ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଜଙ୍ଗଲ ଜମିରେ ଅଣ ଜଙ୍ଗଲ…
ରାଜ୍ୟ ଖବର
ରେଢ଼ାଖୋଲ (କନ୍ଦର୍ପ ବେହେରା ): ଝିଅର ପାଠ ପଢା ପାଇଁ ଆବଶ୍ୟକ କାଗଜପତ୍ର ଦସ୍ତଖତ କରିବାକୁ ଯାଉଥିବା ସମୟରେ ରାସ୍ତାରେ ମହିଳାଙ୍କ ଅଜଣା ଗାଡି ଧକ୍କାରେ ମୃତ୍ୟୁ…
ଭୁବନେଶ୍ୱର: ଗୁଜରାଟ ସୁରଟର ଶ୍ରୀ ଦିବ୍ୟାଙ୍ଗ ପଚ୍ଚଗରଙ୍କ ସଂସ୍ଥା ମୋବାଇଲ୍ ବିକିରଣକୁ ହ୍ରାସ କରିବା ଲାଗି ଗାଈ ଗୋବରରୁ ଏକ ସ୍ୱତନ୍ତ୍ର ଉତ୍ପାଦ ପ୍ରସ୍ତୁତ କରିଛି। ଏହାକୁ…
ଭୁବନେଶ୍ୱର: ଆଧୁନିକ ସମାଜର ଆବଶ୍ୟକତା ଅନୁସାରେ ଭବିଷ୍ୟତରେ ସଫଳ ନାଗରିକ ଗଢିବା ପାଇଁ ଓଡିଏମ୍ ଶିକ୍ଷାସମୂହ ପ୍ରଥମରୁ ନବମ ଶ୍ରେଣୀ ପର୍ଯ୍ୟନ୍ତ ଆର୍ଟିଫିସିଆଲ ଇଂଟେଲିଜେନ୍ସ ପାଠ୍ୟକ୍ରମର ଶୁଭାରମ୍ଭ…
ଭୁବନେଶ୍ୱର: ସାରା ରାଜ୍ୟରେ ସରକାରୀ ଜମିରୁ ବେଆଇନ ଦଖଲ ହଟାଇବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜିଲ୍ଲାପାଳ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ…
ଭୁବନେଶ୍ୱର: ଆଗାମୀ ଅଲିମ୍ପିକ୍ସରେ ଭାରତର ପ୍ରତିନିଧିତ୍ୱ କରିବାକୁ ଯୋଗ୍ୟତା ଅର୍ଜନ କରିଥିବା ଓଡ଼ିଶାର ଦୁଇ ଯୁବ ତାରକା କିଶୋର ଜେନା ଏବଂ ଅମିତ ରେହିଦାସଙ୍କୁ ଲକ୍ଷ୍ୟ ସାଧନ…
ପୁରୀ: ବିଶ୍ଵ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ପୁରୀ ଶରଧାବାଲି ସ୍ଥିତ ଭୋଳାନାଥ ବିଦ୍ୟାପୀଠରେ ଚାଲିଥିବା ପଲ୍ଲୀଶ୍ରୀ ମେଳା ପରିସରରେ ଆୟୋଜିତ ହୋଇଛି ସ୍ବତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀ। ସୂଚନା…
ପୁରୀ: ଗତକାଲି ପୁରୀ ରଥଯାତ୍ରାରେ ଦେଖିବାକୁ ମିଳିଲା ଏକ ବିରଳ ଦୃଶ୍ୟ। ଏହା କୌଣସି ଧାର୍ମିକ ଘଟଣା ହୋଇ ନ ଥିଲେ ମଧ୍ୟ ସାରା ଓଡିଶାରେ ତାହା…
ପୁରୀ: ଆଜି ସକାଳୁ ପୁରୀ ବେଳାଭୂମିରେ ମର୍ଣ୍ଣିଂୱାକ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ନିଜର ସୁରକ୍ଷା କର୍ମୀଙ୍କ ଗହଣରେ ସେ ବେଳାଭୂମିରେ ବେଶ କିଛି ସମୟ ଚାଲିଥିଲେ।…
ଭୁବନେଶ୍ବର: ନିର୍ବାଚନରେ ବିପର୍ଯ୍ୟୟର ବହୁଦିନ ପରେ ବିଜେଡିର ଚେତା ପଶିଛି। ଏବେ ରାଜ୍ୟ କମିଟର ବ୍ୟାପକ ପରିବର୍ତ୍ତନ କରିଛି। କେବଳ ଜିଲ୍ଲା ଏବଂ ତଳ ସ୍ତରୀୟ କମିଟଗୁଡିକରେ…
ବାଲୁଗାଁ (ସୀତାରାମ ଅଗ୍ରୱାଲ): ଚିଲିକା ବ୍ଳକ ଅନ୍ତର୍ଗତ ନଇରୀ ନିକଟ ଲୀଳାକ୍ଷେତ୍ର କାଙ୍କଣଶିଖରୀ ଠାରେ ମହାସମାରୋହରେ ବିଶ୍ୱନିୟନ୍ତାଙ୍କ ପବିତ୍ର ରଥଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଚିଲିକା ହ୍ରଦର ଅଥଳ…
ପୁରୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓଡ଼ିଶାର ପବିତ୍ର ସହର ପୁରୀରେ ଆୟୋଜିତ ବାର୍ଷିକ ରଥଯାତ୍ରା ମହୋତ୍ସବରେ ଯୋଗ ଦେଇଛନ୍ତି। ଏକ୍ସରେ ଏକ ପୋଷ୍ଟରେ ସେ ତାଙ୍କ ଅନୁଭୂତି…
ଭୁବନେଶ୍ବର: ବିଶ୍ୱ ପ୍ରସିଦ୍ଧ ପୁରୀ ରଥଯାତ୍ରା ସମୟରେ ଜନ ସାଧାରଣ ଙ୍କୁଉତ୍ତମ ଭାବେ ଆୟୁର୍ବେଦ ଓ ହୋମିଓପ୍ୟାଥିକ ସ୍ଵାସ୍ଥ୍ୟ ସେବା ଯୋଗାଇ ଦେବା ସହିତ ଆୟୁର୍ବେଦ ଓ…
ଭୁବନେଶ୍ବର: ଆଜି ରଥ ଯାତ୍ରା ସମୟରେ ଭିଡ଼ ଯୋଗୁ ବଲାଙ୍ଗିର ସଇଁତଳାର ଜଣେ ଶ୍ରଦ୍ଧାଳୁ ଲଳିତ ବାଗର୍ତିଙ୍କ ମୃତ୍ୟୁ ଘଟିଛି। ସେ ରଥଟାଣିବା ବେଳେ ଶ୍ବାସରୁଦ୍ଧ ହୋଇପଡିଥିବାର…
ପୁରୀ: ଆଜି ମହାପ୍ରଭୃଙ୍କ ରଥଯାତ୍ରାର ପ୍ରଥମ ଦିନରେ ତିନି ରଥ ଆଗପଛ ହୋଇ ସିଂହଦ୍ବାରରୁ ଅଳ୍ପ ଦୂରରେ ରହିଛନ୍ତି। ପ୍ରଥମେ ବଡଭାଇ ବଳଭଦ୍ର ଏବଂ ପରେ ମା…
ରଣପୁର: ଓଡିଶାର ଦ୍ୱିତୀୟ ଶ୍ରୀ କ୍ଷେତ୍ର ଭାବେ ପରିଚିତ ରଣପୁର ଗୁଣ୍ଡିଚା ରଥଯାତ୍ରାରେ ଆଜି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିବା ଦେଖିବାକୁ ମିଳିଛି। ମାଦଳା ପାଞି ଓ…
ଭୁବନେଶ୍ବର, ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପରଂପରା କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି। ଏହାର ପ୍ରମାଣ ବିଭିନ୍ନ ସମୟରେ ଐତିହାସିକମାନେ ବର୍ଣ୍ଣନା କରିଛନ୍ତି। ସେହିପରି ବହୁ ପ୍ରାଚୀନ…
ଭୁବନେଶ୍ବର: ଆଜି ହେଉଛି ରଥଯାତ୍ରା। ତେବେ ସବୁ ବର୍ଷ ରଥାଯାତ୍ରା ହୁଏ। ହେଲେ ଏଥର ରଥଯାତ୍ରା ହେଉଛି ଏକ ବିରଳ ରଥଯାତ୍ରା। କାରଣ ହେଲା ଏଥର ରଥଯାତ୍ରା…
ଭୁବନେଶ୍ଵର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଶନିବାର ଭୁବନେଶ୍ୱରଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀ ସମାରୋହରେ ଯୋଗ ଦେଇଛନ୍ତି। ଏହି ଅବସରରେ ରାଷ୍ଟ୍ରପତି କହିଥିଲେ ଯେ,…
ରଣପୁର: ଆଜି ପବିତ୍ର ଗୁଣ୍ଡିଚା ଯାତ୍ରା, ଭାଇ ଭଉଣୀଙ୍କୁ ସାଙ୍ଗରେ ଧରି ଜଗତର ନାଥ ଜଗନ୍ନାଥ ରଥା ରୁଢ ହୋଇଯିବେ ମାଉସୀ ଘରକୁ। ସେଥିପାଇଁ ରଣପୁର ରଜବାଟୀ…
ଭୁବନେଶ୍ବର: ଆସନ୍ତାକାଲି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ପୁରୀ ବଡ ଦାଣ୍ଡରେ ରଥ ଉପରେ ବିଜେ କରିବେ ପ୍ରଭୃ ଜଗନ୍ନାଥ, ମା ସୁଭଦ୍ରା ଏବଂ ବଡ ଭାବେ ବଳଭଦ୍ର।…

