ବାଣପୁର( ସୀତାରାମ ଅଗ୍ରୱାଲ): ଆଜି ପ୍ରକାଶ ପାଇଛି ଓଡ଼ିଶା ସିଭିଲ ସର୍ଭିସ ୨୦୨୨ ରେଜଲ୍ଟ। ଏଥିରେ ବାଜିମାତ କରିଛନ୍ତି ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ଝିଅ ଶିବାନୀ ରାଉତ। ସମଗ୍ର ଓଡ଼ିଶାରେ ୧୭୦ ତମ ସ୍ଥାନ ଅଧିକାର କରି ବାଣପୁର ପାଇଁ […]
ଭୁବନେଶ୍ଵର: ଆଜି ଝାରସୁଗୁଡାରେ ପୂର୍ବତଟ ରେଳପଥର ସମ୍ବଲପୁର ରେଳ ମଣ୍ଡଳ ପରିସୀମା ମଧ୍ୟରେ ଥିବା ସଂସଦୀୟ କ୍ଷେତ୍ରର ମାନ୍ୟବର ସାଂସଦ ମାନଙ୍କ ଏକ ବିଭାଗୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଛତିଶଗଡ଼ ଏବଂ ଓଡିଶାର ବିଶିଷ୍ଟ ସାଂସଦ ମାନଙ୍କ […]
ରଣପୁର: ନୟାଗଡ଼ ଜିଲ୍ଲାପାଳ ଅକ୍ଷୟ ସୁନୀଲ ଅଗ୍ରୱାଲ ଆଜି ଅଚାନକ ରଣପୁର ବ୍ଲକ ଗସ୍ତ କରିଥିଲେ। ଜିଲ୍ଲାପାଳ ବ୍ଲକର ସ୍ୱାସ୍ଥ୍ୟକେନ୍ଦ୍ର, ପଞ୍ଚାୟତ, ବିଦ୍ୟାଳୟ, ଅଙ୍ଗନବାଡିକେନ୍ଦ୍ର ଆଦି ପରିଦର୍ଶନ କରିଥିଲେ। ରଣପୁର ବ୍ଲକର ଗୋପାଳପୁର ପଞ୍ଚାୟତରେ ବିଭିନ୍ନ କାର୍ଯ୍ୟର ତଦାରଖ କରିବା ସହ […]
ନୂଆଦିଲ୍ଲୀ: ବନ୍ଦର, ଜାହାଜ ଚଳାଚଳ ଓ ଜଳପଥ ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଦ୍ୱିତୀୟ ଜାତୀୟ ଲାଇଟ୍ ହାଉସ୍ ମହୋତ୍ସବର ପ୍ରଥମ ଦିନରେ ଆଜି ପୁରୀରେ ଲାଇଟ୍ ହାଉସ୍ ପର୍ଯ୍ୟଟନ ସମ୍ମିଳନୀ ୨୦୨୪ ଅନୁଷ୍ଠିତ ହୋଇଛି। ଏଥିରେ ସରକାରୀ ଅଧିକାରୀ, ପର୍ଯ୍ୟଟନ ବିଶେଷଜ୍ଞ […]
ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ମନ୍ତ୍ରୀ ଶ୍ରୀ ଗୋକୁଳାନନ୍ଦ ମଲ୍ଲିକ ମତ୍ସ୍ୟ, ପ୍ରାଣୀପାଳନ ଓ ପ୍ରାଣୀଚିକିତ୍ସା କ୍ଷେତ୍ରରେ ପ୍ରଶିକ୍ଷଣ, ଭିତ୍ତିଭୂମି ବିକାଶ ଓ ସଚେତନତା ପ୍ରସାର ଉପରେ ଗୁରୁତ୍ୱ ଦେଇଛନ୍ତି। ଆଜି ପୂର୍ବାହ୍ନରେ ମତ୍ସ୍ୟ ନିର୍ଦ୍ଦେଶାଳୟ ଓ ଅପରାହ୍ନରେ ପ୍ରାଣୀପାଳନ […]
ଭୁବନେଶ୍ବର: ଆଜି ପ୍ରକାଶ ପାଇଛି ଓଡିଶା ପ୍ରଶାସନିକ ସେବା ବା ଓଏଏସ ପରୀକ୍ଷା ଫଳ। ଏଥିରେ ୬୮୩ ଜଣ କୃତ କାର୍ଯ୍ୟ ହୋଇ ନିଯୁକ୍ତି ପାଇଁ ସୁପାରିଶ କରାଯାଇଛି। ଏଥିରେ ପ୍ରଥମ ଦଶ ଜଣ ମଧ୍ୟରେ ୫ଜଣ ମହିଳା ଓ ୫ […]
ଭୁବନେଶ୍ୱର: ଓଡ଼ିଶାର ବରିଷ୍ଠ ନେତା ତଥା କେନ୍ଦ୍ରାପଡା ପୂର୍ବତନ ବିଧାୟକ ଶ୍ରୀ ଉତ୍କଳ କେଶରୀ ପରିଡାଙ୍କ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ସ୍ୱର୍ଗତଃ ପରିଡା ବିଭିନ୍ନ […]
ନୂଆଦିଲ୍ଲୀ: ବିମାନ ସେବାକୁ ବୋମା ଧମକ ମାମଲା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଏହି ସମୟରେ ଆଜି 5 ଟି ଇଣ୍ଡିଗୋ ବିମାନକୁ ବୋମା ଧମକ ମିଳିଛି। ଇଣ୍ଡିଗୋ କହିଛି ଯେ, ମୁମ୍ବାଇରୁ ଇଂସ୍ତାବୁଲ ପର୍ଯ୍ୟନ୍ତ ବିମାନ ନମ୍ବର 6E17 ସହ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ବ୍ଲକ ଅଧିନସ୍ଥ ଡାୟାପଲୀ ପଞ୍ଚାୟତର ସମିତି ସଭ୍ୟ ଇ ରାଜା ରାଓଙ୍କୁ କିଛି ଯୁବକ ଆତର୍କିତ ଆକ୍ରମଣ କରିଛନ୍ତତି। ଫଳରେ ରାଜା ରାଓ ଗୁରୁତର ଆହତ ହୋଇ ବଡ଼ ଡ଼ାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି […]
ଭୁବନେଶ୍ବର: କେନ୍ଦ୍ରାପଡାର ପୂର୍ବତନ ବିଧାୟକ ଉତ୍କଳ କେଶରୀ ପରିଡାଙ୍କ ଆଜି ସକାଳେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୩ ବର୍ଷ ବୟସ ହୋଇଥିଲା। ସେ ଦୀର୍ଘ ଦିନ ଧରି ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। […]
ଭୁବନେଶ୍ୱର: ସର୍ବଶ୍ରେଷ୍ଠ ୫ଜି କଭରେଜ ଉପଲବ୍ଧତା ଏବଂ ଡାଉନଲୋଡ଼ ସ୍ପିଡ଼ ଅନୁଭୁତି ସହିତ ପ୍ରତିଦ୍ୱନ୍ଦୀ କମ୍ପାନୀମାନଙ୍କୁ ପଛରେ ପକାଇ ଓଡ଼ିଶାରେ ସର୍ବାଗ୍ରେ ରହିଛି ରିଲାଏନ୍ସ ଜିଓ। ବିଶ୍ୱର ଅନ୍ୟତମ ପ୍ରମୁଖ ମାନକ ବିଶ୍ଳେଷଣ ସଂସ୍ଥା ଓପନ ସିଗ୍ନାଲ ପକ୍ଷରୁ ପ୍ରକାଶିତ ସଦ୍ୟତମ […]
ଭୁବନେଶ୍ୱର: ଭାରତ ସରକାରଙ୍କ ସରକାରୀ ଭାଷା ନୀତି ସହିତ ସରକାରୀ କାର୍ଯ୍ୟରେ ହିନ୍ଦୀ ଭାଷାର ବ୍ୟବହାରକୁ ମଜବୁତ କରିବା ପାଇଁ ପୂର୍ବତଟ ରେଳପଥ ଏହାର ମୁଖ୍ୟାଳୟ ଭୁବନେଶ୍ୱରର ଚନ୍ଦ୍ରଶେଖରପୁରସ୍ଥିତ ରେଳ ସଦନ ଠାରେ ଏକ କ୍ଷେତ୍ରୀୟ ରାଜଭାଷା କାର୍ଯ୍ୟାନ୍ୱୟନ କମିଟି ବୈଠକ […]
ଭୁବନେଶ୍ଵର: ରାଜ୍ୟର ୧୪ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଆଜି ଆସନ୍ତାକାଲି ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମ୍ଭାବ୍ୟ ପ୍ରବଳ ବର୍ଷାକୁ ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ଯେଉଁ ଜିଲ୍ଲାଗୁଡିକରେ ବର୍ଷା ସମ୍ଭାବନା ରହିଛି, ସେଗୁଡିକ […]
ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ଏକ ଅଭାବନୀୟ ଘଟଣା ଘଟିଛି। ପଶ୍ଚିମ ଦ୍ଵାର ପାଖରେ କିଛି ଦୁର୍ବୃତ୍ତ ସେବାୟତଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରିଛନ୍ତି। ସେବାୟତ ତଥା ସିନିୟର ସୁପରଭାଇଜର ବକ୍ସି ରାମଚନ୍ଦ୍ର ପ୍ରତିହାରୀଙ୍କ ଉପରକୁ ଦୁର୍ବୃତ୍ତମାନେ ଆକ୍ରମଣ କରିଛନ୍ତି। ଗୁରୁତର […]
ଭୁବନେଶ୍ଵର: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ଯୋଗେଶ ବାହାଦୁର ଖୁରାନିଆ ବୌଦ୍ଧ ଏବଂ କନ୍ଧମାଳ ଜିଲ୍ଲା ଗସ୍ତରେ ଯାଇ ଗୁରୁତ୍ୱପୂର୍ଣ୍ଣ ବୈଠକରେ ଯୋଗ ଦେଇଥିଲେ। ଉଭୟ ଜିଲ୍ଲାରେ ଆଇନ ଓ ଶୃଙ୍ଖଳା ପରିସ୍ଥିତି, ମାଓବାଦୀ ସମସ୍ୟା, […]
ଭୁବନେଶ୍ଵର: ଦୀପାବଳି ପର୍ବ ପାଖେଇ ଆସୁଥିବାରୁ ପୂର୍ବତଟ ରେଳପଥ ଟ୍ରେନରେ ଦହନଶୀଳ ଆତସବାଜି ଏବଂ ଅନ୍ୟାନ୍ୟ ଜ୍ୱଳନ୍ତ ଜିନିଷର ବେଆଇନ ପରିବହନ ବିରୁଦ୍ଧରେ ଏକ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ କରି ଯାତ୍ରୀଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଉଦ୍ୟମକୁ ଜୋରଦାର କରିଛି। ପୂର୍ବତଟ […]
ଭୁବନେଶ୍ଵର: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ ହେବ। ଚଳିତ ଆର୍ଥିକ ବର୍ଷରେ ରାଜ୍ୟରେ ଏହି ଯୋଜନା କାର୍ଯ୍ୟକାରୀ ହେବ। ଏନେଇ ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି ଯେ, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ […]
ନୂଆଦିଲ୍ଲୀ: ରିଲାଏନ୍ସ ଜିଓ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଏକ ଟେକ୍ନୋଲୋଜି ପ୍ରଦର୍ଶନ କରିଛି ଯାହା ଘରର ସ୍ମାର୍ଟ ଟିଭିଗୁଡ଼ିକୁ ସହଜରେ କମ୍ପ୍ୟୁଟରରେ ପରିଣତ କରିପାରିବ। ଜିଓ କ୍ଲାଉଡ୍ ପିସି ନାମକ ଏହି ଟେକ୍ନୋଲୋଜି ଟିଭିକୁ ମାତ୍ର ଶହେ ଟଙ୍କା […]
ଭୁବନେଶ୍ବର: ଖୁବ ଶିଘ୍ର ଓଡିଶା ମୁଖ୍ୟମନ୍ତ୍ରୀ ଝାଡଖଣ୍ଡ ନିର୍ବାଚନ ପ୍ରଚାର ମଙ୍ଗ ଧରିବେ। ଏ ନେଇ ରାଷ୍ଟ୍ରୀୟ ବିଜେପି ତରଫରୁ ହୋଇଛି ବଡ ଯୋଜନା। ସେଠାରେ ମୋହନ ମାଝୀଙ୍କୁ ଓଡିଶାର 24 ବର୍ଷର ସରକାରକୁ ଭାଙ୍ଗି ମୁଖ୍ୟମନ୍ତ୍ରୀ ହୋଇଛନ୍ତି ବୋଲି ଦଳ […]
ଭୁବନେଶ୍ବର/କେନ୍ଦୁଝର: ଆଦିବାସୀ ବହୁଳ ତଥା ଖଣି ପ୍ରଭାବିତ କେନ୍ଦୁଝର ଜିଲ୍ଲାର ବିଭିନ୍ନ ଗାଁ ଓ ସହରରେ ଅନେକ ଯୁବ କ୍ରୀଡ଼ା ପ୍ରତିଭା ଅଛନ୍ତି। ଯୁବପିଢ଼ିଙ୍କ ପ୍ରତିଭାକୁ ବିକଶିତ କରିବା ସହିତ ସେମାନଙ୍କୁ ଜାତୀୟ ଓ ଅନ୍ତର୍ଜାତୀୟ ସ୍ତରର କ୍ରୀଡ଼ା ପ୍ରତିଯୋଗିତା ଲାଗି […]
ଭୁବନେଶ୍ୱର: ପୂର୍ବତଟ ରେଳପଥ ଗତ ଅଗଷ୍ଟ ମାସ 24 ତାରିଖ ଠାରୁ ତିନି ମାସ ପର୍ଯ୍ୟନ୍ତ ସତର୍କତା ସଚେତନତା ଅଭିଯାନ ଆରମ୍ଭ କରିଛି। କେନ୍ଦ୍ରୀୟ ଭିଜିଲାନ୍ସ କମିଶନ (ସିଭିସି) ଙ୍କ ନିର୍ଦ୍ଦେଶନାମା ଅନୁଯାୟୀ “ସଂସ୍କୃତିର ଅଖଣ୍ଡତା ପାଇଁ ରାଷ୍ଟ୍ରର ସମୃଦ୍ଧତା” ବିଷୟବସ୍ତୁ […]