ଭୁବନେଶ୍ୱର : ଆସନ୍ତା ମେ ୧୦ ତାରିଖ ଦିନ ଅନୁଷ୍ଠିତ ହେବାକୁ ଯାଉଛି ଝାରସୁଗୁଡା ଉପ-ନିର୍ବାଚନ। ବିଜେପି ପ୍ରାର୍ଥୀ ଭାବେ ଯୁବ ନେତା ତଥା ରାଜ୍ୟ ସଂପାଦକ ଶ୍ରୀ ଟଙ୍କଧର ତ୍ରିପାଠୀ ଆସନ୍ତା କାଲି ନାମାଙ୍କନ ପତ୍ର ଦାଖଲ କରିବେ। ନିର୍ବାଚନର […]
ଭୁବନେଶ୍ବର: ପୂର୍ବ ଅପେକ୍ଷା ଆଜି ତାପମାତ୍ରାରେ ସାମାନ୍ୟ ତ୍ରାହି ମିଳିଥିଲେ ମଧ୍ୟ ତାତିର ପ୍ରକୋପ ହ୍ରାସ ପାଇପାରି ନାହିଁ। ଦୀର୍ଘ କିଛିଦିନ ଧରି ରାଜ୍ୟରେ ଯେପରି ତାପମାତ୍ର ବୃଦ୍ଧି ପାଇବାରେ ଲାଗିଛି ତାହା ସମସ୍ତଙ୍କୁ ହତବାକ କରିଦେଇଛି। ତେବେ ଆଜି ଦିନ […]
ଭୁବନେଶ୍ବର: ଝାରସୁଗୁଡା ଉପନିର୍ବାଚନରେ ନିଜ ଦଳର ପ୍ରାର୍ଥୀଙ୍କ ପ୍ରଚାରର ଶୁଭାରମ୍ଭ କରିଛନ୍ତି ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ ଗତକାଲି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ଦଳୀୟ ଟିକେଟ ପ୍ରଦାନ କରି ଏହି ପ୍ରଚାର କରିଛନ୍ତି। ଦୀପାଳି ନବୀନ […]
ଭୁବନେଶ୍ଵର: ପୁଣି ଚର୍ଚ୍ଚାରେ ଗଂଜାମ ଜିଲ୍ଲାର ଆରତୀ ଦେବୀ। ଜଣେ ଉଚ୍ଚ ଶିକ୍ଷିତା ଓ ସ୍ୱଚ୍ଛଳ ବ୍ୟାଙ୍କ ଚାକିରି ଛାଡି ରାଜନୀତିରେ ପ୍ରବେଶ କରି ୨୦୧୨ ମସିହାରେ ଦେଶର ସର୍ବକନିଷ୍ଠ ମହିଳା ସରପଞ୍ଚ ଭାବେ ନିର୍ବାଚିତ ହୋଇଥିଲେ। ମହିଳା ସରପଞ୍ଚ ଆରତୀ […]
ରଣପୁର: ରଣପୁର ଥାନା ଅନ୍ତର୍ଗତ ବଳଭଦ୍ରପୁର ଗ୍ରାମର ଦେବରାଜ ସାହୁଙ୍କ ଝିଅ ସତ୍ୟଭାମା ସାହୁଙ୍କର ଆଜି ସନ୍ଦେହଜନକ ଭାବେ ମୃତ୍ୟୁ ହୋଇଥିବା ଜଣାଯାଇଛି। ସେ ପରିବାର ଛାଡି ଦୀର୍ଘ ଦିନ ଧରି ରଣପୁର ଓମ ଶାନ୍ତି ଆଶ୍ରମରେ ରହୁଥିଲେ। ଏପରିକି ରଣପୁର […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅଞ୍ଚଳରେ ଛୁରାମାଡ଼ ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଆଜି ଗିରଫ କରି କୋର୍ଟଚାଲାଣ କରିଛି ପୋଲିସ। ଅଭିଯୋଗ ମୁତାବକ ଶୁକ୍ରବାର ରାତିରେ ବାଣପୁର ଥାନା ଦାଶରଥିପୁର ହରିଜନ ସାହିର ବାବୁଲା ଘଡେଇ (୪୫) […]
ସୀତାରାମ ଅଗ୍ରୱାଲ ଚିଲିକା: ଲୋକସଭା ପ୍ରବାସ ଯୋଜନା ଅନ୍ତର୍ଗତ କେନ୍ଦ୍ର ରେଳ ଓ ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଷ ଆଜି ଅପରାହ୍ନରେ ପୁରୀ ଲୋକସଭା ଅନ୍ତର୍ଗତ ଚିଲିକା ନିର୍ବାଚନମଣ୍ଡଳୀ ଗସ୍ତରେ ଆସି ସାଙ୍ଗଠନିକ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କେନ୍ଦ୍ରମନ୍ତ୍ରୀଙ୍କ ସହ ବିଜେପି […]
ଭୁବନେଶ୍ୱର: ଆସନ୍ତା ୨୬ରୁ ୨୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଠାରେ ଅନୁଷ୍ଠିତ ହେବାକୁ ଥିବା ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ପୂର୍ବରୁ ଜନସଚେତନତା ସୃଷ୍ଟି କରିବା ଲାଗି ବିଭିନ୍ନ ଶିକ୍ଷାନୁଷ୍ଠାନ ପକ୍ଷରୁ ଜନଭାଗିଦାରୀ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହି କ୍ରମରେ […]
ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଦ୍ୱାରା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ପାଇଁ ଚୟନିତ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱରର ଛାତ୍ରଛାତ୍ରୀଙ୍କ ଦ୍ୱାରା ଛାୟା ଜି-୨୦ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ପ୍ରତିଷ୍ଠାନର ଅଧ୍ୟକ୍ଷ ପ୍ରଫେସର ପ୍ରକାଶ ଚନ୍ଦ୍ର […]
ରଣପୁର: ଆଜି କେନ୍ଦ୍ର ରେଳ ବିକାଶ ଓ ଖଦୀ ମନ୍ତ୍ରଣାଳୟ ମନ୍ତ୍ରୀ ଦର୍ଶନା ଜରଦୋସ୍ ଜୀ ଆଜି ରଣପୁର ଗ୍ରସ୍ତ ରେ ଆସିଥିବା ଜଣାଯାଇଛି। ମଧ୍ୟ୍ୟାହ୍ନ ରେ ସେ ରଣପୁର ପହଚିଂବା ପରେ ତାଙ୍କୁ ସ୍ଥାନୀୟ ପଚିଂଦୋଳ ପଡିଆରେ ସ୍ୱାଗତସମ୍ବଧନା ଦିଆଯାଇଥିଲା। […]
ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଗୃହ ମନ୍ତ୍ରଣାଳୟ ପକ୍ଷରୁ ସିଏପିଏଫ କନଷ୍ଟେବଳ (ଜେନେରାଲ ଡ୍ୟୁଟି) ପଦବୀ ପାଇଁ ଅନୁଷ୍ଠିତ ଲିଖିତ ପରୀକ୍ଷା ଓଡ଼ିଆ ସମେତ ୧୩ଟି ଆଞ୍ଚଳିକ ଭାଷାରେ କରାଯିବା ନିଷ୍ପତିକୁ ଟ୍ୱିଟ୍ କରି ସ୍ୱାଗତ କରିଛନ୍ତି କେନ୍ଦ୍ର ଶିକ୍ଷା […]
ଭୁବନେଶ୍ୱର: ଆଜି ଭୁବନେଶ୍ୱର ସହରାଞ୍ଚଳ ପୁଲିସ୍ ଜିଲ୍ଲା ଅନ୍ତର୍ଗତ ଚନ୍ଦକା ଓ ବାଲିଅନ୍ତା ଅଞ୍ଚଳରେ ନୂତନ ଥାନାଗୃହର ଶୁଭ ଉଦଘାଟନ ହେବା ସହ ଲୋକାର୍ପିତ ହୋଇଛି। ଏହି ଉତ୍ସବରେ ରାଜ୍ୟ ଗୃହମନ୍ତ୍ରୀ ତୁଷାରକାନ୍ତି ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା […]
ଭୁବନେଶ୍ଵର: ଆଜି ବି ରାଜ୍ୟରେ ଭୀଷଣ ଗରମ ଅନୁଭୂତ ହେଉଛି। ପ୍ରଚଣ୍ଡ ରୌଦ୍ରତାପ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଜରୁରୀ କାମ ନଥିଲେ ବାହାରକୁ ନଯିବା ପାଇଁ ପରାମର୍ଶ ଦିଆଯାଉଛି। ଜରୁରୀ କାମ ଥିଲେ ସାଥିରେ କଳା ଚଷମା, ଗାମୁଛା, ପାଣି […]
ଭୁବନେଶ୍ୱର: ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଶୁକ୍ରବାର ଭୁବନେଶ୍ୱର ପହଂଚିଛନ୍ତି। ଏହି ପ୍ରତିନିଧି ମାନେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ନିମଖଣ୍ଡି ଥାନା ଅନ୍ତର୍ଗତ ଝାଡାଙ୍କୁଲି ଛକରେ ଦୁର୍ଘଟଣା ଘଟି ଗୋଟିଏ ଅଟୋ ଚୁରମାର୍ ହୋଇଯାଇଛି। ଏଥିରେ ପିତାଙ୍କର ମୃତ ହୋଇଥିବା ବେଳେ ପୁତ୍ର ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଘଟଣାରୁ ପ୍ରକାଶ ଯେ, […]
ସୀତାରାମ ଅଗ୍ରୱାଲ ବାଣପୁର: ମା’ଙ୍କ ପୀଠରେ ବାରମାସରେ ତେର ଯାତ। ଓଡ଼ିଆ ନବ ବର୍ଷ ପବିତ୍ର ପଣା ସଂକ୍ରାନ୍ତିରେ ପୀଠରେ ସମସ୍ତ ନୀତିକାନ୍ତି ସାରି ଗୋଧୂଳି ଲଗ୍ନରେ ନିଶଙ୍କୁଡ଼ି ଧୂପ ପରେ ଘଣ୍ଟା ଘଣ୍ଟ କାହାଳୀ ଆଲଟଚାମର ସହିତ ଥାଟ ପଟୁଆରରେ […]
ଭୁବନେଶ୍ୱର: ଓଡ଼ିଶାରେ ଭାରତର ଜି-୨୦ ଅଧ୍ୟକ୍ଷତା ପରିପ୍ରେକ୍ଷୀରେ ଆୟୋଜିତ ଜନ ଭାଗିଦାରୀ କାର୍ଯ୍ୟକ୍ରମ ଭିତିରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଶୁକ୍ରବାର ଦିନ ଏକ ଫୁଡ୍ଫେଷ୍ଟିଭାଲ୍ ଆୟୋଜିତ ହୋଇଯାଇଛି। ମହାବିଷୁବ ସଂକ୍ରାନ୍ତିରେ ସୋଆର ଛାତ୍ରଛାତ୍ରୀ ଓ ଫାକଲ୍ଟି ମାନଙ୍କ ଦ୍ୱାରା ପ୍ରସ୍ତୁତ […]
ଭୁବନେଶ୍ୱର: ଭାରତ ସରକାରଙ୍କ ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରଣାଳୟ ଦ୍ୱାରା ଜି-୨୦ ଜନଭାଗିଦାରୀ କାର୍ଯ୍ୟକ୍ରମ ପରିଚାଳନା ପାଇଁ ଚୟନ କରାଯାଇଥିବା ଅଗ୍ରଣୀ ଶିକ୍ଷା ଅନୁଷ୍ଠାନ ଆଞ୍ଚଳିକ ଶିକ୍ଷା ପ୍ରତିଷ୍ଠାନ, ଭୁବନେଶ୍ୱର ପକ୍ଷରୁ ଭାରତୀୟ ସଂସ୍କୃତିର ‘ବିବିଧତା ମଧ୍ୟରେ ଏକତା’ […]
ରଣପୁର: ଆଜି ମେଷ ସଂକ୍ରାନ୍ତି ବା ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଶାରେ ପଣା ସଂକ୍ରାନ୍ତି ଭାବେ ପାଳନ କରାଯାଇଥାଏ। ଏହି ଦିନ ହନୁମା ଜୟନ୍ତୀ ମହାଆଡମ୍ବର ସହକାରେ ପାଳନ କରାଯାଇଥାଏ। ଓଡ଼ିଆ ପଞ୍ଜିକା ଗଣନା ଅନୁସାରେ, ମହାବିଷୁବ ସଂକ୍ରାନ୍ତିକୁ ବର୍ଷର ପ୍ରଥମ […]
ଭୁବନେଶ୍ଵର: ଆଜି ଡିଏଭି ପୋଖରୀପୁଟରେ ସମାଜ ବିଜ୍ଞାନ ବିଭାଗ ଆନୁକୂଲ୍ୟରେ ବାବା ସାହେବ ଆମ୍ବେଦକରଙ୍କ ଜୟନ୍ତୀ ପାଳିତ ହୋଇଯାଇଛି। ସମ୍ବିଧାନ ପ୍ରଣେତା ବିଶିଷ୍ଟ ଜନନାୟକ ଭୀମରାଓ ରାମଜୀ ଆମ୍ବେଦକରଙ୍କ ଫଟୋଚିତ୍ରରେ ବିଦ୍ୟାଳୟର ଅଧ୍ୟକ୍ଷା ଡକ୍ତର ସୁଜାତା ପ୍ରଦୀପ ପ୍ରଜ୍ୱଳନପୂର୍ବକ ପୁଷ୍ପଗୁଚ୍ଛ ଅର୍ପଣ […]
ଭୁବନେଶ୍ଵର: ଓଡିଶାରେ କ୍ରମାଗତ ଭାବେ ତାପମାତ୍ରା ବୃଦ୍ଧି ପାଉଛି। ଅସହ୍ୟ ତାତି ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ରିପୋର୍ଟ ଅନୁଯାୟୀ, ଆଜି ୨୫ ଟି ସହରରେ ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ତାପମାତ୍ରା ରେକର୍ଡ […]