ରାଜ୍ୟ ଖବର

ବଲାଙ୍ଗୀର: ଜମିର କିସମ ପରିବର୍ତ୍ତନ କରିଦେବାକୁ ଲାଞ୍ଚ ନେଉଥିବା ବେଳେ ଓଡ଼ିଶା ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ସଇଁତଳା ରାଜସ୍ୱ ନିରୀକ୍ଷକ (RI) ଆଲନ ବେହେରା। ସୂଚନାଯୋଗ୍ୟ, ଜଣେ…

ଭୁବନେଶ୍ୱର: ଆଗାମୀ ଦୁର୍ଗା ପୂଜା ଓ ଦୀପାବଳି ଉତ୍ସବ ସମୟରେ ଯାତ୍ରୀଙ୍କ ସଂଖ୍ୟା ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ, ଯାତ୍ରୀଙ୍କ ସୁବିଧାଜନକ ଯାତ୍ରା ଏବଂ ଅତିରିକ୍ତ ଭିଡ଼…

ଭୁବନେଶ୍ବର: ଦୁର୍ଗାପୂଜାର ଗହଳିଚହଳି ମଧ୍ୟରେ ସହରର ଜନବସତି ଅଞ୍ଚଳରୁ ଏକ ବିରଳ ବନ୍ୟପ୍ରାଣୀ ଉଦ୍ଧାର ହେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। କୋରାପୁଟ ଜିଲ୍ଲା…

ରଣପୁର: ଶିଶୁମାନଙ୍କ ମଧ୍ୟରେ ଲୁକ୍କାୟିତ ପ୍ରତିଭାର ବିକାଶ, ସୃଜନଶୀଳତାର ପରିପ୍ରକାଶ ଓ ଆତ୍ମବିଶ୍ୱାସ ବୃଦ୍ଧି ଲକ୍ଷ୍ୟରେ ରଣପୁର ବ୍ଲକର ଖଇରପଲ୍ଲୀ, ଗୌରାଙ୍ଗପୁର, ସୁନାଖଳା ଓ ଦର୍ପନାରାୟଣପୁର ସମେତ…

ଭୁବନେଶ୍ୱର: ପୂର୍ବତଟ ରେଳପଥର ରାୟଗଡ଼ା ଡିଭିଜନ ଅନ୍ତର୍ଗତ ମାଲିଗୁଡ଼ା ଓ ଛତଡିପୁଟ ଷ୍ଟେସନ ମଧ୍ୟରେ ଭୂସ୍ଖଳନ ଘଟିଥିବାରୁ କେତେକ ଟ୍ରେନ୍ ବାତିଲ କରାଯାଇଥିବା ବେଳେ କିଛି ଟ୍ରେନ୍‌କୁ…

ଭୁବନେଶ୍ୱର: ଆଧୁନିକ ସ୍ୱାସ୍ଥ୍ୟସେବା ଓ ଡାକ୍ତରୀ ଶିକ୍ଷା କ୍ଷେତ୍ରରେ ନବସୃଜନର ଗୁରୁତ୍ୱ ବୃଦ୍ଧି ପାଉଥିବାବେଳେ ଗବେଷଣାଭିତିକ ନୂତନ ଚିନ୍ତାଧାରାକୁ ବାସ୍ତବ ସ୍ୱାସ୍ଥ୍ୟସେବାରେ ପ୍ରୟୋଗ କରିବା ଦିଗରେ ଆଉ…

ଭୁବନେଶ୍ୱର: ଆମେ ଏପରି ଏକ ଭୁବନେଶ୍ଵର ଗଢିବାକୁ ଚାହୁଁଛୁ, ଯେଉଁଠି ଗରିବ ପରିବାର ସମ୍ମାନର ସହ ରହି ପାରିବେ, ଶ୍ରମିକ ମାନେ ସୁଲଭ ଅବାସ ପାଇ ପାରିବେ,…

ଭୁବନେଶ୍ବର: ଜଗତସିଂହପୁର ଜିଲ୍ଲାରେ ବିଜୁ ଜନତା ଦଳ ଭିତରେ ଶୃଙ୍ଖଳାଗତ ନିୟମକୁ ଅଧିକ କଡ଼ାକଡ଼ି କରାଯାଇଛି। ଦଳର ସଂଗଠନକୁ ଅଧିକ ସୁଦୃଢ଼ ଓ ଶୃଙ୍ଖଳିତ ରଖିବା ପାଇଁ…

ଭୁବନେଶ୍ୱର: ପାର୍ବଣ ଋତୁ ଆସିଲେ ସାଧାରଣତଃ ସହରର ବଜାରଗୁଡ଼ିକରେ ଗ୍ରାହକଙ୍କ ଭିଡ଼ ଜମିଥାଏ ଏବଂ ବ୍ୟବସାୟୀମାନେ ନିଜର ବିକ୍ରିବଟା ବୃଦ୍ଧି ନେଇ ବେଶ୍ ଆଶାବାଦୀ ଥାଆନ୍ତି। ହେଲେ…

ଖଡ଼ିଆଳ: ନୂଆପଡ଼ା ଜିଲ୍ଲା ଖଡ଼ିଆଳ ଥାନା ଅନ୍ତର୍ଗତ ଡୁଆଝର ପଞ୍ଚାୟତର ଭୀମଖୋଲ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ କୋଠରୀରୁ ଯୁବକ ସ୍ୱାମୀ ଓ ତାଙ୍କ…

କୋଇଡ଼ା: ସୁନ୍ଦରଗଡ଼ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ସର୍ଗୀଗଡ଼ ଗାଁରେ ଚାଞ୍ଚଲ୍ୟ। ଏକ ଘରୋଇ କମ୍ପାନୀର କ୍ରସରକୁ ଜଗୁଥିବା ଜଗୁଆଳିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତକ…

ଭୁବନେଶ୍ୱର: ଭାରତ ଆଜି ଡାଲି ଜାତୀୟ ଖାଦ୍ୟ ଶସ୍ୟ ଉତ୍ପାଦନ କ୍ଷେତ୍ରରେ ଆତ୍ମନିର୍ଭରଶୀଳତା ଆଡ଼କୁ ଦ୍ରୁତ ଗତିରେ ଆଗେଇ ଚାଲିଥିବା ବେଳେ ଏହି ଜାତୀୟ ପ୍ରକ୍ରିୟାରେ ଓଡ଼ିଶା…

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଆନୁକୂଲ୍ୟରେ ରାଜ୍ୟସ୍ତରୀୟ ‘ସେବା ସଂକଳ୍ପ ଅଭିଯାନ’ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି। ୟୁନିଟ୍-୧ ସ୍ଥିତ ସରକାରୀ ହାଇସ୍କୁଲରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ…

ଭୁବନେଶ୍ୱର: ରାଜ୍ୟରେ ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଥିବାବେଳେ ଏହା ଏବେ ଶିକ୍ଷାନୁଷ୍ଠାନଗୁଡ଼ିକରେ ଉତ୍ତେଜନା ଏବଂ ହିଂସାର ରୂପ ନେଇଛି।…

ଭୁବନେଶ୍ୱର: ଗଣ୍ଠିବାତ ସମସ୍ୟାରୁ ସୁସ୍ଥ ହେବା ସମ୍ଭବପର। ଏହା ଏକ ଜୀବନ ଶୈଳୀ ଜନିତ ବ୍ୟାଧି। ସଚେତନ ଓ ସତର୍କ ହେବା ସହ ଦୈନନ୍ଦିନ ଜୀବନଶୈଳୀରେ ପରିବର୍ତନ…

ଆଳି: ଛାତ୍ରସଂସଦ ନିର୍ବାଚନକୁ ନେଇ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ବ୍ଲକ୍‌ ଆୟତପୁରସ୍ଥିତ ଲକ୍ଷ୍ମୀବରାହ ମହାବିଦ୍ୟାଳୟରେ ଉତ୍ତେଜନା ତୀବ୍ର ହୋଇଛି। ଦୁଇ ଛାତ୍ରଗୋଷ୍ଠୀ ମଧ୍ୟରେ ବିବାଦ ଓ ହଙ୍ଗାମା…

ଭୁବନେଶ୍ୱର: କୃଷି ଓ ଶିଳ୍ପଜାତ ବର୍ଜ୍ୟବସ୍ତୁ ତଥା ଉପଜାତ ପଦାର୍ଥର ବିନିଯୋଗ ମାଧ୍ୟମରେ ମତ୍ସ୍ୟ ଖାଦ୍ୟ ପ୍ରସ୍ତୁତି ସଂପର୍କିତ ଗବେଷଣା ଓ ଆଧୁନିକ ଜ୍ଞାନକୁ ନେଇ ପ୍ରସ୍ତୁତ…

ଭୁବନେଶ୍ୱର: ବଦଳିଛନ୍ତି ଓଡ଼ିଶାର ରାଜ୍ୟପାଳ। ରାଜ୍ୟପାଳ ଡ. ହରିବାବୁ କମ୍ଭମପାଟିଙ୍କ ସ୍ଥାନରେ ନୂଆ ରାଜ୍ୟପାଳ ହୋଇଛନ୍ତି ବ୍ରଜମୋହନ ରାମ। ତେବେ ଓଡ଼ିଶା ସହ ୬ଟି ରାଜ୍ୟର ରାଜ୍ୟପାଳ…

ବ୍ରହ୍ମପୁର: ଗଞ୍ଜାମ ଜିଲା କେ. ନୂଆଗାଁ ଥାନା ପୁଲିସ କହ୍ନେଇ ମହାନ୍ତି(୨୬) ନାମକ ଜଣେ ଯୁବକଙ୍କୁ ବଳାତ୍କାର ଓ ଠକେଇ ଅଭିଯୋଗ ମାମଲାରେ ଗିରଫ କରି କୋର୍ଟ…

ବ୍ରହ୍ମପୁର: ମହାବିଷୁବ ସଂକ୍ରାନ୍ତି ଠାରୁ ଆରମ୍ଭ କରି ମା’ ଦୁର୍ଗତିନାଶିନୀଙ୍କ ଆଗମନକୁ ଅପେକ୍ଷା କରି ରହିଥିବା ସମଗ୍ର ରେଶମ ସହର ବ୍ରହ୍ମପୁର ଏବେ ଚଳଚଞ୍ଚଳ ହୋଇଉଠିଛି। ଚାରିଆଡ଼େ…