ଭୁବନେଶ୍ବର: ଆପଣ ସୁଭଦ୍ରା ଯୋଜନା ଆବେଦନରେ ଯଦି ଭୁଲ କରିଛନ୍ତି ତେବେ ଖୁବ ଶିଘ୍ର ଆପଣଙ୍କ ପାଖକୁ ଫୋନ କଲ ଯିବ। ଏ କଥା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଅନେକ ଆବେଦନ ବେଳେ ଭୁଲ କରିଦେଇଥାନ୍ତି। ତାହା […]
ସ୍ୱାସ୍ଥ୍ୟ ଟିପ୍ସ: ଆପଣ କିପରି ନିଜ ଦିନ ଆରମ୍ଭ କରିବାକୁ ଚାହୁଁଛନ୍ତି, ତାହା ଆପଣଙ୍କ ଉପରେ ନିର୍ଭର କରେ। ଯଦି ଆପଣ ସ୍ୱାସ୍ଥ୍ୟ ପାଇଁ ଭଲ ଜିନିଷ ବାଛନ୍ତି, ତେବେ ଆପଣଙ୍କ ସ୍ୱାସ୍ଥ୍ୟ ଭଲ ଏବଂ ଯଦି ଆପଣ ଅସ୍ୱାସ୍ଥ୍ୟକର ଜିନିଷ ଖାଆନ୍ତି, […]
ଜୀବନଶୈଳୀ: ରାଶି ଏବଂ ଗ୍ରହମାନଙ୍କୁ ଦେଖିଲେ ଜ୍ୟୋତିଷ ଶାସ୍ତ୍ରରେ ବ୍ୟକ୍ତିର ଭବିଷ୍ୟତ ଏବଂ ପ୍ରକୃତି ବିଷୟରେ କୁହାଯାଏ। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ରାଶିଫଳକୁ ଦେଖି ଜଣେ ବ୍ୟକ୍ତିର ତ୍ରୁଟି ଏବଂ ରୋଗ ମଧ୍ୟ ସହଜରେ ଚିହ୍ନଟ ହୋଇପାରିବ। ଏଥିରେ କୁହାଯାଇଛି ଯେ ଜଣେ […]
ଚାଣକ୍ୟ ନୀତି: ଚାଣକ୍ୟ ନୀତିରେ ରହିଛି ଯେ , ଯଦି ଆପଣ କୌଣସି ଗୁରୁତ୍ବ ପୂର୍ଣ୍ଣ କାମଟିଏ କରିବାକୁ ଯାଉଛନ୍ତି ତେବେ ତାହାକୁ ବାହାରେ ପ୍ରଘଟ କରନ୍ତୁ ନାହିଁ। ଯଦି ଆପଣ ଏକ ଭଲ କାମ ବା ଚାକିରୀ ପାଇଁ ଚେଷ୍ଠା କରୁଛନ୍ତି, […]
ମେଷ- ବନ୍ଧୁ ଏବଂ ସମ୍ପର୍କୀୟଙ୍କୁ ସମର୍ଥନ କରିବାକୁ ସମର୍ଥ ହେବେ। ଆପଣ ସାମାଜିକ ସ୍ତରରେ ସମ୍ମାନ ପାଇବ। ବନ୍ଦ ହୋଇଥିବା କାର୍ଯ୍ୟ ସମାପ୍ତ ହେବ। ଏକ ନୂତନ ଯୋଜନା ପ୍ରସ୍ତୁତ ହେବ। ଅର୍ଥନୈତିକ କ୍ଷେତ୍ରରେ ଉନ୍ନତି ହେବ। ନୂତନ କାମ ପାଇବେ। ଆୟ […]
ଭୁବନେଶ୍ବର: ଖୁବ ଶିଘ୍ର ଓଡିଶାର ଐତିହ୍ୟ ସହର କଟକକୁ ସ୍ମାର୍ଟ ସିଟି କରାଯିବ। ଏ ନେଇ ଆଜି ପୂଜା ମଣ୍ଡପ ବୁଲିଲା ବେଳେ କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି ଯେ, ସରକାର କଟକକୁ ସ୍ମାର୍ଟ ସିଟି କରିବା ପାଇଁ […]
ଭୁବନେଶ୍ବର: ଭାରତୀୟ ସୂଚନା ସେବା (ଆଇଆଇଏସ) ୨୦୨୨ ଓ ୨୦୨୩ ବ୍ୟାଚର ୯ ଜଣ ଶିକ୍ଷାନବୀସ ପ୍ରଶିକ୍ଷଣ ଭ୍ରମଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ସେମାନେ ଭୁବନେଶ୍ବରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ […]
ବାଣପୁର ( ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ବିଶିଷ୍ଟ ସମାଜସେବୀ, ବରିଷ୍ଠ ସାମ୍ବାଦିକ, ରାଜନେତା ତଥା ସୂଚନା ଅଧିକାର କର୍ମୀ ରାଧାକୃଷ୍ଣ ରାମଙ୍କ ୮୭ ବର୍ଷ ବୟସରେ ଆଜି ବାସଭବନରେ ପରଲୋକ ହୋଇଯାଇଛି। ସେ ଦୀର୍ଘ ଦିନଧରି ବାର୍ଦ୍ଧକ୍ୟ […]
ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ଆଉ ଏକ ବଡ ଖବର। ତାହା ହେଲା ଯେ, ଯେଉଁମାନେ ସୁଭଦ୍ରା ଟଙ୍କା ପାଇ ନାହାଁନ୍ତି ସେମାନେ କଣ କରିବେ। ସେମାନେ ଆଉ ଟଙ୍କା ପାଇବେ କି ନାହିଁ। ସେ ନେଇ ଅନେକ ଦ୍ବନ୍ଦରେ […]
ଲେଖକ: ସମୀର ପଣ୍ଡିତ, ନିର୍ଦ୍ଦେଶକ, ବି.ଇ.ଇ ୨୦୭୦ ମସିହା ପର୍ଯ୍ୟନ୍ତ କାର୍ବନ ଉତ୍ସର୍ଜନକୁ ଶୂନ୍ୟ କରିବା ହେଉଛି ଭାରତର ଲକ୍ଷ୍ୟ। ସେଥିପାଇଁ ଇଲେକ୍ଟ୍ରିକ୍ ଯାନ (ଇ.ଭି.) ପରିବହନ କ୍ଷେତ୍ରକୁ କାର୍ବନ ମୁକ୍ତ କରିବା ଦିଗରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରୁଛି। ସମ୍ପ୍ରତି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଓଡ଼ିଶାର ସାଂସ୍କୃତିକ ରାଜଧାନୀ କଟକରେ ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଛନ୍ତି। କଟକବାସୀଙ୍କ ସୌଜନ୍ୟତା ଓ ଭାଇଚାରାରେ ଅଭିଭୂତ ହୋଇ ମୁଖ୍ୟମନ୍ତ୍ରୀ କଟକବାସୀଙ୍କୁ ଧନ୍ୟବାଦ ଜଣାଇବା ସହ ଓଡ଼ିଆ ଅସ୍ମିତା ଓ […]
ବ୍ରହ୍ମପୁର( କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅଞ୍ଚଳରେ ଗତ ନଭେମ୍ବର ମାସରେ ହୋଇଥିବା ଏକ ସୁନା ହାର ଚୋରି ଘଟଣା ର ତଦନ୍ତ ଚଳାଇ ବଡ଼ବଜାର ପୋଲିସ ଶେଷରେ ସଫଳତା ପାଇଛନ୍ତି। ଘଟଣା ରୁ ପ୍ରକାଶ ଯେ ବଡ଼ବଜାର ଥାନା […]
ଭୁବନେଶ୍ବର: ଆଜିଠାରୁ ତିନିଦିନିଆ କେଉଁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ଅପରାହ୍ନରେ ସେ ହେଲିକାପ୍ଟରରେ ଭୁବନେଶ୍ବରରୁ କେଉଁଝର ଯିବେ। ସେଠାରେ ସେ ଶିରିଡି ସାଇ ମନ୍ଦିରରେ ପୂଜାଅର୍ଚ୍ଚନା କରିବେ। ଏହାପରେ ସେ ବିଭିନ୍ନ ପୂଜା ମଣ୍ଡପ ବୁଲି ମାଙ୍କ […]
ଭୁବନେଶ୍ବର: ବିଜେଡିର ଜଣେ ଜଣେ ନେତା ବିଭିନ୍ନ ସମୟରେ ଭିନ୍ନ ଭିନ୍ନ କଥା କହି ଦଳକୁ ଅଡୁଆରେ ପକାଉଛନ୍ତି। ସେମିତି ଏକ କଥା କହିଛନ୍ତି ପାରାଦ୍ବୀପର ପୂର୍ବତନ ବିଧାୟକ ସମ୍ବିତ ରାଉତରାୟ। ସେ ପ୍ରକାଶ ବେହେରା ବିଜେଡି ଛାଡିବା ପରେ ଯେଉଁ […]
ନୂଆଦିଲ୍ଲୀ: ଅସତ୍ୟ ଉପରେ ସତ୍ୟର ବିଜୟ। ଆଜି ସାରା ଦେଶରେ ବିଜୟ ଦଶମୀ ପାଳନ କରାଯାଉଛି। ଶାରଦୀୟ ନବରାତ୍ରୀର ସମାପ୍ତି ପରେ ଦଶହରା ପାଳନ କରାଯାଇ ଥାଏ। ହିନ୍ଦୁ ଧର୍ମର ବିଶ୍ୱାସ ଅନୁଯାୟୀ, ଭଗବାନ ରାମ ଦଶହରା ଦିନ ରାବଣକୁ ହତ୍ୟା […]
ମେଷ- ପରିଶ୍ରମର ଫଳ ମିଠା ହେବ। ସାମାଜିକ କାର୍ଯ୍ୟରେ ଆଗ୍ରହୀ ହେବେ। ଆପଣଙ୍କପ ସମ୍ମାନ ମିଳିବ। ବ୍ୟବସାୟ ଇଚ୍ଛାକୃତ ଲାଭ ପ୍ରଦାନ କରିବ। ଜଣେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ପରିଚୟ ବୃଦ୍ଧି ପାଇବ। ଶାରୀରିକ କଷ୍ଟ ସମ୍ଭାବନା। ଅଜ୍ଞାତ ଭୟ ହନ୍ତସନ୍ତ କରିବ। ଚିନ୍ତା […]
ଭୁବନେଶ୍ବର: ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନଙ୍କ ବିୟୋଗ ହୋଇଯାଇଛି।ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ବର୍ଷ ହୋଇଥିଲା ଗଞ୍ଜାମ ଜିଲ୍ଲା କୋଦଳା ଓ ପୋଲସରା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ସେ […]
ଭୁବନେଶ୍ବର: ଆଜି ଖଣ୍ଡଗିରି ପାହଡ ତଳୁ ଏକ ଯୁବକଙ୍କ ମୃତ ଦେହ ମିଳିଛି। ଏକ ଅସଂଜତ ଅବସ୍ଥାରେ ପଡିରହିଥିବା ଏହି ମୃତ ଦେହକୁ ଦେଖି କେତେକ ପୋଲିସକୁ ଫୋନ କରିଥିଲେ। ଖଣ୍ଡଗିରି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଜବତ କରି ବ୍ୟବଚ୍ଛେଦ […]
ନାଚୁଣୀ: ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ଥାନା ଅଞ୍ଚଳରେ ଏକ ଚାଞ୍ଚଲ୍ୟକର ଘଟଣା ଘଟିଯାଇଛି। ଜଣେ ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ ଅଭିଯୋଗରେ ଘରୋଇ ଶିକ୍ଷକ ଗିରଫ ହୋଇଛନ୍ତି। ପୋଲିସ ସୂଚନା ମୁତାବକ ନାଚୁଣୀ ଥାନା ଅଞ୍ଚଳରେ ଲିଙ୍ଗରାଜ ମୁଦୁଲି ନାମକ ଜଣେ […]
ଭୁବନେଶ୍ୱର: ଭାରତରେ ଅଣ୍ଡର୍ ଆର୍ମର୍ ପାଇଁ ଏକ୍ସକ୍ଲୁସିଭ ଡିଷ୍ଟ୍ରିବ୍ୟୁଟର ଓ ଲାଇସେନ୍ସିଂ ସଂସ୍ଥା, ଅଣ୍ଡରଡଗ୍ ଆଥ୍ଲେଟିକ୍ସ ପକ୍ଷରୁ ଓଡିଶାରେ ଏହାର ପ୍ରଥମ ଅଣ୍ଡର୍ ଆର୍ମର ବ୍ରାଣ୍ଡ ହାଉସ୍ର ଶୁଭାରମ୍ଭ ଘୋଷଣା କରାଯାଇଛି। ଏହି ଷ୍ଟୋର୍କୁ ପ୍ରଶଂସକଙ୍କ ଭିଡ ଓ ଉତ୍ସାହ ମଧ୍ୟରେ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସହଧର୍ମିଣୀ ଡା. ପ୍ରିୟଙ୍କା ମାରାଣ୍ଡି ମଧ୍ୟ ଉପସ୍ଥିତ ଥିଲେ। ପୂଜା ମଣ୍ଡପ ବୁଲିବା ପାଇଁ ଯିବା […]