ଭୁବନେଶ୍ୱର: ପ୍ରତିରକ୍ଷା ବିଶେଷଜ୍ଞ, ସରଞ୍ଜାମ ଉତ୍ପାଦନକାରୀ, ନିବେଶକ, ଗବେଷକ ଏବଂ ସେନା ଅଧିକାରୀମାନେ ଓଡ଼ିଶାରେ ପ୍ରତିରକ୍ଷା ସରଞ୍ଜାମ ଉତ୍ପାଦନର ସମ୍ଭାବନାକୁ ନେଇ ଶିକ୍ଷା ଓ ଅନୁସନ୍ଧାନ ବିଶ୍ୱବିଦ୍ୟାଳୟରେ ଆଜି ଏକ ସମ୍ମିଳନୀ ଆୟୋଜିତ ହେବାକୁ ଯାଉଛି। ‘ମିଶନ୍: ମେକ୍ ଇନ୍ ଓଡ଼ିଶା […]
ଭୁବନେଶ୍ଵର: ଓଡିଶାର ଘରେ ଘରେ ପରିଚିତ ଜୀ ସାର୍ଥକ ସବୁବେଳେ ଓଡ଼ିଆ ଘରର ପରମ୍ପରା ଓ ରୀତିନୀତିକୁ ଆଖିଆଗରେ ରଖି ଭେଟିଦିଏ ବିଭିନ୍ନ ମନୋରଞ୍ଜନ ଭିତ୍ତିକ କାର୍ଯ୍ୟକ୍ରମ ଓ ଧାରାବାହିକ। ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଥିବା ଜୀ ସାର୍ଥକ ସବୁବେଳେ […]
ନୂଆଦିଲ୍ଲୀ: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କରିବେ। ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ର ଗସ୍ତ କରି ସେଠାରେ ସେ ଏହି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ସିଧା ପଠାଇବେ। ଏଥିସହିତ ସେଠାରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ କାର୍ଯ୍ୟକ୍ରମ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଜିଲ୍ଲାରେ ନୂତନ ଏସପି ଭାବେ ଆଇପିଏସ ସାଗରିକା ନାଥ କାର୍ଯ୍ୟରେ ଯୋଗଦେଇଛନ୍ତି। ସେ ଓଡିଶା ପୋଲିସର ଜଣେ ଦକ୍ଷ ଅଧିକାରୀଣି ତଥା ‘ଲେଡି ସିଂଘମ’ ଭାବେ ପରିଚିତ। ତେବେ ଖୋର୍ଦ୍ଧା ଜିଲ୍ଲାରେ ଆଇନ ଶୃଙ୍ଖଳା ପରିସ୍ଥିତିକୁ ସୁଧାରିବା […]
ଭୁବନେଶ୍ୱର: ଆଜି ଲୋକସେବା ଭବନସ୍ଥିତ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସମ୍ମିଳନୀ କକ୍ଷରେ ଏକ ଆଲୋଚନା ବୈଠକ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ ଏବଂ ଶକ୍ତି ମନ୍ତ୍ରୀ ଶ୍ରୀ କନକ […]
ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ପୂର୍ବ ତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳ ପରିସୀମା ମଧ୍ୟରେ ଥିବା ସଂସଦୀୟ କ୍ଷେତ୍ରର ମାନ୍ୟବର ସାଂସଦ ମାନଙ୍କ ଏକ ବିଭାଗୀୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଅଛି। ଏହି ବୈଠକରେ ଆନ୍ଧ୍ରପ୍ରଦେଶ ଏବଂ ଓଡିଶାର ବିଶିଷ୍ଟ […]
ନୂଆଦିଲ୍ଲୀ: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପିଏମ କିଷାନ ସମ୍ମାନ ନିଧିର ୧୮ତମ କିସ୍ତି ପ୍ରଦାନ କରିବେ। ଆସନ୍ତାକାଲି ପ୍ରଧାନମନ୍ତ୍ରୀ ମହାରାଷ୍ଟ୍ର ଗସ୍ତ କରି ସେଠାରେ ସେ ଏହି ଟଙ୍କା ଚାଷୀଙ୍କ ଆକାଉଣ୍ଟକୁ ସିଧା ପଠାଇବେ। ଏଥିସହିତ ସେଠାରେ ପ୍ରଧାନମନ୍ତ୍ରୀଙ୍କ ବିଭିନ୍ନ […]
ପୁରୀ: ଶେଷରେ ବହୁ ବାଦବିବାଦ ପରେ ଆଜି ଶ୍ରୀମନ୍ଦିରକୁ ମିଳିଥିବା ଅର୍ପଣ ଚାଉଳ ନିଲାମ କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ବାଇଁ। ସେ କହିଛନ୍ତି ଯେ, କୁଇଣ୍ଟାଲ ପିଛା ୨୭୮୦ ଟଙ୍କାରେ ଏହି ଅର୍ପଣ […]
ଭୁବନେଶ୍ୱର: ମହିଳାମାନଙ୍କୁ ଆର୍ଥିକ ସହାୟତା ପ୍ରଦାନ କରୁଥିବା ରାଜ୍ୟ ସରକାରଙ୍କ ପ୍ରମୁଖ ଜନକଲ୍ୟାଣକାରୀ “ସୁଭଦ୍ରା” ଯୋଜନାର ପ୍ରଥମ କିସ୍ତି ଅର୍ଥରାଶି ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୨୯ ହଜାର ୭୨୦ ହିତାଧିକାରୀଙ୍କୁ ସେମାନଙ୍କର ବ୍ୟାଙ୍କ ଆକାଉଣ୍ଟକୁ ପ୍ରେରଣ ପରେ ୨ୟ ପର୍ଯ୍ୟାୟରେ […]
ଭୁବନେଶ୍ୱର: ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବୌଦ୍ଧ ଓ ସୋନପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ଗୋଦାମ ଓ ମିଲ୍କୁ ଅଚାନକ ପରିଦର୍ଶନ କରିଛନ୍ତି। ବୌଦ୍ଧ ଜିଲ୍ଲାର ରାଣୀସତୀ ମିଲ୍ ଓ ସେଣ୍ଟ୍ରାଲ ପିଇଜି ଗୋଦାମ […]
ଭୁବନେଶ୍ବର: ନିକଟରେ ଆଇପିଏସ ସ୍ତରରେ ହୋଇଥିବା ବଡ ଧରଣର ଅଦଳବଦଳରେ ବଦଳିଛନ୍ତି ଖୋର୍ଦ୍ଧା ଏସପି। ଏହି ମର୍ଯ୍ୟଦା ସଂପର୍ଣ୍ଣ ଜିଲ୍ଲାରେ ନୂଆ ଏସପି ଭାବେ ଯୋଗ ଦେବେ ବହୁ ଚର୍ଚ୍ଚିତ ଆଇପିଏସ ସାଗରିକା ନାଥ। ସେ ବର୍ତ୍ତମାନ ବାଲେଶ୍ବର ଏସପି ଭାବେ […]
ଭୁବନେଶ୍ୱର: ଓଡ଼ିଶାରେ ରକ୍ତ କର୍କଟ ରୋଗୀଙ୍କୁ ଉତମ ଚିକିତ୍ସା ପ୍ରଦାନ ଓ ହେମାଟୋ ଅଙ୍କୋଲଜିକାଲ୍ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବାରେ ଅଗ୍ରଣୀ ହସ୍ପିଟାଲ୍ ଭାବେ ପରିଚିତ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସେସ ଆଣ୍ଡ ସମ […]
ଭୁବନେଶ୍ୱର: ପାର୍ବଣ ଋତୁରେ ଗ୍ରାହକଙ୍କ ପାଇଁ ଖୁସି ଓ ଆନନ୍ଦ ଆଣିବା ପାଇଁ ଭାରତର ସର୍ବବୃହତ ଓ ଦ୍ରୁତ ଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ର ପୋଷାକ ଓ ଆସେସୋରିଜ୍ ସ୍ପେସାଲିଟି ଚେନ୍ ଟ୍ରେଣ୍ଡ୍ସ ପକ୍ଷରୁ ‘ଖୁସି ର ପର୍ବ ଏବଂ […]
ଭୁବନେଶ୍ୱର: ରାଜ୍ୟରେ ଚାଷୀମାନଙ୍କଠାରୁ ଧାନ ସଂଗ୍ରହ ପ୍ରକ୍ରିୟା ବ୍ୟବସ୍ଥାରେ ଉନ୍ନତିକରଣ ଓ ଚାଷୀ ମାନଙ୍କ ପ୍ରଗତି ନିମନ୍ତେ ସରକାର ବିଭିନ୍ନ ପଦକ୍ଷେପ ଗ୍ରହଣ କରୁଛନ୍ତି। ଧାନର ସର୍ବନିମ୍ନ ସହାୟକ ମୂଲ୍ୟ ବୃଦ୍ଧି, ଚାଷୀ ମାନଙ୍କୁ ବୋନସ ପ୍ରଦାନ ପ୍ରକ୍ରିୟା ସମ୍ପର୍କରେ ଜାଣିବା […]
ଭୁବନେଶ୍ବର: ଯାଜପୁର ବିଧାନସଭାର ବିଧାୟିକା ସୁଜାତା ସାହୁ ଇସ୍ତଫା ଦେବେ ଆଉ ସେଠାରେ ବବି ଦାସ ବା ପ୍ରଣବ ପ୍ରକାଶ ଦାସ ଛିଡା ହେବେ। ଏହାକୁ ନେଇ ଓଡିଶା ରାଜନୀତି ପଡୁଛି ଉଠୁଛି। ହେଲେ ଏହାକୁ ଖଣ୍ଡନ କରିଛି ବିଜେଡି ଏବଂ […]
ଭୁବନେଶ୍ବର: ଆଜି ବିଜେପି ସଭାପତି ମନମୋହନ ସାମଲଙ୍କୁ ବିଜେଡି କଡା ସମାଲୋଚନା କରିଛି। ଗତକାଲି ମନମୋହନ ବିଜେଡିର ବହୁ ନେତା ବିଜେପିରେ ଯୋଗଦେବେ ଏବଂ ବିଜେଡି ଖାଲି ହୋଇଯିବ ବୋଲି କହିବା ପରେ ବିଜେଡି ଏହି ପ୍ରତିକ୍ରିୟା ଦେଇଛି। ଆଜି ଶଙ୍ଖ […]
ଭୁବନେଶ୍ଵର: ନୂଆଦିଲ୍ଲୀରେ ଆମ୍ବସାଡର୍ ମିଟ ପରେ ଗଣମାଧ୍ୟମକୁ ମୁଖ୍ୟମନ୍ତ୍ରୀଙ୍କ ବକ୍ତବ୍ୟ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, କମିଶନର, ହାଇକମିଶନର ଏବଂ ବରିଷ୍ଠ ଅଧିକାରୀଙ୍କ ସହିତ ଆଲୋଚନା ହୋଇଛି। ଓଡିଶାରେ ଶିଳ୍ପ ବାତାବରଣ ଏବଂ ପୁଞ୍ଚିନିବେଶ ପାଇଁ ସକରାତ୍ମକ ଆଲୋଚନା ହୋଇଛି। […]
ଭୁବନେଶ୍ବର: ପୁରାଣ ଶାସ୍ତ୍ର ଅନୁସାରେ ଆଶ୍ବିନ ଶୁକ୍ଳ ପ୍ରତିପଦା ତିଥିରୁ ନବମୀ ପର୍ଯ୍ୟନ୍ତ ନବରାତ୍ରୀ ପୂଜା କରାଯାଏ। ଏହି ଦିନ ସ୍ବତନ୍ତ୍ର କଳସ ସ୍ଥାପନା କରାଯାଇ ନଅ ଦିନରେ ନବ ଦୁର୍ଗାଙ୍କୁ ପୂଜା କରାଯାଇଥାଏ। ତେବେ କେଉଁଦିନ କେଉଁ ଦେବୀଙ୍କୁ କରାଯାଏ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବେଗୁନିଆପଡା ଥାନା ନଛିପୁର ଛକ ନିକଟରେ ଭଗବାନ ପରିଡା ନାମକ ଜଣେ ଯୁବକକୁ ଦୁର୍ବୁତ୍ତମାନେ ଆକ୍ରମଣ କରି ଘଟଣାସ୍ଥଳରୁ ଚମ୍ପଟ ମାରିଛନ୍ତି। ଭଗବାନ ନିଜ ଘର ଖଲ୍ଲିକୋଟ ଥାନା ଅନ୍ତର୍ଗତ ଭାକୁଟୀଡିହ ଗ୍ରାମକୁ ଫେରୁଥିବା ବେଳେ […]
ଭୁବନେଶ୍ବର: ବିଜେପି ସଭାପତି ମନମୋହନ ସାମଲ ଗତକାଲି ଦେଇଥିବା ବୟାନକୁ ନେଇ ଓଡିଶା ରଜାନୀତିର ବେଶ ଚର୍ଚ୍ଚା ଚାଲିଛି। ମନମୋହନ ଗଣମାଧ୍ୟମକୁ ଏକ ସାକ୍ଷାତକାର ଦେଇ କହିଥିଲେ ଯେ, ବିଜେଡି ଖାଲି ହୋଇଯିବ। ଜଣ ଜଣକରି ନେତା ବିଜେପିରେ ସାମିଲ ହେବେ। […]
ଭୁବନେଶ୍ବର: ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କୁ ନେଇ ଯେଉଁ ଚର୍ଚ୍ଚା ଚାଲିଥିଲା ତାହା ବର୍ତ୍ତମାନ ସତ ବୋଲି ଜଣାପଡିଛି। କାରଣ ଗତକାଲି ସେ ଯାଜପୁରର ଏକ ସଭାରେ ଯାହା କହିଲେ ତାହା ପ୍ରମାଣିତ କରିଛି ଯେ, ବବି ଯାଜପୁରରେ ଉପନିର୍ବାଚନ […]