ଭୁବନେଶ୍ବର: ଓଡିଶାରେ ମେଣ୍ଟ ହେବ ନାହିଁ। ବିଜେପି ଓଡିଶାର 147 ବିଧାନସଭା ଏବଂ 21 ଟି ଲୋକସଭା ଆସନରେ ପ୍ରାର୍ଥୀ ଦେବ। ଏ କଥା କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ। ଗତକାଲି ସେ ଦିଲ୍ଲୀରୁ ପ୍ରତ୍ୟାବର୍ତ୍ତନ କରିବା ପରେ […]
ଭୁବନେଶ୍ବର: ଶେଷରେ ବିଜେଡିରୁ ଇସ୍ତଫା ପ୍ରଦାନ କରିଛନ୍ତି ଜୟଦେବ ନିର୍ବାଚନ ମଣ୍ଡଳିରେ ବିଧାୟକ ଅରବିନ୍ଦ ଢାଲି। ସେ ଆଜି ତାଙ୍କର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ତଥା ଦଳର ସଭାପତିଙ୍କ ନିକଟକୁ ପଠାଇ ଦେଇଛନ୍ତି। ଏହାପରେ ସେ ଘୋଷଣା କରିଛନ୍ତି ଯେ, ଆସନ୍ତାକାଲି […]
ଭୁବନେଶ୍ବର: ଆଜି ବିଜେଡି ଦଳରୁ ଇସ୍ତଫା ଦେଲେ ଜୟଦେବ ବିଧାୟକ ଅରବିନ୍ଦ ଢାଲି। ସେ ନିଜର ଇସ୍ତଫା ପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ପଠାଇ ଦେଇଛନ୍ତି। ଏଥିରେ ସେ କୌଣସି କାରଣ ଉଲ୍ଲେଖ ନ କରିଥିଲେ ମଧ୍ୟ ଦଳର ପ୍ରାଥମିକ ସଦସ୍ୟ […]
ଭୁବନେଶ୍ୱର: ବର୍ତ୍ତମାନ ସାରା ବିଶ୍ୱରେ ବିଭିନ୍ନ କ୍ଷେତ୍ରରେ ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସ ବା କୃତ୍ରିମ ବୁଦ୍ଧିମତାର ଆବଶ୍ୟକତା ବଢ଼ି ଚାଲିଛି। ଏହି ଅତ୍ୟାଧୁନିକ ଜ୍ଞାନକୌଶଳ ବିଷୟରେ ଓଡ଼ିଶାର ଯୁବପିଢ଼ି ତାଲିମ ନେଇ କିପରି ନିଜର ଦକ୍ଷତା ବୃଦ୍ଧି କରିପାରିବେ ସେଥିପାଇଁ ଭୁବନେଶ୍ୱରସ୍ଥିତ ବିଶ୍ୱ […]
ଭୁବନେଶ୍ବର: ବର୍ତ୍ତମାନ ଓଡିଶାର ଚିଲିକା ନିର୍ବାଚନ ମଣ୍ଡଳି ବଡ ଚର୍ଚ୍ଚାରେ ଅଛି। କାରଣ ଏହି ନିର୍ବାଚନ ମଣ୍ଡଳିର ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ବିଜେପିରେ ମିଶିବା ପରେ ଏହା ଚର୍ଚ୍ଚାକୁ ଆସିଛି। ସେଠାରେ ବର୍ତ୍ତମାନ ବିଜେଡି କାହାକୁ ପ୍ରାର୍ଥୀ କରିବ ସେ ନେଇ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର ବରମୁଣ୍ଡାଠାରେ 5-T ଉପକ୍ରମରେ ନବନିର୍ମିତ ବାବା ସାହେବ ଭୀମରାଓ ଆମ୍ବେଦକର ବସ୍ ଟର୍ମିନାଲର ଶୁଭ ଉଦ୍ଘାଟନ କରିଛନ୍ତି। ବରମୁଣ୍ଡା ବସ୍ ଷ୍ଟାଣ୍ଡ ଭାବେ ପୂର୍ବରୁ ପରିଚିତ ଥିବା ଏହି ବସ୍ ଷ୍ଟାଣ୍ଡ […]
ଭୁବନେଶ୍ବର: ସବୁ ଜିଲ୍ଲାରେ ଚାଲିଛି ରାଜ୍ୟ ସରକାରଙ୍କ ନୂଆ-ଓ କାର୍ଯ୍ୟକ୍ରମ। ଛାତ୍ରଛାତ୍ରୀଙ୍କର ମନୋବଳ ସୁଦୃଢ କରିବା ଏବଂ ପାଠ୍ୟକ୍ରମ ବ୍ୟତିତ ଅନ୍ୟ କାର୍ଯ୍ୟକ୍ରମରେ ସାମିଲ କରାଇବା ହେଉଛି ଏହାର ଉଦ୍ଦେଶ୍ୟ। ଯାହାର ନେତୃତ୍ବ ନେଉଛନ୍ତି 5ଟି ତଥା ଆମ ଓଡିଶା ନବୀନ […]
ଭୁବନେଶ୍ୱର: ଆସନ୍ତା ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭାରତୀୟ ଜନତା ପାର୍ଟୀ ନିର୍ବାଚନ ପରିଚାଳନା ସମିତି ବୈଠକ ଅଜି ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୌଠକରେ ରାଷ୍ଟ୍ରୀୟ ସଭାପତି ଶ୍ରୀ ଜେ.ପି.ନଡ୍ଡା, ରାଷ୍ଟ୍ରୀୟ ସାଧାରଣ ସଂପାଦକ (ସଂଗଠନ) ଶ୍ରୀ ବି.ଏଲ.ସନ୍ତୋଷ, […]
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି କଟକଠାରେ ବ୍ରହ୍ମକୁମାରୀଙ୍କ ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗ ଦେଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ ଭାରତରେ ଆଧ୍ୟାତ୍ମିକ ଚେତନାର ପ୍ରସାର ପାଇଁ ଅନେକ ଆଧ୍ୟାତ୍ମିକ ଓ ଧାର୍ମିକ ଅନୁଷ୍ଠାନ କାର୍ଯ୍ୟ କରୁଛନ୍ତି। ବ୍ରହ୍ମକୁମାରୀମାନେ ଅହିଂସା, […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ଶାସନ ସଚିବ ଡ. ପ୍ରମୋଦ କୁମାର ମିଶ୍ର ଆଜି ପୂର୍ବାହ୍ନରେ କୃଷିଭବନ ପରିଦର୍ଶନ କରିଛନ୍ତି। କୃଷି ଓ କୃଷକ ସଶକ୍ତିକରଣ ବିଭାଗର ପ୍ରମୁଖ ଶାସନ ସଚିବ ଡ. ଅରବିନ୍ଦ କୁମାର ପାଢ଼ୀ ଓ ବିଭାଗୀୟ ବରିଷ୍ଠ ଅଧିକାରୀ […]
ଭୁବନେଶ୍ବର: ଆଜି ସନ୍ଧ୍ୟାରେ ଆଇପିଏସ ସ୍ତରରେ ରାଜ୍ୟସରକାର ଅଦଳବଦଳ କରିଛନ୍ତି। ଏହି କ୍ରମରେ ଖୋର୍ଦ୍ଧା ଏସପି ସିଦ୍ଧାର୍ଥ କାଟାରିଆଙ୍କୁ କେନ୍ଦ୍ରପଡା ଏସପି ଭାବେ ବଦଳି ହୋଇଥିବାବେଳେ ତାଙ୍କ ସ୍ଥାନରେ ବି. ଯୁଗଳ କିଶୋରଙ୍କୁ ଖୋର୍ଦ୍ଧାର ଏସପି ଭାବେ ନିଯୁକ୍ତି ମିଳିଛି। ତେବେ […]
ନୂଆଦିଲ୍ଲୀ: ଆଜି ଓଡ଼ିଶାର ଗଞ୍ଜାମ ଜିଲ୍ଲା ଭଞ୍ଜ ବିହାରଠାରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୨୫ତମ ସମାବର୍ତ୍ତନ ଉତ୍ସବରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗ ଦେଇ ଉଦବୋଧନ ଦେଇଛନ୍ତି। ଏହି ଅବସରରେ ଉଦବୋଧନ ଦେଇ ରାଷ୍ଟ୍ରପତି କହିଥିଲେ ଯେ କେବଳ ଓଡ଼ିଶାର ଇତିହାସରେ ନୁହେଁ […]
ନୂଆଦିଲ୍ଲୀ: ଭାରତ ସରକାରଙ୍କ ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଏବଂ କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ସମ୍ବଲପୁର ଷ୍ଟେସନ ଠାରେ ସମ୍ବଲପୁର-ହଟିଆ-ଗୋରଖପୁର ମୌର୍ଯ୍ୟ ଏକ୍ସପ୍ରେସ […]
ଭୁବନେଶ୍ୱର: ଜନସାଧାରଣଙ୍କୁ ଉତମ ମାନର ତଥା ଗୁଣବତାଯୁକ୍ତ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ରାଜଧାନୀର ନୂତନ ମଲ୍ଟି ସୁପର ସ୍ପେଶିଆଲିଟି କ୍ୱାଟରନାରୀ କେୟାର ହସ୍ପିଟାଲ୍ ସମ୍ ଅଲ୍ଟିମେଟ ମେଡିକେୟାର (ସମ୍ମମ୍) ଗୁରୁବାର ସଫଳତାର ୪ ବର୍ଷ ପୂରଣ କରିଛି। ଶିକ୍ଷା ଓ […]
ଭୁବନେଶ୍ବର: ଖୁବ ଶିଘ୍ର ବିଜେପିରେ ସାମିଲ ହେବେ ସୁପରଷ୍ଟାର ତଥା ବ୍ରହ୍ମପୁର ପୂର୍ବତନ ସାଂସଦ ସିଦ୍ଧାନ୍ତ ମହାପାତ୍ର। ଏ ନେଇ ରାଜ୍ୟ ରାଜନୀତିରେ ଚାଲିଛି ଚର୍ଚ୍ଚା। ତେବେ ଏ ନେଇ ଉଭୟ ପକ୍ଷରୁ କେହି କୌଣସି ମନ୍ତବ୍ୟ ଦେଇ ନାହାଁନ୍ତି। ତେବେ […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି। ରାଜ୍ୟରେ ଭାରତୀୟ ଜନତା ପାର୍ଟି ହିଁ ଓଡ଼ିଶାରେ ଏକମାତ୍ର ବିକଳ୍ପ। ମୋଦି ସରକାର […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ଡକ୍ଟର ପି.କେ ମିଶ୍ର ଆଜି ଭୁବନେଶ୍ୱରସ୍ଥିତ କିଟ୍ ଓ କିସ୍ ବିଶ୍ୱବିଦ୍ୟାଳୟ ଗସ୍ତ କରି ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେଇଛନ୍ତି। ଏଥିସହିତ ଡକ୍ଟର ମିଶ୍ର ଭୁବନେଶ୍ୱର ଠାରେ ସିଏସଆଇଆର- ଖଣିଜ ଏବଂ ବସ୍ତୁ ବିଜ୍ଞାନ ପ୍ରତିଷ୍ଠାନର କାର୍ଯ୍ୟଧାରା […]
ଭୁବନେଶ୍ୱର: ଆଜି ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ରଞ୍ଜିତ ପାତ୍ରଙ୍କ ନେତୃତ୍ୱରେ ମାଷ୍ଟର କ୍ୟାଂଟିନ ଛକରେ ‘ନବୀନ ହଟାଅ ଓଡ଼ିଶା ବଂଚାଅ’ ବିକ୍ଷୋଭ କରାଯାଇଥିଲା। ଏକ ର୍ୟାଲିରେ ଯାଇ ସେମାନେ ଏହି ଘେରାଉ କରିଥିଲେ। ଏହି କାର୍ଯ୍ୟକ୍ରମରେ ଅଖିଳ […]
ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କର ଆାଗାମୀ ମାର୍ଚ୍ଚ ୫ ତାରିଖରେ ଓଡିଶା ଗସ୍ତ କାର୍ଯ୍ୟକ୍ରମ ରହିଛି । ସେଦିନ ପ୍ରଧାନମନ୍ତ୍ରୀ ତେଲେଙ୍ଗାନା ରାଜ୍ୟରୁ କାର୍ଯ୍ୟକ୍ରମ ସାରି ସ୍ୱତନ୍ତ୍ର ବାୟୁସେନା ବିମାନ ଯୋଗେ ଅପରାହ୍ଣରେ ଭୁବନେଶ୍ୱର ବିମାନ ବନ୍ଦରରେ ଅବତରଣ କରିବେ। […]
ଭୁବନେଶ୍ଵର ( ସନ୍ତୋଷ ବଳିୟାରସିଂହ): ଦୀର୍ଘ ଦିନ ଧରି ଜାରି ରହିଥିବା ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳକୁ ରାଜସ୍ୱ ଉପଖଣ୍ଡ ଦାବି ଉପରେ ଆଜି ଏକ ବଡ ଖବର ଆସିଛି। ବାଣପୁରର ଯୁବ ସମାଜସେବୀ ଶେଷଦେବ ବରାଳଙ୍କ ନେତୃତ୍ଵରେ ମୁଖ୍ୟମନ୍ତ୍ରୀ ନବୀନ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଗଣଶିକ୍ଷକ ମାନଙ୍କ ପାଇଁ କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଏହି ନିଷ୍ପତ୍ତି ଦ୍ବାରା ରାଜ୍ୟର ୧୨,୧୧୩ ଜଣ ଗଣଶିକ୍ଷକ ଉପକୃତ ହେବେ। ସୂଚନାଯୋଗ୍ୟ ଯେ 5-T ତଥା ନବୀନ ଓଡିଶା ଅଧ୍ୟକ୍ଷ […]