ଭୁବନେଶ୍ୱର: ଶିକ୍ଷା ଓ ଗବେଷଣା କ୍ଷେତ୍ରରେ ଉଲ୍ଳେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର ମନୋଜରଂଜନ ନାୟକଙ୍କୁ କମ୍ପିଟିସନ୍ ସକ୍ସେସ ରିଭ୍ୟୁ (ସିଏସ୍ଆର) ପତ୍ରିକା ପକ୍ଷରୁ ଚଳିତ ବର୍ଷ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନର ପ୍ରତିଷ୍ଠାତା ସମ୍ମାନ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲାର ଜୁନାଗଡ଼ ସହରରେ ଚୋରିକରି ଫେରାର ଥିବା ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ଏହାସହ ଅଭିଯୁକ୍ତଙ୍କ ଠାରୁ ନଗଦ ଟଙ୍କା ଓ ବିଭିନ୍ନ ସାମଗ୍ରୀ ଉଦ୍ଧାର କରିଛି। ଜୁନାଗଡ ଥାନା କେଶ ନଂ. ୨୧୪ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ରୋଗୀ ନେଇ ଯାଉଥିବା କାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଟ୍ୟୁମର ଅପରେସନ ରୋଗୀଙ୍କୁ ଭୁବନେଶ୍ୱର ଏମସ୍ ହସ୍ପିଟାଲ ନେଉଥିବା କାର୍ ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଯେଉଁଥିରେ ରୋଗୀଙ୍କ ସମେତ ତିନି ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, […]
ଭୁବନେଶ୍ୱର: ଭୁବନେଶ୍ୱର ମଦନପୁର ସ୍ଥିତ ନିସ୍ ଇନଷ୍ଟିଚ୍ୟୁଟ୍ ଅଫ୍ ବିଜିନେସ୍ ଆଡମିନିଷ୍ଟ୍ରେସନ ପରିସରରେ ଜାତୀୟ ସେମିନାର ଅନୁଷ୍ଠିତ ହୋଇଯାଇଛି। ଏହାର ଶୀର୍ଷକ ‘୪ର୍ଥ ଶିଳ୍ପ ବିପ୍ଳବ ଏବଂ ଏହି ଦିଗରେ ବାଣିଜ୍ୟ ଜଗତର କ୍ରମବର୍ଦ୍ଧିତ ଉନ୍ନତି’ ରହିଛି। ଫକୀର ମୋହନ ବିଶ୍ୱବିଦ୍ୟାଳୟର […]
ଭୁବନେଶ୍ବର: ଓଡିଶା କଂଗ୍ରେସକୁ ମଜବୁତ କରିବା ପାଇଁ ଖୁବ ଶିଘ୍ର ଓଡିଶା ଆସିବେ କଂଗ୍ରେସ ନେତ୍ରୀ ତଥା ଏଆଇସିସିର ସାଧାରଣ ସଂପାଦକ ପ୍ରିୟଙ୍କା ଗାନ୍ଧୀ। ଏହା କହିଛନ୍ତି ପିସିସି ସଭାପତି ନିରଂଜନ ପଟ୍ଟନାୟକ। ରାଜସ୍ଥାନର ଉଦୟପୁରରେ ଚାଲିଥିବା ଚିନ୍ତନ ଶିବିରରେ ନିରଂଜନ […]
ଭୁବନେଶ୍ବର: ଆଜି 2022 ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ଆରମ୍ଭ ହୋଇଛି। ଏହି ଚନ୍ଦ୍ରଗ୍ରହଣ ପୂର୍ଣ୍ଣ ଚନ୍ଦ୍ରଗ୍ରହଣ ହେବ। ଏହି ଚନ୍ଦ୍ରଗ୍ରହଣ ଦୁନିଆର ଅନେକ ସ୍ଥାନରେ ଦେଖାଯାଉଛି। ଭାରତୀୟ ସମୟ ଅନୁଯାୟୀ, ମେ 16 ତାରିଖ ସକାଳ 8.58 ରୁ ଚନ୍ଦ୍ରଗ୍ରହଣ ଆରମ୍ଭ […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଛାତ୍ରଛାତ୍ରୀଙ୍କ ମଧ୍ୟରେ ବୈଜ୍ଞାନିକ ମନୋବୃତିକୁ ବଢ଼ାଇବା ପାଇଁ ଦେଶର ବିଭିନ୍ନ ସରକାରୀ ଓ ବେସରକାରୀ ସ୍କୁଲରେ ଅଟଳ ଟିଙ୍କରିଂ ଲ୍ୟାବ୍ ପ୍ରତିଷ୍ଠା କରାଯାଉଛି ବୋଲି କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା […]
ଭୁବନେଶ୍ୱର : ବ୍ରଜରାଜନଗର ଉପନିର୍ବାଚନ ପ୍ରଚାର ପାଇଁ ଆଜି ରାଜ୍ୟ ବିଜେପି ତରଫରୁ ୪୦ ଜଣିଆ ଷ୍ଟାର ପ୍ରଚାରକ ନାମ ତାଲିକା ଘୋଷଣା କରାଯାଇଛି । ଏହି ତାଲିକାରେ ରାଜ୍ୟ ସଭାପତି ସମୀର ମହାନ୍ତି, କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋଏଲ, ଧର୍ମେନ୍ଦ୍ର ପ୍ରଧାନ, […]
ଢ଼େଙ୍କାନାଳ: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ରବିବାର ଢ଼େଙ୍କାନାଳ ଜିଲ୍ଲା ସରାଙ୍ଗ ସ୍ଥିତ ଜବାହର ନବୋଦୟ ବିଦ୍ୟାଳୟ ପରିଦର୍ଶନ କରିବା ସହ ଶିକ୍ଷାନୁଷ୍ଠାନକୁ ଜ୍ଞାନର ମନ୍ଦିର ତଥା ଗୁଣାତ୍ମକ ଶିକ୍ଷାର ପ୍ରୟୋଗଶାଳା କରିବା ପାଇଁ […]
ଭୁବନେଶ୍ବର: ଓଡିଶା ସରକାରଙ୍କର ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରାୟ ୪୦୦୦ ହଜାର ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ ୨୦୧୫ ମସିହା ଜୁନ୍ ମାସରେ ନିଯୁକ୍ତି ଦିଆଯାଇଥିଲା। ୬ ମାସ କାର୍ଯ୍ୟ କରିବାପରେ ଆକସ୍ମିକ ଭାବରେ ତାଙ୍କୁ ପୁଣି ବିନା ଦୋଷରେ ଛଟେଇ କରିଦିଆଗଲା। […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଖବର ପ୍ରସାରଣ କରିବା ସାମ୍ବାଦିକଙ୍କୁ ମହଙ୍ଗା ପଡିଛି। ଅର୍ଗସ ସାମ୍ବାଦିକଙ୍କୁ ମରଣାନ୍ତକ ଆକ୍ରମଣ ହୋଇଛି। ଆକ୍ରମଣରୁ ସାମ୍ବାଦିକ ଜଣଙ୍କ ଅଳ୍ପକେ ବର୍ତ୍ତିଯାଇଛନ୍ତି। ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକର ଅର୍ଗସ ପ୍ରତିନିଧି ବିକ୍ରମ କେଶରୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ […]
କନ୍ଦର୍ପ ବେହେରା ରେଢାଖୋଲ: ଦୁଇ ଦିନ ହେଲା କାଳ ବୈଶାଖିରେ ନାକଟିଦେଉଳ ବ୍ଲକ୍ ର ଗୋଗୁଆ ପଂଚାୟତର ଗାଁ ମାନଙ୍କରେ ବ୍ୟାପକ କ୍ଷୟକ୍ଷତି ହୋଇଥିବା ଖବର ହସ୍ତଗତ ହୋଇଛି। ଖବରରୁ ପ୍ରକାଶ ଯେ, ନାକଟିଦେଉଳ ବ୍ଲକ୍ ଗୋଗୁଆ ପଂଚାୟତର ଖୋଲଗଡ, ମଙ୍ଗଳପୁର […]
ଭୁବନେଶ୍ବର: ଚଳିତ ବର୍ଷ ୨୭ ମଇ ରେ ଦକ୍ଷିଣ ପଶ୍ଚିମ ମୌସୁମୀ କେରଳ ଛୁଇଁବ। ଏ ନେଇ ଆକଳନ ଜାରି କରିଛି ଭୁବନେଶ୍ବର ପାଣିପାଗ ବିଭାଗ। ବିଭାଗ କହିଛି ଯେ, ଏହା ସ୍ୱାଭାବିକ ତାରିଖ ଠାରୁ ପୂର୍ବରୁ ଛୁଇଁବା ନେଇ ଆକଳନ […]
ଭୁବନେଶ୍ବର: ଗଂଜାମର ପ୍ରସିଦ୍ଧ ତାରା ତାରିଣୀ ପିଠକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗସ୍ତ କରିବେ। ଆସନ୍ତା 18 ତାରିଖରେ ସେ ଏହି ମନ୍ଦିର ଗସ୍ତ କରି ସେଠାରେ ହେଉଥିବା ପ୍ରତିଷ୍ଠା ଉତ୍ସବରେ ଯୋଗଦେବେ। ଗଂଜାମର ଏହି ମନ୍ଦିରର ଉନ୍ନତି କରଣ ପାଇଁ […]
ସମ୍ବଲପୁର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଅପରାହ୍ନରେ ସମ୍ବଲପୁର ଜିଲ୍ଲା ଗସ୍ତ କରି ବିଭିନ୍ନ ବିଭାଗରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପ୍ରସିଦ୍ଧ ହୀରାକୁଦ […]
ଭୁବନେଶ୍ୱର: ଅଷ୍ଟମ ଆନ୍ତର୍ଜାତିକ ଯୋଗ ଦିବସ (ଇଂଟରନ୍ୟାସନାଲ ଯୋଗ ଡ଼େ) କୁ ଆଖିରେ ରଖି ସୋଆ ଏନଏସଏସ ତରଫରୁ ଶନିବାର ଏକ “କାଉଂଟ ଡାଉନ ଟୁ ଆଇୱାଇଡି” କାର୍ଯ୍ୟକ୍ରମ ବିଶ୍ୱବିଦ୍ୟାଳୟରେ ଅନୁଷ୍ଠିତ ହୋଇଯାଇଛି। ସକାଳ ୮ ଟାରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ […]
ଭୁବନେଶ୍ୱର: ଓଡିଆ ନ୍ୟୁଜ ଚ୍ୟାନେଲ ଅର୍ଗସ ନ୍ୟୁଜର ପ୍ରଥମ ବାର୍ଷିକ ଉତ୍ସବ ଆସନ୍ତା ମେ ମାସ ୧୫ ତାରିଖ ରବିବାର ଅନୁଷ୍ଠିତ ହେବାକୁ ଯାଉଛି। ଏହି ଅବସରରେ ଅର୍ଗସ ଏଗ୍ରି କନକ୍ଲେଭ-୨୦୨୨ ଅନୁଷ୍ଠିତ ହେବ। ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ଏହି […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ଦୁଇ ଦିନିଆ ରାଉରକେଲା ଗସ୍ତରେ ଆସିଥିବା ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ଆଜି ଦ୍ଵିତୀୟ ଦିନରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର କ୍ଷେତ୍ରସ୍ତରୀୟ ଅଗ୍ରଗତି ସମୀକ୍ଷା କରିଥିଲ। ଆଜି ପୂର୍ବାହ୍ନରେ […]
ନୂଆଦିଲ୍ଲୀ: ଆଇ.ସି.ଏ.ଆର, ନୂଆଦିଲ୍ଲୀ ଅଧୀନସ୍ଥ କେନ୍ଦ୍ରୀୟ କୃଷିରତ ମହିଳା ସଂସ୍ଥା, ଭୁବନେଶ୍ୱରଠାରେ ‘କୃଷିରତ ମହିଳା ଅଖିଳ ଭାରତୀୟ ସମନ୍ୱିତ ଅନୁସନ୍ଧାନ ପରିଯୋଜନା’ ବିଷୟରେ ଏକ ବାର୍ଷିକ କର୍ମଶାଳା ମେ’ ମାସ ୧୨ ଓ ୧୩ ତାରିଖରେ ଆୟୋଜିତ ହୋଇଯାଇଛି। ଏହି କର୍ମଶାଳାର […]
ଭୁବନେଶ୍ଵର: ଭିଜିଲାନ୍ସ ଇନସ୍ପେକ୍ଟର ମାନସୀ ଜେନାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଗତକାଲି ମାନସୀ ଜେନାଙ୍କୁ ଭିଜିଲାନ୍ସ ବିଭାଗ ଲାଞ୍ଚ ନେବା ବେଳେ ଧରିଥିଲା। ଆଜି ତାଙ୍କୁ ଭିଜିଲାନ୍ସ ବିଭାଗ ଗିରଫ କରିଛି। ଉଲ୍ଲେଖ ଯୋଗ୍ୟ ଯେ, ଗତକାଲି ଜଣେ ସରକାରୀ କର୍ମଚାରୀଙ୍କ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅର୍ନ୍ତଗତ ରତନପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟି ଯାଇଛି। ସେହି ଗ୍ରାମର ଜଣେ ଯୁବକ ବିଦ୍ୟୁତ ସଂସ୍ପର୍ଶରେ ଆସି ଗୁରୁତର ହୋଇପଡିଛନ୍ତି। ପ୍ରାପ୍ତ ସୂଚନା ଅନୁଯାୟୀ, ରତନପୁର ଗ୍ରାମର ଶ୍ରୀକୃଷ୍ଣ […]