ଭୁବନେଶ୍ବର: ତ୍ୟାଗ ଓ ସେବାର ପ୍ରତୀକ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ବିଜୁ ଜନତା ଦଳ ଆଜି ଠାରୁ ତାହାର ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଏହା ଦୁଇ ମାସ ଧରି ଚାଲିବ। ଦଳ ସଭାପତି ଶ୍ରୀ […]
ଭୁବନେଶ୍ବର: ବର୍ତ୍ତମାନ ସୁଭଦ୍ରା ଯୋଜନାର ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା। ଅଳ୍ପ ସମୟ ତଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାରିପଦାରେ ଆୟୋଜିତ ଏକ କାର୍ଯ୍ୟକ୍ରମରୁ ଏହି ଟଙ୍କା ପଠାଇଛନ୍ତି। ଫଳରେ ଯେଉଁମାନେ ଏହି ଟଙ୍କା ପାଇବା ପାଇଁ ହକଦାର ସେମାନଙ୍କ […]
ଭୁବନେଶ୍ୱର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ରାଜ୍ୟସ୍ତରୀୟ ଜୟନ୍ତୀ ପାଳନ ଅବସରରେ ଭୁବନେଶ୍ୱର ୟୁନିଟ -୮ସ୍ଥିତ ଗୋପବନ୍ଧୁ ଛକରେ ଥିବା ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ସୂଚନା ଓ ଲୋକ ସମ୍ପର୍କ ବିଭାଗ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଶାରଦୀୟ ଦୁର୍ଗାପୁଜା ନିମନ୍ତେ ବ୍ରହ୍ମପୁର ସହରରେ ଭିଡକୁ ଏଡାଇବା ପାଇଁ ପ୍ରାସାଶନ ପକ୍ଷରୁ ଟ୍ରାଫିକ କଟକଣା ଲାଗୁ କରାଯାଇଛି। ତେଣୁ ଜନସାଧାରଣଙ୍କ ଅବଗତି ନିମନ୍ତେ ପ୍ରଶାସନ ପକ୍ଷରୁ ଟ୍ରାଫିକ ନିୟମାବଳି ଜାରି କରାଯାଇଛି। ଆସନ୍ତୁ ଜାଣିବା […]
ଭୁବନେଶ୍ବର: ଆଜି ଆସିବ ସୁଭଦ୍ରା ଟଙ୍କା। ଆଜି ବାରିପଦାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରେରଣ କରିବେ। ସେଥିପାଇଁ ସରକାରୀ ସ୍ତରରେ ବଡ ଆୟୋଜନ କରାଯାଇଛି। ଏହି ଉତ୍ସବରେ ରାଜ୍ୟର ଦୁଇ ଉପମୁଖ୍ୟମନ୍ତ୍ରୀ ଏବଂ […]
ଭୁବନେଶ୍ବର: ବର୍ତ୍ତମାନ ଅଡୁଆ ପରିସ୍ଥିତିରେ ନବୀନ ପଟ୍ଟନାୟକଙ୍କୁ ହରାଇଥିବା କାଣ୍ଟାବାଞ୍ଜି ବିଧାୟକ ଲକ୍ଷ୍ମଣ ବାଗ୍। କାରଣ ନିର୍ବାଚନ ଅନିମୟିତତା ମାମଲାରେ ଓଡିଶା ହାଇକୋର୍ଟରେ ସେ ଯେଉଁ ପକ୍ଷ ରଖିବା କଥା ସେହି ସୁଯୋଗ ହରାଇ ବସିଛନ୍ତି। ଏହି ମାମଲାରେ କୋର୍ଟ ତାଙ୍କୁ […]
ଭୁବନେଶ୍ୱର: ବିଶିଷ୍ଟ ଆଦିବାସୀ ସ୍ବାଧୀନତା ସଂଗ୍ରାମୀ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀକୁ ରାଜ୍ୟ ସ୍ତରରେ ବ୍ୟାପକ ଭାବରେ ପାଳନ କରାଯିବ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏକ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। […]
ଭୁବନେଶ୍ୱର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଗ୍ରାଚୁଇଟିର ସୀମା ୧୫ ଲକ୍ଷ ଟଙ୍କାରୁ ୨୦ ଲକ୍ଷ ଟଙ୍କାକୁ ବୃଦ୍ଧି କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ, ରାଜ୍ୟର ସରକାରୀ କର୍ମଚାରୀ […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ଅପରାହ୍ନରେ ବେଆଇନ ବାଣ ବିକ୍ରି ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତକୁ ବାଲୁଗାଁ ପୋଲିସ ଗିରଫ କରିଛି। ଗିରଫ ଅଭିଯୁକ୍ତ ଦ୍ବୟ ହେଲେ ହରପ୍ରସାଦ ତ୍ରିପାଠୀ ଓ ନରେନ୍ଦ୍ର ମହାରଣା। ହରପ୍ରସାଦ ନିଜ ଭେରାଇଟି ଷ୍ଟୋରରେ ଏବଂ […]
ମୟୂରଭଞ୍ଜ: ବର୍ତ୍ତମାନ ସମୟରେ ସାରା ବିଶ୍ୱରେ ଜଳବାୟୁ ପରିବର୍ତ୍ତନ ବଡ଼ ଆହ୍ୱାନ ସୃଷ୍ଟି କରିଛି। ମୌସୁମୀ ବର୍ଷାରେ ଅନିୟମିତତା ଏବଂ ଜନସଂଖ୍ୟା ବୃଦ୍ଧି ଫଳରେ ଭୂତଳ ଜଳର ବ୍ୟବହାର ବଢ଼ି ଚାଲିଛି। ଏହି ସମସ୍ୟାର ଦୀର୍ଘସ୍ଥାୟୀ ସମାଧାନ ପାଇଁ ବର୍ଷାଜଳ ସଂରକ୍ଷଣ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କୁକୁଡାଖଣ୍ଡି ବ୍ଲକ ସମ୍ମୁଖ ଏକ ଭଡାଘରେ ରହୁଥିବା ଜନୈକ ଯୁବତୀ ଶରୀରରେ ନିଆଁ ଲଗାଇ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ସୂଚନା ଅନୁଯାୟୀ, ସୋମବାର ଦିନ ରାଣୀ ପ୍ରଧାନ (୨୧) ନାମକ ଜଣେ ଯୁବତୀ ଶରୀରରେ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳଙ୍କ ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆରକ୍ଷୀ ଅଧିକ୍ଷକ ସାଗରୀକା ନାଥ, ଅତିରିକ୍ତ ଜିଲ୍ଲାପାଳ (ପ୍ରଶାସନ) ପ୍ରତାପ ଚନ୍ଦ୍ର ବେଉରା, […]
ଖୋର୍ଦ୍ଧା: ଆଜି ଅପରାହ୍ନରେ ଖୋର୍ଦ୍ଧା ଜୟୀ ରାଜଗୁରୁ ଟାଉନ ହଲରେ ଚଳିତ ବର୍ଷ ୨୦୨୪ ଦଶହରା, ରାବଣ ପୋଡି, ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା ଓ ଭସାଣି ଉତ୍ସବ ଶାତିଶୃଙ୍ଖଳା ଓ ସୌହାର୍ଦ୍ଦ ପୂର୍ବ ବାତାବରଣ ମଧ୍ୟରେ ପାଳନ ହେବା ପାଇଁ ଏକ […]
ଭୁବନେଶ୍ବର: ବିଜେଡି ନେତା ପ୍ରସନ୍ନ ଆଚାର୍ଯ୍ୟ ଏବଂ ବିଜେଡି ଦଳ ପରାଜୟ ପରେ ହତୋତ୍ସାହିତ ହୋଇପଡିଛନ୍ତି । ଓଡ଼ିଆ ଲୋକଙ୍କ ନିଷ୍ପତିକୁ ନିଜ ଅହଙ୍କାର କାରଣରୁ ସ୍ୱୀକାର କରିପାରୁନାହାନ୍ତି ବୋଲି ରାଜ୍ୟ ବିଜେପିର ପୂର୍ବତନ ସଭାପତି ଶ୍ରୀ ସମୀର ମହାନ୍ତି କହିଛନ୍ତି। […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଏନ୍ଏସ୍ଏସ୍ ସ୍ୱେଚ୍ଛାସେବୀମାନଙ୍କ ପକ୍ଷରୁ ‘ସ୍ୱଚ୍ଛତା ହି ସେବା’ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପୁରୀ ଜିଲ୍ଲା ଅସ୍ତରଙ୍ଗ ନିକଟବର୍ତ୍ତୀ ଜାହାନିଆ ସମୁଦ୍ରକୂଳରେ ସଫେଇ କରାଯାଇଛି। ସମୁଦ୍ରକୂଳ ସଫେଇ ନେଇ ସଚେତନତା, ଉପକୂଳ ପରିବେଶ ସଂରକ୍ଷଣ ଏବଂ ପ୍ରଦୂଷଣ […]
ଭୁବନେଶ୍ୱର: ପୋଷଣର ଗୁରୁତ୍ୱ ଏବଂ ଖାଦ୍ୟ ଗ୍ରହଣ ପ୍ରକ୍ରିୟାକୁ ନେଇ ଗତ ଶନିବାର ସମ୍ ଅଲ୍ଟିମେଟ ମେଡିକେୟାର ପକ୍ଷରୁ ଆୟୋଜିତ ହୋଇଥିବା ଦ୍ୱିତୀୟ ସମ୍ ଅଲ୍ଟିମେଟ ନ୍ୟାସ୍ନାଲ ନ୍ୟୁଟ୍ରିସନ୍ ଓରିଏନ୍ଟେସନ୍ (ସୁନୋ ୨.୦) କାର୍ଯ୍ୟକ୍ରମରେ ବିସ୍ତୃତ ଭାବେ ଆଲୋଚନା ହୋଇଯାଇଛି। ଏହି […]
ଭୁବନେଶ୍ବର: ଆଜି ପୋଲିସ ବିଭାଗରୁ ବିଦାୟ ନେଇଛନ୍ତି ବରିଷ୍ଠ ଆଇପିଏସ ଅରୁଣ ଷଡଙ୍ଗୀ। ବିଦାୟ କାଳୀନ ସଭାରେ ସେ କହିଛନ୍ତି ନିଜ ଦୁଃଖର କଥା। ତାହା ହେଲା ଯେ, ହଠାତ ସେ ଆଉ ପୋଲିସ ପୋଷାକ ପିନ୍ଧିପାରିବେ ନାହିଁ ତାହା ଜାଣି […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ବଡଖଣ୍ଡି ଗ୍ରାମ ଜଗନ୍ନାଥ ମନ୍ଦିର ନିକଟରୁ ଜଣେ ଯୁବକଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତ ଯୁବକଙ୍କ ଘର ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ କୁକୁଡ଼ାଖଣ୍ଡି ନିକଟ ସାତପହଣ୍ଡିଆ ଓ କଂଗ୍ରେସ […]
ଭୁବନେଶ୍ବର: ମଣିଷର ମୁଖରେ ତାର ହୃଦୟ ଓ ମନର ଭାବନା ପରିପ୍ରକାଶ ହୁଏ। ସେଥିପାଇଁ ଭଗବାନ ନିଜ ସୃଷ୍ଟିର ପ୍ରତ୍ୟେକ ଜୀବକୁ ମୁହଁଟିଏ ଦେଇଛି। କିନ୍ତୁ ଯଦି ସେହି ମୁହଁ ଉପରେ ଗୋଟିଏ ମୁଖାର ଆବରଣ ପଡ଼ିଯାଏ, ତାହାଲେ ସେଇ ମନୁଷ୍ୟର […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସହର ଉପକଣ୍ଠ ଲାଞ୍ଜିପଲ୍ଲୀ ଜାତୀୟ ରାଜପଥରେ ସଡ଼କ ଦୁର୍ଘଟଣା ନିତିଦିନିଆ ହୋଇଗଲାଣି। ଏହି କିଛି ଦିନ ପୂର୍ବେ ଠିକ୍ ସେହି ସ୍ଥାନରେ ଶିକ୍ଷକ ଦମ୍ପତି ଦୁର୍ଘଟଣାର ସମ୍ମୁଖିନ ହୋଇ ମୃତ୍ୟୁବରଣ କରିଥିବାବେଳେ ଗତକାଲି ସନ୍ଧ୍ୟାରେ […]
ଭୁବନେଶ୍ବର: ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଦ୍ବିତୀୟ ଭାଗ ଆଉ ଗୋଟିଏ ଦିନ ପରେ ପ୍ରଦାନ କରାଯିବ। ଯେଉଁ ମହିଳାମାନେ ଏହି ଟଙ୍କା ପାଇବେ ସେମାନଙ୍କର ଡାଟା ବେସ କରାଯିବ ସହିତ ଆକାଉଣ୍ଟ ଲିଙ୍କ ମଧ୍ୟ କରାଯାଇଛି। ତେବେ ପରୀକ୍ଷା ମୂଳକ […]