ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦେଶୀ ମଦ ବିକ୍ରି ଅଭିଯୋଗରେ ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ଗ୍ରାମବାସୀଙ୍କ ଆକ୍ରମଣର ଶିକାର ହୋଇଛି ପୋଲିସ। ଆଇଆଇସି ରମେଶ କୁମାର ଦେବତାଙ୍କ […]
ପୁରୀ: ପୁରୀ ସାଂସଦ ଡ. ସମ୍ବିତ ପାତ୍ରଙ୍କ ପ୍ରୟାସ ଫଳରେ ଆଜି ପୁରୀର ଭୋଳନାଥ ବିଦ୍ୟାପୀଠରେ ସାମାଜିକ ନ୍ୟାୟ ଏବଂ ଅଧିକାର ମନ୍ତ୍ରାଳୟ ପକ୍ଷରୁ ଏକ ବିଶେଷ ‘ସାମାଜିକ ଅଧିକାରିତା ଶିବିର’ ଆୟୋଜିତ ହୋଇଥିଲା। ଏହି ଶିବିରରେ କେନ୍ଦ୍ରମନ୍ତ୍ରୀ ବି.ଏଲ. ବର୍ମା […]
ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶାରେ ଉନ୍ନତ ମାନର ଅତ୍ୟାଧୁନିକ କର୍କଟ ଚିକିତ୍ସା ନିମନ୍ତେ ବ୍ରହ୍ମପୁରର ଶୀତଳାପଲ୍ଲୀ ସ୍ଥିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ୍ ଆଣ୍ଡ ସମ ହସ୍ପିଟାଲ-କ୍ୟାମ୍ପସ ୩ରେ କର୍କଟ ରୋଗୀମାନଙ୍କ ନିମନ୍ତେ କେମୋଥେରାପି ଚିକିତ୍ସା ପ୍ରଦାନ ଆରମ୍ଭ କରାଯାଇଛି। ଏହି ପ୍ରୟାସ […]
ଭୁବନେଶ୍ବର: ବେଦାନ୍ତ କଂପାନୀର ପାଉଁଶକୁ ନେଇ ଉତକ୍ଷିପ୍ତ ହେଲେ ବିଜେପି ସାଂସଦ ଶ୍ରୀ ପ୍ରଦୀପ ପୁରୋହିତ। କଂପାନୀ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବୀ କଲେ ବରଗଡରଏହି ଲୋକସଭା ସାଂସଦ। ବେଦାନ୍ତ ଝାରସୁଗୁଡା ପାୱାର ପ୍ଲାଣ୍ଟରୁ ଯେଉଁ ପାଉଁଶ ଉତ୍ପନ ହେଉଛି ତାହା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନିମଖଣ୍ଡି ଥାନା ଅନ୍ତର୍ଗତ ଫୁଲଟା ଗ୍ରାମରେ ଘନଘନ ବୋମାମାଡକୁ ନେଇ ଆତଙ୍କିତ ଗ୍ରାମବାସୀମାନେ ପୋଲିସ ପ୍ରଶାସନର ସହାୟତା ନିବେଦନ କରିଛନ୍ତି। ଉଲ୍ଲେଖଯୋଗ୍ୟ ଯେ, ଗତ ୨୦୦୭ ମସିହାରେ ଗ୍ରାମରେ ହତ୍ୟା ଘଟଣାରେ କିଛି ଅଭିଯୁକ୍ତ ଜେଲ୍ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବର୍ତ୍ତମାନ କୁମାର ପୁର୍ଣିମା ଉତ୍ସବ ପରମ୍ପରା ଅନୁଯାୟୀ ବିଭିନ୍ନ ସ୍ଥାନରେ ଚାଲୁଥିବା ଜୁଆ ଖେଳକୁ ନେଇ ପୋଲିସ ବିଭାଗର ମୁଣ୍ଡ ବିନ୍ଧା ପାଲଟିଛି। ଏହି ପରିପ୍ରେକ୍ଷୀରେ ବୁଗୁଡ଼ା ଥାନା ପୋଲିସ୍ ନିଜ ଅଞ୍ଚଳର କୁଆଁ ନାଳ […]
ନୂଆଦିଲ୍ଲୀ: ଭାରତୀୟ ଆଇନ ଅନ୍ଧ ନୁହେଁ। ନ୍ୟାୟ ଦେବୀ ସମସ୍ତଙ୍କ ବିଚାର ଠିକ ଭାବେ କରନ୍ତି। ଏହି ବାର୍ତ୍ତା ଏଣିକି ଲୋକଙ୍କ ପାଖରେ ପହଞ୍ଚିବ। ଭାରତୀୟ ଆଇନ ଅନ୍ଧ ବୋଲି ଯେଉଁ ଧାରଣା ଥିଲା, ତାହା ବଦଳିବ। କାରଣ କୋର୍ଟରେ ରହୁଥିବା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅନ୍ତର୍ଗତ ଓଡ଼ାସିଙ୍ଗି ଗ୍ରାମରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯେଉଁଥିରେ ଜଣେ ଯୁବକଙ୍କ ପ୍ରାଣହାନୀ ହୋଇଛି। ମୃତକଙ୍କ ନାମ ପ୍ରଭଞ୍ଜନ ପ୍ରଧାନ ଓ ତାଙ୍କ ଘର ନୂଆପଡ଼ା ଗ୍ରାମରେ ବୋଲି ସୁଚନା […]
ରେଢାଖୋଲ (କନ୍ଦର୍ପ ବେହେରା): ରେଢାଖୋଲ ବନଖଣ୍ଡ ଚାରମାଳ ଜଙ୍ଗଲରୁ ଜନ୍ତୁ ଶିକାର ଅଭିଯୋଗରେ ବନ ବିଭାଗ ଫେରାର୍ ଥିବା ୨ ଶିକାରୀ ସହ ଗୋଟିଏ ବନ୍ଧୁକ , ଗୁଳି , ବାରୁଦ ଜବତ କରିଛି ବନ ବିଭାଗ। ବନବିଭାଗ ସୂତ୍ରରୁ ପ୍ରକାଶ […]
ଭୁବନେଶ୍ୱର: ବିଭିନ୍ନ ଶାସନ ବ୍ୟବସ୍ଥା ମଧ୍ୟରେ ଗଣତନ୍ତ୍ର ଶାସନକୁ ଆଜି ସର୍ବଶ୍ରେଷ୍ଠ ବୋଲି ଗଣାଯାଉଛି। ତେବେ ଦୁର୍ନୀତି ଏହି ଶାସନ ବ୍ୟବସ୍ଥାକୁ କଳୁସିତ କରିଛି। ତେଣୁ ଦୁର୍ନୀତି ରୂପକ ରାକ୍ଷାସକୁ ମୂଳୋତ୍ପାଟନ କରିପାରିଲେ ଗଣତାନ୍ତ୍ରିକ ବ୍ୟବସ୍ଥାରେ ସୁଧାର ଆସିପାରିବ। ଏହି ପରିପ୍ରେକ୍ଷୀରେ ଗଣତାନ୍ତ୍ରିକ […]
ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବରପୁତ୍ରମାନଙ୍କର ପ୍ରତିମୂର୍ତ୍ତି ସ୍ଥାପିତ ହେବ।ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ ସ୍ଥାପନା ନିମନ୍ତେ ରାଜ୍ୟ ସରକାରଙ୍କ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ବିଧିବଦ୍ଧ ଭାବେ ନିଷ୍ପତି ନିଆଯାଇଛି। ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତି ନିର୍ମାଣ ଏବଂ […]
ଭୁବନେଶ୍ୱର: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ୭୮ ବର୍ଷ ପୂର୍ଣ୍ଣ କରିଛନ୍ତି। ଏହି ଅବସରରେ ଦଳୀୟ ନେତା ତଥା ସମାଜର ବିଭିନ୍ନ ବର୍ଗର ଲୋକ ଛାତ୍ର ଛାତ୍ରୀ ନବୀନ ନିବାସକୁ ଯାଇ ଶ୍ରୀ ପଟ୍ଟନାୟକଙ୍କୁ […]
ଭୁବନେଶ୍ୱର: ସୋଆ ବିଶ୍ୱବିଦ୍ୟାଳୟ ପରିଚାଳିତ ଇନ୍ଷ୍ଟିଚ୍ୟୁଟ ଅଫ୍ ଏଗ୍ରିକଲ୍ଚରାଲ ସାଇନ୍ସେସ ପକ୍ଷରୁ ବୁଧବାର ବିଶ୍ୱ ଖାଦ୍ୟ ଦିବସ ଉପଲକ୍ଷେ ଏକ ଜାତୀୟ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏହି ସମ୍ମିଳନୀର ଆଲୋଚ୍ୟ ବିଷୟ ଥିଲା ‘ବିଶ୍ୱ ଖାଦ୍ୟ ନିରାପତାରେ କୃତ୍ରିମ ବୁଦ୍ଧିମତାର ଭୂମିକା’। […]
ଭୁବନେଶ୍ୱର: ପୂର୍ବତଟ ରେଳପଥ ଅତ୍ୟାଧୁନିକ 96-ଷ୍ଟୋନ ରେଳ ଗ୍ରାଇଣ୍ଡିଂ ମେସିନ୍ (RGI96-5) କୁ ଟ୍ରାକ ଗୁଡିକର ନିରାପତ୍ତା ଏବଂ ରକ୍ଷଣାବେକ୍ଷଣ ସୁନିଶ୍ଚିତ କରିବା ପାଇଁ ପ୍ରତିବଦ୍ଧତାର ଏକ ଅଂଶ ଭାବରେ ଏହାର ପରିସୀମା ମଧ୍ୟରେ ନିୟୋଜନ କରିଛି। ଇତିମଧ୍ୟରେ କାର୍ଯ୍ୟକ୍ଷମ ହୋଇଥିବା […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଶାରଦୀୟ ନବରାତ୍ରୀ ପୁଜା ସମୟରେ ସମସ୍ତ ନିଶା ଦୋକାନ ବନ୍ଦ ରହିବା ପାଇଁ ସରକାରଙ୍କ ଦ୍ବାରା ବାରମ୍ବାର ଚିଠି ପାଇବା ପରେ ମଧ୍ୟ ଅନେକ ଦୋକାନୀ ନିୟମ ଉଲ୍ଲଙ୍ଘନ କରି ଖୋଲାଖୋଲି ଦୋକାନ ବାହାରେ ମଦ […]
ଭୁବନେଶ୍ୱର: ଅଗ୍ନିପଥ ଯୋଜନାରେ ଚୟନ (ସର୍ଟଲିଷ୍ଟ) ହୋଇଥିବା ପ୍ରାର୍ଥୀଙ୍କ ପାଇଁ ଚଳିତ ମାସ ୧୮ରୁ ୨୬ ତାରିଖ ପର୍ଯ୍ୟନ୍ତ ପୁରୀ ତାଳବଣିଆସ୍ଥିତ ଜିଲ୍ଲା ସ୍ପୋର୍ଟସ୍ କମ୍ପ୍ଲେକ୍ସ ଏବଂ ଇନଡୋର ଷ୍ଟାଡିୟମ ଠାରେ ନିଯୁକ୍ତି ଶିବିର (ରାଲି) ଅନୁଷ୍ଠିତ ହେବ। ଏଥିରେ କଟକ, […]
Happy Birthday Naveen: ଆଜି ହେଉଛି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଜନ୍ମ ଦିବସ। ଆଜିଠାରୁ ନବୀନଙ୍କୁ 78 ବର୍ଷ ବୟସରେ ପଦାର୍ପଣ କଲେ। ସେ 1946 ଅକ୍ଟୋବର 16 ତାରିଖରେ ଜନ୍ମ ଗ୍ରହଣ କରିଥିଲେ। ବାପା ତଥା ପୂର୍ବତନ […]
ଭୁବନେଶ୍ବର: ଆଜି ଭୁବନେଶ୍ବର କମିଶନରେଟ ପୋଲିସ ଏକ ନକଲି କଲ୍ ସେଣ୍ଟରକୁ ଠାବ କରିଛି। କେତେ ଦୁର୍ବୁତ ସୁନ୍ଦରପଦାର କାଞ୍ଚନ ଆପାର୍ଟମେଣ୍ଟର ଏକ ଫ୍ଲାଟ ଭଡା ନେଇ ଏହି କାରବାର କରୁଥିଲେ। ଆଜି ସକାଳୁ ପୋଲିସ ଚଢାଉ କରି ସେଠାରୁ କେତେକ […]
ନୟାଗଡ/ରଣପୁର: CITU ନେତୃତ୍ଵରେ ଓଡିଶା ମଧ୍ୟାହ୍ନ ଭୋଜନ ପାଚିକା ସହାୟିକା ସଂଘ ରଣପୁର ବ୍ଳକ କମିଟି ତରଫରୁ ୧୪ ଦଫା ଦାବୀରେ ବ୍ଳକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇ ଥିଲା। ଦିନ ୧୨ ଘଟିକା ସମୟରେ ପଞ୍ଚୁଦୋଳ ପଡିଆ ସହିଦ୍ […]
ଭୁବନେଶ୍ୱର: କୃଷି କ୍ଷେତ୍ରରେ ଜ୍ଞାନ ଆହରଣ ଏବଂ କୃଷକମାନଙ୍କୁ ସହଜରେ କୃଷି ସମ୍ପର୍କିତ ତଥ୍ୟ ପ୍ରଦାନ କରିବା କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଏବଂ ବେଙ୍ଗାଲୁରୁ ସ୍ଥିତ ହାଇଡେନ୍ମେଟ ସଲ୍ୟୁସନ୍ସ ପ୍ରାଇଭେଟ ଲିମିଟେଡ […]
ମୁମ୍ବାଇ: ରିଲାଏନ୍ସ ଜିଓ ପକ୍ଷରୁ ଇଣ୍ଡିଆ ମୋବାଇଲ୍ କଂଗ୍ରେସ ୨୦୨୪ ରେ ଦୁଇଟି ନୂତନ ୪ଜି ଫିଚର ଫୋନ୍ ଶୁଭାରମ୍ଭ କରାଯାଇଛି। ଜିଓ ଭାରତ ଭି୩ ଏବଂ ଜିଓଭାରତ ଭି୪ ନାମିତ ଏହି ଦୁଇ ୪ଜି ଫିଚର ଫୋନ ଜିଓଭାରତ ସିରିଜ୍ […]