ଭୁବନେଶ୍ବର: ଖୁବ ଶିଘ୍ର ଆଇଏଏସ ସ୍ତରରେ ହେବ ବଡ ଧରଣର ଅଦଳବଦଳ। ସେ ନେଇ ସାଧାରଣ ପ୍ରଶାସନ ତରଫରୁ ଚାଲିଛି ବଡ ପ୍ରସ୍ତୁତି। ଓଡିଶାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ପ୍ରଦୀପ ଜେନା ଦାୟିତ୍ବ ନେବା ପରେ ସେ ଏହି […]
ଭୁବନେଶ୍ବର: ଲୋକପ୍ରିୟ ଡିଜେ ଆଜେକ୍ସ ଓରଫ ଅକ୍ଷୟ କୁମାରଙ୍କ ସନ୍ଦେହ ଜନକ ଭାବେ ମୃତ୍ୟୁ ଘଟିଛି। ଭୁବନେଶ୍ୱର ଖାରବେଳ ନଗର ଘରୁ ତାଙ୍କର ଝୁଲନ୍ତା ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କର ଶବକୁ ପୋଲିସ ଉଦ୍ଧାର କରି ପୋଷ୍ଟମର୍ଟମ କରିବା ପାଇଁ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାରେ ବିଭିନ୍ନ ଦପ୍ତରରେ ସରକାରୀ କର୍ମଚାରୀ ଅଭାବ ରହୁଥିବା ବେଳେ ଆଉଟ ସୋରସିଂ କର୍ମଚାରୀଙ୍କ ଦ୍ବାରା ଅଫିସ କାର୍ଯ୍ୟ ଚାଳୁଥିବାର ଦେଖା ଯାଉଛି। ଏହି ଆଉଟ ସୋରସିଂ କର୍ମଚାରୀ ମାନଙ୍କୁ ଠିକା ସଂସ୍ଥା ନିଯୁକ୍ତି […]
ଭୁବନେଶ୍ବର: ଝାରସୁଗୁଡା ପାଇଁ ଆସିଲା ଆଉ ଏକ ଦୁଃଖଦ ଖବର। ତାହା ହେଲା ଝାରସୁଗୁଡାର ପୂର୍ବତନ ବିଧାୟକ ବୀରେନ୍ଦ୍ର ଚନ୍ଦ୍ର ପାଣ୍ଡେଙ୍କ ପରଲୋକ। ସେ ଭୁବନେଶ୍ବରର ଏକ ଘରୋଇ ହସପିଟାଲେ ଚିକିତ୍ସିତ ହେଉଥିବା ବେଳେ ସେ ପରଲୋକ ଗମନ କରିଛନ୍ତି। ମୃତ୍ୟୁ […]
ଭୁବନେଶ୍ୱର; ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ଗବେଷଣା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ ପକ୍ଷରୁ ସ୍ଥାନୀୟ ୟୁନିଟ୍-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଆୟୋଜିତ ଜନଜାତି କଳାବସ୍ତୁ ପ୍ରଦର୍ଶନୀ ଏବଂ ସାଂସ୍କୃତିକ କାର୍ଯ୍ୟକ୍ରମର ଗତକାଲି ଥିଲା ଷଷ୍ଠ ଦିବସ। ଆଜି ଏହା ଉଦ୍ଯାପିତ […]
ଭୁବନେଶ୍ଵର: ଉତ୍କଳ ଚାମ୍ବର ଅଫ୍ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି (ୟୁସିସିଆଇ)ର ଲେଡିଜ୍ ଫୋରମ୍ ପକ୍ଷରୁ ସ୍କୁଲ ଛାତ୍ରଛାତ୍ରୀଙ୍କୁ କମ୍ପ୍ୟୁଟର ବିତରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଶନିବାର ଦିନ ଭୁବନେଶ୍ଵରସ୍ଥିତ ୟୁସିସିଆଇ କାର୍ଯ୍ୟାଳୟ ପରିସରରେ ଏହି କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ୟୁସିସିଆଇର […]
ଭୁବନେଶ୍ୱର: ନୂଆ ଓଡିଆ ଚଳଚ୍ଚିତ୍ର “ଡେଲିଭରୀ ବୟ”ଟ୍ରେଲର ରିଲିଜ୍ ପରେ ବଢୁଛି ଉତ୍କଣ୍ଠା। ଆଉ ଏହି ଉତ୍କଣ୍ଠାର ପୂର୍ଣ୍ଣଚ୍ଛେଦ ଟାଣିବାକୁ ଯାଉଛି ପ୍ରଯୋଜନା ସଂସ୍ଥା। କାରଣ ଡେଲିଭରୀ ବୟ ଏପ୍ରିଲ ୭ରେ ପ୍ରେକ୍ଷାଳୟରେ କରିବ ମୁକ୍ତିଲାଭ। ମୌଳିକ ଓ ବାସ୍ତବଧର୍ମୀ ଚରିତ୍ରକୁ […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଆଜି ସନ୍ଧ୍ୟାରେ ହିଞ୍ଜିଳି ଥାନା ଅନ୍ତର୍ଗତ ପିତ୍ତଳ ଗ୍ରାମ ଛକରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି। ଉକ୍ତ ଦୁର୍ଘଟଣାରେ କୁକୁଡାଖଣ୍ଡି ଗ୍ରାମର ସଞ୍ଜୟ ପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଘଟଣାରୁ ପ୍ରକାଶ ଯେ, […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କେସିଙ୍ଗା ବ୍ଲକ ଅଧିନସ୍ଥ ଉତ୍କେଲା ରୁ ବିମାନ ଉଡିବା ଟୁ ବି ଲାଇସେନ୍ସ ଦେବା ପାଇଁ ଶୁକ୍ରବାର ଦିନ ଡି ଜି ସି ଏ ର ଦୁଇ ଜଣିଆ ଅଧିକାରୀ ସମୀକ୍ଷା ପାଇଁ […]
ସୀତାରାମ ଅଗ୍ରୱାଲ ବାଣପୁର/ବାଲୁଗାଁ: ଆସନ୍ତା ସୋମବାର ଦଶମ ଶ୍ରେଣୀ ବୋର୍ଡ଼ ପରୀକ୍ଷା ସରିବାକୁ ଥିବାବେଳେ ଶନିବାର ପରୀକ୍ଷା ପ୍ରଶ୍ନ ପତ୍ରରେ ଦେଖାଯାଇଛି ବିଭ୍ରାଟ। ଶନିବାର ସାମାଜିକ ବିଜ୍ଞାନ ପରୀକ୍ଷା ବିଷୟ ଥିବାରୁ ଛାତ୍ରଛାତ୍ରୀମାନଙ୍କୁ ପ୍ରଶ୍ନପତ୍ର ବଣ୍ଟା ହେଲା ପରେ ଉକ୍ତ ତ୍ରୁଟି […]
ଭୁବନେଶ୍ବର: ଆସନ୍ତା ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ କରିବେ ପଶ୍ଚିମବଂଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜି। ସେ ଆସନ୍ତା ୨୧ ତାରିଖ ସଂଧ୍ୟାରେ ପୁରୀରେ ପହଁଞ୍ଚିବେ। ଏହାପରେ ୨୨ ତାରିଖରେ ଜଗନ୍ନାଥ ଦର୍ଶନ କରିବେ। ଏହା ପରଦିନ ଅର୍ଥାତ ୨୩ […]
ଭୁବନେଶ୍ୱର: ତ୍ୱଚାରେ ବାର୍ଦ୍ଧକ୍ୟର ଚିହ୍ନକୁ ହ୍ରାସ କରାଇବା ସହ ଶରୀରରେ ଚମକ ଆଣିବା ଦିଗରେ ସହାୟକ ହୋଇପାରୁଛି ଗଧ ଦୁଗ୍ଧରୁ ପ୍ରସ୍ତୁତ ସାବୁନ୍। ପ୍ରସାଧନ ନିମନ୍ତେ ପ୍ରସ୍ତୁତ ସାମଗ୍ରୀରେ ଯୋଡ଼ି ହୋଇଯାଇଛି ଗଧ ଦୁଗ୍ଧରୁ ପ୍ରସ୍ତୁତ ସାବୁନ। ଶିକ୍ଷା ଓ ଅନୁସନ୍ଧାନ […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଗତକାଲି ସନ୍ଧ୍ୟାରେ ସ୍ଥାନୀୟ ଛତ୍ରପୁର ରେଳଷ୍ଟେସନରେ କେନ୍ଦ୍ରାପଡ଼ା ଜିଲ୍ଲା ଡେରାବିଶ ଥାନା ଅଞ୍ଚଳର ଅନୀଲ ସେଠି ନାମକ ଜଣେ ଯୁବକ କୌଣସି କାରଣ ବଶତଃ ଚଳନ୍ତା କୋଣାର୍କ ଏକ୍ସପ୍ରେସ ଟ୍ରେନରୁ ଖସିଯିବା ସମୟରେ କର୍ତ୍ତବ୍ୟ ରତ […]
ଭୁବନେଶ୍ବର: ଯୁବ ଲେଖକ ମାନସ ରଞ୍ଜନ ବାରିକଙ୍କ ବହୁ ପ୍ରତିକ୍ଷିତ ପୁସ୍ତକ ‘ଅଣୁଗଳ୍ପ ମାନସାଙ୍କ’ ଆଜି ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀରେ ଆଜି ଉନ୍ମୋଚିତ ହୋଇଛି। ପୋଲିସ୍ ଏକାଡେମୀ ନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ, ପଞ୍ଚାୟତିରାଜ ଓ ପାନୀୟଜଳ […]
କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ଚଳିତ ସପ୍ତାହରେ ଗାଡ଼ି ଚାଳକଙ୍କ ଚକାବନ୍ଦ ଆନ୍ଦୋଳନ ସମୟରେ ଚମାଖଣ୍ଡି ଥାନା ଅନ୍ତର୍ଗତ ପୋକଡିବନ୍ଧ ଛକ ଜାତୀୟ ରାଜପଥ ଉପରେ ଗତ ଗୁରୁବାର ସନ୍ଧ୍ୟାରେ ଗାଡ଼ି ଚାଳକମାନେ ପୋଲିସ ଉପରକୁ ଆତର୍କିତ ଭାବେ ଆକ୍ରମଣ କରିଥିବା […]
ଭୁବନେଶ୍ଵର: ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ-ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ଆଉ ଏକ ଧାରାବାହିକ ‘ସାଥିରେ’। ସୋମବାରରୁ ଶନିବାର ରାତି ୮ଟାରେ ପ୍ରସାରିତ ଭିନ୍ନ ଧରଣର ଏହି ମେଗା ଧାରାବାହିକ କାହାଣୀର ମୁଖ୍ୟ ଚରିତ୍ରରେ ନଜର ଆସିଛନ୍ତି ଧାରା ଓ […]
ଭୁବନେଶ୍ଵର: ଦୋହରୀକରଣ କାର୍ଯ୍ୟକ୍ଷମ ପାଇଁ ମାଲିଗୁଡା ଏବଂ ଛତ୍ରିପୁଟ ମଧ୍ୟରେ ନିରାପତ୍ତା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି କିଛି ଟ୍ରେନକୁ ଅସ୍ଥାୟୀ ଭାବରେ ବାତିଲ ଏବଂ ଆଂଶିକ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି। ଉପରୋକ୍ତ ଆଧୁନିକୀକରଣ କାର୍ଯ୍ୟ ପାଇଁ ଅସ୍ଥାୟୀ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ୫-ଟି ସଚିବ ଭି.କେ ପାଣ୍ଡିଆନ ଦୁଇଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଅଛନ୍ତି। ସେ ଆଜି ନବରଙ୍ଗପୁରରେ ପହଁଚି ବିଭିନ୍ନ କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସେ ଆସନ୍ତାକାଲି ମଧ୍ୟ ଏହି ଜିଲ୍ଲାର ବିଭିନ୍ନ […]
କନ୍ଦର୍ପ ବେହେରା ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା ଅନ୍ତର୍ଗତ ସାଲେଭଟ୍ଟା ପଞ୍ଚାୟତ ଅନ୍ତର୍ଗତ ଵୁଢାକଟା ଗ୍ରାମର ଜନୈକା ଯୁବତୀଙ୍କୁ ଦୁଷ୍କର୍ମ ହୋଇ ଥିବା ଅଭିଯୋଗରେ ଅଭିଯୁକ୍ତଙ୍କୁ ଗୁରୁବାର ଗିରଫ କରିଛି ନାକଟିଦେଉଳ ପୋଲିସ୍। ଗିରଫ ଅଭିଯୁକ୍ତ ଜଣଙ୍କ ହେଲେ ନାକଟିଦେଉଳ […]
ଭୁବନେଶ୍ବର: ହୋମଗାର୍ଡଙ୍କ ଦୈନିକ ବେତନ ବୃଦ୍ଧି ମାମଲାରେ ଆଜି ସୁପ୍ରିମକୋର୍ଟ ଏକ ବଡ ରାୟ ଦେଇଛନ୍ତି। ସୁପ୍ରିମକୋର୍ଟଙ୍କ ଏହି ରାୟରେ ହୋମଗାର୍ଡଙ୍କୁ ଆଶ୍ଵସ୍ତି ମିଳିଛି। ହାଇକୋର୍ଟଙ୍କ ଦ୍ଵାରା ଦିଆଯାଇଥିବା ବେତନ ରାୟକୁ ସୁପ୍ରିମକୋର୍ଟ କାୟମ ରଖିଛନ୍ତି। ହୋମଗାର୍ଡଙ୍କ ଦୈନିକ ବେତନ ୫୩୩ […]
ଭୁବନେଶ୍ଵର: ନୂଆପଡ଼ାର ଦିବ୍ୟାଙ୍ଗ ଯୁବକ ଜଗଦୀଶ ଚୌହାନଙ୍କ ଆତ୍ମାହୁତି ମାମଲାରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନେଇଛନ୍ତି। ଏହି ପ୍ରରିପ୍ରେକ୍ଷୀରେ ନୂଆପଡ଼ା ତହସିଲଦାରଙ୍କୁ ନିଲମ୍ବନ କରାଯାଇଛି। ଏନେଇ ନୂଆପଡା ଜିଲ୍ଲାପାଳ ହେମକାନ୍ତ ସାଏ ସୂଚନା ଦେଇଛନ୍ତି। ତହସିଲଦାରଙ୍କୁ ପ୍ରାଥମିକ ରିପୋର୍ଟ ଆଧାରରେ ନିଲମ୍ବନ […]