ଭୁବନେଶ୍ବର: ଦୁଇଦିନିଆ ଝାଡଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ବର୍ତ୍ତମାନ ଝାଡଖଣ୍ଡରେ ବିଧାନସଭା ନିର୍ବାଚନ ହେବାକୁ ଥିବାରୁ ମୁଖ୍ୟମନ୍ତ୍ରୀଙ୍କ ଏକ ଗସ୍ତ ଚର୍ଚ୍ଚାକୁ ଆସିଛି। ଗତକାଲି ଓଡିଶା ରାଜଭବନରେ ମୁଖ୍ୟମନ୍ତ୍ରୀଙ୍କ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ମୁଖ୍ୟମନ୍ତ୍ରୀ ସାକ୍ଷାତ କରି […]
ଭୁବନେଶ୍ବର: ଆସନ୍ତା ସୋମବାର ଦିନ ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରଙ୍କ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି ବିଜ୍ଞପ୍ତିରେ କୁହାଯାଇଛି ଯେ, ଜନସାଧାରଣଙ୍କ ନିମନ୍ତେ ବିଶେଷ ସୂଚନା ଯେ, ଆସନ୍ତା ସୋମବାର ସେପ୍ଟେମ୍ବର ୩୦ […]
ଭଦ୍ରକ: ଭଦ୍ରକର ପରିସ୍ଥିତି ଏବେ ବି ଉତ୍ତେଜନା ପୂର୍ଣ୍ଣ ରହିଛି। ସେଠାରେ ଗତକାଲିଠାରୁ ବିଏନ୍ଏସ୍ଏସ୍ ୧୬୩ ଧାରା ଲାଗୁ କରାଯାଇଛି। ପରିସ୍ଥିତିକୁ ନିୟନ୍ତ୍ରଣ କରିବା ପାଇଁ ଦଶ ପ୍ଲାଟୁନ ଫୋର୍ସ ମୁତୟନ କରାଯାଇଛି। ତେବେ ଆଜି 48 ଘଣ୍ଟା ପାଇଁ ଧାମନଗର […]
ବାଲେଶ୍ବର: ଉତ୍ତରପ୍ରଦେଶରୁ ପୁରୀ ଆସୁଥିବା କ୍ରିଷ୍ଣା ନାମକ ଏକ ଯାତ୍ରୀବାହୀ ବସ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ନିକଟରେ ଦୁର୍ଘଟଣାଗସ୍ତ ହୋଇଛି। ଏଥିରେ ୫୭ ଯାତ୍ରୀ ଥିଲାବେଳେ ୪ ଯାତ୍ରୀଙ୍କ ମୃତ୍ୟୁ ହୋଇଛି । ୧୬ ଜଣଙ୍କ ଅବସ୍ଥା ଗୁରୁତ୍ତର ହୋଇଛି। ସେମାନଙ୍କୁ […]
ଭୁବନେଶ୍ବର: ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା ଇତିମଧ୍ୟରେ ଓଡିଶା ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ କରିଛନ୍ତି। ହଠାତ ତାଙ୍କର କୌଣସି ଦଳୀୟ କିମ୍ବା ସରକାରୀ କାର୍ଯ୍ୟକ୍ରମ ନ ଥିବା ବେଳେ ସେ ରଘୁବର ଦାସଙ୍କୁ ସାକ୍ଷାତ କରି ଫେରିଯିବାକୁ ନେଇ ବିଭିନ୍ନ […]
ଭୁବନେଶ୍ୱର: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଓଡ଼ିଶାରେ କାର୍ଯ୍ୟରତ ବିଭିନ୍ନ ବିଭାଗ ଏବଂ ଅନ୍ୟ କେନ୍ଦ୍ରୀୟ କାର୍ଯ୍ୟାଳୟ ଗୁଡ଼ିକ ମଧ୍ୟରେ ସମନ୍ବୟ ରକ୍ଷା କରୁଥିବା ଆନ୍ତଃ ଗଣମାଧ୍ୟମ ପ୍ରଚାର ସମିତି ବୈଠକ ଆଜି ଭୁବନେଶ୍ୱରସ୍ଥିତ ପତ୍ର ସୂଚନା କାର୍ଯ୍ୟାଳୟ […]
ଭୁବନେଶ୍ୱର: ୨୦୧୪ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଆରମ୍ଭ ହୋଇଥିବା ‘ସ୍ୱଚ୍ଛ ଭାରତ ଅଭିଯାନ’କୁ ଇତିମଧ୍ୟରେ ୧୦ବର୍ଷ ପୂର୍ତ୍ତି ହେବାକୁ ଯାଉଥିବା ବେଳେ ଚଳିତବର୍ଷ ଗାନ୍ଧୀ ଜୟନ୍ତୀର ଅବ୍ୟବହିତ ପୂର୍ବରୁ ସମଗ୍ର ଦେଶରେ ପାଳନ ହେଉଛି ‘ସ୍ୱଚ୍ଛତା ହିଁ ସେବା କାର୍ଯ୍ୟକ୍ରମ’ […]
ନୂଆଦିଲ୍ଲୀ: ଭାରତୀୟ ସାଂସ୍କୃତିକ ସମ୍ବନ୍ଧ ପରିଷଦ (ICCR) ନୂଆଦିଲ୍ଲୀ, ଆଜାଦ ଭବନ ଠାରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ନିର୍ଦ୍ଦେଶକ ଡ. ବିଜୟ କେତନ ଉପାଧ୍ୟାୟ ରାଜ୍ୟ ସରକାରଙ୍କ ପକ୍ଷରୁ ସାଂସ୍କୃତିକ, କଳା ଏବଂ ଶିକ୍ଷା ସମ୍ବନ୍ଧୀୟ ବିଷୟକୁ […]
ନୂଆଦିଲ୍ଲୀ: ଯେଉଁମାନେ ଦୀର୍ଘ ସମୟ ଧରି ବସି ରହି କାମ କରନ୍ତି ସେମାନେ ବର୍ତ୍ତମାନଠାରୁ ସାବଧାନ ହୋଇଯାଆନ୍ତୁ। କାରଣ ଧାରାବାହିକ ଭାବେ ବସି ରହି କାମ କଲେ ବହୁ ସାଂଘାତିକ ରୋଗ ହେବାର ଆଶଙ୍କା ସୃଷ୍ଟି ହୋଇଛି। ଯାହାକୁ Dead Butt […]
ଭୁବନେଶ୍ୱର: ଶିଳ୍ପ ସମୃଦ୍ଧ ଭାରତରେ ଓଡିଶା ବିକାଶର ଏକ ପ୍ରମୁଖ କ୍ଷେତ୍ର , ନିବେଶକ ମାନଙ୍କ ପ୍ରଥମ ପସନ୍ଦ ଭାବେ ପରିଚୟ ହାସଲ କରିଛି। ପ୍ରଗତି ପଥରେ ଆଗେଇ ଚାଲିଛି ଓଡିଶା। ଓଡିଶା ସରକାରଙ୍କ ସହଜ ଶିଳ୍ପନୀତି ନିବେଶକ ମାନଙ୍କୁ ଆକୃଷ୍ଟ […]
ଭୁବନେଶ୍ୱର: ଓଡିଶାରେ ‘ନେସ୍ନାଲ ଫରେନ୍ସିକ ସାଇନ୍ସ ୟୁନିଭରସିଟି’ର ଏକ କ୍ୟାମ୍ପସ ପ୍ରତିଷ୍ଠା କରାଯିବ। ଏହି କ୍ୟାମ୍ପସ ଓଡିଶାର ପିଲାମାନଙ୍କୁ ସାଇବର ସୁରକ୍ଷା ଉପରେ ଶିକ୍ଷା ପ୍ରଦାନ କରିବ। ଏହି ଜାତୀୟ ବିଶ୍ବବିଦ୍ୟାଳୟର ଏକ ପ୍ରତିନିଧି ଦଳ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ […]
ଭୁବନେଶ୍ୱର: ରାଜ୍ୟ ସରକାର କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଦେଖାଦେଇଥିବା ଡିପ୍ଥେରିଆ ରୋଗକୁ ଅତ୍ୟନ୍ତ ଗୁରୁତ୍ୱର ସହ ନେଇ ରୋଗୀମାନଙ୍କର ଉଚ୍ଚତର ଚିକିତ୍ସା ଏବଂ ଏହି ରୋଗ କିପରି ଅଧିକ ନ ବ୍ୟାପିବ ସେଥି ପାଇଁ ବିଭିନ୍ନ ତ୍ୱରିତ ପଦକ୍ଷେପ ଗ୍ରହଣ […]
ଭୁବନେଶ୍ୱର: ଏକ ଚମତ୍କାର ପ୍ରଦର୍ଶନରେ ପୂର୍ବତଟ ରେଳପଥର ଖେଳାଳିମାନେ ଚିତ୍ତରଞ୍ଜନ ଲୋକୋମୋଟିଭ୍ ୱାର୍କସ (CLW) ରେ 23 ରୁ 25 ସେପ୍ଟେମ୍ବର 2024 ପର୍ଯ୍ୟନ୍ତ ଆୟୋଜିତ 14 ତମ ସର୍ବ ଭାରତୀୟ ରେଳବାଇ ଆର୍ଚେରୀ ଚମ୍ପିଅନସିପ୍ 2024 ରେ ଚାରିଟି ପଦକ […]
ଭୁବନେଶ୍ୱର: ଦରଦାମ ବୃଦ୍ଧିଠାରୁ ଆରମ୍ଭ କରି ନାରୀ ସୁରକ୍ଷା, ପୁଞ୍ଜି ବିନିଯୋଗ ଆଦି ବିଭିନ୍ନ କ୍ଷେତ୍ରରେ ଓଡିଶାରେ ବିଜେପି ସରକାର ବିଫଳ ହୋଇଛି। ଏ ସରକାର ଶହେ ଦିନ ପୂରଣ କରିସାରିଲାଣି। କିନ୍ତୁ ସରକାରର ବିଫଳତା ଆଜି ସବୁଆଡେ ନିରାଶା ସୃଷ୍ଟି […]
ଭୁବନେଶ୍ବର: ବରିଷ୍ଠ ଆଇପିଏସ ତଥା ପୋଲିସ ଟ୍ରେନିଂ ଏକାଡେମୀର ନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ ଓଡିଶା ଲୋକସେବା ଆୟୋଗର ଅଧ୍ୟକ୍ଷ ହେବେ। ଏ ନେଇ ଆଜି ରାଜ୍ୟ ସରକାରଙ୍କ ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ସେ ଛଅ ବର୍ଷ କିମ୍ବା ତାଙ୍କୁ 62 […]
ନୂଆଦିଲ୍ଲୀ: ବିଶ୍ୱ ପରିବେଶ ଦିବସ, ୫ ଜୁନ୍ ୨୦୨୪ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ବୁଦ୍ଧ ଜୟନ୍ତୀ ପାର୍କରେ ଏକ ବୋଧି ବୃକ୍ଷର ଚାରା ରୋପଣ କରି ‘ମାଆଙ୍କ ନାମରେ ଗୋଟିଏ ଗଛ’ ନାମକ ଅଭିନବ ଅଭିଯାନର ଶୁଭାରମ୍ଭ କରିଥିଲେ। […]
ଭୁବନେଶ୍ବର: ଲୋକସେବା ଭବନ କନଭେନସନ ସେଣ୍ଟରରେ ଆୟୋଜିତ ୨ ଦିନିଆ ଜିଲ୍ଲାପାଳ ସମ୍ମିଳନୀର ଉଦ୍ଘାଟନୀ ଅଧିବେଶନ ପରେ ଦ୍ୱିତୀୟ ଅଧିବେଶନରେ ‘ସୁଭଦ୍ରା” ଯୋଜନାର କାର୍ଯ୍ୟକାରିତା ସମ୍ବନ୍ଧରେ ଉପସ୍ଥାପନା କରାଯାଇଥିଲା। ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ଉପସ୍ଥିତିରେ ମହିଳା ଓ ଶିଶୁ ବିକାଶ […]
ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟର ଠାରେ ଦୁଇ ଦିନିଆ ଜିଲ୍ଲାପାଳ ସମ୍ମିଳନୀ ଆରମ୍ଭ ହୋଇଯାଇଛି । ସମ୍ମିଳନୀରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସରକାରଙ୍କ ଆଭିମୁଖ୍ୟ ସ୍ପଷ୍ଟ କରିବା ସହିତ ନିଜ ଅନୁଭୁତି ଓ […]
ଭୁବନେଶ୍ବର: ବିଜେଡି ଚଳିତ ନିର୍ବାଚନ ରେ କାହିଁକି ହାରିଲା। ଏ ନେଇ ବିଭିନ୍ନ ଦଳୀୟ ନେତାଙ୍କ ଭିନ୍ନଭିନ୍ନ ବୟାନ ଆସିବାରେ ଲାଗିଛି। କାରଣ ଶଙ୍ଖ ଭବନରେ ନବୀନ ପଟ୍ଟନାୟକ ଜିଲ୍ଲା ସ୍ତରୀୟ ସମୀକ୍ଷା ବୈଠକରେ ନେତାମାନେ ସେମାନଙ୍କ ରୋଷକୁ ବ୍ୟକ୍ତ କରିବାରେ […]
ଭୁବନେଶ୍ବର: ଖୁବ ଶିଘ୍ର ବଳକା ହିତାଧିକାରୀ ବା ମହିଳାଙ୍କ ଆକାଉଣ୍ଟକୁ ଯିବ ଟଙ୍କା। ପୂର୍ବରୁ ପ୍ରାୟ 25 ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯାଇଛି। ସେହିପରି ଆଉ ପ୍ରାୟ 25 ଲକ୍ଷ ହିତାଧିକାରୀଙ୍କୁ ଟଙ୍କା ପ୍ରଦାନ କରାଯିବ। ସେ ନେଇ ସରକାରଙ୍କ […]
ରେଢ଼ାଖୋଲ(କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ସହର ଦେହୁରୀ ସାହିରେ ଜୈନିକା ବୃଦ୍ଧା ଙ୍କୁ କେହି ହତ୍ୟା କରି ଫେରାର ଥିବା ଜଣା ପଡିଛି। ପ୍ରକାଶ ଯେ, ରେଢ଼ାଖୋଲ ଦେହୁରୀ ସାହିର ହିରା ବାହାଦୁରଙ୍କ ଦ୍ବିତୀୟ ପତ୍ନୀ ତରଙ୍ଗିଣି ସାହୁଙ୍କୁ ଦିନ […]