ରାଜ୍ୟ ଖବର

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଚମାଖଣ୍ଡି ଥାନା ଅନ୍ତର୍ଗତ ମାଣ୍ଡିଆପଲୀ ଛକରେ ଗୋସୁରକ୍ଷା ମଞ୍ଚ କର୍ମୀ, ବଜରଙ୍ଗଦଳ କର୍ମୀ ଓ କିଛି ସ୍ଥାନୀୟ ଲୋକେ…

ଚିଲିକା (ସୀତାରାମ ଅଗ୍ରୱାଲ): ଭାରତୀୟ ନୌପୋତ ଚିଲିକା ଠାରେ ଆନ୍ତ – ଡିଭିଜନାଲ କ୍ରସ – କଣ୍ଟ୍ରି ଚାମ୍ପିଅନସିପ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା, ଷ୍ଟେସନ କମାଣ୍ଡର କମୋଡୋର…

ଭୁବନେଶ୍ୱର: ଯୁବ ଜ୍ୟୋତିର୍ବିଜ୍ଞାନୀ ମେଧା ଅନ୍ବେଷଣ କାର୍ଯ୍ୟକ୍ରମରେ ସଫଳ ହୋଇଥିବା ୨୦ ଜଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧିତ କରିବା ଏବଂ ସେମାନଙ୍କର ମହାକାଶ ପ୍ରୟୋଗ କେନ୍ଦ୍ର, ଅହମଦାବାଦକୁ ପରିଦର୍ଶନ…

ଭୁବନେଶ୍ୱର: ଓଡ଼ିଶା ବିଧାନସଭା ସ୍ୱରୂପ ବଦଳିଛି ଓ କାର୍ଯ୍ୟଧାରାରେ ବ୍ୟାପକ ପରିବର୍ତ୍ତନ ସମ୍ଭବ ହୋଇପାରିଛି। ସମସ୍ତ କାର୍ଯ୍ୟର ଡିଜିଟାଇଜେସନ୍‌ ପ୍ରକ୍ରିୟା ଆରମ୍ଭ ହୋଇଛି। ବିଧାନସଭାର କାର୍ଯ୍ୟକୁ କାଗଜବିହୀନ…

ଭୁବନେଶ୍ୱର: ଶିଶୁ ସାହିତ୍ୟ କ୍ଷେତ୍ରରେ ନୂତନ ପ୍ରତିଭାମାନଙ୍କ ପ୍ରୋତ୍ସାହନ, ପ୍ରକାଶକମାନଙ୍କ ଦିଗ୍‌ଦର୍ଶନ ନେଇ ଶିଶୁ ସାହିତ୍ୟିକ ମାନସ ରଂଜନ ସାମଲ ଗୁରୁତ୍ୱ ଆରୋପ କରିଛନ୍ତି । ଗତକାଲି…

 ଭୁବନେଶ୍ଵର: ରେଳ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର ପୁରୀ ରେଳ ଷ୍ଟେସନ ପରିଦର୍ଶନ କରି ରଥଯାତ୍ରା…

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ଦେଶ ବିଦେଶରେ ବ୍ୟୁଟି ଥେରାପି ଏବଂ ହେୟାର ଡ୍ରେସିଂ କ୍ଷେତ୍ରରେ ଭଲ ଚାହିଦା ରହିଛି। ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱରସ୍ଥିତ ବିଶ୍ୱ ଦକ୍ଷତା…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଖୋଡାସିଙ୍ଗି ଗୋପାଳପୁର ଓଭରବ୍ରିଜ୍ ତଳେ ରେଳ ଲାଇନ୍ ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ରେଳ ଚକା…

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଜାଗୁଳାଇ ପାଟଣା ରଥଯାତ୍ରା ଉପଲକ୍ଷେ ଏକ ପ୍ରସ୍ତୁତି ବୈଠକ ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଦିନ ୧୧ ଘଟିକାରେ ଅନୁଷ୍ଠିତ ହୋଇଯାଇଛି। ଉପଜିଲ୍ଲାପାଳ…

ଭୁବନେଶ୍ୱର: ଅନୁଗୁଳ ଜିଲ୍ଲାର ଟିକରପଡା ଠାରେ ମହାନଦୀରେ କୁମ୍ଭୀର ଆକ୍ରମଣରେ ଗୋଟିଏ ବାଳକର ମୃତ୍ୟୁ ଘଟଣା ରେ ମୂଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…

ଭୁବନେଶ୍ୱର: ଗତ ରାତିରେ ଲଦାଖରେ ଯୁଦ୍ଧ ଅଭ୍ୟାସ ଚାଲିଥିବା ବେଳେ ଏକ ନଦୀରେ ସେନା ଟ୍ୟାଙ୍କ ଭାସିଯିବା ରୁ ସେନାର ପାଞ୍ଚ ଜଣ ଯବାନଙ୍କ ସହିଦ ହେବା…

ଭୁବନେଶ୍ବର: ଓଡିଶା ସରକାରଙ୍କ ବରିଷ୍ଠ ଆଇଏଏସ ଅଧିକାରୀ ତଥା ଉନ୍ନୟନ କମିଶନର ଅନୁ ଗର୍ଗ କେନ୍ଦ୍ରକୁ ଯିବେ। ଆଜି ଏ ନେଇ କେନ୍ଦ୍ରୀୟ ନିଯୁକ୍ତି କ୍ୟାବିନେଟ କମିଟ…

ଭୁବନେଶ୍ବର: ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ, ଜଳ ସଂପଦ ବିଭାଗ ଶ୍ରୀମତୀ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ଜଳ ଶକ୍ତି ଅଭିଯାନ-୨୦୨୪ “କ୍ୟାଚ-ଦି-ରେନ୍”…

ଭୁବନେଶ୍ୱର: ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ୭୫ତମ ସଂସ୍କୃତି ଚର୍ଚ୍ଚା ସମ୍ପାନ ସମାରୋହ ଅନୁଷ୍ଠିତ ହୋଇ ଯାଇଅଛି। ଉକ୍ତ ଉତ୍ସବରେ ମୁଖ୍ୟ ବକ୍ତା ଭାବରେ ଯୋଗଦାନ କରିଥିଲେ ଡାକ୍ତର…

ନୂଆଦିଲ୍ଲୀ: ଆଜି ସକାଳେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ଦୁଇ ଉପମୁଖ୍ୟମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କ ସମଧୀପିଠରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ପ୍ରଥମେ ସମସ୍ତେ ରାଜଘାଟ ଯାଇ ସେଠାରେ ମହାତ୍ମାଗାନ୍ଧୀଙ୍କୁ…

ଭୁବନେଶ୍ୱର: ଓଡିଶାବାସୀଙ୍କ ଆର୍ଶୀବାଦରେ ଭାରତୀୟ ଜନତା ପାର୍ଟୀ ପ୍ରଥମ ଥର ପାଇଁ ରାଜ୍ୟରେ ଏକାକୀ ସରକାର ଗଠନ କରିଛି। ଏଥି ସହ ଦେଶବାସିଙ୍କ ଆର୍ଶୀବାଦ ପାଇ ଶ୍ରୀ…

ପୁରୀ: ଆଜି ଅପରାହ୍ନରେ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ପୁରୀ ଗସ୍ତରେ ଆସି ରଥଯାତ୍ରା ଆୟୋଜନ ସମ୍ପର୍କରେ କ୍ଷେତ୍ର ପରିଦର୍ଶନ ଓ ଅନୁଧ୍ୟାନ କରିଛନ୍ତି। ଏହି ଅବସରରେ ଶ୍ରୀକ୍ଷେତ୍ରକୁ…

ଭୁବନେଶ୍ୱର: କେନ୍ଦ୍ର ଡେପୁଟେସନରୁ ଫେରିବା ପରେ ବରିଷ୍ଠ ପ୍ରଶାସକ ମନୋଜ ଆହୁଜାଙ୍କୁ ରାଜ୍ୟ ସରକାର ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ଦେଇଛନ୍ତି। ବର୍ତ୍ତମାନର ମୁଖ୍ୟ ଶାସନ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ପାଟପୁର ଥାନା ଅନ୍ତର୍ଗତ ରାମଚନ୍ଦ୍ରପୁର ଗ୍ରାମ ରଘୁନାଥ ଉଚ୍ଚ ବିଦ୍ୟାଳୟରେ ଅଭାବନୀୟ ଘଟଣା ଘଟିଛି। ଜଣେ ଛାତ୍ରର ଆକ୍ରମଣରେ…

ଭୁବନେଶ୍ୱର: ଦେଶରେ ନୂଆ ଅପରାଧିକ ଆଇନ ଲାଗୁ ହେବା ପରିପ୍ରେକ୍ଷୀରେ ଗଣମାଧ୍ୟମର ଭୂମିକା ବୃଦ୍ଧି ପାଇଛି। ମାନବାଧିକାର ସୁରକ୍ଷା କ୍ଷେତ୍ରରେ ଗଣମାଧ୍ୟମର ଗୁରୁଦାୟିତ୍ୱ ରହିଥିବା କାରଣରୁ ସାମ୍ବାଦିକମାନେ…