ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲି ଦେଖିଥିଲେ। ଏହି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ତାଙ୍କ ସହଧର୍ମିଣୀ ଡା. ପ୍ରିୟଙ୍କା ମାରାଣ୍ଡି ମଧ୍ୟ ଉପସ୍ଥିତ ଥିଲେ। ପୂଜା ମଣ୍ଡପ ବୁଲିବା ପାଇଁ ଯିବା […]
ଭୁବନେଶ୍ବର: ଆଜି ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ବୁଲିଛନ୍ତି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ। ଆଜି ପୂର୍ବାହ୍ନରେ ନବୀନ କେତେକ ପୂଜା ମଣ୍ଡପ ବୁଲିବା ସହିତ ମା ଙ୍କ ଆର୍ଶିବାଦ ଭିକ୍ଷା କରିଛନ୍ତି। ନବୀନ ପୂଜାମଣ୍ଡପରେ ପହଞ୍ଚିବା ପରେ ପୂଜା […]
ଭୁବନେଶ୍ବର: ବର୍ତ୍ତମାନ ସାରା ଓଡିଶାରେ ପୂଜାର ମାହୋଲ ଚାଲିଛି। ସମସ୍ତେ ଧୂମଧାମରେ ମା ଦୁର୍ଗାଙ୍କୁ ଆବାହନ କରିବାରେ ଲାଗିଛନ୍ତି। ଏହିପରିସ୍ଥିତିରେ ପୂଜା ମଣ୍ଡପ ପାଇଁ ଆସିଛି ଏକ ଖୁସି ଖବର। ତାହା ହେଲା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର […]
ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡିଶା ଗସ୍ତରେ ଆସିବେ। ସେ ମହାପ୍ରଭୃ ଜଗନ୍ନାଥଙ୍କ ଦର୍ଶନରେ ଆସୁଛନ୍ତି ବୋଲି ଜଣାପଡିଛି। ତେବେ ରାଷ୍ଟ୍ରପତି ଆସନ୍ତା ଅକ୍ଟୋବର 23 ତାରିଖରେ ତାଙ୍କ ନିଜ ଗାଁ ରାଇରଂଗପୁର ଆସି ସେଠାରେ ରାତ୍ରୀ ଯାପନ କରିବେ। ଏହାପରେ […]
ଭୁବନେଶ୍ବର: ବର୍ତ୍ତମାନ ବିଜେଡିର ଯେଉଁ ସ୍ଥିତି ରହିଛି, ସେଥିରେ ଆହୁରି ପ୍ରହାର କରିବା ପାଇଁ ବିଜେପିର ବଡ ଗେମ ପ୍ଲାନ ଚାଲିଛି। ତାହା ହେଲା ଯେ, ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ ମିଳିବ ନିଗମ ଅଧ୍ୟକ୍ଷ ପଦ।ଏହିପରି ଅଫର […]
ଭୁବନେଶ୍ବର: ବିଜେଡିରୁ ଇସ୍ତଫା ଦେଇଛନ୍ତି ସାଲେପୁରର ପୂର୍ବତନ ବିଧାୟକ ପ୍ରକାଶ ବେହେରା। ସେ ଆଜି ତାଙ୍କର ଇସ୍ତଫା ପତ୍ର ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ପଠାଇ ଦେଇଛନ୍ତି। ପ୍ରକାଶ ସାଲେପୁରରୁ କଂଗ୍ରେସରୁ ବିଧାୟକ ଥିଲେ। ସେ ଗତ ନିର୍ବାଚନରେ ବିଜେଡି […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ପବିତ୍ର ମହାଷ୍ଟମୀ। ଏହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଣପୁରସ୍ଥିତ ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିର ଦର୍ଶନ କରି ମା’ ଙ୍କ ଆଶୀର୍ବାଦ ଲାଭ କରିଛନ୍ତି ଚିଲିକା ବିଧାୟକ ତଥା ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। […]
ଭୁବନେଶ୍ବର: ଭାରତୀୟ ସୂଚନା ସେବା (ଆଇଆଇଏସ) ୨୦୨୨ ଓ ୨୦୨୩ ବ୍ୟାଚର ୯ ଜଣ ଶିକ୍ଷାନବୀସ ପ୍ରଶିକ୍ଷଣ ଭ୍ରମଣ କାର୍ଯ୍ୟକ୍ରମ ଅନ୍ତର୍ଗତ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ସେମାନେ ଭୁବନେଶ୍ବରରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନରେ କାର୍ଯ୍ୟରତ ବିଭିନ୍ନ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ […]
ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧାର ନୂତନ ଏସପି ସାଗରିକା ନାଥ ବାଣପୁର ଥାନା ଗସ୍ତରେ ଆସି ପ୍ରଥମେ ମା’ ଭଗବତୀଙ୍କ ଦର୍ଶନ କରିଥିଲେ। ମା’ଙ୍କୁ ଦର୍ଶନ କରିବା ସହ ମନ୍ଦିରରେ ସେ ପୂଜାର୍ଚ୍ଚନା କରିଥିଲେ। ବେଢାରେ କିଛି ସମୟ ଅତିବାହିତ […]
ଭୁବନେଶ୍ବର: ବର୍ତ୍ତମାନ ରାଜନୀତିରେ ବବି ଦାସ ବା ପ୍ରଣବ ପ୍ରକାଶ ଦାସ ବେଶ ଚର୍ଚ୍ଚାରେ ରହିଛନ୍ତି। ସେ କେତେବେଳେ ମୁଁ ପୁଣି ଲଢିବାକୁ ପ୍ରସ୍ତୁତ ଅଛି ବୋଲି କହି ଚର୍ଚ୍ଚାରେ ଆସିଥିଲେ ତ କେତେବେଳେ ସରକାରୀ କ୍ବାଟରର ନିର୍ମାଣକୁ ନେଇ। ତେବେ […]
ଖୋର୍ଦ୍ଧା: ଖୋର୍ଦ୍ଧା ସହରକୁ ନିଶା ମୁକ୍ତ ଜିଲ୍ଲା କରିବା ପାଇଁ ନୂଆ ଆରକ୍ଷୀ ଅଧିକ୍ଷକଙ୍କ ପ୍ରୟାସ ଆରମ୍ଭ ହୋଇଛି। ଏଥର ଜିଲ୍ଲାରେ ନିଶା ବେପାରୀମାନେ ସାବାଡ଼ ହେବେ। ସେମାନଙ୍କୁ ସାବାଡ଼ କରିବା ପାଇଁ ଆରକ୍ଷୀ ଅଧିକ୍ଷକ ସାଗରିକା ନାଥଙ୍କ ଦ୍ଵାରା ଆଣ୍ଟି […]
ଭୁବନେଶ୍ବର: ପ୍ରଖ୍ୟାତ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ଆଜି ସାରା ବିଶ୍ବ ସ୍ତବ୍ଧ ହୋଇଯାଇଛି। ଏହି ସମୟରେ ଓଡିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳର ନେତା ନବୀନ ପଟ୍ଟନାୟକ ଟାଟାଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି। ସେ ତାଙ୍କ ସାମାଜିକ ଗଣମାଧ୍ୟମରେ […]
ଭୁବନେଶ୍ବର: ପ୍ରଖ୍ୟାତ ଶିଳ୍ପପତି ରତନ ଟାଟାଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଶୋକ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ରତନ ଟାଟାଙ୍କ ବିୟୋଗରେ ମୁଁ ମର୍ମାହତ। ସେ ଜଣେ ଦୂରଦୃଷ୍ଟି ସଂପର୍ଣ୍ଣ ଶିଳ୍ପପତି ଥିଲେ। ତାଙ୍କର ଶିଳ୍ପ ଜଗତ ପ୍ରତି […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ରତନ ଟାଟାଙ୍କ ଦେହାନ୍ତରେ ଶୋକ ପ୍ରକାଶ କରିଛନ୍ତି। ମୋଦୀ କହିଛନ୍ତି ଯେ ଶ୍ରୀ ଟାଟା ଜଣେ ଦୂରଦୃଷ୍ଟି ସମ୍ପନ୍ନ ଶିଳ୍ପପତି ଏବଂ ଜଣେ ଅସାଧାରଣ ମଣିଷ ଯିଏ ନିଜକୁ ନମ୍ରତା, ଦୟା ଏବଂ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତ ସୋମବାର ସନ୍ଧ୍ୟାରେ ସଦର ଥାନା ଅନ୍ତର୍ଗତ କୁକୁଡାଖଣ୍ଡି ଗ୍ରାମରେ ଘଟିଥିବା ଲୋମ ଟାଙ୍କୁରା ଘଟଣାରେ ପୋଲିସ ବଡ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି। ଶରୀରରେ ନିଆଁ ଲଗାଇ ଛାତ୍ରୀଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]
ଭୁବନେଶ୍ୱର: ପବିତ୍ର ଦୁର୍ଗାପୂଜା ଅବସରରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଓଡିଶା ବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି ମାତୃଶକ୍ତି ଆରାଧନାର ଏ ମହାନ ପର୍ବ ଆମ ଆଧ୍ୟାତ୍ମିକ ସଂସ୍କୃତିକୁ ଗରୀୟାନ କରିଛି। ଆଦ୍ୟାଶକ୍ତିଙ୍କ ଆଶୀର୍ବାଦ ସମସ୍ତଙ୍କ ଜୀବନକୁ ସୁଖ […]
ଖୋର୍ଦ୍ଧା: ଜିଲ୍ଲା ଶିଶୁ ସୁରକ୍ଷା ୟୁନିଟ ଏବଂ ପୋଷଣ ଖୋର୍ଦ୍ଧାର ମିଳିତ ସହଯୋଗରେ ଆଜି ଅପରାହ୍ନରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ସଭା ଗୃହ ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ଶିଶୁ କନ୍ୟା ଦିବସ ପାଳିତ ହୋଇଯାଇଅଛି। ଏହି ଦିବସ ଅବସରରେ ମୂଖ୍ୟ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ମୟୁରଭଞ୍ଜର ବାରିପଦାଠାରେ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟର ଶୁଭାରମ୍ଭ କରିଛନ୍ତି। ଦ୍ୱିତୀୟ ପର୍ଯ୍ୟାୟରେ ଆଜି ୩୫ ଲକ୍ଷରୁ ଅଧିକ ମହିଳା ପ୍ରଥମ କିସ୍ତି ଭାବରେ ୫ ହଜାର ଟଙ୍କା […]
ଭୁବନେଶ୍ୱର: ପୂର୍ବତନ ବିଧାୟକ ତଥା ପୂର୍ବତନ ରାଜ୍ୟସଭା ସାଂସଦ ଧନେଶ୍ବର ମାଝୀଙ୍କ ଆଜି ପରଲୋକ ହୋଇଯାଇଛି। ସେ କେସିଙ୍ଗା ହସପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟିଛି। ଧନେଶ୍ଵର ମାଝୀ ୧୯୭୮ ରୁ ୧୯୮୪ ମସିହା ପର୍ଯ୍ୟନ୍ତ ଓଡିଶାରୁ ରାଜ୍ୟସଭାକୁ […]
ଭୁବନେଶ୍ବର: ଆଜି ହେଉଛି ଉତ୍କଳ ମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତି। ଏହି ଉପଲକ୍ଷେ ଆଜି ବିଧାନସଭା ପରିସରରେ ପାଳିତ ହୋଇଛି ଏହି ଜୟନ୍ତି। ସେଠାରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ବାଚସ୍ପତି ସୁରମା ପାଢୀ ଏବଂ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ପୁଷ୍ପମାଲ୍ୟ ପ୍ରଦାନ […]