ଭୁବନେଶ୍ୱର: ଆଜି ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ରୋହିତ ପୂଜାରୀ କୋରାପୁଟଠାରେ ଏନ୍ସିସି ଗ୍ରୁପ୍ ହେଡ୍କ୍ୱାଟରର ଉଦ୍ଘାଟନ କରିଛନ୍ତି । ୨୦୧୭ ମସିହାରେ କୋରାପୁଟଠାରେ ଗ୍ରୁପ୍ ହେଡ୍କ୍ୱାଟର ନିର୍ମାଣ ପାଇଁ ସରକାରଙ୍କ ଅନୁମୋଦନ ମିଳିଥିଲା । କିନ୍ତୁ କୋଭିଡ୍ ପରିସ୍ଥିତି ଯୋଗୁଁ ଏହି […]
ନୂଆଦିଲ୍ଲୀ: ଦିଲ୍ଲୀ ଦରବାରରେ ପୁନଃ ପ୍ରଦର୍ଶିତ ହେବ ଓଡ଼ିଶାର ଅଦ୍ୱିତୀୟ କଳାସଂସ୍କୃତି ଓ କାରିଗରୀର ବେଜୋଡ୍ ନମୁନା। ପାରମ୍ପରିକ ଲୋକକଳା ଓ ଲୋକନୃତ୍ୟରେ ଦୁଲୁକିବ ମଞ୍ଚ। ଦୀର୍ଘ ତିନି ବର୍ଷର ବ୍ୟବଧାନ ପରେ ଜାତୀୟ ରାଜଧାନୀରେ ଆୟୋଜିତ ହେବାକୁ ଯାଉଛି “ଓଡ଼ିଶା […]
ଭୁବନେଶ୍ୱର: ଭୁବନେଶ୍ଵର ସ୍ଥିତ ସ୍ଵତନ୍ତ୍ର ପ୍ରଦକ୍ଷଣ ଗୃହ(ସର୍କିଟ୍ ହାଉସ) ଠାରେ” ଶିଶୁଙ୍କ ପାଇଁ ଦିନଟିଏ” କାଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାଯ୍ୟକ୍ରମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ, ଖୋର୍ଦ୍ଧା ଶ୍ରୀମତୀ ପୁଷ୍ପାଞ୍ଜଳୀ ମିଶ୍ର ଅଧ୍ୟକ୍ଷତା କରିଥିଲେ। ଜିଲ୍ଲା ଶିଶୁ ସୁରକ୍ଷା […]
ଭୁବନେଶ୍ବର: ରାଜ୍ୟରେ ବିଶ୍ୱସ୍ତରୀୟ ଲ୍ୟାଣ୍ଡ ବ୍ୟାଙ୍କ ପ୍ରତିଷ୍ଠା, ଶିଳ୍ପ ଏବଂ ସମର୍ଥିତ ଭିତ୍ତିଭୂମି ଓ ପୁଞ୍ଜିନିବେଶ ପାଇଁ ୨୦୨୩-୨୪ ଆର୍ଥିକ ବର୍ଷରେ ଶିଳ୍ପ ବିଭାଗକୁ ୭୧୦.୨୦ କୋଟି ଟଙ୍କାର ବଜେଟ ଦିଆଯାଇଛି। ଶିଳ୍ପ ପ୍ରସ୍ତୁତି ଭିତ୍ତିଭୂମିର ଉନ୍ନତି କଳ୍ପେ ୫୫୬ କୋଟି […]
ଭୁବନେଶ୍ୱର: ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ତରଫରୁ ଉଚ୍ଚ ମାଧ୍ୟମିକସ୍ତରୀୟ ଆତ୍ମରକ୍ଷା କୌଶଳ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଉତ୍କଳ କରାଟେ ସ୍କୁଲ ପରିସରଠାରେ ଉଦ୍ଯାପିତ ହୋଇଯାଇଛି। ଏଥିରେ ରାଜ୍ୟର ୩୦ଟି ଜିଲ୍ଲାରୁ ଆସିଥିବା ୮୦ ଜଣ ବାଳିକା ପ୍ରଶିକ୍ଷାର୍ଥୀଙ୍କୁ ଆତ୍ମରକ୍ଷା ତାଲିମ […]
ଭୁବନେଶ୍ବର: ପୁଣି ଥରେ ହୋଡିଂ ଉପରେ ଚଢି ଜଣେ ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ କରିଥିବାର ଜଣାପଡିଛି। ଯୁବକ ଜଣଙ୍କ ହେଉଛନ୍ତି ବାଲେଶ୍ୱର ଜିଲ୍ଲା ସୋର ଅଞ୍ଚଳର ଟୁଲୁ ପାତ୍ର। ସେ ଆଜି ସକାଳୁ ଶିଶୁଭବନ ଛକରେ ଥିବା ଏକ ୪୦ ଫୁଟ […]
ପୁର1: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଆଜି ଅନୁଷ୍ଠିତ ହେବାକୁ ଥିବାରୁ ସାଧାରଣ ଦର୍ଶନ ୪ ଘଣ୍ଟା ପାଇଁ ବନ୍ଦ ରହିବ। ଅପରାହ୍ନ ୫ ଟାରୁ ରାତି ୯ ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ପରମ୍ପରା ଅନୁଯାୟୀ, ଆଜି […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ନିମଖଣ୍ଡି ଥାନା ଅନ୍ତର୍ଗତ ନୁଆ ଯୋଗିଆପଲୀ ଗ୍ରାମରେ ଗତକାଲି ସନ୍ଧ୍ୟାରେ ବୋମାମାଡ ଘଟଣାରେ ତିନି ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁଯାୟୀ ପୁରୁଣା ଶତ୍ରୁତା ଯୋଗୁଁ ଏହି ଘଟଣା ଘଟିଛି। ଏହି […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଗୋପାଳପୁର ଛକରେ ଅବକାରୀ ଗୋଇନ୍ଦା ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଉକ୍ତ ଚଢାଉ ସମୟରେ ଅବକାରୀ ବିଭାଗ ପକ୍ଷରୁ ଗଞ୍ଜେଇ ଜବତ କରାଯାଇଥିବା ବେଳେ ବହିଷ୍କୃତ ଯବାନଙ୍କୁ’ ଅଟକ ରଖାଯାଇଛି। କୌଣସି ସୂତ୍ରରୁ ଖବର […]
ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ୧୬ଟି ରାଜ୍ୟ ଓ କେନ୍ଦ୍ରଶାସିତ ଅଂଚଳର ୪୧ଟି ନୂଆ ସହରରେ ଟ୍ରୁ-୫ଜି ସେବାର ଶୁଭାରମ୍ଭ ଘୋଷଣା କରାଯାଇଛି। ଯେଉଁଥିରେ ଓଡ଼ିଶାର ଦୁଇଟି ସହର ରାୟଗଡ଼ା ଓ ବ୍ୟାସନଗର ସହର ରହିଛି। ଜିଓ ପକ୍ଷରୁ ପୂର୍ବରୁ ରାଜ୍ୟର […]
ଭୁବନେଶ୍ଵର: ଜୀ-ସାର୍ଥକ ବ୍ୟାନରରେ ଆସୁଥିବା ଚଳଚ୍ଚିତ୍ର ‘ସରଗପୁରରୁ ଆସିଚି ପ୍ରିୟା’ ର ଅଡିଓ ଲୋକାର୍ପଣ ଉତ୍ସବ ଏକ ତାରକା ହୋଟେଲରେ ଅନୁଷ୍ଠିତ ହୋଇଯାଇଛି। ଏହି ଅଡିଓ ଲୋକାର୍ପଣ ଉତ୍ସବ ରେ ଚଳଚ୍ଚିତ୍ର ର ପ୍ରଯୋଜକ କବୀର ଦାସ, ଜୀ ସାର୍ଥକ, ଚିଫ୍ […]
ଭୁବନେଶ୍ଵର: ପୂର୍ବତଟ ରେଳପଥ (ଇକୋର) ମହାପ୍ରବନ୍ଧକ ମନୋଜ ଶର୍ମା ଅନୁଗୁଳ-ସୁକିନ୍ଦା ରେଳ ଲାଇନ ପ୍ରକଳ୍ପର ବାଘୁଆପାଳ-ବୁଢାପଙ୍କ ରେଳ ସେକ୍ସନ ନୀରିକ୍ଷଣ କରିଛନ୍ତି। ନୀରିକ୍ଷଣ ସମୟରେ ପୂର୍ବତଟ ରେଳପଥ ମୁଖ୍ୟାଳୟର ପ୍ରମୁଖ ଅଧିକାରୀ ମାନଙ୍କ ସହିତ ଖୋର୍ଦ୍ଧା ରୋଡ଼ ରେଳ ମଣ୍ଡଳର ମଣ୍ଡଳ […]
ଭୁବନେଶ୍ୱର: ଓଡ଼ିଶା ଲଲିତ କଳା ଏକାଡ଼େମୀ,ଓଡ଼ିଆ ଭାଷା ,ସାହିତ୍ୟ ଓ ସଂସ୍କୃତି ବିଭାଗ ଦ୍ୱାରା ବୁଦ୍ଧ ଆର୍ଟ ଗ୍ୟାଲେରୀ ଭୁବନେଶ୍ଵର ଠାରେ ଆଜିଠାରୁ ପାରମ୍ପରିକ କାଗଜ ମୁଖା, ଗୋବର କଣ୍ଢେଇ ଓ କାଠ କାଣ୍ଢେଇ ଶିଳ୍ପୀଙ୍କୁ ନେଇ ଏକ ନାରୀ ଶିଳ୍ପୀ […]
ଭୁବନେଶ୍ବର: ଆଜି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ତଥା ଟିଏମସି ସୁପ୍ରିମୋ ମମତା ବାନାର୍ଜି ତିନିଜିନଆ ଓଡିଶା ଗସ୍ତରେ ଆସି ଭୁବନେଶ୍ବରରେ ପହଞ୍ଚିଥିଲେ। ବିମାନବନ୍ଦରରେ ଓଡିଶାର କ୍ରୀଡା ଓ ଯୁବ କଲ୍ୟାଣ ତଥା ଗୃହ ରାଜ୍ୟମନ୍ତ୍ରୀ ତୁଶାରକାନ୍ତି ବେହେରା ସ୍ବାଗତ କରିଥିଲେ। ଏହାପରେ ସେ […]
ସୀତାରାମ ଅଗ୍ରୱାଲ ବାଣପୁର: ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାର ତିନି ଗୋଟି ଶକ୍ତିପୀଠ ର ଉନ୍ନତିକରଣ ନିମନ୍ତେ 5T ଉପକ୍ରମରେ ମାଷ୍ଟର ପ୍ଲାନ ଗୁଡିକୁ ଅନୁମୋଦନ କରିଛନ୍ତି। ତନ୍ମଧ୍ୟରୁ ବାଣପୁର ମା’ ଭଗବତୀ ପୀଠ ଅନ୍ୟତମ। ତେବେ ଉକ୍ତ ଖବର […]
ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୁଦିଲୋ ଗ୍ରାମର ବାସିନ୍ଦା ଅଭୟ କୁମାର ରାଉତ ଗତ ମାର୍ଚ୍ଚ ୧୫ତାରିଖ ବିଳମ୍ବିତ ରାତିରେ ହଠାତ୍ ହୃଦ୍ ଘାତର ଶିକାର ହେଲେ। ପରିବାରବର୍ଗ ନିଜର ବୁଦ୍ଧି ବଳରେ ପମ୍ପିଂ କରି ଅଭୟଙ୍କୁ […]
ଭୁବନେଶ୍ୱର: ଉତ୍କଳ ବିଶ୍ୱ ବିଦ୍ୟାଳୟ ୧୯୮୬ ବ୍ୟାଚ୍ ର ବନ୍ଧୁମିଳନ ଉତ୍ସବ ଇତି ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କୁ ୧୯୮୬ ବ୍ୟଚ୍ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଥିଲା। ୧୯୮୬ ମସିହାରେ ଉତ୍କଳ […]
ଭୁବନେଶ୍ୱର: ଏମ୍ଏସ୍ଏମ୍ଇ ଦ୍ୱାରା ଅଧିକ ନିଯୁକ୍ତି, ଆତ୍ମନିଯୁକ୍ତି ସୃଷ୍ଟି କରାଯାଇପାରିବ ବୋଲି ଅନୁଭବ କରି ଖଦୀ ଗ୍ରାମୋଦ୍ୟୋଗ ଓ କତାଶିଳ୍ପ ସହିତ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଶିଳ୍ପ ଉନ୍ନତି ନିମନ୍ତେ ୨୦୧୧ ମସିହାରେ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ […]
ଭୁବନେଶ୍ବର: ଆଜି ସଂଧ୍ୟାରେ ଓଡିଶା ଆସୁଛନ୍ତି ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। ସେ ଭୁବନେଶ୍ବରରେ ପହଁଞ୍ଚିବା ପରେ ସିଧା ପୁରୀ ଯିବେ। ସେଠାରେ ରାତ୍ରୀଯାପନ କରିବା ପରେ ଆସନ୍ତାକାଲି ବୁଧବାର ଅପରାହ୍ନରେ ଶ୍ରୀମନ୍ଦିର ଯାଇ ଜଗନ୍ନାଥଙ୍କ ଦର୍ଶନ କରିବେ। ତାଙ୍କ କୌଳିକ […]
କନ୍ଦର୍ପ ବେହେରା ରେଢାଖୋଲ: ନାକଟିଦେଉଳ ବ୍ଲକ୍ କିସିଣ୍ଡା ଖଳାଶୁଣି ବନ୍ୟପ୍ରାଣୀ ବନାଂଚଳ ରେଞ ଅନ୍ତର୍ଗତ ସରାପାଲି ପଂଚାୟତର ମହୁଲପାଲି ଗ୍ରାମ ନିକଟରେ ଜଙ୍ଗଲରେ ନିଆଁ ଲଗାଇବା ଅଭିଯୋଗରେ ଜଣେ ମୁନସୀକୁ ବନବିଭାଗ ଗିରଫ କରି ଆଜି କୋର୍ଟ ଚାଲାଣ କରିଥିବା ବନବିଭାଗ […]
ଭୁବନେଶ୍ବର: ଭାରତର ପ୍ରତିଷ୍ଠିତ ଇମାମୀ ଗ୍ରୁପ ଦ୍ବାରା ପରିଚାଳିତ ଆମ୍ରି ହସପିଟାଲ ବିକ୍ରୀ ହୋଇଗଲା। ଏହାକୁ କିଣିଲେ ମଣିପାଲ ହେଲଥ୍ ଇଣ୍ଟରପ୍ରାଇଜେସ। ଜାତୀୟ ଗଣମାଧ୍ୟମ ରିପୋର୍ଟ ଅନୁସାରେ ଏହି କଂପାନୀ ପ୍ରାୟ ୨୩୫୦ କୋଟି ଟଙ୍କା ମୂଲ୍ୟରେ ଏମଆରଆଇ ବା ଆମ୍ରି […]