ଭୁବନେଶ୍ବର: କଣ୍ଟାବାଞ୍ଜି ଓ ହିଞ୍ଜିଳିରେ ନବୀନ ପଟ୍ଟାନାୟକ କିପରି ପରାଜୟ ହୁଅନ୍ତୁ ସେ ନେଇ ଚକ୍ରାନ୍ତ କରାଯାଇଥିଲା। ଏହିପରି ବିଭିନ୍ନ ଖବର ବର୍ତ୍ତମାନ ସାମାଜିକ ଗଣମାଧ୍ୟମରେ ପ୍ରଚାର ହେବାରେ ଲାଗିଛି। ଯାହାକୁ ନେଇ କଡା ଜବାବ ରଖିଛନ୍ତି ବିରୋଧୀ ଦଳର ନେତା […]
ଭୁବନେଶ୍ବର: ବର୍ତ୍ତମାନ ଲଣ୍ଡନରେ ଖୋଲିଲା ଚିଲିକା ରେଷ୍ଟୁରାଣ୍ଟ, ଯାହା ଆପଣଙ୍କୁ ଆଶ୍ଚର୍ଯ୍ୟ କରିବ। ତେବେ ମଙ୍ଗଳବାର ଦିନ ଲଣ୍ଡନର ବକ୍ସଲିହେଥ୍ ଠାରେ ଏହି ଭାରତୀୟ ରେଷ୍ଟୁରାଣ୍ଟ ଖୋଲିଛି। ଯାହାର ନାମ ରଖାଯାଇଛି ଚିଲିକା। ଏହାକୁ ଉଦଘାଟନ କରିଛନ୍ତି ଲଣ୍ଡନ ଗସ୍ତରେ ଥିବା […]
ଭୁବନେଶ୍ବର: ଶେଷରେ କନ୍ଧମାଳ ଜିଲ୍ଲାରେ ଆମ୍ବ ଟାକୁଆ ଖାଇ ମୃତ୍ୟୁବରଣ କରିବା ଘଟଣାର ଆରଡିସି ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏ ନେଇ ଆଜି ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରୁ ସୂଚନା ଦିଆଯାଇଛି। ତେବେ ଏ ନେଇ ଆସନ୍ତାକାଲି ବିଜ୍ଞପ୍ତି ପ୍ରକାଶ ପାଇବା ସହିତ […]
ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ସଚିବସ୍ତରୀୟ ବୈଠକ ଆଜି ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ବୈଠକରେ ଗୃହ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ଓ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ସାଧାରଣ ବଣ୍ଟନ ବ୍ୟବସ୍ଥା ସମ୍ପର୍କରେ ସମୀକ୍ଷା କରି ହିତାଧିକାରୀ ମାନଙ୍କୁ ତିନି ମାସର ଚାଉଳ ଆଗୁଆ ପ୍ରଦାନ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗକୁ […]
ଭୁବନେଶ୍ବର: ଅଦିନିଆ ରଥଯାତ୍ରା ନେଇ ପ୍ରବଳ ଚାପ ପଡିବା ପରେ ଶେଷରେ ତାହାକୁ ବାତିଲ କରିଛି ଇସ୍କନ।ଏ ନେଇ ଇସ୍କନ ତରଫରୁ କୁହାଯାଇଛି ଯେ, ଜଗନ୍ନାଥ ଭକ୍ତଙ୍କ ଭାଗାବେଗକୁ ଲକ୍ଷ୍ୟ ରଖି ଏହି ରଥଯାତ୍ରା ବାତିଲ କରାଗଲା। ତେବେ ରଥଯାତ୍ରା ବଦଳରେ […]
ଭୁବନେଶ୍ୱର: ଆଜି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ପିସିସି ଷ୍ଟିୟରିଂ କମିଟି ସଦସ୍ୟ ଏବଂ କଂଗ୍ରେସ ବିଧାୟକ ମାନଙ୍କୁ ନେଇ ଏକ ପ୍ରତିନିଧି ମଣ୍ଡଳି ରାଜଭବନ ଠାରେ ମାନ୍ୟବର ରାଜ୍ୟପାଳଙ୍କୁ ଭେଟି ଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ। ଜାତୀୟ […]
ଭୁବନେଶ୍ୱର: ଆସନ୍ତା ଖରିଫ ଧାନ କିଣା ନଭେମ୍ବର ୨୧ ତାରିଖରୁ ଓଡ଼ିଶାରେ ଆରମ୍ଭ ହେବ। ଏହି ଧାନ କିଣା କାରବାରରେ ସ୍ୱଚ୍ଛତା ଆଣିବା ସହ କଟନୀ ଛଟନୀ ବନ୍ଦ କରିବା ପାଇଁ ବିଜେପି କୃଷକ ମୋର୍ଚ୍ଚାର କାର୍ଯ୍ୟକର୍ତାମାନେ ସାରା ରାଜ୍ୟର ସମସ୍ତ […]
ଭୁବନେଶ୍ବର: ଅଦିନିଆ ରଥଯାତ୍ରା ନେଇ ଇସ୍କନ ଉପରେ ବର୍ଷିଛନ୍ତି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଇସ୍କନର ଏପରି କାର୍ଯ୍ୟକୁ ନିନ୍ଦା କରିଛନ୍ତି। ସେ କହିଛନ୍ତି ଯେ, ଇସ୍କନର ମନମୁଖି କାର୍ଯ୍ୟ ବହୁତ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବୁଗୁଡ଼ା ଥାନା ଅନ୍ତର୍ଗତ ବଡପଥର ଗ୍ରାମର ଏକ ଲଟାବୁଦା ଭିତରେ ରକ୍ତ ଜୁଡୁବୁଡୁ ଅବସ୍ଥାରେ ପଡିରହିଥିବା ଜଣେ ଯୁବକକୁ ପୋଲିସ ଓ ଦମକଳବାହିନୀ ଉଦ୍ଧାର କରିଥିଲା। ସେଠାରୁ ଚିକିତ୍ସା ନିମନ୍ତେ ଡାକ୍ତରଖାନାକୁ ପଠାଯାଇଥିଲା। କିନ୍ତୁ ଡ଼ାକ୍ତର […]
ଭୁବନେଶ୍ୱର: ଗୁଜରାଟ ସରକାରଙ୍କ ଶ୍ରମ, କୌଶଳ ବିକାଶ ଓ ନିୟୋଜନ ବିଭାଗର ସଚିବ ଡକ୍ଟର ବିନୋଦ ଆର୍ ରାଓ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ସେ ସୋମବାର ଦିନ ଭୁବନେଶ୍ୱରଠାରେ ରାଜ୍ୟ ସରକାରଙ୍କ ଦ୍ୱାରା ସ୍ଥାପିତ ବିଶ୍ୱ […]
ଭୁବନେଶ୍ଵର: ସୋମବାର ଅପରାହ୍ନ ୪ ଘଟିକା ସମୟରେ ନୟାଗଡ ଜିଲ୍ଲା ଗୋପାଳପୁର ଛାମୁପାଟଣା ସାହିର ସ୍ବର୍ଗତ ରାମଚନ୍ଦ୍ର ପାତ୍ରଙ୍କ ଧର୍ମ ପତ୍ନୀ ଦମୟନ୍ତୀ ପାତ୍ରଙ୍କ ୮୫ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି। ମୃତ୍ୟୁ ପରେ ଚକ୍ଷୁଦାନ କରିବାର ଇଚ୍ଛାକୁ ପୂରଣ କରିବା […]
ଭୁବନେଶ୍ୱର: ଆଜି ନୂଆଦିଲ୍ଲୀରେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଅଧ୍ୟକ୍ଷତାରେ କେନ୍ଦ୍ରୀୟ ହିନ୍ଦୀ ସମିତିର ୩୨ତମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଯୋଗ ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡିଶାରେ ହିନ୍ଦୀ ଭାଷାର ପ୍ରଚାର ପ୍ରସାର ପାଇଁ […]
ବାଲୁଗାଁ: ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଲୁଗାଁ ଆଇସିଆଇସିଆଇ ବ୍ୟାଙ୍କ ଡେପୁଟି ମ୍ୟାନେଜେର ସୃଜନ ସମ୍ବିତ ପୁରୋହିତଙ୍କ ମୃତ ଦେହକୁ ଆଜି ସନ୍ଦେହଜନକ ଅବସ୍ଥାରେ ତାଙ୍କ ଭଡ଼ା ଘରୁ ଉଦ୍ଧାର କରିଛି ପୋଲିସ। ବାଲୁଗାଁ ପୋଲିସ ସୂଚନା ମୁତାବକ ବରଗଡ଼ ଜିଲ୍ଲା ଉତ୍ତମ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୧୩୫ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୧୧୭ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୧୧ଟି […]
ଭୁବନେଶ୍ୱର: କୋଭିଡ ମହାମାରୀରେ ଭାରତରେ ୫ ଲକ୍ଷରୁ ଊର୍ଦ୍ଧ୍ୱ ଲୋକଙ୍କର ମୃତ୍ୟୁ ହୋଇଥିବା ବେଳେ ଜୀବନର ରକ୍ଷାକାରୀ ସାଜିଥିଲା ଜୀବାଣୁକୁ ଅକାମୀ କରୁଥିବା ଆଂଟିବାୟୋଟିକ। ତେଣୁ ଏଭଳି ଆଂଟିବାୟୋଟିକ୍ଗୁଡ଼ିକୁ ଅଧିକ ମାତ୍ରାରେ ବିକଶିତ କରିବା ପାଇଁ ସମାଜର ସହଯୋଗର ଆବଶ୍ୟକତା ରହିଛି। […]
ଭୁବନେଶ୍ବର: ବାତ୍ୟା ଦାନା ଆସିଲା ଆଉ ଚାଲିଗଲା। ହେଲେ ସେ ଛାଡିଗଲା ଓଡିଶାର କ୍ଷୟକ୍ଷତି। ପ୍ରକୃତରେ ଏହି କ୍ଷୟକ୍ଷତି କେତେ ତାହାର ରିପୋର୍ଟ ପାଇଁ ସରକାର ନିର୍ଦ୍ଦେଶ ଦେଇଥିଲେ। ସେହି ଅନୁସାରେ ବାତ୍ୟା ଦାନାର ଜିଲ୍ଲା ସ୍ତରୀୟ କ୍ଷୟକ୍ଷତି ଆସିଛି।ତେବେ ପଞ୍ଚାୟତିରାଜ […]
କଳାହାଣ୍ଡି (ଦୁଷ୍ମନ୍ତ କୁମାର ପଣ୍ଡା): କଳାହାଣ୍ଡି ଜିଲ୍ଲାରେ ଗ୍ରାମାଞ୍ଚଳ ପରିବହନ ସେବା ପ୍ରଚଳନର ଏକ ବର୍ଷ ପୂର୍ତ୍ତି ହୋଇଯାଇଛି। ଏହି ବସ ସେବା ଦ୍ୱାରା ଗ୍ରାମାଞ୍ଚଳରେ ବେଶ ପ୍ରଭାବ ପକାଇଛି। ପ୍ରତିଦିନ ବସ ଯାତ୍ରା ପାଇଁ ଲୋକଙ୍କ ଅପେକ୍ଷା ରହୁଛି। ସୁଲଭ […]
ଭୁବନେଶ୍ବର: ନଭେମ୍ବର ମାସ ୨୧ ତାରିଖରୁ ଆରମ୍ଭ ହେବ ଧାନ କିଣା। ଆଜି ଲୋକସେବା ଭବନରେ ମନ୍ତ୍ରୀସ୍ତରୀୟ ବୈଠକରେ ଏହି ହୋଇଛି ନିଷ୍ପତ୍ତି। ବୈଠକରେ ପରେ ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ। ଚଳିତ ବର୍ଷ ୮୦ ଲକ୍ଷ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗୋପାଳପୁର ପ୍ରବେଶ ଦ୍ଵାରରେ ଗାଡ଼ି କାଗଜପତ୍ର ଓ ହେଲମେଟ ଯାଞ୍ଚ ଚାଲିଥିଲା। ସେତିକିବେଳେ ପୋଲିସକୁ ଡରି ଜଣେ ଯୁବକ ଗାଡ଼ି ବୁଲାଇ ଅନ୍ୟ ରାସ୍ତାରେ ଚାଲିଯିବାକୁ ଉଦ୍ୟମ କରିଥିଲେ। କିନ୍ତୁ କର୍ତ୍ତବ୍ୟରତ ସିପାହୀ ତାଙ୍କ ଉପରକୁ […]
ଭୁବନେଶ୍ୱର: ଆସନ୍ତା ୨୬ ନଭେମ୍ବରରେ କୃଷକ,ଶ୍ରମିକ, କୃଷି ଶ୍ରମିକ, ବିଭିନ୍ନ ବର୍ଗର ଅଣ-ସଂଗଠିତ ଶ୍ରମିକ ଏବଂ ଭାଗଚାଷୀ ମାନେ ମିଳିତ ଭାବେ ସାରା ଦେଶର ୫୦୦ରୁ ଉର୍ଦ୍ଧ୍ବ ଜିଲ୍ଲାରେ ପ୍ରତିବାଦ କାର୍ଯ୍ୟକ୍ରମ ଡାକରାକୁ ସଫଳ କରିବା ପାଇଁ ଆଜି ଭୁବନେଶ୍ୱର ଇଣ୍ଡିଆନ୍ […]