ଭୁବନେଶ୍ୱର: ଭୁବନେଶ୍ୱର ହୋଟେଲ ‘ନିମନ୍ତ୍ରଣ’ରେ ଟଙ୍କା ହେରଫେର ନେଇ ଓଟିଡିସି ମ୍ୟାନେଜର ଓ ଠିକା କର୍ମଚାରୀଙ୍କୁ ଗିରଫ କରାଯାଇଛି। ସହିଦନଗର ପୋଲିସ ମ୍ୟାନେଜର ଅର୍ଦ୍ଧେନ୍ଦୁ ଶେଖର ମହାନ୍ତି ଓ ଠିକା କର୍ମଚାରୀ ସୁନିଲ ଘଡେଇଙ୍କୁ ଗିରଫ କରିଛି । ସେମାନେ ହୋଟେଲର […]
ଭୁବନେଶ୍ବର: ଆଜିଠାରୁ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ। ତେବେ ଆସନ୍ତାକାଲିଠାରୁ ୭ ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଆସନ୍ତାକାଲିଠାରୁ ଅଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି। ଅନୁଗୁଳ, ବରଗଡ଼, କଟକ, […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀଙ୍କୁ ସୌଜନ୍ୟ ସାକ୍ଷାତ କରିଛନ୍ତି ଅଭିନେତା ଆର ମାଧବନ। ଆଜି ନବୀନ ନିବାସରେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହିତ ସଂସ୍କୃତି ଓ ସିନେମା ସଂପର୍କରେ ଆଲୋଚନା କରିଛନ୍ତ। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି […]
ଖୋର୍ଦ୍ଧା: ଗତକାଲି ଅବକାରୀ ବିଭାଗ ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ସଦର ଥାନା ଏବଂ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଅବକାରୀ ବିଭାଗ ଗିରଫ କରିଛି। ସଦର ଥାନା ଅନ୍ତର୍ଗତ […]
ଭୁବନେଶ୍ବର: ଶେଷରେ ଜୀବନ ଯୁଦ୍ଧରେ ହାରିଗଲେ ଅଭିନେତ୍ରୀ ରାଜେଶ୍ବରୀ ରାୟ ମହାପାତ୍ର। ସେ କ୍ୟାନସର ରୋଗରେ ପିଡିତା ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ। ତାଙ୍କର ପରଲୋକରେ ଓଡିଆ ସିନେ ତଥା ଟେଲି ଜଗତରେ ଶୋକର ଛାୟା ଖେଳିଯାଇଛି। […]
ନୂଆଦିଲ୍ଲୀ: ଆଜି ଦିନ ୧୧ ଟା ବେଳେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ଗଣତି ଆରମ୍ଭ ହେବ। ସଂସଦ ଭବନରେ ଏହି ଗଣତି କରାଯିବ। ତେବେ ଏହି ଗଣତି ପୂର୍ବରୁ ଏହା ନିଶ୍ଚିତ ହୋଇଛି ଯେ ଏନଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ […]
ଭୁବନେଶ୍ବର: ଗତକାଲି ରାଜ୍ୟରେ ୧୧୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧୯୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୧୯୬ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬୯ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୯୯ ଜଣ […]
ନୂଆଦିଲ୍ଲୀ: ଆଜି ଭାରତର ପରବର୍ତ୍ତି ରାଷ୍ଟ୍ରପତି କିଏ ହେବ ସେ ନେଇ ହେବ ଘୋଷଣା। କାରଣ ଆଜି ହେବ ଭୋଟ ଗଣତି। ଦିନ ୧୧ ଟା ବେଳେ ଏହି ଗଣତି ଆରମ୍ଭ କରାଯିବ। ତେବେ ଏହି ଗଣତି ପୂର୍ବରୁ ଏହା ନିଶ୍ଚିତ […]
ଭୁବନେଶ୍ୱର : ପ୍ରଦେଶ ଛାତ୍ର କଂଗ୍ରେସ ସଭାପତି ୟାସିର ନୱାଜଙ୍କ ନେତୃତ୍ୱରେ ରୁଚିକା ମହାନ୍ତିଙ୍କ ପରିବାରକୁ ନ୍ୟାୟ, ର୍ୟାଗିଂମୁକ୍ତ କ୍ୟାମ୍ପସ ଏବଂ ସମ୍ବଲପୁର ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କ ସରକାରୀ ବାସଭବନ ଘେରାଉ କରାଯାଇଥିଲା। ଏହି […]
ଭୁବନେଶ୍ୱର : ଭାରତୀୟ ରେଡ଼କ୍ରସ୍ ,ଓଡ଼ିଶା ରାଜ୍ୟ ଶାଖା ପାଣ୍ଠି ସଂଗ୍ରହ, ସଭ୍ୟ ସଂଗ୍ରହ ଓ ସ୍ୱେଚ୍ଛାକୃତ ରକ୍ତଦାନ ସଂଗ୍ରହରେ ୨୦୧୯-୨୦ ଓ ୨୦୨୦-୨୧ ବର୍ଷରେ ପ୍ରଥମ ସ୍ଥାନ ଅଧିକାର କରିଥିବାରୁ ସିଲଡ଼୍ ଓ ପ୍ରଶଂସାପତ୍ର ପାଇଛନ୍ତି। ରାଜ୍ୟପାଳ ତଥା ଭାରତୀୟ […]
ମୟୁରଭଂଜ: ଆସନ୍ତାକାଲି ହେବ ରାଷ୍ଟ୍ରପତି ନିର୍ବାଚନର ଭୋଟ ଗଣତି। ସଂଧ୍ୟା ସୁଦ୍ଧା ଜଣାପଡିବ ଫଳାଫଳ। ତେବେ ଏବେଠାରୁ ଜଣାପଡିସାରିଲାଣି ଯେ, ଦ୍ରୌପଦୀ ମୁର୍ମୁ ଜିତିବା ନିଶ୍ଚିତ। କାରଣ ତାଙ୍କୁ ଯେପରି ଭାବେ ସାରା ଭାରତରୁ ସମର୍ଥନ ମିଳିଛି ତାହାକୁ ହିସାବ କଲେ […]
ଦିଲ୍ଲୀ: ନ୍ୟାସନାଲ୍ ଆଲୁମିନିୟମ କମ୍ପାନୀ ଲିମିଟେଡ୍ (ନାଲ୍କୋ)ର ପ୍ରକଳ୍ପ ଗୁଡିକ ଯୋଗୁଁ ବିସ୍ଥାପିତ ହୋଇଥିବା ଓଡିଶାର ଲୋକ ମାନଙ୍କ ସମସ୍ୟା ଗୁଡିକୁ ଓଡିଶା ସରକାରଙ୍କ ଦ୍ୱାରା ଗଠିତ ପୁନର୍ବାସ ଏବଂ ପାରିପାର୍ଶ୍ୱକ ବିକାଶ ପରାମର୍ଶଦାତା ସମିତି (ଆର୍ପିଡିଏସି) ଦ୍ୱାରା ସମୟ ସମୟରେ […]
ସୀତାରାମ ଅଗ୍ରୱାଲ ବାଣପୁର: ପୋଲିସ ଓ ଜନସାଧାରଣଙ୍କ ଉପରେ ଗାଡ଼ି ଚଢ଼ାଇଥିବା ଅଭିଯୋଗରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଦୀର୍ଘମାସ ହେବ ବାଣପୁର ସବ ଜେଲରେ ଅଛନ୍ତି। ଉଚ୍ଚ ନ୍ୟାୟାଳୟ ତାଙ୍କ ଜାମିନ ଆବେଦନକୁ ଆଗ୍ରାହ୍ୟ କରିଦେଇଥିବା ବେଳେ ବିଧାୟକଙ୍କ ଓକିଲଙ୍କ […]
ନୂଆଦିଲ୍ଲୀ: ଆସନ୍ତାକାଲି ୧୬ ତମ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ୍ ଗଣନା କରାଯିବ। ସଂସଦ ଭବନ ପରିସରରେ ଏହା ଦିନ ୧୧ଟାରେ ଆରମ୍ଭ ହେବ। ଏଥିପାଇଁ ଗତ ସୋମବାର ଦିନ ସଂସଦରେ ଏବଂ ରାଜ୍ୟ ବିଧାନସଭାଗୁଡ଼ିକରେ ମତଦାନ ଅନୁଷ୍ଠିତ ହୋଇଥିଲା। ମତଦାନ […]
ଭୁବନେଶ୍ୱର : ଦୟାନଦୀ ବନ୍ଧର ଉନ୍ନତୀକରଣ ଓ ପ୍ରଶସ୍ତିିକରଣ କରିବାକୁ ନେଇ ଏକ ପ୍ରତିବାଦ ଶୋଭାଯାତ୍ରା ଏକାମ୍ର ବିଜେପି ଗ୍ରାମିଣ ମଣ୍ଡଳ ତରଫରୁ ଦୟା ନଦୀବନ୍ଧସ୍ଥିତ ମା ଜାଡୁୁମଲୀ ପ୍ରାଙ୍ଗଣରୁ ଇଟିପୁର ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଯାଇଛି । ଭୁବନେଶ୍ୱର ବ୍ଲକ ଅଧିନରେ […]
ଭୁବନେଶ୍ୱର : ଲଳିତ କଳା ଏକାଡ଼େମୀ ନୂଆଦିଲ୍ଲୀର ଆଞ୍ଚଳିକ କେନ୍ଦ୍ର, ଭୁବନେଶ୍ୱର ଦ୍ୱାରା ଉଦ୍ଘାଟିତ ହୋଇଯାଇଛି। ବୁଦ୍ଧ ମନ୍ଦିର ପରିସରରେ ଏକ ଚିତ୍ରକଳା ଶିବିର ସ୍ୱାଧୀନତାର ୭୫ବର୍ଷ ପୂର୍ତ୍ତି ଓ ଆଜାଦୀର ଅମୃତ ଉତ୍ସବ ପାଳନ ଅବସରରେ ଭାରତର ସ୍ୱାଧୀନତା ପାଇଁ […]
ଭୁବନେଶ୍ୱର: ଚଳିତ ଖରିଫରେ ଆବଶ୍ୟକ ସାରର ସୁଷମ ବଣ୍ଟନକୁ ସୁନିଶ୍ଚିତ କରିବା ଏବଂ ଚାଷୀମାନେ ଯେପରି ଠିକ୍ ସମୟରେ ଉଚିତ ମୂଲ୍ୟରେ ପର୍ଯ୍ୟାପ୍ତ ପରିମାଣର ସାର ପାଇବେ ସେଥି ନିମନ୍ତେ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବ୍ୟାପକ ବ୍ୟବସ୍ଥା […]
ଭୁବନେଶ୍ବର: ‘ନ୍ୟୁଜ18 ଓଡିଆ’ ର ଏଡିଟର ଭାବେ ଯୋଗ ଦେଇଛନ୍ତି ବରିଷ୍ଠ ସାମ୍ବାଦିକ ନରେନ୍ଦ୍ର ଜେନା। ନେଟୱର୍କ 18 ର ବରିଷ୍ଠ ଅଧିକାରୀଙ୍କ ଗହଣରେ ସେ ଏହି ଦାୟିତ୍ବ ଗ୍ରହଣ କରିଛନ୍ତି। ଏଥିରେ କଂପାନୀର ଚିଫ କଣ୍ଟେଟ ଅଫିସର ସନ୍ତୋଷ ମେନନ, […]
ଭୁବନେଶ୍ବର: ଗତକାଲି ରାଜ୍ୟରେ ୯୪୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୧୧୬୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୧୬୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬୪ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୬୫୮ ଜଣ […]
ଭୁବନେଶ୍ବର: ଏଟିଏମ ଅର୍ଥ ଆମେ ଜାଣୁ ଯେ, ଏକ ମେସିନରେ କାର୍ଡ ଭର୍ତ୍ତି କଲେ ଟଙ୍କା ବାହାରିବ। ହେଲେ ଏବେ ଓଡିଶାରେ ଏକ ନୂଆ ଏଟିଏମ ଲାଗୁ ହେବାକୁ ଯାଉଛି। ତାହା ହେଲା ଏଣିକି କାର୍ଡ ଭର୍ତ୍ତି କଲେ ସେହି ଏଟିଏମରୁ […]
ଭୁବନେଶ୍ୱର : ଖୋର୍ଦ୍ଧାର ବରୁଣେଇ ପାଦଦେଶରେ ପାଇକ ସ୍ମୃତି ସ୍ମାରକୀ ନିର୍ମାଣ ରାଜ୍ୟ ସରକାର ଜମି ଯୋଗାଇ ଦେଇଛନ୍ତି। ଆଜି ଓଡ଼ଶା ସରକାରଙ୍କ କ୍ୟାବିନେଟ ବୈଠକରେ ୯ ଏକର ୬୮୫ ଡ଼ିସିମିଲି ଜାଗାକୁ ୩୧ କୋଟି ୯୭ ଲକ୍ଷ ଟଙ୍କା ଛାଡ଼ […]