷ୍ଠ ଯନ୍ତ୍ରୀ ବିଶ୍ୱଜିତ ଦାସଙ୍କ ସୂଚନା […]
ଭୁବନେଶ୍ବର: କଂଗ୍ରେସ ନେତା ତଥା କଟକ ବାରବାଟୀ ବିଧାୟକ ଥିବା ମହମ୍ମଦ ମୋକିମଙ୍କୁ ଏକ ବଡ ଅସ୍ବସ୍ଥି ମିଳିଛି। ତାଙ୍କର ବିଧାୟକ ପଦ ରଦ୍ଦ ମାମଲାରେ ସୁପ୍ରମକୋର୍ଟ ରହିତାଦେଶ ଜାରି କରିଛନ୍ତି। କିଛିଦିନ ତଳେ ହାଇକୋର୍ଟ ମୋକିମଙ୍କ ବିଧାୟକ ପଦକୁ ରଦ୍ଦ […]
ଭୁବନେଶ୍ବର: ଓଡିଶାରେ ମେଣ୍ଟ ହେବ, ଏହି ଚର୍ଚ୍ଚା କିଛିଦିନ ଧରି ନିରବତା ପରେ ଏବେ ପୁଣି ସକ୍ରିୟ ହୋଇ ଉଠିଛି। ନୂଆଦିଲ୍ଲୀରେ ଏହି ଚର୍ଚ୍ଚା ଅଧିକ ପରିଲକ୍ଷିତ ହୋଇଛି। ରାଜ୍ୟରେ ବିଜେଡି ବିଜେପି ମେଣ୍ଟ ହେବ। ବର୍ତ୍ତମାନ ତାହା ଶେଷ ପର୍ଯ୍ୟାୟରେ […]
ଭୁବନେଶ୍ବର: ଆଜି ପ୍ରାର୍ଥୀ ତାଲିକା ଧରି ନୂଆଦିଲ୍ଲୀ ଗସ୍ତ କରିଛନ୍ତି ବିଜେପି ସଭାପତି ମନମୋହନ ସାମଲ। ଗତକାଲି ଭୁବନେଶ୍ବର ବିଜେପି କାର୍ଯ୍ୟାଳୟରେ ଦଳର ନିର୍ବାଚନ କମିଟ ବୈଠକ ବସିଥିଲେ। ସେଥିରେ ବହୁ ପ୍ରାର୍ଥୀଙ୍କ ନାମ ରାଜ୍ୟ କମିଟ ବିଚାର କରିଛି। ସେସବୁ […]
ଭୁବନେଶ୍ବର: ଆଜି ନବୀନ ନିବାସରେ ବିଜେଡି ନେତାଙ୍କର ଏକ ବୈଠକ ଆରମ୍ଭ ହୋଇଛି। ଏଥିରେ ଆଗାମୀ ନିର୍ବାଚନ ପାଇଁ ଦଳିୟ ଟିକେଟ ଉପରେ ଆଲୋଚନା ହେବ ବୋଲି ଜଣାପଡିଛି। ତେବେ ଆଜିର ବୈଠକରେ କେବଳ ପୁରୀ ସଂସଦୀୟ କ୍ଷେତ୍ର ଉପରେ ଆଲୋଚନା […]
ଖୋର୍ଦ୍ଧା: ସାରା ଦେଶରେ ସାଧାରଣ ନିର୍ବାଚନ ତାରିଖ ଘୋଷଣା ପରେ ଲାଗୁ ହୋଇଛି ଆଦର୍ଶ ଆଚରଣ ବିଧି। ଏଥିପାଇଁ ଖୋର୍ଦ୍ଧା ଜିଲ୍ଲା ପୋଲିସ ପକ୍ଷରୁ ଏ ନେଇ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ଏ ନେଇ ଖୋର୍ଦ୍ଧା ଏସପି ବି. ଯୁଗଳ […]
Election2024: ଶନିବାର ଦିନ ଭାରତ ନିର୍ବାଚନ କମିଶନର ରାଜୀବ କୁମାର ଦେଶର ଲୋକସଭା ଏବଂ ଚାରୋଟି ରାଜ୍ୟର ବିଧାନସଭା ନିର୍ବାଚନ ଘୋଷଣା କରିଛନ୍ତି। ସେହି ଅନୁସାରେ ସାରା ଦେଶରେ ସାତଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ତେବେ ଏତିରେ କେଉଁ ରାଜ୍ୟରେ […]
ଭୁବନେଶ୍ବର: ଓଡିଶା ରାଜ୍ୟ ସଡକ ପରିବହ ବିଭାଗର ଚାଲୁଥିବା ବସ ସେବାରେ କିଛି ଅଭିଯୋଗ ରହିଛି କି ? କଣ୍ଟକ୍ଟର ଟିକେଟ ନେଇ ବାକି ପଇସା ଫେରାଇ ନାହିଁ କି ? ବସରେ ଡ୍ରାଇଭର କିମ୍ବା କଣ୍ଡକ୍ଟର ଦୁବ୍ୟବହାର କଲେ କି […]
ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଓଡ଼ିଶା ପାଇଁ ଉଦଘାଟିତ ହୋଇଥିବା ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ଆଜିଠାରୁ ଚଳାଚଳ ଆରମ୍ଭ କରିଛି। ଏହି ବନ୍ଦେ ଭାରତ ଏକ୍ସପ୍ରେସ ଭୁବନେଶ୍ୱରରୁ ବିଶାଖାପାଟଣା ପର୍ଯ୍ୟନ୍ତ ଚଳାଚଳ କରିବ। ଉକ୍ତ ଟ୍ରେନ ସୋମବାରକୁ ବାଦ […]
ଭୁବନେଶ୍ବର: ଭୁବନେଶ୍ୱରରେ ୨ ନକଲି ଇଡି ଅଧିକାରୀଙ୍କୁ ଆଜି କ୍ରାଇମବ୍ରାଞ୍ଚର ଏସଟିଏଫ ଦ୍ବାରା ଧରାପଡିଛନ୍ତି। ଏମାନେ ସଂପର୍କରେ ଦୁଇ ଭାଇ ବୋଲି ଜଣାପଡିଛି। ସେମାନେ ହେଲେ ଶଙ୍କର ମହାପାତ୍ର ଓ ତାରିଣୀସେନ୍ ମହାପାତ୍ର। ଏହି ଦୁଇ ଭାଇ ଢେଙ୍କାନାଳ ଦୋଳମଣ୍ଡପ ସାହିର […]