ବାଲୁଗାଁ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ଥାନା ୧୬ ନମ୍ବର ଜାତୀୟ ରାଜପଥ ସୁବୁଦ୍ଧିପାଟଣା ଗ୍ରାମ ଛକରେ ଏକ ମର୍ମନ୍ତୁଦ ସଡକ ଘଟଣା ଘଟିଯାଇଛି। ଏକ କଣ୍ଟେନର ଧକ୍କାରେ ଜଣେ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ସୂଚନା ମୁତାବକ ପୁରୀ […]
ଭୁବନେଶ୍ବର: ଆଇଏଏସ ସ୍ତରରେ ବୁଧବାର ଦିନ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଏଥିରେ ତିନିଟି ଜିଲ୍ଲାର ଜିଲ୍ଲାପାଳଙ୍କୁ ବଦଳି କରାଯାଇଛି। ସେହି ଜିଲ୍ଲାଗୁଡିକ ହେଲା ବାଲେଶ୍ଵର, ମୟୂରଭଞ୍ଜ ଏବଂ ପୁରୀ ଜିଲ୍ଲା। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗତକାଲି […]
ଭୁବନେଶ୍ବର: ବର୍ତ୍ତମାନ ଟିକେଟ ରାଜନୀତିରେ ସତ୍ୟବାଦୀ ନିର୍ବାଚନ ମଣ୍ଡଳି ଏକ ବଡ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ପାଲଟିଛି। କାରଣ ଏହି ନିର୍ବାଚନ ମଣ୍ଡଳିରୁ ଟାଣୁଆ ନେତା ସଂଜୟ ଦାସ ବର୍ମା ଛିଡା ହେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ହେଲେ ସେଠାରୁ ବିଧାୟକ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୩୩ଟି ନୂତନ ପ୍ରାଣୀ ସେବା ଯାନ ଲୋକାର୍ପଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ଭ୍ରାମ୍ୟମାଣ ପ୍ରାଣୀ ଚିକିତ୍ସା ସେବା କାର୍ଯ୍ୟକ୍ରମ ଅଧିନରେ ଏହା କାର୍ଯ୍ୟକାରୀ ହୋଇଛି। କଳିଙ୍ଗ ଷ୍ଟାଡିୟମ୍ଠାରେ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ବିଭାଗ […]
ଭୁବନେଶ୍ବର: ପୁଣି ଥରେ ବିଜେପିକୁ ଫେରିବେ କି ବିଜେଡି ବିଧାୟକ ଅରବିନ୍ଦ ଢାଲି। ଏ ନେଇ ଜୟଦେବ ନିର୍ବାଚନ ମଣ୍ଡଳିରେ ଚାଲିଛି ଚର୍ଚ୍ଚା। ତେବେ ଏ ସଂପର୍କରେ କେହି କିଛି କହି ନ ଥିଲେ ମଧ୍ୟ ଏହି ଚର୍ଚ୍ଚା ନିର୍ବାଚନ ମଣ୍ଡଳି […]
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି (୨୮ ଫେବ୍ରୁଆରୀ ୨୦୨୪) ମୟୂରଭଞ୍ଜ ଜିଲ୍ଲାର ରାଇରଙ୍ଗପୁରଠାରେ କେନ୍ଦ୍ର ସରକାରଙ୍କ ଅବକାଶ ନିବାସ ଏବଂ କ୍ରୀଡ଼ା କମ୍ପ୍ଲେକ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେ ଆଭାସୀ ମାଧ୍ୟମରେ ବିଭିନ୍ନ ସଡ଼କ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା […]
ଭୁବନେଶ୍ବର: ଆଜି ଜାତୀୟ ବିଜ୍ଞାନ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କୋରାପୁଟ ଜିଲ୍ଲା ଜୟପୁରରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର, ରାୟଗଡାରେ ପ୍ଲାନେଟୋରିୟମ, କେନ୍ଦୁଝର ଜିଲ୍ଲା ଘଟଗାଁରେ ଜିଲ୍ଲା ବିଜ୍ଞାନ କେନ୍ଦ୍ର ଓ ପ୍ଲାନେଟୋରିୟମ ଓ ମୟୁରଭଞ୍ଜ ଜିଲ୍ଲା ବାରିପଦାଠାରେ […]
ଭୁବନେଶ୍ଵର: ଅମୃତ ଭାରତ ଷ୍ଟେସନ ଯୋଜନାରେ ପୁନଃବିକଶିତ ହେଉଥିବା ଷ୍ଟେସନ କୋଠାର ଡିଜାଇନ୍ ସ୍ଥାନୀୟ ସଂସ୍କୃତି, ଐତିହ୍ୟ ଏବଂ ସ୍ଥାପତ୍ୟରୁ ଅନୁପ୍ରାଣିତ ହେବା ପାଇଁ ସ୍ଥିର କରାଯାଇଥିବା ବେଳେ ସେଥିରେ ଓଡିଶାର ୫୯ଟି ଷ୍ଟେସନକୁ ସାମିଲ କରାଯାଇଛି। ସେହି କ୍ରମରେ ଓଡ଼ିଶାର […]
ଭୁବନେଶ୍ବର: ଏବେ ରେଙ୍ଗାଲି ଠାରେ ସମଲେଶ୍ୱରୀ ଏକ୍ସପ୍ରେସ ରହଣି କରିବ। ଏହାସହିତ ପୁରୀ-ଦୁର୍ଗ ଏକ୍ସପ୍ରେସ ଲୋଇସିଙ୍ଗା ଏବଂ ମୁରିବାହାଲ ଠାରେ ରହଣି କରିବ। ନିମ୍ନରେ ପ୍ରଦତ୍ତ ଦୁଇଟି ଟ୍ରେନର ପରୀକ୍ଷାମୂଳକ ଭାବେ ରହଣି ପାଇଁ ନିଷ୍ପତ୍ତି ନିଆଯାଇଅଛି ଏବଂ ଏହା ଆଧାରରେ […]
ଭୁବନେଶ୍ୱର: ରାଜଧାନୀରେ ନୂତନ କରି ଆରମ୍ଭ ହୋଇଥିବା ମଲ୍ଟି ସୁପର୍ ସ୍ପେଶାଲିଟି କ୍ୱାର୍ଟରନାରୀ କେୟାର ହସ୍ପିଟାଲ ସମ୍ ଅଲ୍ଟିମେଟ୍ ମେଡିକେୟାର ଜନସାଧାରଣଙ୍କୁ ଉତ୍ସର୍ଗୀକୃତ ସ୍ୱାସ୍ଥ୍ୟସେବା ଯୋଗାଇବାରେ ଫେବୃଆରୀ ୨୯, ୨୦୨୪ ଦିନ ଚାରି ବର୍ଷ ପୂରଣ କରିଛି। ବୈଷୟିକ ଜ୍ଞାନକୌଶଳ, କୁଶଳୀ […]
ଭୁବନେଶ୍ୱର: ବାଇକ୍ ଟ୍ୟାକ୍ସି ଡ୍ରାଇଭର୍ସ ଆସୋସିଏସନ୍ ପକ୍ଷରୁ ମାଷ୍ଟର କ୍ୟାଂଟିନଠାରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହିତ ସହର ଭିତରେ ଶାନ୍ତିପୂର୍ଣ୍ଣ ଭାବେ ବାଇକ୍ ଟ୍ୟାକ୍ସି ଚଳାଚଳ ପାଇଁ ଅନୁମତି ଦେବାକୁ ସରକାରଙ୍କୁ ଅନୁରୋଧ ସଂଘ ପକ୍ଷରୁ କରାଯାଇଥିଲା। ୨୦୨୩ର ଓଡ଼ିଶା ଏଗ୍ରିଗେଟର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବାଲେଶ୍ୱର ଜିଲ୍ଲାରେ ୨୨୦୦ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିବା ସହିତ ମହାନ ବରପୁତ୍ର ମନ୍ମଥ ଦାସ ଓ ମନୋଜ ଦାସଙ୍କ ସ୍ମୃତି ପୀଠ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଉଭୟ […]
ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନ ପାଇଁ ପ୍ରଯୁକ୍ତି ବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କର ଏକ ଦିନିକିଆ କର୍ମଶାଳା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ସମସ୍ତ ଜିଲ୍ଲାରୁ ଆସିଥିବା ୩୦ ଜଣ ପ୍ରଯୁକ୍ତିବିଦ୍ୟା ଜିଲ୍ଲା ନୋଡାଲ ଅଧିକାରୀମାନଙ୍କୁ […]
ଭୁବନେଶ୍ବର: ଆଗାମୀ ଲୋକସେବା ଏବଂ ବିଧାନସଭା ସାଧାରଣ ନିର୍ବାଚନ ୨୦୨୪ କୁ ଦୃଷ୍ଟିରେ ରଖି ରାଜ୍ୟରେ ଥିବା ବିଭିନ୍ନ ପ୍ରବର୍ତ୍ତନ ସଂସ୍ଥା (ଏନଫୋର୍ସମେଣ୍ଟ ଏଜେନ୍ସି) ମାନଙ୍କ ସହିତ ଏକ ରାଜ୍ୟସ୍ତରୀୟ ସମନ୍ୱୟ ବୈଠକ ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। […]
କେନ୍ଦ୍ରାପଡ଼ା: କେନ୍ଦ୍ରାପଡା ବ୍ଲକ ଓ ନଗର କଂଗ୍ରେସ ତରଫରୁ କେନ୍ଦ୍ରାପଡା ପ୍ରତି ଅବହେଳା ପ୍ରତିବାଦରେ “ମାଟି ପାଇଁ ଜେଲ ଚାଲ” ଆନ୍ଦୋଳନ କରାଯାଇଥିଲା। କେନ୍ଦ୍ରାପଡାରେ ମେଡିକାଲ କଲେଜ ପ୍ରତିଷ୍ଠା, ମୁନିସିପାଲଟିରେ ସିଟି ହସପିଟାଲ ପ୍ରତିଷ୍ଠା, କେନ୍ଦ୍ରାପଡା ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟ ମାନ୍ୟତା […]
ଭୁବନେଶ୍ବର: ଆଜି ଭୁବନେଶ୍ବର ବସ୍ତିରେ ବୁଲୁଛନ୍ତି ବିଶ୍ବର ଅନ୍ୟତମ ଧନି ତଥା ମାଇକ୍ରୋସପ୍ଟ କଂପାନୀର ସହ ପ୍ରତିଷ୍ଠାତା ବିଲ ଗେଟସ। ଲୁମ୍ବିନ ବିହାରସ୍ଥିତ ମା ମଙ୍ଗଳା ବସ୍ତିରେ ସେ ପରିଦର୍ଶନ କରୁଛନ୍ତି। ସାଥିରେ ଅଛନ୍ତି ଉନ୍ନୟନ କମିଶନର ଅନୁ ଗର୍ଗଙ୍କ ସହିତ […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି ୨୮ରୁ ମାର୍ଚ୍ଚ ୨, ୨୦୨୪ ପର୍ୟ୍ୟନ୍ତ ଝାଡ଼ଖଣ୍ଡ ଓ ଓଡ଼ିଶା ଗସ୍ତରେ ଆସିବେ। ଫେବ୍ରୁଆରି ୨୮ତାରିଖରେ ରାଷ୍ଟ୍ରପତି ରାଞ୍ଚିଠାରେ ଝାଡ଼ଖଣ୍ଡ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ତୃତୀୟ ସମାବର୍ତ୍ତନ ଉତ୍ସବରେ ଯୋଗଦେବେ। ସେହିଦିନ ରାଷ୍ଟ୍ରପତି ଓଡ଼ିଶାର […]
ଭୁବନେଶ୍ବର: କୁଆଖାଇ ନଦୀ ଶଯ୍ୟାରୁ ମିଳିଛି ସମୟ ସ୍ରୋତରେ ହଜି ଯାଇଥିବା ଏକ ପ୍ରାଚୀନ ସଭ୍ୟତାର ଚିହ୍ନ। ରିଡିସ୍କଭର ଲଷ୍ଟ ହେରିଟେଜ ଗ୍ରୁପ ଓ ସିଲଭର ସିଟି କଟକ ପବ୍ଲିକ ଚାରିଟେବୁଲ ଟ୍ରଷ୍ଟର ସଦସ୍ୟମାନଙ୍କ ଦ୍ୱାରା କଟକ ସହର ଓ ଏହାର […]
ଭୁବନେଶ୍ୱର: ରାଜ୍ୟରେ ଏକକାଳୀନ ଅନୁଷ୍ଠିତ ହେବାକୁ ଥିବା ଲୋକସଭା ଓ ବିଧାନସଭା ନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ସଂପୂର୍ଣ୍ଣ ପ୍ରସ୍ତୁତ। ଏହି ପରିପ୍ରେକ୍ଷୀରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଅଧ୍ୟକ୍ଷତାରେ ଏବଂ ରାଜ୍ୟ ନିର୍ବାଚନ ପ୍ରଭାରୀ ଶ୍ରୀ ବିଜୟପାଲ […]
ଭୁବନେଶ୍ୱର : ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲ୍ଲାର ପୂର୍ବତନ ଧର୍ମଶାଳା ବିଧାୟକ ସ୍ୱର୍ଗତଃ କାଙ୍ଗାଳିଚରଣ ପଣ୍ଡାଙ୍କ ପୁତୁରା ତଥା କଂଗ୍ରେସ ନେତା ଦେବେନ୍ଦ୍ର କୁମାର […]
ଭୁବନେଶ୍ୱର: କୋଭିଡ୍ ମହାମାରୀ ସମୟରେ ଏମ୍ସ ଭୁବନେଶ୍ୱର ପ୍ରମୁଖ ଭୂମିକା ଗ୍ରହଣ କରିଥିଲା। ଗୁଣବତ୍ତାପୂର୍ଣ୍ଣ ସ୍ବାସ୍ଥ୍ୟସେବା ପ୍ରଦାନରେ ଏହି ଜାତୀୟ ସ୍ବାସ୍ଥ୍ୟପ୍ରତିଷ୍ଠାନର ଅବଦାନ ଅନସ୍ବୀକାର୍ଯ୍ୟ। ବିକଶିତ ଭାରତର ପ୍ରକୃତ ଭାବନା ପୂରଣ କରିବାରେ ଦେଶର ଯୁବଗୋଷ୍ଠୀ ସମ୍ମୁଖଭାଗରେ ରହିଛନ୍ତି। ଏଥିସହ ଷ୍ଟାର୍ଟ […]