ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ […]
ଭୁବନେଶ୍ୱର: ଅନ୍ତର୍ଜାତୀୟ ମହିଳା ଦିବସ ପରିପ୍ରେକ୍ଷୀରେ ରାଜ୍ୟ ସରକାରଙ୍କ ‘ସ୍ୱକଳ୍ପ’ କାର୍ଯ୍ୟକ୍ରମ ଅଧୀନରେ ଉଦ୍ୟୋଗୀ ପରାମର୍ଶ ଶିବିର ଆୟୋଜନ କରାଯାଇଛି। ସୋମବାର ଦିନ ଭୁବନେଶ୍ୱରସ୍ଥିତ ଗଙ୍ଗନଗର ଗୋଷ୍ଠୀ କେନ୍ଦ୍ରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ୧୦୦ରୁ ଅଧିକ ମହିଳା ଉଦ୍ୟୋଗୀ ଭାଗ ନେଇଥିଲେ। […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଦେଶରେ ୧୦ ଗୋଟି ବନ୍ଦେ ଭାରତ ଏକ୍ସପ୍ରେସକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁଭାରମ୍ଭ କରିଥିବା ବେଳେ ଓଡ଼ିଶାକୁ ତୃତୀୟ ବନ୍ଦେ ଭାରତ ଏକ୍ସପ୍ରେସ ମିଳିଛି। ଭୁବନେଶ୍ୱରରୁ ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ ହୋଇଛି। ତେବେ […]
ଖୋର୍ଦ୍ଧା: ଜେଲ ଭିତରୁ ବ୍ରାଉନସୁଗାରର ନେଟୱର୍କ ଚାଲିଥିଲା। ମୋବାଇଲରେ ଅପରେଟିଂ ହେଉଥିଲା ଧଳା ଜହରର ବେପାର। ଜେଲ ଭିତରୁ ଏକ ମୋବାଇଲ ଧରପଡିବା ପରେ ପୁରା ଘଟଣାର ପର୍ଦ୍ଦାଫସ ହୋଇଥିଲା। ଏହି ଘଟଣାରେ ସମ୍ପୃକ୍ତ ୪ ଜଣଙ୍କୁ ଗିରଫ କରିଥିଲା ପୋଲିସ। […]
ଭୁବନେଶ୍ବର: ବିଜେଡି ବିଜେପି ମେଣ୍ଟକୁ ନେଇ କେବଳ ଓଡିଶା କାହିଁକି ସାରା ଦେଶରେ ଚାଲିଛି ଚର୍ଚ୍ଚା। କାରଣ ଲୋକସଭା ନିର୍ବାଚନରେ ଜିତିବା ପାଇଁ କେଉଁ ଦଳ କଣ କରୁଛି ତାହା ଉପରେ ସମସ୍ତଙ୍କର ନଜର। ତେବେ ଓଡିଶାରେ ବିଜେଡି ବିଜେପିକୁ ନେଇ […]
ଭୁବନେଶ୍ବର: ମେଣ୍ଟ ନେଇ ସାରା ରାଜ୍ୟ ପଡୁଛି ଉଠୁଛି। ହେଲେ ଗତକାଲି ଏହି ମେଣ୍ଟ ନେଇ ସେପରି ଚର୍ଚ୍ଚା ଆଲୋଚନା କିଛି ଜଣାପଡି ନାହିଁ। ହେଲେ ବର୍ତ୍ତମାନ ନେତାଙ୍କଠାରୁ କର୍ମି ପର୍ଯ୍ୟନ୍ତ ସମସ୍ତଙ୍କ ମୁହଁରେ ଗୋଟିଏ କଥା ଏହି ମେଣ୍ଟ କାହିଁକି। […]
ଭୁବନେଶ୍ଵର: ରେଳବାଇର ଭିତ୍ତିଭୂମିର ଅଭିବୃଦ୍ଧି ଏବଂ ଭାରତୀୟ ରେଳର ସଂଯୋଗୀକରଣ ପ୍ରକିୟାର ବୃଦ୍ଧି ହେତୁ ପ୍ରଧାନମନ୍ତ୍ରୀ 12 ମାର୍ଚ୍ଚ 2024 ମଙ୍ଗଳବାର ଦିନ 85,000 କୋଟିରୁ ଅଧିକ ମୂଲ୍ୟର ବିଭିନ୍ନ ରେଳ ପ୍ରକଳ୍ପ (ପ୍ରାୟ 6000 ନମ୍ବର) ର ଭିତ୍ତି ପ୍ରସ୍ତର […]
ଟାଙ୍ଗୀ: ରାଜ୍ୟର ଅନ୍ୟତମ ଶକ୍ତି ପୀଠ ଖୋର୍ଦ୍ଧା ଜିଲ୍ଲା ଟାଙ୍ଗି ବ୍ଲକ ମୁଲିଝର ଗଡ଼ରେ ବିଦ୍ୟମାନ ମା’ ଉଗ୍ରତାରାଙ୍କ ମନ୍ଦିରର ଉନ୍ନତିକରଣ ସହ ସୌନ୍ଦର୍ଯ୍ୟ କରଣ କାର୍ଯ୍ୟର ମୁଖ୍ୟମନ୍ତ୍ରୀ ନବୀନ ପଟନାୟକ ଶିଳାନ୍ୟାସ କରିଛନ୍ତି। ଆଜି ଆଭାସୀ ମାଧ୍ୟମରେ ମୁଖ୍ୟମନ୍ତ୍ରୀ ନବୀନ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର 46 ଲକ୍ଷ କ୍ଷୁଦ୍ର, ନାମମାତ୍ର ଓ ଭୂମିହୀନ ଚାଷୀଙ୍କୁ ୯୩୩.୦୭ କୋଟି ଟଙ୍କାର କାଳିଆ ସହାୟତା-୨୦୨୪ ପ୍ରଦାନ କରିଛନ୍ତି। ଏଥିସହିତ ରାଜ୍ୟର ସମସ୍ତ ଜିଲ୍ଲାରେ ଚାଷୀ ଭାଇଭଉଣୀ ମାନଙ୍କୁ କୃଷି କାର୍ଯ୍ୟ […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଜୀଙ୍କୁ ତୃତୀୟଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଆସନରେ ବସାଇବା ଲକ୍ଷ୍ୟରେ ବିଜେପି ସାରା ଦେଶରେ ସାଧାରଣ ଜନତାଙ୍କ ମତାମତ ଲୋଡିିବାକୁ ପ୍ରୟାସ ଆରମ୍ଭ କରିଛି। ଗତ ୨୦୧୯ ସାଧାରଣ ନିର୍ବାଚନରେ ବିଜେପି ଦେଇଥିବା ୨୩୫ଟି ନିର୍ବାଚନ ପ୍ରତିଶ୍ରୁତି ମଧ୍ୟରୁ […]
ଭୁବନେଶ୍ବର: ରେମୁଣା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଜେଡି ବିଧାୟକ ସୁଦର୍ଶନ ଜେନା ଆଜି ବିଧିବଦ୍ଧ ଭାବେ ବିଜେଡି ଛାଡି କଂଗ୍ରେସରେ ଯୋଗ ଦେଇଛନ୍ତି। ସେ ତାଙ୍କର ଶତାଧିକ କର୍ମିଙ୍କ ସହ ଓଡିଶା ପ୍ରଭାରୀ ଡ଼.ଅଜୟ କୁମାର ,ପିସିସି ସଭାପତି ଶ୍ରୀଯୁକ୍ତ ଶରତ […]
ନୂଆଦିଲ୍ଲୀ: ଆଜି ରାଜ୍ୟପାଳ ରଘୁବର ଦାସ ଗୃହମନ୍ତ୍ରୀ ତଥା ବିଜେପିର ଚାଣକ୍ୟ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ତେବେ ଏହି ସାକ୍ଷାତ ସଂପୂର୍ଣ୍ଣ ସୌଜନ୍ୟ ମୂଳକ ବୋଲି କୁହାଯାଉଛି। ହେଲେ ବର୍ତ୍ତମାନ ରାଜ୍ୟରେ ବିଜେଡି ବିଜେପି ମେଣ୍ଟ ଚର୍ଚ୍ଚା ଚାଲିଥିବା ବେଳେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ବଲାଙ୍ଗିର, କେନ୍ଦୁଝର, ଖୋର୍ଦ୍ଧା ଓ ବୌଦ୍ଧ ଜିଲ୍ଲାରେ ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଉଦ୍ଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଉଦ୍ଘାଟିତ ହୋଇଥିବା ପ୍ରକଳ୍ପଗୁଡିକ ହେଲା – ବଲାଙ୍ଗିର ଜିଲ୍ଲାର ରୂପାନ୍ତରିତ ହରିଶଙ୍କର […]
ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ ମହିଳା କଂଗ୍ରେସ ସଭାନେତ୍ରୀ ଶ୍ରୀମତୀ ମିନାକ୍ଷୀ ବାହିନୀପତିଙ୍କ ପ୍ରସ୍ତାବ କ୍ରମେ ଅଖିଳ ଭାରତ ମହିଳା କଂଗ୍ରେସର ସଭାନେତ୍ରୀ ଶ୍ରୀମତୀ ଅଳକା ଲାମ୍ବା ପ୍ରଦେଶ ମହିଳା କଂଗ୍ରେସର ନୂତନ ରାଜ୍ୟ କର୍ମକର୍ତ୍ତା ଏବଂ ଜିଲ୍ଲା ସଭାପତିଙ୍କ ନାମ ଘୋଷଣା […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ମିଶନ ଶକ୍ତି କାର୍ଯ୍ୟକ୍ରମରେ ଗ୍ରାମପଞ୍ଚାୟତ ଓ ବ୍ଲକସ୍ତରୀୟ ଫେଡେରସନର କର୍ମକର୍ତ୍ତାମାନଙ୍କର ବୈଠକ ଦେୟ ବୃଦ୍ଧି କରିବା ସମ୍ପର୍କରେ ଘୋଷଣା କରିଛନ୍ତି। ରାଜ୍ୟରେ ମିଶନ ଶକ୍ତି ଏକ ବିଶାଳ ଆନ୍ଦୋଳନରେ ପରିଣତ ହୋଇ […]
ନୂଆଦିଲ୍ଲୀ: ବର୍ତ୍ତମାନ ସାରା ଦେଶରେ କେବେ ନିର୍ବାଚନ ହେବା, କେବେ ତାରିଖ ଘୋଷଣା ହେବ ସେ ନେଇ ଲାଗି ରହିଛି ଆଶା ଆଶଙ୍କା। ଏପରି ପରିସ୍ଥିତରେ ଆସିଛି ଏକ ବଡ ଖବର। ତାହା ହେଲା ଯେ, ଆସନ୍ତା 14 କିମ୍ବା 15 […]
କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ଉପଖଣ୍ଡ ଚାରମାଳ ଥାନା ଏନଏଚ୫୫ ରାଜରାସ୍ତାରେ ବଚ୍ଚା ବ୍ରିଜ୍ ନିକଟ ଏକ ହମ୍ପ୍ସ ପାରିହେବା ବେଳେ କଣ୍ଟେନର୍ କୁ ପଛରୁ ଧକ୍କା ଦେଲା ବାହାଘର ବରଯାତ୍ରୀ ବସ୍। ଘଟଣା ସ୍ଥଳରେ ୧୨ ଜଣ […]
ନୂଆଦିଲ୍ଲୀ: ଆନ୍ଧ୍ର ପ୍ରଦେଶରେ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଓ ଜନସେନା ପାର୍ଟି ଗତକାଲି ଏନଡିଏ ମେଣ୍ଟରେ ସାମିଲ ହେବା ପରେ, ଆସନ ବୁଝାମଣା ଚୂଡ଼ାନ୍ତ କରିବା ପାଇଁ ଆଜି ବିଜେପି ରାଷ୍ଟ୍ରୀୟ ଉପସଭାପତି ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ଓ କେନ୍ଦ୍ରମନ୍ତ୍ରୀ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲା ସଦର ଥାନା ଅନ୍ତର୍ଗତ ବରପଦା ଜଙ୍ଗଲ ଅଞ୍ଚଳରେ ବେଗୁନିଆ ଅବକାରୀ ବିଭାଗ ଦ୍ୱାରା ଚଢ଼ାଉ କରାଯାଇଥିଲା। ଉକ୍ତ ଚଢ଼ାଉ ଖୋର୍ଦ୍ଧା ରେଞ୍ଜ ଅବକାରୀ ଇନ୍ସପେକ୍ଟର ସନ୍ତୋଷ ସାହୁ ଏବଂ ବେଗୁନିଆ ଅବକାରୀ ଅଧିକାରୀ ଏନ.ଜେଗିନୀ ରାଓ […]
BJD BJP Alliance: ପୁଣି ଥରେ ରାଜ୍ୟ ରାଜନୀତିରେ ମେଣ୍ଟ ଚର୍ଚ୍ଚା ଜୋର ଧରିଛି। ଅଳ୍ପ ସମୟ ପାଇଁ ନିରବତା ପରେ ତାହା ଏବେ ଭଙ୍ଗ ହୋଇଛି। ଏହାର କାରଣ ହେଲା ଆଜି ପୁଣି ଥରେ ନୂଆଦିଲ୍ଲୀକୁ ଜରୁରୀ ଗସ୍ତ କରିଛନ୍ତି ବିଜେପିର […]
ଭୁବନେଶ୍ବର: ଠିକ ଆଜକୁ ପାଞ୍ଚବର୍ଷ ତଳେ ଘୋଷଣା ହୋଇଥିଲା ୨୦୧୯ର ସାଧାରଣ ନିର୍ବାଚନ ତାରିଖ। ଏଥିର ଓଡିଶାର ବିଧାନସଭା ନିର୍ବାଚନ ମଧ୍ୟ ଘୋଷଣା ହୋଇଥିଲା। ସେତେବେଳେ ଓଡିଶାର ଚାରିଟି ପର୍ଯ୍ୟାୟରେ ଉଭୟ ଲୋକସଭା ଓ ବିଧାନସଭା ପାଇଁ ଭୋଟ ଗ୍ରହଣ କରାଯାଇଥିଲା। […]