ଭୁବନେଶ୍ବର: ଆଜି ଅପରାହ୍ନରେ ନବୀନ ନିବାସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିଛନ୍ତି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଏହି ଅବସରରେ ମମତା ନବୀନଙ୍କୁ ଏକ ସାଲ ଦେଇ ତାଙ୍କୁ ସ୍ବାଗତ କରିଥିଲେ। ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ତାଙ୍କୁ […]
ସୁନ୍ଦରଗଡ଼: “ଆଗରୁ ଆମେ ପୁରୁଣା ଡେସ୍କ ବେଞ୍ଚରେ ବସୁଥିଲୁ। ଶିକ୍ଷକମାନେ କଳାପଟାରେ ପାଠ ବୁଝାଉଥିଲେ। କିନ୍ତୁ ଏବେ ଆମେ ସ୍ମାର୍ଟ କ୍ଲାସରୁମରେ ବସିବା ସହ ସ୍ମାର୍ଟ ବୋର୍ଡ ମାଧ୍ୟମରେ ପାଠ ପଢୁଛୁ। ଫଳରେ ପାଠ ବୁଝିବା ସହଜ ହେଉଛି”, କହନ୍ତି ସୁନ୍ଦରଗଡ଼ […]
ଗଞ୍ଜାମ : ବିଶ୍ୱ ଜଳ ଦିବସ ପାଳନ ଅବସରରେ ଗୋପାଳପୁର ବେଳାଭୂମି ରେ ସଫେଇ କାର୍ଯ୍ୟକ୍ରମ “SAVE BLUE, LIVE GREEN- କାର୍ଯ୍ୟ ପାଇଁ ଯୁବକଯୁବତୀ ମାନଙ୍କର ଉତ୍ସାହ ଏବଂ ଶକ୍ତି କୁ ପ୍ରେରଣା ଦେବା ” ଅନୁଷ୍ଠିତ ହୋଇଛି । […]
ଭୁବନେଶ୍ବର: ପୂର୍ବତନ ମନ୍ତ୍ରୀ ତଥା ଭୋଗରାଇର ବିଜେଡି ବିଧାୟକ ଅନନ୍ତ ଦାସ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଜି ଏ ନେଇ ନିଜ ସାମାଜିକ ଗଣମାଧ୍ୟମରେ ସୂଚନା ଦେଇଛନ୍ତି। ତାଙ୍କର ଆଶୁ ଆରୋଗ୍ୟ କାମନା କରିଥିବା ପ୍ରଶଂସକଙ୍କୁ ସେ ଧନ୍ୟବାଦ ମଧ୍ୟ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ଖୋର୍ଦ୍ଧା ଜିଲ୍ଲାର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କରିଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବୀକୃତି ପରେ ଦଳ ତରଫରୁ ଏହି ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହି ଅନୁସାରେ ପୂର୍ବପରି […]
ଭୁବନେଶ୍ବର: ଆଜି ବିଧାନସଭାରେ ମହାନଦୀ ଜଳ ବିବାଦ ନେଇ ଶାସକ ବିରୋଧୀ ମୁହାଁମୁହିଁ ହୋଇଛନ୍ତି। ପରିସ୍ଥିତି ଏପରି ହୋଇଥିଲା ଯେ, ଗୃହ କାର୍ଯ୍ୟ ଆରମ୍ଭ ହେବା ମାତ୍ରେ ବିଜେପି ଓ କଂଗ୍ରେସ ଗୃହ ମଧ୍ୟ ଭାଗକୁ ଆସି ହଟ୍ଟଗୋଳ କରିଥିଲେ। ବାଚସ୍ପତି […]
ଭୁବନେଶ୍ବର: ଆଜି ଓଡିଶା ବିଜେପିର ସଭାପତି ଭାବେ ନିଯୁକ୍ତ ହେବା ପରେ ତାଙ୍କର ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ନେତା ମନମୋହନ ସାମଲ। ସେ ଭଦ୍ରକରେ ଥିବା ବେଳେ ସେ ତାଙ୍କର ଏହି ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ଆସନ୍ତା ନିର୍ବାଚନରେ ଓଡିଶାରେ […]
ଭୁବନେଶ୍ବର: ଶେଷରେ ବଦଳିଲେ ଓଡିଶା ବିଜେପି ସଭାପତି। ନୂଆ ସଭାପତି ଭାବେ ନିଯୁକ୍ତ ହେଲେ ପୂର୍ବତନ ମନ୍ତ୍ରୀ ମନମୋହନ ସାମଲ। ବର୍ତ୍ତମାନ ସଭାପତି ଥିବା ସମୀର ମହାନ୍ତିଙ୍କ ସ୍ଥାନ ନେବେ ମନମୋହନ। ଏ ନେଇ ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେ ପି […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଆଜି ସକାଳୁ ଚଳନ୍ତା କାର୍ ଟି ଭାରସାମ୍ୟ ହରାଇ ଓଲଟି ପଡିଛି। ଗଂଜାମ ଜିଲ୍ଲା କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଆଠଗଡ଼ ପାଟଣା ଛିନ୍ନମସ୍ତା ମନ୍ଦିର ନିକଟରେ ଥିବା ଏକ ପୋଖରୀରେ ଚଳନ୍ତା କାର୍ ଟି ଭାରସାମ୍ୟ […]
ଭୁବନେଶ୍ଵର: ବର୍ତ୍ତମାନ କୋଟାଭାଲାସା-କୋରାପୁଟ-କିରାଣ୍ଡୁଲ (କେକେ) ରେଳ ଲାଇନରେ ଦୋହରୀକରଣ କାର୍ଯ୍ୟ ଚାଲୁରହିଛି। ସମୁଦାୟ ୪୪୫ କିଲୋମିଟର ଦୋହରୀକରଣ କାର୍ଯ୍ୟ ମଧ୍ୟରୁ ୨୩୭ କିଲୋମିଟର ଦୋହରୀକରଣ କାର୍ଯ୍ୟ ଏପର୍ଯ୍ୟନ୍ତ କାର୍ଯ୍ୟକ୍ଷମ ହୋଇଛି। କୋଟାଭାଲାସା-କିରାଣ୍ଡୁଲ ମଧ୍ୟରେ ସିଂଗିଲ ଲାଇନ ଗୁରୁତ୍ୱପୂର୍ଣ୍ଣ ରେଳ ସେକ୍ସନରେ ଟ୍ରାଫିକ୍ […]
ପୁରୀ: ଆଜି ଅପରାହ୍ନରେ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ଆଜି ମନ୍ଦିର ନିକଟରେ ପହଞ୍ଚିବା ପରେ ସିଂହଦ୍ବାରରେ ତାଙ୍କୁ ସେବାୟତ ତଥା ପୁରୀ ପ୍ରଶାସନ ତରଫରୁ ସ୍ଗାଗତ କରାଯାଇଥିଲା। ତାଙ୍କୁ ଜଗନ୍ନାଥଙ୍କ ପାଟବସ୍ତ୍ର ଉପହାର ଦେଇ […]
ଖୋର୍ଦ୍ଧା: ଖୋର୍ଦ୍ଧା ସଦର ଥାନା ଅଞ୍ଚଳରୁ ଆଜି ଲକ୍ଷାଧିକ ଟଙ୍କାର ବ୍ରାଉନ ସୁଗାର ଜବତ କରିଛି ଜିଲ୍ଲା ଅବକାରୀ ବିଭାଗ। ସୂଚନା ମୁତାବକ ଆଜି ପୂର୍ବାହ୍ନରେ ଡିହପୁର ଗ୍ରାମରେ ବ୍ରାଉନ ସୁଗାର କାରବାର ଚାଲିଥିବା ଖବର ପାଇ ଖୋର୍ଦ୍ଧା ରେଞ୍ଜ ଅବକାରୀ […]
ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଆୟୋଜିତ ନାଗରିକ ସମ୍ବର୍ଦ୍ଧନା କାର୍ଯ୍ୟକ୍ରମରେ କଳା କ୍ଷେତ୍ରକୁ ଯୋଗଦାନ ନିମନ୍ତେ ଓଡ଼ିଶାର ମାଗୁଣି ଚରଣ କୁଅଁରଙ୍କୁ ପଦ୍ମଶ୍ରୀ ପୁରସ୍କାରରେ ସମ୍ମାନିତ କରିଛନ୍ତି। ପୁରସ୍କାର ବିଜେତାଙ୍କ ଜୀବନ ଓ କାର୍ଯ୍ୟ ବିଷୟରେ ବିସ୍ତୃତ ବିବରଣୀ – […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସଂଧ୍ୟାରେ ନବୀନ ନିବାସ ଠାରେ ଜ୍ବିଗାଟୋ ଚଳଚ୍ଚିତ୍ରର ସ୍ବତନ୍ତ୍ର ଉପସ୍ଥାପନା କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ନନ୍ଦିତା ଦାସ ନିର୍ଦ୍ଦେଶିତ ଚଳଚ୍ଚିତ୍ର ଜ୍ବିଗାଟୋର ସୁଟିଂ ସଂପୂର୍ଣ୍ଣ ଭାବରେ ଭୁବନେଶ୍ବରରେ କରାଯାଇଛି । ବିଶିଷ୍ଟ ଅଭିନେତା କପିଲ […]
ଭୁବନେଶ୍ୱର: ପ୍ରଖ୍ୟାତ ଅଭିନେତ୍ରୀ ନନ୍ଦିତା ଦାସଙ୍କ ନିର୍ଦ୍ଦେଶିତ ତଥା ବିଶିଷ୍ଟ ଅଭିନେତା କପିଲ ଶର୍ମାଙ୍କ ଅଭିନୀତ ‘ଜ୍ୱିଗାଟୋ’ ଫିଲ୍ମ ଉପରୁ ରାଜ୍ୟ ସରକାର ପ୍ରମୋଦ କର ଛାଡ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ […]
ଭୁବନେଶ୍ଵର: ଓଡ଼ିଶାରେ ବିରୋଧୀଦଳ ବିଜେପି ନିର୍ଲଜ୍ଜ ଭାବେ ବାରମ୍ବାର ମିଛ କହି ଚାଲିଛି। ମିଛର ଆଶ୍ରୟ ନେଇ ବିରୋଧୀଦଳ ନେତା ଓଡ଼ିଶାବାସୀଙ୍କୁ ଅପମାନିତ କରୁଛନ୍ତି। କିନ୍ତୁ ମିଛକୁ ରଣନୀତି କରି ବିରୋଧୀଦଳ କେବେବି ଲୋକଙ୍କ ଭରସା ଜିତି ପାରିବ ନାହିଁ। ଆଜି […]
ଭୁବନେଶ୍ବର: ସୋନପୁରର ସଦର ବ୍ଲକ୍ର ଶରଧାବାଲି ସ୍କୁଲଠାରେ କାର୍ ଦୁର୍ଘଟଣାରେ ୩ ଜଣ ଛାତ୍ର ପ୍ରାଣ ହରାଇବା ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତ ଛାତ୍ରମାନଙ୍କ […]
ଭୁବନେଶ୍ୱର: ଆସନ୍ତା ୨୦୨୩-୨୪ ଶିକ୍ଷା ବର୍ଷରୁ ରାଜ୍ୟରେ ୧୦୬ ଗୋଟି ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକାଦଶ ଶ୍ରେଣୀ ଖୋଲାଯାଇ ଶିକ୍ଷାଦାନ ଆରମ୍ଭ ପାଇଁ ଏକ ଦିନିକିଆ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ରାଜ୍ୟ […]
ଭୁବନେଶ୍ୱର : ଆଜି ଗୀତ ଗୋବିନ୍ଦ ସଦନଠାରେ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଶ୍ରୀମତୀ ବାସନ୍ତୀ ହେମ୍ବ୍ରମ୍ ଏକ ସାମ୍ବାଦିକ ସମ୍ମିଳନୀରେ ବିଭାଗୀୟ ବଜେଟ ଉପରେ ଆଲୋକପାତ କରିଛନ୍ତି। ସେ କହିଲେ ଯେ ୨୦୨୩-୨୪ ବର୍ଷ ପାଇଁ ବିଭାଗର ମୋଟ […]
ବାଲେଶ୍ୱର: ଭାରତ ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଭୁବନେଶ୍ୱର ପକ୍ଷରୁ ବାଲେଶ୍ୱର ଜିଲ୍ଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା (ଡିଆରଡିଏ) ସମ୍ମିଳନୀ କକ୍ଷ ଠାରେ ଆଞ୍ଚଳିକ ଗଣମାଧ୍ୟମ କର୍ମଶାଳା ‘‘ବାର୍ତ୍ତାଳାପ’’ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଚାଲିଥିବା ୪ ଦିନିଆ ସ୍ପୋର୍ଟ୍ସ ଫେଷ୍ଟ ମଙ୍ଗଳବାର ଉଦ୍ଯାପିତ ହୋଇଥିବା ବେଳେ କ୍ରିକେଟ ଏବଂ ଟେନିସ୍ରେ ସୋଆ ବିଶ୍ୱବିଦ୍ୟାଳୟ ବିଜୟୀ ହୋଇଛି। ସେହିପରି ଭଲିବଲ୍ ଏବଂ ବାସ୍କେଟବଲ୍ରେ ରନର ଅପ୍ ଟାଇଟଲ୍ ହାସଲ କରିଛି […]