ଭୁବନେଶ୍ୱର: ଭୁବନେଶ୍ୱର ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ୧୦୦ଜଣ କୁମ୍ଭାରଙ୍କୁ ବିଦ୍ୟୁତ ଚାଳିତ ଚକ, ୭୫ ଜଣ ଜୋତା କାରିଗରଙ୍କୁ ଜୋତା ତିଆରି ଉପକରଣ ଏବଂ ୬୦ ଜଣ କାରୀଗରଙ୍କୁ କାଗଜ ଠୁଙ୍ଗା ତିଆରି ମେସିନ୍ ବିତରଣ କରାଯାଇଛି। ଭାରତ ସରକାରଙ୍କ […]
ନୂଆଦିଲ୍ଲୀ: ଓଡିଶାର ପାଇଁ ଏକ ଗର୍ବର କଥା। କାରଣ ଓଡିଆ ପୁଅ ଶକ୍ତିକାନ୍ତ ଦାସଙ୍କୁ ବିଶ୍ବସ୍ତରର ଗୋଟିଏ ସଂସ୍ଥା ତାଙ୍କୁ ଶ୍ରେଷ୍ଠ ମାନ୍ୟତା ପ୍ରଦାନ କରିଛି। ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କୁ ଗ୍ଲୋବାଲ ଫାଇନାନ୍ସର ସେଣ୍ଟ୍ରାଲ ବ୍ୟାଙ୍କର୍ […]
ଭୁବନେଶ୍ୱର: ଭାରତୀୟ ଜନତା ପାର୍ଟିର ବରିଷ୍ଠ କାର୍ଯ୍ୟକର୍ତା ତଥା ଭୁବନେଶ୍ୱର ମହାନଗର ନିଗମର ପୂର୍ବତନ କର୍ପୋରେଟର ଶ୍ରୀ ଲାଲା ଅଶୋକ କୁମାର ରାୟ( ଗାମା ଭାଇ)ଙ୍କ ଗତକାଲି ସକାଳେ ୟୁନିଟ୍-୩ସ୍ଥିତ ବାସଭବନରେ ଦେହାନ୍ତ ଘଟିଛି । ଗାମା ଭାଇଙ୍କ ଅକାଳ ବିୟୋଗରେ […]
ଭୁବନେଶ୍ବର: ଗତ ୨୫ ତାରଖରୁ କଳା ବ୍ୟାଚ ପରିଧାନ କରି ନିଜର ଦାବୀ ନେଇ ଆନ୍ଦୋଳନ ଆରମ୍ଭ କରିଥିବା ରାଜ୍ୟ ବ୍ୟାପି ସମସ୍ତ ଆୟୁଷ ଛାତ୍ର ଛାତ୍ରୀ ଗତ ୩୧ତାରିଖ ଠାରୁ ଶ୍ରେଣୀ ବର୍ଜନ କରିଛନ୍ତି। ସେମାନେ ତାଲା ବନ୍ଦ ଡାକରା […]
ଭୁବନେଶ୍ବର: ବଙ୍ଗୋପସାରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ଏହି ଖବର ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ। ସେହି ଅନୁସାରେ ଆସନ୍ତା 4 ତାରିଖରେ ଏହି ଲଘୁଚାପ ସୃଷ୍ଟି ହେବ ବୋଲି କୁହାଯାଇଛି। ବର୍ତ୍ତମାନ ଉତ୍ତର ବଙ୍ଗୋପସାଗରରେ […]
ଭୁବନେଶ୍ଵର: କିଛି ଦିନର ନୀରବତା ପରେ ଓଲିଉଡ଼ ମେଗା ଆକ୍ସନ୍ ଷ୍ଟାର ଅରିନ୍ଦମ ରୟ ଏଇ ଦଶହରା ରେ “ରାମ୍” ଅବତାରରେ କମ୍ ବ୍ୟାକ୍ କରୁଛନ୍ତି। ‘ବାବୁ ଭାଇଜାନ୍’ ପରେ ନୂଆଲୁକ୍, ନୂଆ କାହାଣୀ ସହ ଦଶହରାକୁ ଦ୍ବିଗୁଣିତ ଉତ୍ସବ ମୁଖର […]
ଭୁବନେଶ୍ୱର: ସେପ୍ଟେମ୍ବର ୧ ତାରିଖରେ ଓଡ଼ିଶା ଅଭିଭାବକ ମହାସଂଘର ଏକ ଉଚ୍ଚ ସ୍ତରୀୟ ସାଙ୍ଗଠନିକ ବୈଠକ ସ୍ଥାନୀୟ ଭୁବନେଶ୍ୱରସ୍ଥ କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ସଂଗଠନକୁ ଅଧିକ କ୍ରିୟାଶୀଳ କରିବା ଏବଂ ବିଭିନ୍ନ ସମସ୍ୟାର ତୁରନ୍ତ ସମାଧାନ ନିମନ୍ତେ ଏକ ସ୍ୱତନ୍ତ୍ର ” […]
ନିରାକାରପୁର: ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକ ନିରାକାରପୁରରେ ଆଜି ଅପରାହ୍ନରେ ବଜ୍ରପାତ ଘଟି ଜଣେ ଟିୟୁସନ ଶିକ୍ଷକଙ୍କ ସମେତ ୬ ଜଣ ଆହତ ହୋଇ ଖୋର୍ଦ୍ଧା ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଜଣାପଡିଛି। ସୂଚନାଯୋଗ୍ୟ କି ଆଜି ଅପରାହ୍ନରେ ହଠାତ୍ ପ୍ରବଳ ବଜ୍ରପାତ […]
ନୂଆଦିଲ୍ଲୀ: ଭିନ୍ନକ୍ଷମ ମାନଙ୍କ ପାଇଁ ନ୍ୟାସନାଲ୍ କ୍ୟାରିଅର୍ ସର୍ଭିସ୍ ସେଣ୍ଟର (NCSCDA), ଭୁବନେଶ୍ୱର, ଶ୍ରମ ଓ ନିଯୁକ୍ତି ମନ୍ତ୍ରଣାଳୟ, ଭାରତ ସରକାର ଆସନ୍ତା ସେପ୍ଟେମ୍ବର ମାସ ୬ ତାରିଖ ୨୦୨୩ ରେ ଜୋମାଟୋ ଏବଂ ନିଓ ମିସନ ସହଯୋଗରେ ଏକ ନିଯୁକ୍ତି […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ବାଣପୁର ବାଇପାସରେ ବଜରଙ୍ଗ ଦଳର କର୍ମକର୍ତ୍ତାଙ୍କ ଦ୍ଵାରା ଏକ ଗୋମାଂସ ବୋଝେଇ ଟ୍ରକ ଅଟକ ରଖାଯାଇ ବାଣପୁର ପୋଲିସ ଜିମା ଦିଆଯାଇଛି। ସୂଚନା ମୁତାବକ ଆଜି ମଧ୍ୟାହ୍ନରେ ଭୁବନେଶ୍ୱରରୁ […]
ମାନସ ପୂର୍ଣ୍ଣ ଆଚାର୍ଯ୍ୟ ଆସିକା: ଦିପାବଳୀ ପର୍ବ ପାଇଁ ବିନା ଲାଇସେନ୍ସରେ ବେଆଇନ ବାରୁଦ ଚାଲାଣ ଅଭିଯୋଗରେ ଆସିକା ପୋଲିସ ୨ ଟି ପିକଅପ ଭ୍ୟାନ, ଗୋଟିଏ ବାଇକ ସହ ୪ ଜଣ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲଣ କରିଛି। […]
ଭୁବନେଶ୍ବର: ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ବିଜେପିରେ ମିଶିବା ପାଇଁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବାରମ୍ବାର ସାକ୍ଷାତ କରିଛନ୍ତି ବୋଲି ବିଜେଡି କହିଛି। ତେବେ ଏହାର ପ୍ରମାଣ ଦିଅନ୍ତୁ ବୋଲି ବିଜେପିର ବରିଷ୍ଠ ନେତା ପୃଥୀରାଜ ହରିଚନ୍ଦନ କହିଛନ୍ତି। ସସ୍ମିତ ପାତ୍ର […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ ଅନୁଯାୟୀ 5T ସଚିବ ଭି କେ ପାଣ୍ଡିଆନ୍ ଯାଜପୁର ଜିଲ୍ଲା ଗସ୍ତ କରିଛନ୍ତି। ସେଠାରେ ସେ ବିଭିନ୍ନ ବିକାଶମୂଳକ କାଯ୍ୟର ଅଗ୍ରଗତି ଏବଂ ଜନସାଧାରଣଙ୍କ ଅଭିଯୋଗର ଶୁଣାଣି କରିଛନ୍ତି। ସେ ବଡଚଣାର ମହାବିନୟକ […]
ନାଚୁଣୀ: ମାନସିକ ଅନଗ୍ରସର ମହିଳାଙ୍କୁ ପ୍ରଲୋଭନ ଦେଖାଇ ଦୁଷ୍କର୍ମ କରିବା ଘଟଣାରେ ଅଜା ବୟସର ବ୍ୟକ୍ତିଙ୍କୁ ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ପୋଲିସ ଗିରଫ କରିଛି। ଅଭିଯୁକ୍ତକୁ ଗିରଫ କରି ଟାଙ୍ଗି ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତରୀ ପରୀକ୍ଷା କରାଇବା ପରେ […]
ଭୁବନେଶ୍ଵର: କୋଲକାତା ସ୍ଥିତ ଦକ୍ଷିଣ ପୂର୍ବ ସର୍କଲ, ରେଳ ନିରାପତ୍ତା ଆୟୁକ୍ତ (ସିଆରଏସ) ଆଜି ନିର୍ମାଣାଧୀନ ଭଦ୍ରକ-ନର୍ଗୁଣ୍ଡି ତୃତୀୟ ଲାଇନ ପ୍ରକଳ୍ପର ହରିଦାସପୁର ଏବଂ ବୈରୀ ଷ୍ଟେସନ୍ ମଧ୍ୟରେ 16.80 କିଲୋମିଟର ଦୈର୍ଘ୍ୟ ରେଳ ଲାଇନ କାର୍ଯ୍ୟ ନୀରିକ୍ଷଣ କରିଛନ୍ତି। ବହୁ […]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ବର ବିମାନ ବନ୍ଦରରେ କଳାହାଣ୍ଡି ଉତ୍କେଲାକୁ ବିମାନ ଚଳାଚଳର ଶୁଭାରମ୍ଭ କରିଛନ୍ତି। ଇଣ୍ଡିଆ ୱାନ ଏୟାର କଂପାନୀ ଦ୍ୱାରା ଏକ ୯ ସିଟ୍ ବିଶିଷ୍ଟ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହି ଅବସରରେ ବାଣିଜ୍ୟ […]
ଭୁବନେଶ୍ଵର: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ଏମ୍ ସିନ୍ଧିଆ ଏବଂ ବେସାମରିକ ବିମାନ ଚଳାଚଳ ରାଷ୍ଟ୍ରମନ୍ତ୍ରୀ ଜେନେରାଲ ବିଜୟ କୁମାର ସିଂହ (ଅବସରପ୍ରାପ୍ତ) ଆଜି ଉତକେଲା ବିମାନବନ୍ଦର ଏବଂ ଉତକେଲା ଓ ଭୁବନେଶ୍ୱର ମଧ୍ୟରେ ସିଧାସଳଖ ବିମାନ ଚଳାଚଳକୁ ଉଦଘାଟନ […]
ଭୁବନେଶ୍ୱର: ମିଲେଟ୍ ଶକ୍ତି ଦ୍ୱାରା ଉତ୍ପାଦିତ ଦ୍ରବ୍ୟର ପ୍ୟାକେଜିଂର ମାନକୀକରଣ ନିମନ୍ତେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ମିଶନ ଶକ୍ତି ବିଭାଗ ଏବଂ ଇଣ୍ଡିଆନ୍ ଇନ୍ଷ୍ଟିଚୁ୍ୟଟ୍ ଅଫ୍ ପ୍ୟାକେଜିଂ ମଧ୍ୟରେ ଏକ ତ୍ରିପାକ୍ଷିକ ରାଜିନାମା […]
ଭୁବନେଶ୍ୱର: ଅଧାରୁ ପାଠପା ଛାଡିଥିବା, ଦଶମ ଫେଲ୍ କିମ୍ବା ବିଦ୍ୟାଳୟରେ ନିୟମିତ ଅନୁପସ୍ଥିତ ଥବା ୧୪ରୁ ୧୮ବର୍ଷ ବୟସର ଛାତ୍ରଛାତ୍ରୀଙ୍କୁ ପୁଣି ଥରେ ଶିକ୍ଷାରେ ଯୋଡିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ରାଜ୍ୟ ମୁକ୍ତ ବିଦ୍ୟାଳୟ(ଏସ୍ଆଇଓଏସ୍)ରେ […]
ଭୁବନେଶ୍ଵର: ଓଡିଶା ବିଧାନସଭାର ମୌସୁମୀ ଅଧିବେଶନକୁ ନେଇ ଏକ ବଡ ଖବର ଆସିଛି। ରାଜ୍ୟରେ ମୌସୁମୀ ଅଧିବେଶନ କେବେ ହେବ, ତାକୁ ନେଇ ବଡ ଖବର ହସ୍ତଗତ ହୋଇଛି। ଆସନ୍ତା ମାସ ୨୨ ତାରିଖରେ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ। […]
ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହେବ ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା। ଏହି ଦିନ ଶ୍ରୀମନ୍ଦିରରେ ଦୁଇଟି ପର୍ବ ପାଳନ ହୋଇଥାଏ। ଆଜି ପ୍ରଭୃ ବଳରାମ ଜନ୍ମ ଗ୍ରହଣ କରିଛନ୍ତି। ସେଥିପାଇଁ ଶ୍ରୀମନ୍ଦିରରେ ବଳଭଦ୍ରଙ୍କ ଜନ୍ମ ଉତ୍ସବରେ ସ୍ବତନ୍ତ୍ର […]