ନୂଆଦିଲ୍ଲୀ/ଭୁବନେଶ୍ବର: କେନ୍ଦ୍ର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ସଚିବ ଅପୂର୍ବ ଚନ୍ଦ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଜର୍ଣ୍ଣାଲିଷ୍ଟ ୱେଲଫେୟାର ସ୍କିମ କମିଟିର ପ୍ରସ୍ତାବକୁ ମଞ୍ଜୁର କରାଯାଇଛି। ଏହା ଅନ୍ତର୍ଗତ ଜୀବନ ହରାଇଥିବା ୩୫ ଜଣ ସାମ୍ବାଦିକ ପରିବାରଙ୍କୁ ଆର୍ଥିକ ସହାୟତା ପ୍ରଦାନ କରାଯିବ। […]
ପୁରୀ: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀ ଗସ୍ତ କରି ତିନିଠାକୁରଙ୍କୁ ଦର୍ଶନ କରିଛନ୍ତି। ତାଙ୍କ ସହିତ ତାଙ୍କର ବ୍ୟକ୍ତିଗତ ସଚିବ ତଥା 5T ସଚିବ ଭି କେ ପାଣ୍ଡିୟାନ ମଧ୍ୟ ଶ୍ରୀଜିୟୁଙ୍କୁ ଦର୍ଶନ କରିଛନ୍ତି। ଆଜି ମୁଖ୍ୟମନ୍ତ୍ରୀ କଡା ସୁରକ୍ଷା […]
ଭୁବନେଶ୍ବର/ପୁରୀ: ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଉପଲକ୍ଷେ ପୁରୀ ଠାରେ ଭାରତ ସରକାରଙ୍କ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅନ୍ତର୍ଗତ କେନ୍ଦ୍ରୀୟ ସଂଚାର ବ୍ୟୁରୋ ପକ୍ଷରୁ ଆୟୋଜିତ ଏକ ପ୍ରଦର୍ଶନୀ ଉଦଘାଟିତ ହୋଇଛି। ଦେଶ ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ‘ଆଜାଦୀ […]
ଭୁବନେଶ୍ୱର: ରିଲାଏନ୍ସ ବ୍ରାଣ୍ଡ୍ସ ଲିମିଟେଡ୍ (ଆର୍ବିଏଲ୍) ଲୋକପ୍ରିୟ ଖାଦ୍ୟ ଶୃଙ୍ଖଳା ବ୍ରାଣ୍ଡ୍ “ପ୍ରେଟ୍ ଏ ମେଞ୍ଜେଏର’ ସହିତ ଗୁରୁତ୍ୱପୂର୍ଣ୍ଣ ସହଯୋଗିତା ସ୍ଥାପନ କରିଥିବା ବିଷୟରେ ଘୋଷଣା କରିଛି। “ପ୍ରେଟ୍ ଏ ମେଞ୍ଜେଏର’କୁ ଭାରତୀୟ ବଜାରରେ ଦୃଢ଼ କରିବା ଲାଗି ଉଭୟ କଂପାନି […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଶ୍ରମିକଙ୍କ କ୍ୟାମ୍ପ ଉପରକୁ ବାଲି ବୋଝେଇ ହାଇୱା ଚଢିଯାଇଛି। ଯାହାଫଳରେ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଶ୍ରମିକ ଆହତ ହୋଇଥିବା ସୂଚନା ରହିଛି। ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖ ଜାତୀୟ […]
ଭୁବନେଶ୍ବର: ଆଜି ପବିତ୍ର ରଥଯାତ୍ରାରେ ଓଡିଆ ସାମ୍ବାଦିକ ଜଗତରେ ଏକ ଶୋକର ଛାୟା ଖେଳିଯାଇଛି। କାରଣ ଆଜି ଏକ ସଡକ ଦୁର୍ଘଟଣାରେ ବରିଷ୍ଠ ଫଟୋ ସାମ୍ବାଦିକ ଅଶୋକ ପଣ୍ଡାଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ 53 ବର୍ଷ ବୟସ ହୋଇଥିଲା। […]
ଭୁବନେଶ୍ବର: ଆଜି ହେଉଛି ପବିତ୍ର ରଥଯାତ୍ରା। ଏହି ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।ନବୀନ ଗତକାଲି ରାତିରେ ବିଦେଶ ଗସ୍ତ ଶେଷ କରି ଭୁବନେଶ୍ବର ଫେରିଛନ୍ତି। ରଥଯାତ୍ରା ନେଇ ସେ ଟୁଇଟ କରି କହିଛନ୍ତି ଯେ, ମହାପ୍ରଭୁ ଶ୍ରୀ […]
ପୁରୀ: ଆଜି ହେଉଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା। ଗତ ଦୀର୍ଘ ଦୁଇ ବର୍ଷ ଧରି ତିନିଠାକୁରଙ୍କୁ ତିନି ରଥରେ ଦେଖିବା ଭକ୍ତଙ୍କ ସୌଭାଗ୍ୟରେ ନ ଥିଲା। ହେଲେ ଆଜି ତିନିଠାକୁର ସିଧା ରଥ ଉପରେ ଭକ୍ତଙ୍କୁ ଦେବେ ଦର୍ଶନ। ସେଥିପାଇଁ ପୋଲିସ […]
ଖୋର୍ଦ୍ଧା: ଆଜି ଏକ ମଟରସାଇକେଲ ଚୋରକୁ ଗିରଫ କରିବା ସହ ୧୦ ଚୋରା ମଟରସାଇକେଲ ଉଦ୍ଧାର କରିଛି ଖୋର୍ଦ୍ଧା ଟାଉନ ଥାନା ପୋଲିସ। ସୂଚନା ମୁତାବକ ଚଳିତ ମାସ ୨୫ ତାରିଖ ସଂନ୍ଧ୍ୟାରେ ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ଜୟୀ ରାଜଗୁରୁ […]
କଟକ: କଟକ ବାରବାଟୀ ବିଧାୟକ ମହମ୍ମଦ ମୋକିମ ନିଜର ଦାବୀ ହାସଲ ପାଇଁ କରିଛନ୍ତି ଅଭିନବ ପ୍ରତିବାଦ। ସେ ବାରମ୍ବାର ରାଜ୍ୟ ସରକାରଙ୍କ ତାଙ୍କର ଦାବୀ କରୁଥିଲେ ମଧ୍ୟ ତାହାର କୌଣସି ସମାଧାନ ହେଲା ନାହିଁ। ଶେଷରେ ସେ ଯେଉଁ ନର୍ଦ୍ଧମା […]
ଭୁବନେଶ୍ବର: ରେଳ, ଯୋଗାଯୋଗ ଏବଂ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ ସମୟରେ ଶ୍ରୀ ବୈଷ୍ଣବ ଖୋର୍ଦ୍ଧା ରୋଡ-ବାଲାଙ୍ଗୀର ପ୍ରକଳ୍ପ ଯାଞ୍ଚ କରିବେ ଏବଂ ନୂଆଗାଁ ରୋଡ ଷ୍ଟେସନରେ […]
ଭୁବନେଶ୍ବର, ପୁରୀ ଶ୍ରୀକ୍ଷେତ୍ରରେ ରଥଯାତ୍ରାର ପରଂପରା କାହିଁ କେଉଁ କାଳରୁ ପାଳିତ ହୋଇ ଆସୁଛି। ଏହାର ପ୍ରମାଣ ବିଭିନ୍ନ ସମୟରେ ଐତିହାସିକମାନେ ବର୍ଣ୍ଣନା କରିଛନ୍ତି। ସେହିପରି ବହୁ ପ୍ରାଚୀନ ପୁରାଣରେ ମଧ୍ୟ ପ୍ରଭୃ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରାର ବର୍ଣ୍ଣନା ମଧ୍ୟ ରହିଛି। ସେଗୁଡିକ […]
ଭୁବନେଶ୍ବର: ପୁଣିଥରେ ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଆଜି ରାଜ୍ୟରେ ୧୫୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୧୫୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୬ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୯୧ ଜଣ […]
ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରାଯାଇଛି। ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆଭ୍ୟନ୍ତରୀଣ ସମେତ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବ […]
ଭୁବନେଶ୍ଵର: ଅର୍ଥନୈତିକ ଅପରାଧ ଶାଖା (ଇଓଡ଼ବ୍ଲ୍ୟୁ) ର ବଡ କାର୍ଯ୍ୟାନୁଷ୍ଠାନ। ବରିଷ୍ଠ ସାମ୍ବାଦିକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଇଓଡ଼ବ୍ଲ୍ୟୁ ଗିରଫ କରିଛି। ଓଡ଼ିଆ ଟିଭି ଚ୍ୟାନେଲ ‘ବଡ଼ ଖବର’ ର ସମ୍ପାଦକ ଅର୍ଦ୍ଧେନ୍ଦୁ ଦାସଙ୍କୁ ଠକେଇ ଓ ଜାଲିଆତି ଅଭିଯୋଗରେ ଗିରଫ କରାଯାଇଛି। ନୟାଗଡ଼ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ବିଦେଶ ଗସ୍ତ ସାରି ଭୁବନେଶ୍ବରରେ ପହଞ୍ଚିବେ। ସେ ଆଜି ସେ ୩ ଟା ୨୫ ମିନିଟରେ ଦୁବାଇ ଛାଡ଼ିବେ। ରାତି ୮ଟା ୨୦ମିନଟରେ ସେ ନୂଆଦିଲ୍ଲୀ ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ମଦନପୁର ରାମପୁର ବ୍ଲକ ମୁଣ୍ଡା ମସ୍କା ସଂରକ୍ଷିତ ଜଙ୍ଗଲରେ ଏକ ସିପିଆଇର ମାଓ କ୍ୟାମ୍ପ ଥିବା ସୂଚନାପାଇ ଶନିବାର କଳାହାଣ୍ଡି ଏସପିଙ୍କ ତତ୍ତ୍ବାବଧାନରେ ଏସଓଜି ଏବଂ ସିଆରପିଏଫ ମିଳିତ ଚଢ଼ାଉ କରିଥିଲେ। ଉକ୍ତ […]
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଗସ୍ତ କାଳରେ ଶ୍ରୀ ପ୍ରଧାନ ଅନୁଗୋଳ ଏବଂ ଖୋର୍ଦ୍ଧା ଜିଲ୍ଲା ଗସ୍ତ କରି ବିଭିନ୍ନ ଲୋକଭିମୁଖୀ କାର୍ଯ୍ୟକ୍ରମରେ ଯୋଗଦେବା […]
ଦୁଷ୍ମନ୍ତ କୁମାର ପଣ୍ଡା କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଜୁନାଗଡ ସହର ସ୍ଥିତ ସଂସ୍କୃତି ଭବନ ଠାରେ ନବଗଠିତ କଳାହାଣ୍ଡି ଜନବାଦି ଲୋକମଞ୍ଚ ପକ୍ଷ ରୁ କଳାହାଣ୍ଡି ର ପ୍ରାକୃତିକ ସୌନ୍ଦର୍ଯ୍ୟ ଜଳ, ଜଙ୍ଗଲ, ତଥା ଖଣ୍ଡୁଆଲ ମାଳି ପର୍ବତ ମାଳା ର […]
ନୂଆଦିଲ୍ଲୀ/ଭୁବନେଶ୍ବର: ଦେଶର ୪୨ଟି ଏକ ନିୟୁତରୁ ଅଧିକ ଜନସଂଖ୍ୟା ବହୁଳ ନଗରୀ ଓ ଜନବସତିପୂର୍ଣ୍ଣ ସହରରେ ମୁକ୍ତ ବାୟୁ ପରିଚାଳନା ତଥା ଏକକ ବ୍ୟବହାରଯୁକ୍ତ ପ୍ଲାଷ୍ଟିକର ବର୍ଜନ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ପରିବେଶ ବିଭାଗର ବରିଷ୍ଠ […]
ଭୁବନେଶ୍ୱର: ଲକଡାଉନ ସମୟରେ ବାତିଲ ହୋଇଥିବା କିଛି ଟ୍ରେନ୍ ପୁନଃ ପ୍ରଚଳନ ପାଇଁ ନିକଟରେ ଓଡିଶା ଗସ୍ତ ସମୟରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୂର୍ବ ତଟ ରେଳବାଇର ଚାରି ଯୋଡି ଟ୍ରେନ୍ ପୁନ ପ୍ରଚଳନ କରିବାକୁ ଘୋଷଣା କରିଥିଲେ। ଉପରୋକ୍ତ ବିଷୟକୁ […]