ରାଜ୍ୟ ଖବର

ଭୁବନେଶ୍ୱର: ଓଡ଼ିଶା ମୋଟର ଯାନ ଚାଳକ ଓ କର୍ମଚାରୀ କଲ୍ୟାଣ ବୋର୍ଡ କାର୍ଯ୍ୟାଳୟର ଶୁଭ ଉଦ୍ଘାଟନ ଗତକାଲି ସୋମବାର ସଂଧ୍ୟାରେ ରାଜ୍ୟ ଜଳ ସଂପଦ ଓ ବାଣିଜ୍ୟ…

ଭୁବନେଶ୍ୱର: ବୁଧବାରରାଜ୍ୟ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କୁ ତାଳଚେର ଫର୍ଟିଲାଇଜର୍ସ ଲିମିଟେଡ୍ ର ପରିଚାଳନା ନିର୍ଦ୍ଦେଶକ ବିବେକ ଶ୍ରୀବାସ୍ତବ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ। ଦେଶର…

ଭୁବନେଶ୍ୱର: ଓଡିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭର୍ଚୁଆଲ ମାଧ୍ୟମରେ ଇକୋ ରିଟ୍ରିଟ୍ କୋଣାର୍କଠାରେ ଓଡିଶା ଟ୍ରାଭେଲ ବାଜାରର ୫ମ ସଂସ୍କରଣର ଉଦଘାଟନ କରିଛନ୍ତି ।…

ନୂଆଦିଲ୍ଲୀ: ଜାତୀୟ ଗଣମାଧ୍ୟମର ଟାଇମ୍ସ ନାଓ ର ନିର୍ବାଚନକୁ ନେଇ ସର୍ଭେ ରିପୋର୍ଟ ପ୍ରକାଶ ପାଇଛି। ଏଥିରେ ଓଡିଶାରେ ନବୀନ ପଟ୍ଟନାୟକ ପୂର୍ବପରି ଲୋକପ୍ରିୟତା ବଜାଇ ରଖିଛନ୍ତି।ମୁଖ୍ୟତଃ…

ଭୁବନେଶ୍ବର: ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ ଓଡ଼ିଶା ଓ ଭାରତ ସରକାରଙ୍କ ଇସ୍ପାତ ମନ୍ତ୍ରାଳୟର ବିଜୁ ପଟ୍ଟନାୟକ ଜାତୀୟ ଇସ୍ପାତ ପ୍ରତିଷ୍ଠାନ (ବିପିଏନ୍ଏସ୍ଆଇ)ର ସହିତ ମିଳିତ ସହଯୋଗରେ…

ଭୁବନେଶ୍ୱର: ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟ କାର୍ଯ୍ୟ ସଂପର୍କରେ ରାଜ୍ୟସ୍ତରୀୟ ପ୍ରକଳ୍ପ ତଦାରଖ କମିଟି ବୈଠକ ଆଜି ଅପରାହ୍ଣରେ ମୁଖ୍ୟ ଶାସନ ସଚିବ ପ୍ରଦୀପ…

ଭୁବନେଶ୍ଵର: ଲୋକସଭା ନିର୍ବାଚନ-୨୦୨୪ ପାଖେଇ ଆସୁଛି। ତେଣୁ ଏଥିପାଇଁ ସବୁ ରାଜନୈତିକ ଦଳ ନିଜ ନିଜର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଏହିକ୍ରମରେ ଭାରତୀୟ ଜନତା ପାର୍ଟି ମଧ୍ୟ…

ଭୁବନେଶ୍ଵର: ଦିବ୍ୟାଙ୍ଗ ବିଦ୍ୟାର୍ଥୀ ମାନଙ୍କ ଶିକ୍ଷା ଓ ସ୍ୱାଭିମାନର ବିକାଶ ନିମନ୍ତେ ସର୍ବଦା ଚ଼େଷ୍ଟିତ ଓଏସଇଏଫଡ଼ି (OSEFD) ଓ‌ ଓଏସଏସଇଟିଏ (OSSETA) ସଂଘର‌ ମିଳିତରେ ଗଠିତ ଆଶାୟୀ…

ଭୁବନେଶ୍ଵର: ରେଳବାଇ ବୋର୍ଡ ଦ୍ୱାରା ୨୪୪.୭୭ କୋଟି ଟଙ୍କା ଅନୁମୋଦନ ପାଇବା ପରେ ରେଳ ମନ୍ତ୍ରଣାଳୟ କଣ୍ଟାବାଞ୍ଜୀରେ ୱାଗନ୍ ପିରିଓଡିକ୍ ମରାମତି (ପିଓଏଚ୍) କାରଖାନା ସୁବିଧା ପ୍ରତିଷ୍ଠା…

ଭୁବନେଶ୍ବର: ପ୍ରଥମ ବିଶ୍ଵଓଡ଼ିଆ ଭାଷା ସମ୍ମିଳନୀର ବିଭିନ୍ନ ଅଧିବେଶନରେ ଆଲୋଚିତ ବିଷୟ ଓ ପ୍ରବାସୀ ଓଡ଼ିଆମାନଙ୍କ ସହିତ ୫-ଟି (5T) ଅଧ୍ୟକ୍ଷଙ୍କ ଆଲୋଚନାର ଆଧାରରେ ୧୮ଟି  ନିଷ୍ପତ୍ତି…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱର ଅନ୍ଧାରୁଆଠାରେ ଆଇକନିକ୍‌ ଓଡିଶା ଆଦର୍ଶ ବିଦ୍ୟାଳୟର ନୂତନ କ୍ୟାମ୍ପସର ଶୁଭ ଉଦ୍‌ଘାଟନ କରିଛନ୍ତି। ଏହା ମାଧ୍ୟମରେ ଛାତ୍ରଛାତ୍ରୀମାନେ…

ଭୁବନେଶ୍ୱର: ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ସଂଘ (ଓଷ୍ଟା) ଆହ୍ୱାନରେ ଏକ ବିଶାଳ ସମାବେଶ ଆଜି ଭୁବନେଶ୍ୱର ଲୋୟର ପି.ଏମ୍‌.ଜି. ସ୍ଥିତ ଗାନ୍ଧିମାର୍ଗରେ ଅନୁଷ୍ଠିତ ହୋଇଛି। ବିଭିନ୍ନ…

ଭୁବନେଶ୍ଵର: ପୁରୀ-ସୋନପୁର-ପୁରୀ ସାପ୍ତାହିକ ଏକ୍ସପ୍ରେସର ନିୟମିତ ଚଳାଚ ନିଷ୍ପତ୍ତି ନିଆଯାଇ ପୁରୀରୁ ଆସନ୍ତାକାଲି ଠାରୁ ଏବଂ ସୋନପୁର ଠାରୁ 9 ଫେବୃଆରୀ 2024 ଠାରୁ ଚଳାଚଳ ନିଷ୍ପତ୍ତି…

ଭୁବନେଶ୍ୱର: ମହାଭାରତ କାବ୍ୟକୁ ନେଇ ଦୀର୍ଘ ୨୦ ବର୍ଷ ହେବ ଗବେଷଣା ଚଳାଇଥିବା ହଲାଣ୍ଡର ପ୍ରଫେସର ଆର୍ଲୋ ଗ୍ରିଫିଥ୍‌ସ ଆଜି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ…

ଭୁବନେଶ୍ବର: ଆସନ୍ତା ୯ ତାରିଖରୁ ଭୁବନେଶ୍ବରର ପ୍ରସିଦ୍ଧ ଧଉଳି ଶାନ୍ତିସ୍ତୁପ ପାଦଦେଶରେ ଆରମ୍ଭ ହେବ ଧଉଳି କଳିଙ୍ଗ ମହୋତ୍ସବ। ଏହା ରାଜ୍ୟ ସଂସ୍କୃତି ବିଭାଗ ଏବଂ ଓଡିଶା…

ଭୁବନେଶ୍ୱର: ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ଆନୁକୂଲ୍ୟରେ ଫେବୃଆରୀ ୧୬ ରୁ ୧୮ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ଜନତା ମଇଦାନଠାରେ ତିନିଦିନିଆ ରାଜ୍ୟସ୍ତରୀୟ ମତ୍ସ୍ୟ-ପ୍ରାଣୀ ସମାବେଶ-…

ନୂଆଦିଲ୍ଲୀ: ଲୋକମତ କାର୍ଯ୍ୟକ୍ରମରେ କଂଗ୍ରେସର ଲୋକସଭା ସଦସ୍ୟ ଶଶି ଥରୁର ଏବଂ ବିଜୁ ଜନତା ଦଳର ରାଜ୍ୟସଭା ସଦସ୍ୟ ସସ୍ମିତ ପାତ୍ରଙ୍କୁ ଶ୍ରେଷ୍ଠ ସାଂସଦ ପୁରସ୍କାରରେ ସମ୍ମାନିତ…

ଭୁବନେଶ୍ୱର: ବର୍ତ୍ତମାନ ସମୟରେ ସମଗ୍ର ଦେଶରେ ହୃଦ୍ ରୋଗ ମୃତ୍ୟୁର ମୁଖ୍ୟ କାରଣ ଭାବେ ଉଭା ହୋଇଛି। ତୁରନ୍ତ ଚିକିତ୍ସା ସେବା ଉପଲବ୍ଧ ହେବା ପର୍ଯ୍ୟନ୍ତ ମସ୍ତିଷ୍କକୁ…

ଭୁବନେଶ୍ଵର: ଓଡିଶାର ମନୋରଞ୍ଜନ ଚ୍ୟାନେଲ ଜୀ-ସାର୍ଥକ ସର୍ବଦା ଦର୍ଶକଙ୍କୁ ଭିନ୍ନ ଭିନ୍ନ ମାଧ୍ୟମରେ ଦର୍ଶକମାନଙ୍କ ମନୋରଞ୍ଜନ କରିଆସିଛି। ମନୋରଞ୍ଜନ ମାଧ୍ୟମରେ ସବୁବେଳେ ଜୀ-ସାର୍ଥକ ତାର ଦର୍ଶକଙ୍କ ଭଲ…

ଭୁବନେଶ୍ବର: ରାଜ୍ୟ ସାମାଜିକ ସୁରକ୍ଷା ବ୍ୟବସ୍ଥା ମଧୁବାବୁ ପେନସନ ଯୋଜନାରେ ସାମିଲ ହେବାକୁ ଚାହୁଁଥିବା ବ୍ୟକ୍ତିଙ୍କ ପାଇଁ ଖୁସିର ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମଧୁବାବୁ…