ରାଜ୍ୟ ଖବର

ଭୁବନେଶ୍ଵର: ଆଜି ରାଜ୍ୟର ୬ଟି ଜିଲ୍ଲାରେ ବଜ୍ରପାତ ଘଟି ୯ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ବାଣପୁର (ସୀତାରାମ ଅଗ୍ରୱାଲ): ଘରେ ପଶି ସୁନା ଅଳଙ୍କାର ଚୋରି ହୋଇଥିବା ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ଅନୁଯାୟୀ ଖଣତ ଗ୍ରାମର ପ୍ରଭାତ ମହାରଣା ସନ୍ଧ୍ୟା ୭…

ଭୁବନେଶ୍ବର: ଆସନ୍ତାକାଲି ସୋମବାର ୧୯ ତାରିଖରେ ପଡୁଛି ଶ୍ରାବଣ ପୂର୍ଣ୍ଣିମା। ଏହିଦିନକୁ ରାକ୍ଷୀ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଏହିଦିନ ଭାଇ ହାତରେ ଭଉଣୀ ରାକ୍ଷୀ ବାନ୍ଧିଥାଏ। ହେଲେ…

ରେଢ଼ାଖୋଲ (କନ୍ଦର୍ପ ବେହେରା): ଦିନକୁ ଦିନ ନାକଟିଦେଉଳ ବନାଞ୍ଚଳରେ ହାତୀ ମୃତ୍ୟୁକୁ ନେଇ ବନ ବିଭାଗର ଚିନ୍ତାର କାରଣ ହୋଇଛି। ଗତକାଲି ରାତିରେ ନାକଟିଦେଉଳ ବନାଞ୍ଚଳ ଚରଡ଼ପଶି…

ଭୁବନେଶ୍ୱର: ଅଗଷ୍ଟ ୧୬ ଶିକ୍ଷକ ଦାବିଦିବସରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ସହ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତିର ପ୍ରତିନିଧି ମାନଙ୍କ…

ଭୁବନେଶ୍ବର: ବିଜେଡି ତାହାର ନୂଆ ବିଧାୟକଙ୍କୁ ଅଲଗା ପ୍ରଶିକ୍ଷଣ ଦେବ। ସରକାରୀ ସ୍ତରରେ ଆୟୋଜିତ ପ୍ରଶିକ୍ଷଣକୁ ଦଳ ବର୍ଜନ କରିଛି। ଗତକାଲି ବିଧାନସଭାରେ ଏହି ପ୍ରଶିକ୍ଷଣ ଶିବିର…

ଭୁବନେଶ୍ୱର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡା ଗଭୀର ଶୋକ ପ୍ରକାଶ…

ଭୁବନେଶ୍ୱର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ୍ ଓରାମଙ୍କ ଧର୍ମପତ୍ନୀ ଶ୍ରୀମତୀ ଝିଙ୍ଗିଆ ଓରାମଙ୍କ ବିୟୋଗରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଗଭୀର ଶୋକ…

ଭୁବନେଶ୍ବର: କେନ୍ଦ୍ର ଜନଜାତି ବ୍ୟାପାର ମନ୍ତ୍ରୀ ଶ୍ରୀ ଜୁଏଲ ଓରାମ ଙ୍କ ଧର୍ମପତ୍ନୀ ଝିଙ୍ଗିଆ ଓରାମଙ୍କ ଗତକାଲି ବିଳମ୍ବିତ ରାତିରେ ପରଲୋକ ହୋଇଯାଇଛି। ସେ କିଛିଦିନ ଧରି…

ଭୁବନେଶ୍ବର: ବିଜୁ ଜନତା ଦଳ ସଭାପତି ତଥା ବିରୋଧ‍ୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିବା ପାଇଁ ଆଜି ନବୀନ ନିବାସ ଲୋକାରଣ୍ୟ ହୋଇଯାଇଥ‍ିଲା। ପାଲଲହଡା,…

ଭୁବନେଶ୍ବର: ମେଲେରିଆ ସଚେତନତା କ୍ଷେତ୍ରରେ ଉଲ୍ଲେଖନୀୟ ଭୂମିକା ଗ୍ରହଣ କରି ଜାତୀୟ ପୁରସ୍କାର ଲାଭ କରିଥିବା ଦମନ ଫିଲ୍ମର କଳାକାର ତଥା ନିର୍ଦ୍ଦେଶକ ଆଜି ନବୀନ ନିବାସଠାରେ…

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ କନଭେନସନ ସେଣ୍ଟର (ରାଜ୍ୟ ସମ୍ମିଳନୀ କେନ୍ଦ୍ର) ରେ ଆକାଂକ୍ଷୀ ଜିଲ୍ଲା କାର୍ଯ୍ୟକ୍ରମ (ଏ.ଡି.ପି) ଏବଂ…

ଭୁବନେଶ୍ବର: ପୂର୍ବତନ ମୁଖ୍ୟଶାସନ ସଚିବ ତଥା ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଅସିତ ତ୍ରିପାଠୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ସେ ତାଙ୍କର ଇସ୍ତଫା ପତ୍ର…

ଭୁବନେଶ୍ଵର: ଖୋର୍ଦ୍ଧା ରୋଡ୍-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ମୋଟ 301 କିଲୋମିଟର ମଧ୍ୟରୁ 183 କିଲୋମିଟର ରେଳ ଲାଇନ ବର୍ତ୍ତମାନ ପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇଛି। ପ୍ରକଳ୍ପର ଶୀଘ୍ର…

ଭୁବନେଶ୍ବର: ଆରମ୍ଭ ହେଲା ନୂଆ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଓଡିଶା ବିଧାନସଭା ପରିସରରେ ଆରମ୍ଭ ହୋଇଛି ଏହି ପ୍ରଶିକ୍ଷଣ। ଆଜି ଏହାକୁ କେନ୍ଦ୍ର ସଂସଦୀୟ ମନ୍ତ୍ରୀ କିରଣ…

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଖେଇ ଆସୁଥିବାରୁ କିଏ ପ୍ରାର୍ଥୀ ହେବ ସେ ନେଇ ରାଜ୍ୟ ରାଜନୀତିରେ ଚର୍ଚ୍ଚା ଲାଗିରହିଛି। ଏହା ଭିତରେ ଏକ ବଡ ଖବର ଆସିଛି।…

ଭୁବନେଶ୍ୱର: କଲକତାର ରାଧା ଗୋବିନ୍ଦ କର(ଆର ଜି କର)ମେଡ଼ିକାଲ କଲେଜ ରେ ଜଣେ ସ୍ନାତକୋତ୍ତର ଡ଼ାକ୍ତରୀ ଛାତ୍ରୀ ଙ୍କୁ ବଳାତ୍କାର ଓ ହତ୍ୟା ଘଟଣାରେ ଦେଶ ବ୍ୟାପି…

ଭୁବନେଶ଼୍ବର: ଆଜି ରାସନକାର୍ଡ ହିତାଧିକାରୀଙ୍କ ପାଇଁ ରାଜ୍ୟ ସରକାର ବଡ ଘୋଷଣା କରିଛନ୍ତି। ରାସନକାର୍ଡ ହିତାଧିକାରୀଙ୍କ ପାଇଁ ପୁଣିଥରେ ରାଜ୍ୟ ସରକାର ଗହମ ଯୋଗାଇଦେବେ। ଏନେଇ ଖାଦ୍ୟ ଯୋଗାଣ…

ଭୁବନେଶ୍ୱର: ଅଗଷ୍ଟ ୧୬ ଶିକ୍ଷକ ଦାବି ଦିବସରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ୱୟ ସମିତି ପକ୍ଷରୁ ଅଣଅନୁଦାନ ପ୍ରାପ୍ତ, ଅନୁଦାନ ପ୍ରାପ୍ତ ଓ…

ଭୁବନେଶ୍ୱର: କଲିକତାର ଆରଜିକର ମେଡିକାଲ କଲେଜ ଆଣ୍ଡ ହସପିଟାଲ ର ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଏବଂ ହତ୍ୟା ପ୍ରସଙ୍ଗରେ ଆଜି ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ଶ୍ରୀ…