ରାଜ୍ୟ ଖବର

ଭୁବନେଶ୍ବର: ଅପରାଜିତା ଷଡଙ୍ଗୀ, ଭୁବନେଶ୍ବର ସାଂସଦ। ଏଥର ନିର୍ବାଚନ ପରେ ତାଙ୍କର ରାଜନୈତିକ ହାବଭାବରେ ପରିବର୍ତ୍ତନ ହେବ ବୋଲି ଆଶା କରାଯାଉଥିଲା। ହେଲେ ତାହା ହେଲା ନାହିଁ।…

ଝାରସୁଗୁଡା: ଶ୍ରୀଗଣେଷଙ୍କୁ ପୂଜା କଲେ ସବୁ ବିଘ୍ନକୁ ନାସ କରନ୍ତି। ସେଥିପାଇଁ ସମସ୍ତେ ଗଣେଷ ଚତୁର୍ଥୀରେ ପ୍ରଭୃ ଶ୍ରୀ ଗଣେଷଙ୍କୁ ଆବାହନ କରିଥାନ୍ତି। ଠିକ ସେହିପରି ଝାରସୁଗୁଡାର…

ଭୁବନେଶ୍ୱର: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞା‌ନକୌଶଳର ସଫଳ ପ୍ରୟୋଗ ତଥା ଉତ୍ସର୍ଗୀକୃତ ଭାବନାର ଉଲ୍ଲେଖନୀୟ ପ୍ରଦର୍ଶନ କରିଛି ଏମ୍‌ସ ଭୁବନେଶ୍ୱର। ଅତ୍ୟାଧୁନିକ ଏକ୍‌ମୋ ଥେରାପି ପ୍ରୟୋଗ କରି…

ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ…

ବାଣପୁର (ସୀତାରାମ ଅଗ୍ରୱାଲ): ଉପକୂଳ ଓଡ଼ିଶାର ମହାନ ପର୍ବ ଷଷ୍ଠୀ ଓଷା, ଭାଦ୍ରବ ଶୁକ୍ଳ ଷଷ୍ଠୀ ଦିନ ପୁରପଲ୍ଲୀର ପ୍ରତି ଘରେ ଭାଗ୍ୟର ଦେବୀ ଷଷ୍ଠୀଦେବୀଙ୍କୁ ଛଅତିଅଣ…

ବାଲୁଗାଁ( ସୀତାରାମ ଅଗ୍ରୱାଲ): ଆଜି ବାଣପୁର ଓ ଚିଲିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଏବଂ ଜନସେବା କେନ୍ଦ୍ର ତଦାରଖ କରିଥିଲେ ଆଇନ, ପୂର୍ତ୍ତ…

ଭୁବନେଶ୍ବର: ଏସ୍‌ୟୁ-୩୦ ଏମକେଆଇ ବିମାନ ଲାଗି ୨୪୦ ଏଏଲ୍-୩୧ ଏଫପି ଏରୋ ଇଞ୍ଜିନ୍ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ସହ ୨୬,୦୦୦ କୋଟିରୁ…

ଭୁବନେଶ୍ଵର: ଭାରତୀୟ ସୂଚନା ସେବା ୧୯୯୯ ବ୍ୟାଚର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ…

ଭୁବନେଶ୍ବର: ଗତକାଲି ସମ୍ବଲପୁରରେ ଆୟୋଜିତ ସିଏମ କିଶାନ ଯୋଜନା ଉଦଘାଟନ ବୈଠକରେ ଏକ ଅଦଭୂତ ସ୍ଥିତି ଦେଖିବାକୁ ମିଳିଥିଲା। ତାହା ହେଲା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ ପାତ୍ରପଡା ଆଦର୍ଶ ହୋମ ଠାରେ ଓଡିଶାର ପ୍ରଥମ ମାନସିକ ୱେଲନେସ କେନ୍ଦ୍ର ଉଦଘାଟନ ହୋଇଯାଇଛି। ଏହି ଆଦର୍ଶ ହୋମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମାନସିକ…

ଭୁବନେଶ୍ବର: ଖୁବ ଶିଘ୍ର ଭଙ୍ଗା ଯିବା ବହୁ ଲୋକଙ୍କ ଗୁରୁତ୍ବ ବହନ କରୁଥିବା ଦିଲ୍ଲୀସ୍ଥିତ ଓଡିଶା ଭବନ। ଏ ନେଇ ରାଜ୍ୟ ସରକାର ପୁର୍ତ୍ତ ବିଭାଗକୁ ନିର୍ଦ୍ଦେଶ…

ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର–ପଶ୍ଚିମ ବଙ୍ଗୋପସାଗର ରେ ଅବପାତ କ୍ଷେତ୍ର ସୃଷ୍ଟି ହୋଇଛି । ଫଳରେ ଏହା ଉତ୍ତର…

ଖୋର୍ଦ୍ଧା: ଆଜି ପବିତ୍ର ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସିଏମ କିଷାନ ସହାୟତାର ଶୁଭାରମ୍ଭ କରିଛନ୍ତି। ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଅଡିଟରିମରୁ ଭିଡ଼ିଓ କନଫରେନ୍ସ…

ଭୁବନେଶ୍ବର: ଓଡିଶାର ଏକ ଗଣ ପର୍ବ ହେଉଛି ନୂଆଁଖାଇ, ଯାହା ପଶ୍ଚିମ ଓଡିଶାରେ ବିଶେଷ ଭାବେ ପାଳିତ ହେଉଛି। ଏହି ପର୍ବଟି ଧାନ ଅମଳର ଖୁସିରେ ଚାଷୀମାନେ ପାଳନ…

ଭୁବନେଶ୍ଵର: ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟ ସରକାର ସିଏମ୍ କିଷାନ ଯୋଜନା ଲାଗୁ କରିବେ ବୋଲି ଘୋଷଣା କରିଛନ୍ତି। ତେଣୁ ଏହି ପ୍ରରିପ୍ରେକ୍ଷୀରେ ଆଜିଠାରୁ ସିଏମ୍ କିଷାନ…

ଭୁବନେଶ୍ବର: ଆଜି ହେଉଛି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ। ଏହି ପର୍ବ ପାଇଁ ଆଜି ସାରା ପଶ୍ଚିମ ଓଡିଶା ଦୁଲୁକିବାରେ ଲାଗିଛି। କାରଣ ଆଜି ଚାଷିପୁଅ ତାହାର…

ଭୁବନେଶ୍ୱର: ଆଜି ଗଣେଶ ଚତୁର୍ଥୀ। ଭୁବନେଶ୍ୱର ର ବିଭିନ୍ନ ପୂଜା ମଣ୍ଡପ ରେ ପୂଜା ପାଉଛନ୍ତି ସିଦ୍ଧିଦାତା ଗଜାନନ.ଏହି ଅବସରରେ ଗଣେଶ ଭଗବାନ ଙ୍କ ଆଶୀର୍ବାଦ ପାଇଁ…

ଭୁବନେଶ୍ବର: ଶିଳ୍ପ ମାଧ୍ୟମରେ ରାଜ୍ୟରେ ଅର୍ଥନୈତିକ ବିକାଶ ହୋଇପାରିବ। କ୍ଷୁଦ୍ର, ମଧ୍ୟମ, ଲଘୁ ଶିଳ୍ପ ଜରିଆରେ ଅଧିକ ରୋଜଗାର ସୃଷ୍ଟି ହୋଇପାରିବ। ଆମ ସରକାର ଏହି ସମସ୍ତ…

ଭୁବନେଶ୍ୱର: ଆଗାମୀ ୧୭ ତାରିଖରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ମହିଳା ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ। ଏହି…

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍‌)ରେ ନିକଟରେ ଆୟୋଜିତ ୨୪ ଘଂଟିଆ ହାକରୱାର ୫.୦ ର…