ଭୁବନେଶ୍ବର: ବିଜେଡିର ଭୋଗରାଇ ବିଧାୟକ ଅନନ୍ତ ଦାସ ଗୁରୁତର ଅସୁସ୍ଥ ହୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ସେ ଶ୍ବାସ ପ୍ରଶ୍ବାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଗତକାଲି ବାଲେଶ୍ବର ହସପିଟାଲରେ ଭର୍ତ୍ତି କରାଯାଇଛି। ସେ ବର୍ତ୍ତମାନ ଆଇୟୁସି ରେ ଚିକିତ୍ସିତ […]
ଭୁବନେଶ୍ବର: ଖୁବ ଶିଘ୍ର ପୁରୀର ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନ ବନ୍ଦର କାମ ଆରମ୍ଭ ହେବ। ଏ ନେଇ ଇଡକୋ ତରଫରୁ ଟେଣ୍ଡର ଆହ୍ବାନ କରାଯାଇଛି। ଏହି ବିମାନ ବନ୍ଦ ଭୁବନେଶ୍ବର ବିମାନ ବନ୍ଦରଠାରୁ ବଡ ହେବ ବୋଲି ପରିକଳ୍ପନା କରାଯାଇଛି। ଏଥିପାଇଁ […]
ଭୁବନେଶ୍ୱର: ଓଡ଼ିଶାର ସୁଦୀର୍ଘ ୪୮୦ କିଲୋମିଟର ସମୁଦ୍ର ଉପକୂଳ, ଏସିଆ ମହାଦେଶର ବୃହତ୍ତମ ଲୁଣା ହ୍ରଦ ଚିଲିକା ଓ ରାଜ୍ୟର ପର୍ଯ୍ୟାପ୍ତ ଜଳରାଶିର ବିଭିନ୍ନ ସଂପଦକୁ କାର୍ଯ୍ୟରେ ଲଗାଇ ଅର୍ଥନୀତିରେ ଅଭିବୃଦ୍ଧି ଘଟାଇବା ସହିତ ଜୀବିକାନିର୍ବାହର ବିପୁଳ ସୁଯୋଗ ସୃଷ୍ଟି କରିହେବ […]
ଭୁବନେଶ୍ବର: ଆଜି ୫-ଟି ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଶ୍ରୀ ଭି. କାର୍ତ୍ତିକ ପାଣ୍ଡିଆନ୍ ଭୁବନେଶ୍ୱର ଅନ୍ଧାରୁଆ ବାୟୋଟେକ୍ ପାର୍କସ୍ଥିତ ସାପିଜେନ୍ ବାୟୋଲଜିକ୍ସ ଟିକା ଉତ୍ପାଦନ ପ୍ଲାଣ୍ଟ ପରିଦର୍ଶନ କରିଛନ୍ତି। ସୂଚନାଯୋଗ୍ୟ ଯେ ଦୈନିକ ୨.୪ କୋଟି ବିଭିନ୍ନ ପ୍ରକାରର ଟିକା […]
କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ଗୁଣାତ୍ମକ ଶିକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଶିକ୍ଷା ବିଭାଗ ତରଫରୁ ଅନେକ ସମୟରେ ଅଭିନବ ଯୋଜନା ସବୁ ପ୍ରଣୟନ ହେଉଛି। ସେହି କ୍ରମରେ ଶିକ୍ଷାୟତନର ବିବିଧ ଦିଗ ଉପରେ ଗୁରୁତ୍ୱ ଦିଆଯାଉଛି। ଏହାସହ ସମ୍ପୃକ୍ତ ଛାତ୍ରଛାତ୍ରୀ, […]
ପୁରୀ: ପୁରୀ ଟାଉନ ଥାନା ପୋଲିସ ଦ୍ୱାରା କୁଖ୍ୟାତ ଚୋର ଗିରଫ। ଗିରଫ ଅଭିଯୁକ୍ତ ହେଉଛି ପୁରୀ ଟାଉନ ଥାନା ଅନ୍ତର୍ଗତ ଚୁଡଙ୍ଗ ସାହି ଖୁଣ୍ଟିଆ ବଗିଚା ର ହରି ଭୋଇ (୨୨) ଓରଫ ଗଣେଶ। ସୂଚନା ଅନୁଯାୟୀ ଗତ ଶନିବାର […]
ଭୁବନେଶ୍ବର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ସଂଖ୍ୟା ଲଘୁ ତଥା ପଛୁଆ ବର୍ଗ କଲ୍ୟାଣ ବିଭାଗ ଦ୍ଵାରା ପରିଚାଳିତ ଛାତ୍ରୀ ନିବାସ ଗୁଡ଼ିକରେ କର୍ଯ୍ୟରତ ମହିଳା ମାଟ୍ରନ ମାନଙ୍କର ମାସିକ ପାରିଶ୍ରମିକ ୧୦୦୦୦ ଟଙ୍କାରୁ ୧୫୦୦୦ ଟଙ୍କାକୁ ବୃଦ୍ଧି […]
ଭୁବନେଶ୍ୱର : ନିର୍ବାଚନ ପୂର୍ବରୁ ଅନୁଗୁଳ ଜିଲ୍ଲାରେ କଂଗ୍ରେସର ଶକ୍ତିବୃଦ୍ଧି ପାଇବାରେ ଲାଗିଛି। କଂଗ୍ରେସର ନୀତି ଓ ଆଦର୍ଶରେ ଅନୁପ୍ରାଣିତ ହୋଇ କଂଗ୍ରେସ ସଂଗଠନକୁ ମଜବୁତ କରିବା ପାଇଁ ବିଜେଡ଼ି ଓ ବିଜେପିର ଅନେକ ନେତା ସେମାନଙ୍କ ସମର୍ଥକଙ୍କ ସହିତ ଆଜି […]
ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ୱାନରେ ଚାଲିଥିବା ଅହୋରାତ୍ର ଗଣଧାରଣା ଦ୍ୱାଦଶ ଦିବସରେ ପହଞ୍ଚିଛି। ଶିକ୍ଷକ ଶିକ୍ଷାକର୍ମଚାରୀମାନେ ନିଜର ହକ୍ ପାଇଁ ଦୀର୍ଘ ୧୨ ଦିନ ଧରି ରାଜଧାନୀର ରାଜରାସ୍ତାରେ ପଡ଼ି ରହିଛନ୍ତି। ଏପର୍ଯ୍ୟନ୍ତ ସରକାର କିମ୍ବା […]
ଭୁବନେଶ୍ୱର: ଅନୁଗୁଳ ଜିଲ୍ଲା କଂଗ୍ରେସ ସଭାପତି ତଥା ୨୦୧୯ ଅନୁଗୁଳ ନିର୍ବାଚନ ମଣ୍ଡଳୀର କଂଗ୍ରେସ ପ୍ରାର୍ଥୀ ବିପ୍ଲବ ଜେନା ଓ ତାଙ୍କର ହଜାରରୁ ଉର୍ଦ୍ଧ୍ୱ ସମର୍ଥକ ଆଜି ଶଙ୍ଖଭବନ ଠାରେ ବିଜେଡି ସାଂଗଠନିକ ସମ୍ପାଦକ ଶ୍ରୀ ପ୍ରଣବ ପ୍ରକାଶ ଦାସ ଓ […]
ଭୁବନେଶ୍ୱର : “ଯେଉଁମାନେ ଜୀବନକୁ ଭଲ ପାଆନ୍ତି, ସେମାନଙ୍କୁ ସମସ୍ତେ ଭଲ ପାଆନ୍ତି। କୌତୁହଳ, କୌତୁକ ଓ ନିରୀହତାର ଗୁଣ ଅଜୟଙ୍କ ପାଖରେ ରହିଛି। ତେଣୁ ବନ୍ଧୁମାନେ ତାଙ୍କୁ ଭଲ ପାଆନ୍ତି।” ଶନିବାର ସନ୍ଧ୍ୟାରେ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ପଞ୍ଚମ ଅଜୟ […]
ଖୋର୍ଦ୍ଧା: ଜବର ଦଖଲ ବେଳେ ଅଘଟଣ ଘଟିଛି। ତହସିଲଦାର ଏବଂ ପୋଲିସ ଆଗରେ ବିଷ ପିଇ ଜଣେ ମହିଳା ଗୁରୁତର ହୋଇପଡିଛନ୍ତି। ଏହି ଭଳି ସାଘାଂତିକ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବେଗୁନିଆ ବ୍ଲକ ଅନ୍ତର୍ଗତ ଦେଉଳି ପଚାଂୟତର କୋଚିଆଖାଲ ଗ୍ରାମରେ। […]
ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟସଭାକୁ ଅଶ୍ବିନୀ ବୈଷ୍ଣବ ଯିବା ପରେ ସେ କଟକରୁ ଲଢିବେ ବୋଲି ଯେଉଁ କଳ୍ପନାଜଳ୍ପନା ପ୍ରକାଶ ପାଇଥିଲା ତାହାର ଅନ୍ତ ଘଟିଛି। କାରଣ ଅଶ୍ବିନୀ ସେଠାରୁ ପ୍ରାର୍ଥୀ ହେବେ ବୋଲି ଲଗାତର କଟକ ଗସ୍ତ କରୁଥିଲେ। ବିଭିନ୍ନ ଉନ୍ନୟନ […]
ଭୁବନେଶ୍ବର: ଇଣ୍ଡିଆନ ନାସନାଲ ଟ୍ରଷ୍ଟ ଫର ଆର୍ଟ ଆଣ୍ଡ କଲଚରାଲ ହେରିଟେଜ (ଇନଟାକ) କଟକ ଶାଖାର ସଦସ୍ୟମାନେ ବିରୂପା ନଦୀ କୂଳରେ ଅତି ପ୍ରାଚୀନ ବୌଦ୍ଧ କୀର୍ତ୍ତିରାଜିର ସନ୍ଧାନ କରିଛନ୍ତି। କଟକ ଜିଲ୍ଲା ଟାଙ୍ଗୀ ତହସିଲ ଅନ୍ତର୍ଭୁକ୍ତ ଗଣେଶ୍ୱରପୁର ଗ୍ରାମର ଧାନଗହୀର […]
ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା)ର ଆହ୍ୱାନରେ ଚାଲିଥିବା ଅହୋରାତ୍ର ଗଣଧାରଣା ଏକାଦଶ ଦିବସରେ ପହଞ୍ଚିଛି। ଏ ଆନ୍ଦୋଳନ କେବଳ ଶିକ୍ଷକର ବୃତ୍ତିଗତ ସମସ୍ୟା ପାଇଁ ନୁହେଁ, ଏହା ସାଢ଼େ ତିନିହଜାର ଶିକ୍ଷାନୁଷ୍ଠାନର ସୁରକ୍ଷା ସହିତ ଜଡ଼ିତ। ସଂଗଠନର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର କୃଷକ ସାଥି ମାନଙ୍କ ଆବଶ୍ୟକ ଖର୍ଚ୍ଚ (Contigent Exptenditure) ପାଇଁ ସହାୟତା ରାଶିର ପରିମାଣ ବୃଦ୍ଧି ଘୋଷଣା କରିଛନ୍ତି । ସେମାନଙ୍କ ଆବଶ୍ୟକ ଖର୍ଚ୍ଚ ପାଇଁ ସହାୟତା ପରିମାଣ ବର୍ଷକୁ ୧୨ […]
କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅପରାହ୍ନ ୪.୩୦ ମି ସମୟରେ “ଆମ ହସ୍ପିଟାଲ “ଯୋଜନାରେ କଳାହାଣ୍ଡି ଜିଲ୍ଲାକୁ ସାମିଲ କରି ଜିଲ୍ଲାର ସ୍ୱାସ୍ଥ୍ୟ ବ୍ୟବସ୍ଥା କ୍ଷେତ୍ରରେ ଏକ ନୂତନ ଅଧ୍ୟାୟ ସୃଷ୍ଟି କରିଛନ୍ତି। “ଆମ ହସ୍ପିଟାଲ” […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନ ଯୋଜନାରେ ପାଚିକା ତଥା ସହଯୋଗୀ ଭାବରେ କାମ କରୁଥିବା କର୍ମଚାରୀମାନଙ୍କ ପାରିଶ୍ରମିକ ରାଶିରେ ବୃଦ୍ଧି ଘୋଷଣା କରିଛନ୍ତି। ପାଚିକା ଓ ସେମାନଙ୍କ ସହଯୋଗୀମାନଙ୍କ ପାରିଶ୍ରମିକ ରାଶି ୧,୪୦୦ […]
ଭୁବନେଶ୍ୱର: କୃଷି କେବଳ ଫସଲ ଚାଷ ମଧ୍ୟରେ ସୀମିତ ନୁହେଁ, ପ୍ରାଣିପାଳନ ଏହାର ଅଂଶବିଶେଷ। ଫସଲ ଚାଷ ଏବଂ ପ୍ରାଣୀପାଳନ ଉଭୟ ପରସ୍ପରର ପରିପୂରକ ଏବଂ ଗୋଟିକର ବିନା ଅନ୍ୟଟିର ନିରନ୍ତର ଅଭିବୃଦ୍ଧି ସମ୍ଭବ ନୁହେଁ। ପ୍ରାଣୀପାଳନ ମଧ୍ୟରେ ଗୋପାଳନ ଓ […]
ଭୁବନେଶ୍ୱର: ରାଜ୍ୟର ମୋଟ ଜନସଂଖ୍ୟାର ଏକ ପଞ୍ଚମାଂଶ ଅର୍ଥାତ ପ୍ରାୟ ୯୦ ଲକ୍ଷ ମତଦାତା ଥିବା ଯାଦବମାନଙ୍କୁ ଅନ୍ୟାନ୍ୟ ଜାତିମାନଙ୍କ ଭଳି ସେମାନଙ୍କର ଅଧିକାର ଦିଆଯାଉ। ରାଜ୍ୟରେ ପଛୁଆ ବର୍ଗର ବିଭିନ୍ନ ଜାତି ସମାଜର ସର୍ବାଙ୍ଗୀନ ଉନ୍ନତି ପାଇଁ ସରକାର ଯେପରି […]
ଭୁବନେଶ୍ବର: ଗତ ତିନିଦିନ ଧରି ଭାରତ ମୁଖ୍ୟ ନିର୍ବାଚନ କମିଶନର ରାଜୀବ କୁମାର ଓଡିଶା ନିର୍ବାଚନ ନେଇ ସମୀକ୍ଷା କରିଛନ୍ତି। ଏହି ତିନିଦିନରେ ସେ ଓଡିଶାର ସମସ୍ତ ରାଜନୈତିକ ଦଳ ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ପୃଥକ ବୈଠକ କରିଛନ୍ତି। ଏହାପରେ […]