ମୁମ୍ବାଇ: ରିଲାଏନ୍ସ ଫାଉଣ୍ଡେସନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍ ଅମ୍ବାନୀ ସାର୍ ଏଚ୍ ଏନ ରିଲାଏନ୍ସ ଫାଉଣ୍ଡେସନ ହସ୍ପିଟାଲର ଦଶମ ବାର୍ଷିକୀ ପାଳନ ଅବସରରେ ରିଲାଏନ୍ସ ଫାଉଣ୍ଡେସନ୍ ପକ୍ଷରୁ ଏକ ନୂତନ ସ୍ୱାସ୍ଥ୍ୟସେବା ଯୋଜନା ଆରମ୍ଭ ଘୋଷଣା କରଛନ୍ତି। ଏହି ଯୋଜନାରେ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ରେ ୨୦୨୪-୨୫ ଶିକ୍ଷା ବର୍ଷ ନିମନ୍ତେ ଡାକ୍ତରୀ ପାଠ୍ୟକ୍ରମରେ ନାମ ଲେଖାଇଥିବା ଏମ୍ବିବିଏସ୍ ଛାତ୍ରଛାତ୍ରୀଙ୍କ ହ୍ୱାଇଟ୍ କୋଟ ଉତ୍ସବ ଆୟୋଜିତ ହୋଇଯାଇଛି। ଗତ ଶନିବାର ଦିନ ଭୁବନେଶ୍ୱର ସ୍ଥିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ […]
ରେଢାଖୋଲ (କନ୍ଦର୍ପ ବେହେରା): ଶ୍ରୀ ଅନ୍ନ ଅଭିଯାନ ଅନୁସାରେ ଶିମିଳିପାଳ ଗ୍ରାମ ପଞ୍ଚାୟତ ପରିସରରେ ମାଣ୍ଡିଆ ଦିବସ ପାଳିତ ହେବାସହିତ ଖାଦ୍ୟ ମେଳା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଥିଲା। ଶିମିଳିପାଳ ପଞ୍ଚାୟତର ସରପଞ୍ଚ ସସ୍ମିତା ପ୍ରଧାନ, ଗ୍ରାମ ପଞ୍ଚାୟତ ଅଧିକାରୀ ବିନୋଦ […]
ରଣପୁର: ନୟାଗଡ ଜ଼ିଲ୍ଲା ରଣପୁର ରେଞ୍ଜରେ ହାତୀଙ୍କ ଉତ୍ପାତ ବଢ଼ିବାରେ ଲାଗିଛି। ହାତୀପଲଙ୍କ ଉପଦ୍ରଵରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବାବେଳେ ସନ୍ଧ୍ୟା ହେଲେ ଅଞ୍ଚଳରେ ଭୟରର ବାତାବଣ ସୃଷ୍ଟି ହୋଇଛି। ଭୟଭୀତ ଅବସ୍ଥାରେ ଅଛନ୍ତି ଅଂଚଳବାସି। ଗତ ଦୁଇରୁ ତିନିଦିନ […]
ଭୁବନେଶ୍ବର: ମୋତେ କେହି ହେୟ ଜ୍ଞାନ କରନ୍ତୁ ନାହିଁ, ଏବେ ଟ୍ରେଲର ଚାଲିଛି.. ଆଗକୁ ପୁରା ସିନେମା ବାକି ଅଛି ବୋଲି ଆଜି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଦୁର୍ନିତି ନିବାରଣ ସପ୍ତାହ ପାଳନ ଅବସରରେ ବରିଷ୍ଠ ଅଧିକାରୀଙ୍କୁ ଏହା […]
ଭୁବନେଶ୍ଵର: ସତ୍ୟ ନିଷ୍ଠାର ସଂସ୍କୃତିରୁ ରାଷ୍ଟ୍ରର ସମୃଦ୍ଧିକୁ ପ୍ରୋତ୍ସାହିତ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ପୂର୍ବାହ୍ନରେ ରେଳପଥର ମୁଖ୍ୟାଳୟରେ ରେଳ କର୍ମଚାରୀ ଏବଂ ଅଧିକାରୀମାନଙ୍କୁ ସତ୍ୟନିଷ୍ଠ ଓ ଅଖଣ୍ଡତାର ଶପଥ ଗ୍ରହଣ […]
ଭୁବନେଶ୍ବର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜଟଣୀସ୍ଥିତ ବିଞ୍ଚିଗିରିଠାରେ ଜାତୀୟ ଯୋଗ ଓ ପ୍ରାକୃତିକ ଚିକିତ୍ସା ଗବେଷଣା କେନ୍ଦ୍ରର ଭିତ୍ତିପ୍ରସ୍ତର ସ୍ଥାପନ କରିବେ। ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀରୁ ଭିଡିଓ କନଫ୍ରେସିଂ ମାଧ୍ୟମରେ ଏହାର ଭିତ୍ତି ପ୍ରସ୍ତର ସ୍ଥାପନ କରିବେ। ଏ ନେଇ ଭୁବନେଶ୍ବର […]
ଭୁବନେଶ୍ବର: ସୁଭଦ୍ରା ଟଙ୍କା ନେଇ ଆଜି ଆସିଲା ବଡ ଖବର। ତାହା ହେଲା ଯେ, ସୁଭଦ୍ରା ଯୋଜନାର ପ୍ରଥମ ପର୍ଯ୍ୟାୟର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଯେ, […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅଞ୍ଚଳରେ ବୋମାମାଡ ଓ ଆକ୍ରମଣ ଘଟଣାର ୨୪ ଘଣ୍ଟା ମଧ୍ୟରେ ପୁଣି ସେହି ଅଞ୍ଚଳ ନିକଟସ୍ଥ ପାଟପୁର ଥାନା ଅନ୍ତର୍ଗତ ମୌଳାଭଞ୍ଜା ଗ୍ରାମର ନାଏବ ସରପଞ୍ଚ ବିଟୁ ଗୌଡ଼ଙ୍କ ଘର ଉପରେ ବୋମାମାଡ଼ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ଜୁନ୍ ମାସରେ ବେଗୁନିଆ ପଡ଼ା ଥାନା ଅନ୍ତର୍ଗତ ତାଳସର ପଞ୍ଚାୟତର ଜନୈକା ମହିଳାଙ୍କୁ ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ମୁନା ଗୌଡ଼ ନାମକ ଜଣେ ଯୁବକ ଦୁଷ୍କର୍ମ କରି ଫେରାର ହୋଇଯାଇଥିଲା। ପୀଡ଼ିତା ମହିଳାଙ୍କ ଅଭିଯୋଗ […]
ଭୁବନେଶ୍ୱର: ରବିବାର ଅପରାହ୍ଣରେ ରାଜ୍ୟ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୁଜାରୀ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ବାତ୍ୟା ‘ଦାନା’ର ପ୍ରଭାବ ଏଥି ଜନିତ ଲଗାଣ ବର୍ଷାରେ ବିଶେଷ ଭାବେ ପ୍ରଭାବିତ ହୋଇଥିବା ବାଲେଶ୍ୱର, କେନ୍ଦ୍ରାପଡା, ଭଦ୍ରକ ଓ […]
ନୂଆଦିଲ୍ଲୀ: କେନ୍ଦ୍ର ଆବାସ ଏବଂ ସହରାଞ୍ଚଳ ବ୍ୟାପାର ଏବଂ ଶକ୍ତି ମନ୍ତ୍ରୀ ଶ୍ରୀମନୋହର ଲାଲ ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ତିନି ଦିନିଆ ସପ୍ତଦଶ ଅର୍ବାନ୍ ମୋବିଲିଟି ଇଣ୍ଡିଆ (ୟୁଏମ୍ଆଇ) ସମ୍ମିଳନୀ ଏବଂ ପ୍ରଦର୍ଶନୀ ୨୦୨୪ର ଉଦଯାପନୀ ଅଧିବେଶନକୁ ସମ୍ବୋଧିତ କରିବା […]
ଭୁବନେଶ୍ବର: ଲୋକସଭା ବାଚସ୍ପତି ଓମ୍ ବିର୍ଲା ଆଜି ଭୁବନେଶ୍ୱରର କଳିଙ୍ଗ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କିଟ୍) ବିଶ୍ୱବିଦ୍ୟାଳୟ ଠାରେ ‘କିଟ୍ ସ୍କୁଲ୍ ଅଫ୍ ପବ୍ଲିକ୍ ପଲିସି’କୁ ଉଦଘାଟନ କରିଛନ୍ତି। କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଏପରି ଏକ ଶିକ୍ଷାନୁଷ୍ଠାନ ଖୋଲିଥିବାରୁ ସେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ସ୍ଵତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟରେ ସମୀକ୍ଷା କରି ନଭେମ୍ବର ୨ ତାରିଖ ସୁଦ୍ଧା ବାତ୍ୟା ଜନିତ କ୍ଷୟକ୍ଷତି ରିପୋର୍ଟ ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହାଦ୍ବାରା କ୍ଷତିଗ୍ରସ୍ତ ଲୋକଙ୍କୁ ତୁରନ୍ତ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବଜାରର ବିଭିନ୍ନ ଅଞ୍ଚଳରେ ଚଢ଼ାଉ କରି ୩ ବାଣ ବେପାରୀଙ୍କୁ ପୋଲିସ ଗିରଫ କରିବା ସହ ଲକ୍ଷାଧିକ ଟଙ୍କାର ବେଆଇନ ବାଣ ଜବତ କରିଛି। ଦୀପାବଳି ପୁର୍ବରୁ ଖୋର୍ଦ୍ଧା ଜିଲ୍ଲାରେ ବେଆଇନ […]
ବାଣପୁର (ସୀତାରାମ ଅଗ୍ରୱାଲ): ସତ୍ୟବାଦୀ ପଞ୍ଚସଖା ଯୁଗର ଅନନ୍ୟ ସାରସ୍ବତ ସାଧକ, ନିସ୍ୱାର୍ଥପର ଜନ ସେବକ, ପ୍ରବୀଣ ରାଜନୀତିଜ୍ଞ, ଓଡିଆ ଭାଷା ସାହିତ୍ୟର ଏକୋନିଷ୍ଠ ପୂଜାରୀ ପଣ୍ଡିତ ଗୋଦାବରୀଶ ମିଶ୍ରଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ବାଣପୁରର ହେହେରୁ ସେବାସଂଘ କନକ ଭବନଠାରେ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ […]
ଭୁବନେଶ୍ୱର: ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଆନୁକୂଲ୍ୟରେ ହସ୍ତ ଓ କୁଟୀର ଶିଳ୍ପ ନିର୍ଦ୍ଦେଶାଳୟ ତରଫରୁ ବାର୍ଷିକ ଟେରାକୋଟା ପ୍ରଦର୍ଶନୀ ଆରମ୍ଭ ହୋଇଛି। ଶନିବାର ସନ୍ଧ୍ୟା ରେ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ସଚିବ ଅରବିନ୍ଦ ପାଢ଼ୀ ଏହି ପ୍ରଦର୍ଶନୀକୁ […]
ଭୁବନେଶ୍ବର: ବାତ୍ୟା “ଦାନା” ସ୍ଥଳଭାଗ ଛୁଇଁବାର ଆଜକୁ ପ୍ରାୟ ତିନି ଦିନ ହୋଇଗଲାଣି । ଏହା ମଧ୍ୟରେ ଯୁଦ୍ଧକାଳୀନ ଭିତ୍ତିରେ ବାତ୍ୟାର ଓ ତତ୍ ଜନିତ ବନ୍ୟାର ପ୍ରକୋପରେ ପ୍ରଭାବିତ ହୋଇଥିବା ଜିଲ୍ଲା ଗୁଡିକରେ ଯେଉଁଠାରେ କି ଅଦ୍ୟାବଧି ପରିସ୍ଥିତିକୁ ସମ୍ପୂର୍ଣ୍ଣ […]
ଭୁବନେଶ୍ୱର: ଦେଶର ସର୍ବବୃହତ ଡିଜିଟାଲ ସେବା ପ୍ରଦାନକାରୀ କମ୍ପାନୀ ରିଲାଏନ୍ସ ଜିଓ ଏହି ଦୀପାବଳିରେ ଏହାର ଜିଓଭାରତ ୪ଜି ଫୋନ ମୂଲ୍ୟରେ ୩୦ ପ୍ରତିଶତ ହ୍ରାସ କରିଛି। ଏହି ସୀମିତ ସମୟ ଅଫରରେ, ୯୯୯ ଟଙ୍କା ମୂଲ୍ୟର ଜିଓଭାରତ ୪ଜି ଫୋନ୍ […]
ନୂଆଦିଲ୍ଲୀ: ଜମି ରେକର୍ଡର ଡିଜିଟାଇଜେସନ୍, ଜମି ମାଲିକାନା ପରିଚାଳନାର ଆଧୁନିକୀକରଣ ସହିତ ଗ୍ରାମୀଣ ଭାରତ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଦେଇ ଗତି କରୁଛି। ଏହି ପଦକ୍ଷେପ ଭୂମି ପ୍ରଶାସନରେ ସ୍ୱଚ୍ଛତା ଏବଂ ଦକ୍ଷତା ବୃଦ୍ଧି କରିଛି ଏବଂ ଲକ୍ଷ ଲକ୍ଷ ଗ୍ରାମୀଣ […]