ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସନ୍ଧ୍ୟାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରାତିରେ ରୋଗୀ ମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ…
ରାଜ୍ୟ ଖବର
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ସୋମବାର ଅଗଷ୍ଟ ୫ ତାରିଖ ଦିବା ୧୧ ଘଟିକାରେ ଜନସାଧାରଣଙ୍କ ଅଭିଯୋଗ ଶୁଣିବେ। ଭୁବନେଶ୍ଵରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ…
ଭୁବନେଶ୍ଵର: ଚଳିତ ଖରିଫ ଋତୁ ପାଇଁ ଭାରତ ସରକାର ପ୍ରଧାନମନ୍ତ୍ରୀ ଫସଲ ବୀମା ଯୋଜନା (#PMFBY) ରେ ଆମ ରାଜ୍ୟର ଚାଷୀ ଭାଇ ଓ ଭଉଣୀମାନଙ୍କ ପାଇଁ…
ଭୁବନେଶ୍ୱର: ସଉକ ପାଇଁ ଡାକ ଟିକଟ ସଂଗ୍ରହ କରୁଥିବା ଷଷ୍ଠରୁ ନବମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପ୍ରବୃତ୍ତି ଓ ଗବେଷଣାକୁ ପ୍ରୋତ୍ସାହନ ଦେବା ଲାଗି ଡାକ ବିଭାଗ ପକ୍ଷରୁ…
ଭୁବନେଶ୍ବର: ଭିତ୍ତିଭୂମି ଉନ୍ନତିକରଣ ସଂକ୍ରାନ୍ତୀୟ ରାଜ୍ୟସ୍ତରୀୟ କମିଟିର ୬୨ତମ ବୈଠକ ଆଜି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସ୍ବାସ୍ଥ୍ୟ, କୃଷି,…
ଭୁବନେଶ୍ଵର: ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ସାମ୍ବାଦିକତା ବିଭାଗର ଅବସରପ୍ରାପ୍ତ ପ୍ରଫେସର ଡକ୍ଟର ପ୍ରଦୀପ ମହାପାତ୍ରଙ୍କ ଆଜି ଦେହାନ୍ତ ହୋଇଯାଇଛି। ଏହି ଖବର ଶୁଣି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
ଭୁବନେଶ୍ଵର: ମା ଧନ ଲକ୍ଷ୍ମୀ ପ୍ରଡ଼କସନ୍ସର ପ୍ରଥମ ବାର୍ଷିକ ସମ୍ବର୍ଦ୍ଧନା ଉତ୍ସବ ଓଡିଶା ମାଟିର ଗୌରବ ସମ୍ମାନ ଭଞ୍ଜକଳା ମଣ୍ଡପରେ ଅନୁଷ୍ଠିତ ହୋଇଯାଇଛି। ମା ଧନ ଲକ୍ଷ୍ମୀ…
ରେଢାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ବ୍ଲକ୍ ଡଇଁଚା ବାପୁଜୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ନୂତନ ଭାବରେ ସରକାରୀ କଲେଜ ଖୋଲିବା ସହ ପ୍ରବେଶ ଉତ୍ସବ…
ରଣପୁର: ନୟାଗଡ ଜିଲ୍ଲା ରଣପୁର ବ୍ଲକ ବ୍ରଜରାଜପୁର ପଞ୍ଚାୟତ ଉଚ୍ଚ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ପାଳନ ସହ ନବ ନିର୍ମିତ ଏକ ମୁକ୍ତ ମଞ୍ଚର ଉଦଘାଟନ କାର୍ଯ୍ୟକ୍ରମ…
ନୂଆଦିଲ୍ଲୀ: ଆଜି ନୂଆଦିଲ୍ଲୀରେ ପୂର୍ବତନ ରାଜ୍ୟସଭା ସାଂସଦ ମମତା ମହନ୍ତ ବିଜେପିରେ ଯୋଗ ଦେଇଛନ୍ତି। ବିଜେପି ରାଷ୍ଟ୍ରୀୟ କାର୍ଯ୍ୟାଳୟରେ ସେ ଓଡିଶା ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ…
ରଣପୁର: ପୋଖରୀରେ ବୁଡି ଜଣେ ନାବାଳକର ମୃତ୍ୟୁ ହୋଇଛି। ମୃତ ବାଳକର ନାମ ସୂର୍ଯ୍ୟ କାନ୍ତ ବେହେରା, ବୟସ ୮ ବର୍ଷ। ବାପାଙ୍କ ନାମ ସୁରେଶ ବେହେରା।…
ଭୁବନେଶ୍ବର: ଗତକାଲି ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ବିଜେଡି ନେତ୍ରୀ ମମତା ମହନ୍ତ। ବର୍ତ୍ତମାନ ବିଜେଡି ସଙ୍କଟ ସମୟରେ ସେ ଏପରି ଇସ୍ତଫା ଦେବା ନେଇ…
ଭୁବନେଶ୍ବର: ଆଜି ଗୃହରେ ବ୍ୟୟ ମଂଜୁରୀ ବିଲ ଉପସ୍ଥାପନା ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ତାଙ୍କର ବିସ୍ତୁତ ବକ୍ତବ୍ୟ ରଖିଛନ୍ତି। ସେ ଯାହା କହିଛନ୍ତି ତାହା ହେଲା…
ଭୁବନେଶ୍ଵର: ରାଜ୍ୟସଭା ସାଂସଦ ସହ ବିଜେଡିରୁ ମଧ୍ୟ ମମତା ମହାନ୍ତ ଇସ୍ତଫା ଦେଇଛନ୍ତି। ଏନେଇ ସେ ନିଜର ସୋସିଆଲ ମିଡିଆ ଆକାଉଣ୍ଟ ଜରିଆରେ ସୂଚନା ଦେଇଛନ୍ତି। ଇସ୍ତଫା…
ଭୁବନେଶ୍ଵର: କେରଳ ଭୂସ୍ଖଳନରେ ଦୁଇ ଓଡ଼ିଆ ନିଖୋଜଙ୍କ ମଧ୍ୟରୁ ଡାକ୍ତର ବିଷ୍ଣୁପ୍ରସାଦ ଚିନାରାଙ୍କ ମୃତଦେହ ଉଦ୍ଧାର ହୋଇଥିବା ସୂଚନା ପାଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ…
ଭୁବନେଶ୍ଵର: ଗତ ସାଧାରଣ ନିର୍ବାଚନ-୨୦୨୪ ମଇ ଆଉ ଜୁନ ମାସରେ ଅନୁଷ୍ଠିତ ହୋଇଥିଲା। ଏହି ନିର୍ବାଚନରେ ବହୁତ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିର୍ବାଚନ ଦାୟିତ୍ୱ ଦିଆଯାଇଥିଲା। ମତଦାନ ଦାୟିତ୍ଵ…
ଭୁବନେଶ୍ଵର: ଆରୋହୀ ମିଡ଼ିଆ ହାଉସ ପ୍ରସ୍ତୁତ ଏକ ପାରିବାରିକ ତଥା ସଙ୍ଗୀତ ଭିତ୍ତିକ ଓଡ଼ିଆ ଚଳଚ୍ଚିତ୍ର ତୋ ପାଇଁ ମୁଁ ଗାଉଛି ଗୀତ ର ଶୁଭ ମହୁରତ…
ଭୁବନେଶ୍ବର: ଓଡିଶାର ୧ ନମ୍ବର ଚ୍ୟାନେଲ ଜୀ ସାର୍ଥକ ସବୁବେଳେ ଲୋକଙ୍କ ପସନ୍ଦକୁ ଗୁରୁତ୍ବ ଦେଇ ଆସୁଛି। ଦର୍ଶକେ ଦେଖିବାକୁ ଭଲ ପାଉଥିବା କାହାଣୀକୁ ଆଧାରିତ କରି…
ଭୁବନେଶ୍ୱର: ବର୍ଷକୁ ବର୍ଷ ମୁଣ୍ଡ ଏବଂ ଗଳା କର୍କଟ ରୋଗୀଙ୍କ ସଂଖ୍ୟା ଉଲ୍ଲେଖନୀୟ ଭାବେ ବୃଦ୍ଧି ଘଟୁଛି। ଯାହାକି ନିହାତି ଚିନ୍ତାଜନକ। ଏମ୍ସ ଭୁବନେଶ୍ୱର ଇଏନ୍ଟି ଏବଂ…
ଭୁବନେଶ୍ଵର: ଚଳିତ ମାସ ଜୁଲାଇ ୨୭ ଓ ୨୮ ଦୁଇ ଦିନ ଧରି ପୁରୀର ଗରୁଡ଼ ଛକ ସ୍ଥିତ ରେଲୱେ କଲ୍ୟାଣ ମଣ୍ଡପ ଠାରେ ବ୍ୟୋମକେଶ ଟାଏକୋଣ୍ଡୋ…
ଭୁବନେଶ୍ୱର: ରେଳ ନିରାପତ୍ତାକୁ ସୁଦୃଢ଼ କରିବା ଏବଂ ଟ୍ରେନର ଗତି ବୃଦ୍ଧି କରାଇବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପରେ ପୂର୍ବତଟ ରେଳପଥର ଖୋର୍ଦ୍ଧା ରୋଡ ରେଳ ମଣ୍ଡଳର…

