କୈଳାଶ ଚନ୍ଦ୍ର ଚୌଧୁରୀ ବ୍ରହ୍ମପୁର: ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ନବନିର୍ମିତ ଛାତ୍ରାବାସରେ ତାରିଣୀ ବିଶ୍ଵାଳ ନାମରେ ଜଣେ ଛାତ୍ର ଆଜି ଅପରାହ୍ନରେ ଆତ୍ମହତ୍ୟା କରିଛନ୍ତି। ସେ ଆଇଆରପିମେ ବିଭାଗର ପ୍ରଥମ ବର୍ଷ ଛାତ୍ର। ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ। ଖବର ପାଇ ଗୋପାଳପୁର ଥାନା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଜୁନାଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନା ମାନ୍ୟତା ଓ ମେଡ଼ିସିନ ଓ ସୁର୍ଜରୀ ବିଶେଷଜ୍ଞ ଡାକ୍ତର ଅତିଶୀଘ୍ର ନିଯୁକ୍ତି ଦାବୀନେଇ ଜୁନାଗଡ଼ ସଚେତନ ସଂଗ୍ରାମ ସମିତି ତରଫରୁ ସ୍ଥାନୀୟ ଡାକ୍ତର ଖାନା ସମ୍ମୁଖରେ […]
ଭୁବନେଶ୍ୱର: ଓଡ଼ିଆ ଭାଷା ପ୍ରତିଷ୍ଠାନ, ଭୁବନେଶ୍ୱର ଏବଂ ଶ୍ରୀକୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂଶାସିତ ବିଦ୍ୟାଳୟ, ପାରଳାଖେମୁଣ୍ଡି ମିଳିତ ଆନୁକୂଲ୍ୟରେ ଶାସ୍ତ୍ରୀୟ ଓଡ଼ିଆ ଭାଷା ଦିବସ ଆଜି ପାରଳାଖେମୁଣ୍ଡି ସ୍ଥିତ ସ୍ୱୟଂ ଶାସିତ ମହାବିଦ୍ୟାଳୟରେ ପାଳିତ ହୋଇଯାଇଛି। ଏହି ଅବସରରେ ସଭାକାର୍ଯ୍ୟ ପ୍ରାରମ୍ଭରେ ବନ୍ଦେ ଉତ୍କଳ ଜନନୀ […]
ସୀତାରାମ ଅଗ୍ରୱାଲ ବାଣପୁର: ଆଉ କେତେ ଘଣ୍ଟାର ଅପେକ୍ଷା ମାତ୍ର। ରାତି ପାହିଲେ ବାଣପୁର ପଞ୍ଚୁଦୋଳ। ମହାମାରୀ କରୋନା ଦୁଇ ବର୍ଷ ଧରି ଛଡେଇ ନେଇଥିଲା ସବୁ ଆନନ୍ଦ ଉଲ୍ଲାସ। ଘରେ ରହି ହୃଦୟ ନେତ୍ରରେ ଶ୍ରଦ୍ଧାଳୁମାନେ ଅନୁଭବ କରୁଥିଲେ ଐତିହାସିକ […]
ଭୁବନେଶ୍ବର: କରୋନା ପରେ ଏବେ ଆଉ ଏକ ରୋଗ ଭୟଭିତ କରାଇଲାଣି। ସେହି ରୋଗ ହେଲା ଏଚ୍୩ଏନ୨ ଇନଫ୍ଲୁଏଞ୍ଜା। ଏହି ଏଚ୍୩ଏନ୨ ଇନଫ୍ଲୁଏଞ୍ଜା ଏକ ଭୁତାଣୁ ଜନିତ ଫ୍ଲୁ ରୋଗ ଅଟେ। ଏହା କାଶ, ଛିଙ୍କରେ ବାହାରୁଥିବା ସୂକ୍ଷ୍ମ ଜଳକଣିକା ଦ୍ୱାରା […]
ଭୁବନେଶ୍ୱର : ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଆସନ୍ତା ୨୬ ତାରିଖରେ ଦିନିକିଆ ଓଡିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହ ତଥା ସମବାୟ ବିଭାଗ ମନ୍ତ୍ରୀ ଶ୍ରୀ ଅମିତ୍ ଶାହା। ଏହି ଅବସରରେ ଶ୍ରୀ ଶାହା ଭଦ୍ରକ ଲୋକସଭା ନିର୍ବାଚନମଣ୍ଡଳୀରେ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: ଅଲ ଓଡ଼ିଶା ଅଙ୍ଗନବାଡି ଲେଡିଜ ୱାର୍କର୍ସ ଆସୋସିଏସନ ତରଫରୁ ରାଜ୍ୟ ସମ୍ପାଦିକା ଝୁନୁପମା ଶତପଥି, କଳାହାଣ୍ଡି ଜିଲ୍ଲା ସଭାନେତ୍ରୀ ସଂଜୀବନୀ ପାଢୀ ଓ ସମ୍ପାଦିକା ପ୍ରେମଳତା ସାମନ୍ତରାୟଙ୍କ ନେତୃତ୍ବରେ କଳାହାଣ୍ଡି ଜିଲ୍ଲାର ସମସ୍ତ ଅଙ୍ଗନବାଡି କର୍ମୀ […]
ଭୁବନେଶ୍ୱର: ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା (ବି.ଏସ୍.କେ.ୱାଇ.) ଏବଂ ଜିଲ୍ଲା ମାନସିକ ସ୍ୱାସ୍ଥ୍ୟ ଟିମର ମିଳିତ ପ୍ରଚେଷ୍ଟା ଗଞାମ ଜିଲ୍ଲାର ବେଲଗୁଣ୍ଠା ବ୍ଲକ୍ ଅନ୍ତର୍ଗତ କଇଥପୋଲି ହରିଜନ ସାହିର ନାବାଳିକା ବର୍ଷା ନାଇକ (୧୭ ବର୍ଷ) ପାଇଁ ବରଦାନ ସାବସ୍ତ୍ୟ ହୋଇଛି। […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ଜୁନାଗଡ ବ୍ଲକ ଅନ୍ତର୍ଗତ ବନ୍ଦୋଗୁଡା ଠାରୁ ସୋରିଷମାଳ ରାସ୍ତା ଓ ପୋଲ ନିର୍ମାଣ କାର୍ଯ୍ୟ ସୂଚନା ଫଳକ ଅନୁସାରେ ଗତ ୩୦.୧୨.୨୦୨୧ ରେ ଆରମ୍ଭ ହୋଇ ୨୯.୦୯.୨୦୨୨ ରେ […]
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଜାତୀୟ ବିପର୍ଯ୍ୟୟ ହ୍ରାସ ମଂଚ (ନ୍ୟାସନାଲ ପ୍ଲାଟଫର୍ମପର ଡିଜାଷ୍ଟର ରିକ୍ସ ରିଡକ୍ସନ ବା ଏନ୍ଡିପିଆର୍ଆର)ର ତୃତୀୟ ଅଧିବେଶନକୁ ଉଦ୍ଘାଟନ କରିଛନ୍ତି। ଏହି ମଂଚରେ ତୃତୀୟ ଅଧିବେଶନର ମୁଖ୍ୟ ବିଷୟବସ୍ତୁ ଥିଲା “ଜଳବାୟୁ ପରିବର୍ତ୍ତନରେ ସ୍ଥାନୀୟ […]
ନୂଆଦିଲ୍ଲୀ: ଆଜି ଓଡିଆ ଶିଳ୍ପପତି ତଥା ଓୟେ ହୋଟେଲ ମାଲିକ ରିତେଶ ଅଗ୍ରୱାଲଙ୍କ ବାପା ରମେଶ ଅଗ୍ରୱାଲଙ୍କ ମୃତ୍ୟୁ ହୋଇଛି। ସେ ଗୁରୁଗାଓଁ ର ଏକ ହୋଟେଲର କୋଡିଏ ମହଲାରୁ ଖସି ମୃତ୍ୟୁବରଣ କରିଥିବାର ଜଣାପଡିଛି। ଏହାକୁ ନେଇ ଦିଲ୍ଲୀରେ ଚାଞ୍ଚଲ୍ୟ […]
ଭୁବନେଶ୍ଵର: ଓଡିଶାର ୩୧ ଜଣ ଛାତ୍ର ଏବଂ ଏନଆଇଟି ରାଉରକେଲାର ପାଞ୍ଚଞ୍ଜଣିଆ ସଂଯୋଜକ ଦଳ କେନ୍ଦ୍ର ସରକାରଙ୍କ ଏକ ଭାରତ ଶ୍ରେଷ୍ଠ ଭାରତ ପଦକ୍ଷେପ ଅଧୀନରେ ଶିକ୍ଷା ମନ୍ତ୍ରଣାଳୟର ଯୁବାସଙ୍ଗମ କାର୍ଯ୍ୟକ୍ରମରେ ସିକ୍କିମ୍ ଭ୍ରମଣ ସହିତ ସେମାନଙ୍କର ଯାତ୍ରା ଶେଷ କରି […]
କନ୍ଦର୍ପ ବେହେରା ରେଢାଖୋଲ: ଜଣେ ବିବାହିତା ମହିଳା ଶାଶୂ ଘରର ଅତ୍ୟଧିକ ଗଞଣା ସହ୍ୟ କରି ନ ପାରି ଶେଷରେ ବିଷ ପିଇ ଆତ୍ମହତ୍ୟା କରିଥିବା ଘଟଣା ନାକଟିଦେଉଳ ଥାନା ଅଂଚଳରେ ଘଟିଛି। ସେ ପଟେ ନବ ବଧୂର ଶାଶୂ, ଶ୍ୱଶୁର […]
ରଣପୁର: ଦାବି ପୂରଣ ନ ହେଲେ ସାମୁହିକ ଛୁଟିରେ ଯିବେ ଏନ.ପି.ଏସ. ମିଳିତ ପ୍ରାଥମିକ ଶିକ୍ଷକ ସଙ୍ଘ। ପ୍ରାଥମିକ ବିଦ୍ୟାଳୟରେ ଠିକା ନିଯୁକ୍ତି ଉଚ୍ଛେଦ ସହ ସେମାନଙ୍କୁ ତୁରନ୍ତ ନିୟମିତ କରିବା, ସମସ୍ତ ଏନ.ପି.ଏସ.ଶିକ୍ଷକ ଶିକ୍ଷୟତ୍ରୀଙ୍କ ୬ ବର୍ଷ ଠିକା କାର୍ଯ୍ୟକାଳକୁ […]
ସୀତାରାମ ଅଗ୍ରୱାଲ ବାଲୁଗାଁ: ଆଜି ପୂର୍ବାହ୍ନରେ ନିଖିଳ ଓଡିଶା ବିଦ୍ୟୁତ ଠିକା କର୍ମଚାରୀ ମହାସଂଘ ପକ୍ଷରୁ ବାଲୁଗାଁ ଟିପିସିଓଡିଏଲ କାର୍ଯ୍ୟାଳୟ ସମ୍ମୁଖରେ ୪ଦଫା ଦାବି ନେଇ ଶତାଧିକ କର୍ମଚାରୀ ଧାରଣା ଦେଇଛନ୍ତି।ପ୍ରମୁଖ ଦାବି ମଧ୍ୟରେ ଦୀର୍ଘ ୧୦ ବର୍ଷରୁ ଉର୍ଦ୍ଧ୍ବ ସମୟ […]
ଚିଲିକା: ଆଜି ଖୋର୍ଦ୍ଧା ଜିଲ୍ଲା ଚିଲିକା ତହସିଲଦାର ଏକ ମହତ୍ତ କାର୍ଯ୍ୟ କରିଛନ୍ତି। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ବାସ୍ତବରେ ଦୁର୍ଘଟଣାରେ ଆହତ ହୋଇଥିବା ଦୁଇ ବାଇକ ଚାଳକଙ୍କୁ ଚିଲିକା ତହସିଲଦାର ଉଦ୍ଧାର କରି ନିଜ ଗାଡି […]
ରାଉରକେଲା: ଭାରତର ବୃହତମ ତଥା ଦିନକୁ ଦିନ ଦ୍ରୁତଗତିରେ ବୃଦ୍ଧି ପାଉଥିବା ରିଲାଏନ୍ସ ରିଟେଲ୍ ର ଆପାରେଲ ଏବଂ ଆସେସୋରୀ ସ୍ପେଶାଲିଟି ଚେନ୍ ଟ୍ରେଣ୍ଡ୍ସ ଓଡ଼ିଶାର ରାଉରକେଲା ସହରସ୍ଥିତ ପ୍ଲୁଟୋନ ମଲ୍ରେ ନୂଆ ଷ୍ଟୋର ଶୁଭାରମ୍ଭ କରିଛି। ଟ୍ରେଣ୍ଡ୍ସ ବାସ୍ତବରେ ଭାରତର […]
ପୁରୀ: ଆଜି ପୁରୀରେ ପୁଣି ନିଆଁ ଲାଗିଛି। ଗତକାଲି ପୁରୀର ମରିଚିକୋଟ ଛକରେ ଥିବା ସମ୍ରାଟ ମାର୍କେଟ କଂପ୍ଲେକ୍ସରେ ନିଆଁ ଲାଗିଥିଲା। ସେଠାରେ ପ୍ରାୟ ଛତିଶ ଘଣ୍ଟା ପରେ ନିଆଁକୁ ଆୟତ କରାଯାଇଥିଲା। ଏହି ଘଟଣା ନେଇ ପୁରୀବାସୀ ଆତଙ୍କିତ ଥିବା […]
ଭୁବନେଶ୍ବର: ଦୋଳ ଉତ୍ସବ ବେଳେ ପାରିକୁଦ ରାଜା ସନ୍ତୋଷ କୁମାର ଦେବ ଘୋଷଣା କଲେ ଯେ ସେ ଚିଲିକାରୁ ବିଜେଡି ପ୍ରାର୍ଥୀ ହେବାକୁ ଆଗ୍ରହୀ ଅଛନ୍ତି। ଏମିତି ତ ସେହି ନିର୍ବାଚନ ମଣ୍ଡଳୀ ପାଇଁ ବହୁ ନେତା ବିଧାୟକ ପ୍ରାର୍ଥୀ ହେବେ […]
ଭୁବନେଶ୍ବର: ଏଣିକି କଣ୍ଟ୍ରୋଲ ଡିଲରଙ୍କ ସମୟ ସୀମା ଆଉ ଏକ ବର୍ଷ ପାଇଁ ବୃଦ୍ଧି କରାଯାଇଛି। କାରଣ ସେମାନଙ୍କୁ ଦିଆଯାଇଥିବା ଲାଇସେନସର ସମୟ ଚଳିତ ମାର୍ଚ୍ଚ 31 ତାରିଖରେ ଶେଷ ହେଉଥିଲା। ସାଧାରଣ ବଣ୍ଟନରେ ଅସୁବିଧା ନ ହେବା ପାଇଁ ରାଜ୍ୟ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ପ୍ରମୁଖ ସହର ଜୁନାଗଡ଼ ସ୍ଥିତ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ଉପଖଣ୍ଡ ସ୍ତରୀୟ ଡାକ୍ତରଖାନା ମାନ୍ୟତା ତଥା ମେଡ଼ିସିନ ଓ ସର୍ଜରୀ ବିଶେଷଜ୍ଞ ଡାକ୍ତର ଅତିଶୀଘ୍ର ନିଯୁକ୍ତି ଦାବୀ ନେଇ ଜୁନାଗଡ଼ ସଚେତନ ସଂଗ୍ରାମ […]