ରାଜ୍ୟ ଖବର

ଭୁବନେଶ୍ୱର: ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନକୁ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କେନ୍ଦ୍ରୀୟ ମୋଟର ଯାନ…

ଭୁବନେଶ୍ବର: ଆଜି ଆରମ୍ଭ ହୋଇଛି ନୂଆ ସରକାରଙ୍କର ବିଧାନସଭାର ପ୍ରଥମ ଅଧିବେସନ। ଆଜି ଏହି ଅଧିବେସନରେ ରାଜ୍ୟପାଳ ରଘୁବର ଦାସଙ୍କ ଅଭିଭାଷଣରୁ ଆରମ୍ଭ ହୋଇଛି। ତେବେ ରାଜ୍ୟପାଳଙ୍କ…

ଭୁବନେଶ୍ବର: ସୋମବାର ଦିନ ଆରମ୍ଭ ହେଉଛି ବିଧାନସଭା। ଏହା ହେଉଛି ସପ୍ତଦଶ ବିଧାନସଭାର ପ୍ରଥମ ଅଧିବେଶନ। ତେବେ ଏହି ଅଧିବେସନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏକ…

ରେଢ଼ାଖୋଲ (କନ୍ଦର୍ପ ବେହେରା): ଜନୈକ ନାବାଳିକାକୁ ବିବାହ ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ରଖି ଶେଷରେ ପ୍ରତାରଣା କରିବା ଅଭିଯୋଗରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଭୁବନେଶ୍ଵର: ବହୁ ପ୍ରତୀକ୍ଷା ପରେ ଆଜି କଂଗ୍ରେସ ବିଧାୟକ ଦଳର ନେତା କିଏ ହେବ, ତାହା ସ୍ପଷ୍ଟ ହୋଇଛି। ରାମଚନ୍ଦ୍ର କାଡ଼ାମ କଂଗ୍ରେସ ବିଧାୟକ ଦଳ ନେତା…

ଭୁବନେଶ୍ବର: ଆସନ୍ତାକାଲି ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ପୂର୍ବରୁ ଆଜି ବାହସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଶେଷ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ…

ଭୁବନେଶ୍ୱର: ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାମ ପରିବର୍ତ୍ତନ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ପଷ୍ଟିକାରଣ ରଖିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବିଜୁ ପଟ୍ଟନାୟକ କ୍ରୀଡ଼ା…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ପୁରୁଣା ଦୁର୍ଦ୍ଦାନ୍ତ ଅପରାଧ ମାମଲାରେ ଲିପ୍ତ ୫ ଜଣ ଅପରାଧୀ ଏକକାଳୀନ ଏକ ନିର୍ଜନ ସ୍ଥାନରେ ବସି ଡକାୟତି ଯୋଜନା ଚଳାଇଥିବା…

ରଣପୁର: ରଣପୁରରୁ ରାଜସୁନାଖଳାକୁ ସଂଯୋଗ କରୁଥିବା ପୂର୍ତ୍ତ ବିଭାଗ ରାସ୍ତାର ଚମ୍ପତିପୁର ଛକ ନିକଟରେ ମନ୍ଦାକିନୀ ସେତୁ ନିର୍ମାଣାଧିନ ଅବସ୍ଥାରେ ରହିଥିବା ହେତୁ ଏହାର ପାର୍ଶ୍ଵ ଦେଇ…

ଭୁବନେଶ୍ବର: ରାଜ୍ୟରେ କ୍ରୀଡାକୁ ପ୍ରୋତ୍ସାହନ ପାଇଁ ଦୀର୍ଘ ବର୍ଷ ଧରି ପ୍ରଦାନ କରାଯାଇଆସୁଛି ବିଜୁ ପଟ୍ଟନାୟକ କ୍ରୀଡା ପୁରସ୍କାର। ଏହା କ୍ରୀଡା କ୍ଷେତ୍ରରେ ରାଜ୍ୟ ସ୍ତରୀୟ ସର୍ବୋଚ୍ଚ…

ନୂଆଦିଲ୍ଲୀ: ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତା କମଳା ପୂଜାରୀଙ୍କ ପରଲୋକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, କମଳା ପୂଜାରୀ କୃଷି କ୍ଷେତ୍ର…

ଭୁବନେଶ୍ବର: ଆଜି ଶଙ୍ଖ ଭବନରେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳର ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆସନ୍ତା ବିଧାନସଭାରେ ଦଳ…

ଭୁବନେଶ୍ୱର: ପୂର୍ବତଟ ରେଳପଥ ମହାପ୍ରବନ୍ଧକ ପରମେଶ୍ୱର ଫୁଙ୍କୱାଲ ଆଜି ସମ୍ବଲପୁର ପରିଦର୍ଶନରେ ଯାଇ ଚାଲୁ ରହିଥିବା ଖୋର୍ଦ୍ଧା ରୋଡ-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପର ଝରମୁଣ୍ଡା-ବୌଦ୍ଧ ରେଳ ସେକ୍ସନ…

ପୁରୀ/ଭୁବନେଶ୍ୱର: ଓଡିଶାରେ ପ୍ରଥମ ଥର ପାଇଁ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଆଶୀର୍ବାଦରେ ଏକାକୀ ଭାବରେ ଭାରତୀୟ ଜନତା ପାର୍ଟୀ ସରକାର ଗଠନ କରିଛି। ସରକାର ଗଠନ କରିବା…

ପୁରୀ/ ଭୁବନେଶ୍ୱର: ପ୍ରାଣୀଧନ ଗଣନା ଫଳରେ ପ୍ରାଣୀପାଳକମାନଙ୍କର ଆର୍ଥିକ ବିକାଶ ନିମନ୍ତେ ବିଭିନ୍ନ ପଦକ୍ଷେପ ନିଆଯାଇପାରିବ। ଏହା ଫଳରେ ଉତ୍ପାଦକତା ବୃଦ୍ଧି ପାଇବ ବୋଲି କେନ୍ଦ୍ର ପଶୁପାଳନ…

ଭୁବନେଶ୍ୱର: ବିଶିଷ୍ଟ କୃଷିବିତ ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଶ୍ରୀ ପଟ୍ଟନାୟକ ତାଙ୍କ ଶୋକବାର୍ତ୍ତା…

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ଆଜି ଏସ୍‌ସିବି ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୬ ବର୍ଷ ବୟସ ହୋଇଥିଲା। କୃଷି ଓ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ବେଗୁନିଆ ପଡ଼ା ଥାନା ଅନ୍ତର୍ଗତ ଅଙ୍ଗାର ଗାଁରେ ଝୁଲୁଥିବା ଅବସ୍ଥାରେ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସୂଚନା…

ଭୁବନେଶ୍ୱର: ୧୯ ଜୁଲାଇରେ ମୁମ୍ବାଇରେ ଅନୁଷ୍ଠିତ ହୋଇଥିବା ସମ୍ମାନଜନକ ଇଣ୍ଡିଆନ୍ ଟେଲି ଷ୍ଟ୍ରିମିଂ ଆୱାର୍ଡ ୨୦୨୪ ରେ କଞ୍ଚାଲଙ୍କାର ୱେବ୍ ସିରିଜ୍ “ବାରଙ୍ଗ ୧୯୯୯” କୁ ଶ୍ରେଷ୍ଠ…

ଭୁବନେଶ୍ୱର: ପଦ୍ମଶ୍ରୀ କମଳା ପୂଜାରୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଶୋକ ବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସ୍ବର୍ଗତ କମଳା ପୂଜାରୀ ଜଣେ…

ଭୁବନେଶ୍ୱର: ଓଡ଼ିଶାରେ ଏକ ନମ୍ବର ଡିଜିଟାଲ ସେବା ପ୍ରଦାନକାରୀ ଭାବେ ନିଜର ସ୍ଥାନ ସୁଦୃଢ଼ କରି ରିଲାଏନ୍ସ ଜିଓ ମଇ ମାସରେ ଉଭୟ ଓୟାରଲେସ ଏବଂ ଓୟାରଲାଇନ…