ଭୁବନେଶ୍ବର: ବର୍ତ୍ତମାନ ରାଷ୍ଟ୍ରପତି ନିର୍ବାଚନକୁ ନେଇ ଅଡୁଆ ପରିସ୍ଥିତିରେ ପଡିଛି ଓଡିଶା ପ୍ରଦେଶ କଂଗ୍ରେସ। କାରଣ ଏନଡିଏ ତରଫରୁ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ପ୍ରାର୍ଥୀ କରିବା ପରେ ସାରା ରାଜ୍ୟରେ ଆନନ୍ଦ ଖେଳିଯାଇଛି। ଏପରି ସ୍ଥିତିରେ ରାଜ୍ୟ କଂଗ୍ରେସ […]
ଭୁବନେଶ୍ବର: ଭୁବନେଶ୍ବରସ୍ଥିତ ଦିବ୍ୟାଙ୍ଗଜନଙ୍କ ପାଇଁ ଜାତୀୟ କ୍ୟାରିଅର ସେବା କେନ୍ଦ୍ର (ଏନସିଏସସିଡିଏ) ପକ୍ଷରୁ ଏକ ନିଃଶୁଳ୍କ ନିଯୁକ୍ତି ମେଳା ଆୟୋଜନ କରାଯିବ। ଆସନ୍ତା ୨୪ ତାରିଖରେ ଭୁବନେଶ୍ବର ପୋଖରୀପୁଟ ଗଣ୍ଡମୁଣ୍ଡା ଠାରେ ଥିବା ମଧୁସୂଦନ ପାର୍କ ନିକଟବର୍ତ୍ତୀ ଏନସିଏସସିଡିଏ କାର୍ଯ୍ୟାଳୟ ପରିସରରେ […]
ନୂଆଦିଲ୍ଲୀ: ବିଜେଡି ସାଂସଦ ତଥା ଅଭିନେତା ଅନୁଭବ ମହାନ୍ତି ଗୃହମନ୍ତ୍ରୀ ଅମିତ ସାହାଙ୍କୁ ସାକ୍ଷାତ କରିଛନ୍ତି। ତେବେ ସେ କୌଣସି ଦଳୀୟ କାମ କିମ୍ବା ଅନ୍ୟ ସାଂସଦଙ୍କ ସହିତ ସାକ୍ଷାତ କରି ନାହାଁନ୍ତି। ସେ ଏକା ଏକା ଅମିତ ସାହାଙ୍କୁ ଭେଟିଛନ୍ତି। […]
ସୀତାରାମ ଅଗ୍ରୱାଲ ଚିଲିକା: ଖୋର୍ଦ୍ଧା ରୋଡ଼ ରେଳ ଡିଭିଜନ ଅନ୍ତର୍ଗତ ବାଲୁଗାଁ ଆରପିଏଫ ଖଲିକୋଟ ରେଳ ଷ୍ଟେସନରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ସମେତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ଖବର ମୁତାବକ ଗତକାଲି ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନେତୃତ୍ୱରେ […]
ଭୁବନେଶ୍ବର: ଯାହା ଚିନ୍ତା କରାଯାଉଥିଲା ତାହା ହିଁ ହେଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦ୍ରୌପଦୀ ମୁର୍ମୁଙ୍କୁ ସମର୍ଥନ ଦେବେ। ଏ ନେଇ ଆଜି ନବୀନ ଟୁଇଟ କରି ଘୋଷଣା କରିଛନ୍ତି। କେବଳ ସମର୍ଥନ ନୁହେଁ, ରାଜ୍ୟର ଅନ୍ୟ ଦଳର ବିଧାୟକଙ୍କୁ ମଧ୍ୟ […]
ଭୁବନେଶ୍ବର: ଆଜି ରୋମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଖ୍ରୀଷ୍ଟ ଧର୍ମଗୁରୁ ପୋପ ଫ୍ରାନସିସଙ୍କୁ ସାକ୍ଷାତ କରିଛନ୍ତି। ତାଙ୍କ ସହିତ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ତଥା 5ଟି ସଚିବ ଭି କେ ପାଣ୍ଡିୟାନ ମଧ୍ୟ ପୋପଙ୍କୁ ସାକ୍ଷାତ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ଭାଟିକାନ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ତିନୋଟି ଇଣ୍ଡିଆ ରିଜର୍ଭ ବାଟାଲିଅନ (IR Battalion) ପାଇଁ ୬୬୩ଟି ପଦବୀକୁ (Security Coys) ମଞ୍ଜୁର କରିଛନ୍ତି। ଏହି ନିଷ୍ପତ୍ତି ଅନୁଯାୟୀ ପ୍ରତ୍ୟେକ ରିଜର୍ଭ ବାଟାଲିଅନ ପାଇଁ ୨୨୧ଟି ପଦବୀ ସୃଷ୍ଟି କରାଯାଇଛି। […]
ଭୁବନେଶ୍ଵର: ଓଡିଶାରେ ମହିଳାଙ୍କ ଋତୁସ୍ରାବ ସମ୍ପର୍କିତ ସଚେତନତା ସୃଷ୍ଟି କରିବାକୁ ଅଭିନବ ଢ଼ଙ୍ଗରେ ଜୀ ସାର୍ଥକ ଅଭିଯାନ ଆରମ୍ଭ କରିଛି। ଏହି ଅଭିଯାନର ନାଁ ରହିଛି ‘ନାଲି ବିନ୍ଦୁ’ ଅଭିଯାନ। ଯାହା ଏବେ ଓଡିଶାର ଘରେ ଘରେ ପହଞ୍ଚି ଯାଇଛି। ମହିଳାଙ୍କ […]
ଭୁବନେଶ୍ବର: ତଥ୍ୟ ପ୍ରଡକ୍ସନ୍ ଦ୍ଵାରା ଚଳଚ୍ଚିତ୍ର ‘ବିଦ୍ୟାରାଣ’ ପ୍ରସ୍ତୁତ କରାଯାଇଛି। ରଜ ଅବସରରେ ଭୁବନେଶ୍ୱରର ଏକ ତାରକା ହୋଟେଲ ପରିସରରେ ବର୍ଣ୍ଣାଢ଼୍ୟ ପରିବେଶରେ ଏହାର ସଙ୍ଗୀତ ଲୋକାର୍ପିତ ହେଇଛି। ଏଥର ରଥଯାତ୍ରାରେ ଏହି ଓଡିଆ ଚଳଚ୍ଚିତ୍ର “ବିଦ୍ୟାରାଣ” ମୁକ୍ତିଲାଭ କରିବ। ଏନେଇ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପୁରାତନ ଛାତ୍ରଙ୍କ ଦ୍ୱାରା ଏକ ଫୁଡ୍ ଷ୍ଟାର୍ଟଅପ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେଶନ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍) ପରିସରରେ ଆରମ୍ଭ ହୋଇଛି। ସୋଆର ୨୦୧୮ ବ୍ୟାଚ୍ର ଛାତ୍ର ଶ୍ରୀ ସହସ୍ରାଂଶୁ ମହାନ୍ତିଙ୍କ ଦ୍ୱାରା ଆରମ୍ଭ […]
ଭୁବନେଶ୍ୱର: ଯୋଗ ହେଉଛି ମହାନ ଭାରତୀୟ ପରମ୍ପରାର ବିଶ୍ୱକୁ ଗୌରବମୟ ଅବଦାନ। ଏହା ସମଗ୍ର ବିଶ୍ୱରେ ପ୍ରାଚୀନ ସନାତନ ସଂସ୍କୃତିର ପ୍ରଚାର କରୁଛି, ଯାହାକି ଭାରତର ବିଶ୍ୱଗୁରୁ ଗାରିମାକୁ ପ୍ରତିପାଦିତ କରୁଛି। ଆଜି ଏମ୍ସ ପରିସରରେ ଆୟୁଷ ବିଭାଗ ପକ୍ଷରୁ ଆୟୋଜିତ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ୍ ମ୍ୟାନେଜମେଂଟ ଡିନ୍ ତଥା ଉପଦେଷ୍ଟା ପ୍ରଫେସର ଶିତିକଣ୍ଠ ମିଶ୍ର ଙ୍କୁ ‘ଶ୍ରୀ’ ସମ୍ମାନ-୨୦୨୨ ରେ ସମ୍ମାନିତ କରାଯାଇଛି। ସାମାଜିକ ଅନୁଷ୍ଠାନ “ପରିଚୟ ଫାଉଣ୍ଡେସନ” ପକ୍ଷରୁ ଅନୁଷ୍ଠିତ ଏକ ସ୍ୱତନ୍ତ୍ର […]
ଭୁବନେଶ୍ବର : ସବୁ ଆଶା ଓ ଆଶଙ୍କାକୁ ପଛରେ ପକାଇ ଶେଷରେ ଓଡିଶାର ଦ୍ରୌପଦୀ ମୁର୍ମୂଙ୍କୁ ରାଷ୍ଟ୍ରପତି ପ୍ରାର୍ଥୀ ଭାବେ ଚୟନ କରିଛି ଏନଡିଏ। ଯାହା ଓଡିଶା ପାଇଁ ଏକ ଗର୍ବ ଓ ଗୌରବର ବିଷୟ। ଆଜି ବିଜେପି ରାଷ୍ଟ୍ରୀୟ ସଭାପତି […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ଟାଉନ ଥାନା ପୋଲିସ ଏକ ଏଟିଏମ ଲୁଟେରା ଗ୍ୟାଙ୍ଗକୁ ଧରିବାରେ ସଫଳ ହୋଇଛି। ଖବର ମୁତାବକ ନିକଟରେ ଟାଉନ ଥାନା ଅନ୍ତର୍ଗତ ମୁକ୍ତାପୁର ସ୍ଥିତ ଇଣ୍ଡିକ କଲେଜ ନିକଟରେ ଥିବା ଏକ ଏଟିଏମ ମେସିନ ଭାଙ୍ଗି ଟଙ୍କା […]
ଭୁବନେଶ୍ବର: ରୋମ ଗସ୍ତରେ ଯାଇଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେଠାରେ ଥିବା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି। ମଙ୍ଗଳବାର ଦିନ ମୁଖ୍ୟମନ୍ତ୍ରୀ ରୋମର ପିଆଜାଠାରେ ଥିବା ମହାତ୍ମା ଗାନ୍ଧୀ ମେମୋରିଆଲ ଷ୍ଟାଚ୍ୟୁରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରି ତାଙ୍କର ରୋମ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ଶ୍ରୀନିବାସପୁର ଗ୍ରାମରେ ଦେଖା ଦେଇଛି ବିଶୃଙ୍ଖଳା। ଉକ୍ତ ଗ୍ରାମର ଏକ ପୋଲ ମରାମତି କାର୍ଯ୍ୟ ଜାରି ରହିଥିବା ବେଳେ ସ୍ଥାନୀୟ କାଉନସିଲରଙ୍କୁ ଜଣେ ବ୍ୟକ୍ତି ଆକ୍ରମଣ କରିଥିବାର ଅଭିଯୋଗ ହୋଇଛି। […]
ଭୁବନେଶ୍ୱର: ମୋବାଇଲ୍ ଫୋନ୍ର ବହୁଳ ବ୍ୟବହାର ଫଳରେ ଯୁବପିଢ଼ିଙ୍କ ମଧ୍ୟରେ ଏକାଗ୍ରତାର ଘୋର ଅଭାବ ଦେଖାଦେଉଛି। ଶରୀର ପାଇଁ ମଧ୍ୟ ଏହା କ୍ଷତିକାରକ ସାବ୍ୟସ୍ତ ହେଉଛି। ନିଜ ଘର ଠାରୁ ୫୦ ମିଟର ଦୂରରେ ମୋବାଇଲ ଟାୱାର ରହିବା ଉଚିତ୍। ନଚେତ୍ […]
ଭୁବନେଶ୍ୱର: ମଙ୍ଗଳବାର ବିଶ୍ୱ ବ୍ୟାପୀ ପାଳିତ ହୋଇଛି ଅନ୍ତର୍ଜାତୀୟ ଯୋଗ ଦିବସ। ଏହି କ୍ରମରେ ଓଡ଼ିଶାର ୩ଟି ସ୍ଥାନ ସମେତ ଦେଶର ୭୫ଟି ଐତିହ୍ୟ ସ୍ଥଳୀରେ ମହାସମାରୋହରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ ହୋଇଯାଇଛି। ତିନି ଜଣ କେନ୍ଦ୍ର ମନ୍ତ୍ରୀ ରାଜ୍ୟରେ […]
ଭୁବନେଶ୍ବର: ରେଳ, ଯୋଗାଯୋଗ ଓ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ୨୧ ଜୁନ୍, ୨୦୨୨ ରେ ଓଡିଶାର କୋଣାର୍କ ସ୍ଥିତ ମନୋରମ ସୂର୍ଯ୍ୟ ମନ୍ଦିର ଠାରେ ଅଷ୍ଟମ ଅନ୍ତର୍ଜାତୀୟ ଯୋଗ ଦିବସର ନେତୃତ୍ୱ ନେଇଥିଲେ। ଆଜି ସକାଳେ […]
ଭୁବନେଶ୍ଵର: ଲୋକପ୍ରିୟ ଓଡିଆ ଟେଲିଭିଜନ ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ଦେହାନ୍ତ ହୋଇଛି। ତାଙ୍କ ମୃତଦେହ ଭୁବନେଶ୍ୱରର ଭଡା ଘରେ ଫ୍ୟାନରୁ ଝୁଲୁଥିବା ଦେଖିବାକୁ ମିଳିଛି। ସେ ନୟାପଲ୍ଲୀ ଅଞ୍ଚଳରେ ରହୁଥିଲେ। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଲିଭ-ଇନ୍ ପାର୍ଟନର ସନ୍ତୋଷ ପାତ୍ର ଏହି […]
ପୁରୀ: ଶ୍ରୀକ୍ଷେତ୍ର ପୁରୀର ଶରଧାବାଲିସ୍ଥିତ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟବର୍ତ୍ତୀ ମୁକ୍ତାକାଶ ରଙ୍ଗମଞ୍ଚରେ ସୋମବାର ସନ୍ଧ୍ୟାରେ ବିଂଶତମ ଲୋକମେଳା ଓ ୧୩ ତମ କୃଷି ମେଳା ୨୦୨୨ ଉଦଘାଟିତ ହୋଇଯାଇଛି। କେନ୍ଦ୍ର ଜନଜାତି ବ୍ୟାପାର ଏବଂ ଜଳ ଶକ୍ତି ରାଷ୍ଟ୍ର ମନ୍ତ୍ରୀ ବିଶ୍ବେଶ୍ବର […]