ରାଜ୍ୟ ଖବର

ଭୁବନେଶ୍ୱର: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଆଜି ପଦ୍ମ ବିଭୂଷଣ ଗୁରୁ ସ୍ବର୍ଗତ କେଳୁଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ସ୍ଥାନୀୟ ଗୁରୁ କେଳୁଚରଣ ମହାପାତ୍ର…

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଗଞ୍ଜାମ ଜିଲ୍ଲା ଜରଡା ଥାନା ଅନ୍ତର୍ଗତ ସୁରଙ୍ଗୀ ମନ୍ଦରଡା ରାସ୍ତାରେ ଗୋଟିଏ ଗଛକୁ ମୋଟରସାଇକେଲ ଧକ୍କା ହେବା ଫଳରେ ଦୁଇ ଜଣ…

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଛତ୍ରପୁର ଥାନା ଅନ୍ତର୍ଗତ ପୁରୁଣା ପାଟଣା ଗ୍ରାମର ଦିବାକର ଗୌଡ ନାମକ ଜଣେ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି। ସେ ଗୃହରକ୍ଷୀ ଭାବେ…

ଭୁବନେଶ୍ଵର: ଆସନ୍ତା ଏପ୍ରିଲରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଜନଗଣନା କାର୍ଯ୍ୟ ଆରମ୍ଭ ହେବ। ସେହିପରି ଦ୍ୱିତୀୟ ପର୍ଯ୍ୟାୟ ଜନଗଣନା ୨୦୨୭ ଫେବୃଆରୀ ମାସରେ ହେବ ବୋଲି ରାଜ୍ୟ…

ଭୁବନେଶ୍ୱର: ଭୁବନେଶ୍ୱରରେ ଆସନ୍ତା ରାଜ୍ୟସ୍ତରୀୟ ସାଧାରଣତନ୍ତ୍ର ଦିବସ-୨୦୨୬ ପାଳନ ପରିପ୍ରେକ୍ଷୀରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସୂଚନା ଓ…

ଭୁବନେଶ୍ୱର: ଭାରତର ପୂର୍ବତନ ଉପରାଷ୍ଟ୍ରପତି ଏମ. ଭେଙ୍କେୟା ନାଇଡୁ ବୁଧବାର ଦିନ ଲୋକଭବନ ଭୁବନେଶ୍ୱର ପରିସରରେ ନୂତନ ଭାବେ ବିକଶିତ ପରିବେଶ ଉଦ୍ୟାନ ‘ଅଟଳ ବନ’ର ଉଦଘାଟନ…

ଭୁବନେଶ୍ଵର: ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟର ୨୭ତମ ପ୍ରତିଷ୍ଠା ଦିବସ ଅବସରରେ ଆୟୋଜିତ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ରାଜ୍ୟପାଳ ଡକ୍ଟର ହରି…

ଭୁବନେଶ୍ଵର: ଭୁବନେଶ୍ୱର ଲକ୍ଷ୍ମୀସାଗରସ୍ଥିତ ସହରାଞ୍ଚଳ ପୋଲିସ, ଟ୍ରାଫିକ ପ୍ରଶିକ୍ଷଣ କେନ୍ଦ୍ର (UPTTI) ପରିସରରେ ବିଜୁପଟ୍ଟନାୟକ ରାଜ୍ୟ ପୋଲିସ ଏକାଡ଼େମୀ ଏବଂ ରାଜ୍ୟ ଫରେନସିକ ବିଜ୍ଞାନ ପରୀକ୍ଷାଗାର (SFSL)…

ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିକଶିତ ଭାରତ ୨୦୪୭ ଲକ୍ଷ୍ୟ ଅନୁରୂପ ଓଡ଼ିଶା ଜାତୀୟ ବିକାଶରେ ସକ୍ରିୟ ଅଂଶଗ୍ରହଣ କରୁଛି। ଏହି କ୍ରମରେ କେନ୍ଦ୍ର ସରକାରଙ୍କ ବିଭିନ୍ନ…

ନୂଆଦିଲ୍ଲୀ/ଭୁବନେଶ୍ୱର: ଓଡ଼ିଶାର ଶିଳ୍ପ ସମୃଦ୍ଧ ଦୁଇ ପ୍ରମୁଖ ସହର ସମ୍ବଲପୁର ଓ ଝାରସୁଗୁଡ଼ା ମଧ୍ୟରେ ଯୋଗାଯୋଗକୁ ଅଧିକ ସୁଦୃଢ଼ କରିବା ପାଇଁ ଏକ ବୈକଳ୍ପିକ ଜାତୀୟ ରାଜପଥ ନିର୍ମାଣ…

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଣପୁର ଗସ୍ତ ଅବସରରେ ଆରାଧ୍ୟ ଦେବୀ ମା ଭଗବତୀଙ୍କ ଦର୍ଶନ କରି ରାଜ୍ୟ ବାସୀଙ୍କ କଲ୍ୟାଣ ପାଇଁ…

କେଳୁଚରଣ କୀର୍ତ୍ତି ଶତକମ୍: ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ର ଓ ସୃଜନ ଅନୁଷ୍ଠାନର ମିଳିତ…

ବାଣପୁର: ୨୦୩୬ ସୁଦ୍ଧା ଓଡିଶା ହେବ ସମୃଦ୍ଧ ଓଡିଶା ଏବଂ ଏହି ପରିକଳ୍ପନାରେ ଆଜି ଶୁଭାରମ୍ଭ ହୋଇଥିବା ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଏକ…

ଭୁବନେଶ୍ୱର: ରାଜ୍ୟର ସ୍ୱାସ୍ଥ୍ୟ ସମସ୍ୟା ସମ୍ପର୍କରେ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମୁଖ୍ୟମନ୍ତ୍ରୀ, ସ୍ୱାସ୍ଥ୍ୟ ମନ୍ତ୍ରୀ, ସ୍ୱାସ୍ଥ୍ୟ ବିଭାଗ ସଚିବ, ବରିଷ୍ଠ ବିଭାଗୀୟ ଅଧିକାରୀ ଯୋଗଦେଇ ରାଜ୍ୟରେ…

ନୂଆଦିଲ୍ଲୀ: ଭୁବନେଶ୍ବର ସାଂସଦ ଅପରାଜିତା ଷଡଙ୍ଗୀ ଗତକାଲି କେନ୍ଦ୍ର ରାଜପଥ ଓ ସଡକ ପରିବହନ ମନ୍ତ୍ରୀ ନୀତିନ ଗଡକରିଙ୍କୁ ସାକ୍ଷାତ କରିଛନ୍ତି। ଏଥିରେ ସେ ତାଙ୍କ ନିର୍ବାଚନ…

ବାଣପୁର: ଆଜି ବାଣପୁରରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଭୁବନେଶ୍ବର ବିମାନ ବନ୍ଦରରୁ ଏକ ସ୍ବତନ୍ତ୍ର ହେଲିକାପ୍ଟରରେ ସେ ବାଣପୁରରେ ପହଞ୍ଚିଥିଲେ। ସେଠାରେ ତାଙ୍କୁ ମନ୍ତ୍ରୀ ପୃଥୀରାଜ…

ଭୁବନେଶ୍ଵର: ଆଇଏନଏସ ଚିଲିକାର ୨ ହଜାର ୭୦୦ ପ୍ରଶିକ୍ଷାର୍ଥୀଙ୍କ ପାସିଂଆଉଟ୍ ପରେଡ୍ ଆସନ୍ତାକାଲି (ଜାନୁୟାରୀ ୮ ତାରିଖ) ଅନୁଷ୍ଠିତ ହେବ। ଚିଲିକା ହ୍ରଦ ନିକଟରେ ଅବସ୍ଥିତ ଆଇଏନଏସ…

ପୁରୀ: ଶ୍ରୀମନ୍ଦିରରେ ଆଜି ମାଘ ମାସ କୃଷ୍ଣ ପକ୍ଷ ଚତୁର୍ଦଶୀ ତିଥିରେ ଶ୍ରୀବିଗ୍ରହ ମାନଙ୍କର ବନକଲାଗି ନୀତି ଅନୁଷ୍ଠିତ ହେବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ…

ଭୁବନେଶ୍ଵର: 2026-27 ଆର୍ଥିକ ବର୍ଷ ବଜେଟ୍ ପ୍ରସ୍ତୁତି ନିମନ୍ତେ ଜନସାଧାରଣଙ୍କ ଠାରୁ ମତାମତ ଆହ୍ୱାନ କରିଛି ଅର୍ଥ ବିଭାଗ। ରାଜ୍ୟ ସରକାରଙ୍କର ବଜେଟ୍ ପ୍ରସ୍ତୁତି କାର୍ଯ୍ୟକ୍ରମରେ ସକ୍ରିୟ…