ଭୁବନେଶ୍ବର: ଆଜି ଜୟଦେବ ଭବନ ଠାରେ ଭାରତ ରତ୍ନ ଆଚାର୍ଯ୍ୟ ବିନୋବା ଭାବେଙ୍କ ୧୩୦ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏଥି ସହିତ “ଆତ୍ମନିର୍ଭର ଭାରତରୁ ବିକଶିତ ଭାରତ : ଭୁଦାନ ଆନ୍ଦୋଳନ ର ଅବଦାନ” ବିଷୟ ସମ୍ପର୍କିତ ଜାତୀୟ ସ୍ତରର ଆଲୋଚନା […]
ବାଣପୁର (ସୀତାରାମ ଅଗ୍ରୱାଲ): ଭାରତ ସହିତ ଅନ୍ୟାନ୍ୟ ଦେଶରେ ଥିବା ୧୦୮ ଶକ୍ତିପୀଠ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ବାଣପୁରର ମା’ଭଗବତୀଙ୍କ ଶକ୍ତି ପୀଠ ପ୍ରାଚୀନ ପରମ୍ପରା ବହନ କରୁଥିବା ଏକ ପ୍ରଖ୍ୟାତ ପୀଠ। ଏହି ପୀଠର ମହାତ୍ମ୍ୟ, ପର୍ବପର୍ବାଣୀ, ଜାନିଯାତ୍ରା, ନୀତିକାନ୍ତି […]
ଭୁବନେଶ୍ବର: ରାଜ୍ୟର ସମସ୍ତ ସହରାଞ୍ଚଳରେ ଏବଂ ଗ୍ରାମାଞ୍ଚଳରେ ଥିବା ସବୁ ବିଦ୍ୟାଳୟରେ ପାନୀୟ ଜଳ ସୁବିଧା, ଟ୍ୟାପ୍ ଯୋଗେ ପିଇବା ପାଣି ଏବଂ ଭୂପୃଷ୍ଠରୁ ବହିଯାଉଥିବା ବର୍ଷା ଜଳକୁ ସଂରକ୍ଷଣ ତଥା ଭୂତଳ ଜଳ ଭରଣ ଉଦ୍ଦେଶ୍ୟରେ ରେନ୍ ଓ୍ୱାଟର ହାର୍ଭେଷ୍ଟିଂ […]
ଭୁବନେଶ୍ୱର: ଆପଣମାନେ ହେଉଛନ୍ତି ନିର୍ମାଣର ମେରୁଦଣ୍ଡ। ରାସ୍ତା, ଘାଟ, କୋଠା ବାଡ଼ି, କଳ କାରଖାନା, ବନ୍ଦର, ବିମାନ ବନ୍ଦର, ଶିକ୍ଷାୟତନ, ଡାକ୍ତରଖାନା, ଯେ କୌଣସି ନିର୍ମାଣ ହେଉ, ଆପଣମାନଙ୍କ ବିନା ଏସବୁର ପରିକଳ୍ପନା ଅସମ୍ଭବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଏଗ୍ରିକଲ୍ଚରାଲ୍ ସାଇନ୍ସେସ୍ (ଆଇଏଏସ୍)କୁ ଗତ ରବିବାର ଦିନ ନୁଆଦିଲ୍ଲୀ ଠାରେ ‘ଆଉଟ୍ଲୁକ୍ ଏଗ୍ରି-ଟେକ୍ ସମ୍ମିଟ୍’ରେ ସମ୍ମାନଜନକ ‘ଆଉଟଷ୍ଟାଣ୍ଡିଂ ଏଗ୍ରିକଲ୍ଚର ଇନ୍ଷ୍ଟିଚ୍ୟୁଟ୍ / ୟୁନିଭର୍ସିଟି’ ସମ୍ମାନରେ ସମ୍ମାନିତ କରାଯାଇଛି। ଆଇଏଏସ୍ର ଡିନ୍ […]
ଭୁବନେଶ୍ବର: ବଡ ପାଟିରେ ମିଛ କହିଲେ ତାହା କେବେ ସତ ହୋଇଯାଏ ନାହିଁ। ମିଛ କହି ହୃଦୟ ଜିତିବା ସହଜ ହୋଇପାରେ କିନ୍ତୁ ଲୋକଙ୍କ ହୃଦୟ ଜିତିବା ସହଜ ନୁହେଁ। ଲୋକଙ୍କ ହୃଦୟ ଜିତିବା ପାଇଁ ସେବା ହିଁ ଏକମାତ୍ର ମାର୍ଗ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବଡ଼ବଜାର ଥାନା ଅନ୍ତର୍ଗତ ଗୌଡ଼ ସାହିରେ ବୁଧବାର ପ୍ରାୟ ରାତି ୩ଘଣ୍ଟା ସମୟରେ କିଛି ଦୁର୍ବୁତ୍ତ ସତୀଶଙ୍କ ଘରର ଛାତ ଉପରକୁ ଯାଇ ଘରର ଲୁହା ଗ୍ରିଲ୍ କାଟି ଘର ଭିତରକୁ ପ୍ରବେଶ କରୁଥିବା ବେଳେ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଭଞ୍ଜନଗର ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ପ୍ରସନ୍ନ ସ୍ୱାଇଁଙ୍କ ଘରେ ଆୟ ବହିର୍ଭୁତ ସମ୍ପତି ଠୁଳ ମାମଲାରେ ଭିଜିଲାନ୍ସ ତରଫରୁ ଚଢ଼ାଉ ଚାଲିଛି। ଏକ କାଳୀନ ଆଠ ଗୋଟି ଟିମ ଭଞ୍ଜନଗର ବାଗଦେବୀ ରୋଡ ସ୍ଥିତ […]
ଭୁବନେଶ୍ବର: ଗତକାଲି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକ ତାଙ୍କର ସାମାଜିକ ଗଣ ମାଧ୍ୟମରେ ଉଠାଇଥିବା ପ୍ରଶ୍ନର ଗୋଟିଗୋଟି ଜବାବ ଦେଇଛନ୍ତି ବିଧାୟକ ଜୟନାରାୟଣ ମିଶ୍ର। ରେଭେନ୍ସା ବିଶ୍ବବିଦ୍ୟାଳୟ ନାମ ପରିବର୍ତ୍ତନ ନେଇ ନବୀନ ପରୋକ୍ଷରେ କେତେକ ପ୍ରଶ୍ନ ଉଠାଇଛନ୍ତି। ଯାହାର […]
ଭୁବନେଶ୍ୱର: ଭାରତର ଅର୍ଥନୀତିକୁ ଆଗାମୀ ଦିନରେ ବାୟୋଟେକ୍ନୋଲୋଜି କ୍ଷେତ୍ର ବିଶେଷ ଭାବେ ସମୃଦ୍ଧ କରିବାକୁ ଯାଉଛି। ଏଥିରେ ଓଡ଼ିଶାର ଏକ ବଳିଷ୍ଠ ଯୋଗଦାନ ରହିବ। ସେପ୍ଟେମ୍ବର ୧୨ରୁ ୧୪ ତାରିଖ ନୂଆଦିଲ୍ଲୀର ପ୍ରଗତି ମଇଦାନଠାରେ ହେବାକୁ ଥିବା ‘ଗ୍ଲୋବାଲ ବାୟୋ ଇଣ୍ଡିଆ-୨୦୨୪’ […]
କେନ୍ଦୁଝର: ଟସର ହେଉଛି ଏକ ଲାଭଜନକ ଚାଷ। ଆଦିବାସୀ ବହୁଳ କେନ୍ଦୁଝର ଜିଲ୍ଲାରେ ଏହି ଚାଷକୁ ପ୍ରୋତ୍ସାହନ ଦିଆଯାଇ ଚାଷୀମାନଙ୍କ ଜୀବିକାକୁ ସୁଦୃଢ଼ କରାଯାଉଛି। ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନେର ଥିବା ବୟନ ଓ ହସ୍ତତନ୍ତ […]
ଭୁବନେଶ୍ବର: ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ଶ୍ରୀଯୁକ୍ତ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ […]
ଭୁବନେଶ୍ବର: ପୂର୍ବ ତଟ ରେଳବାଇର ମହାପ୍ରବନ୍ଧକ ଶ୍ରୀ ପରମେଶ୍ୱର ଫୁଙ୍କୱାଲ ଆଜି ବିଧାନସଭା କାର୍ଯ୍ୟାଳୟ ପ୍ରକୋଷ୍ଠଠାରେ କେନ୍ଦ୍ର ରେଳ ମନ୍ତ୍ରାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଆଗାମୀ ୧୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ହେଉଥିବା ବନ୍ଦେ ଭାରତ […]
ଭୁବନେଶ୍ବର: ବିରୋଧି ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ବିଜୁ ଜନତା ଦଳର ପୋଲାଭରମ ଟିମ ଆଜି ସକାଳେ ନବୀନ ନିବାସରେ ଭେଟି ତାଙ୍କର ରିପୋର୍ଟ ପ୍ରଦାନ କରିଛନ୍ତି। ଏ ଅବସରରେ ସେମାନେ ବିରୋଧି ଦଳ ନେତାଙ୍କୁ ପ୍ରକଳ୍ପ ଅଞ୍ଚଳର ବାସ୍ତବ […]
ଭୁବନେଶ୍ୱର: ଦେଶର ପ୍ରମୁଖ ଷ୍ଟେସନଗୁଡିକର ନବୀକରଣ ଏବଂ ଆଧୁନିକୀକରଣ ପାଇଁ ଭାରତୀୟ ରେଳବାଇର ବୃହତ ଯୋଜନାର ଏକ ଅଂଶ ଭାବରେ ସମ୍ବଲପୁର ରେଳ ଷ୍ଟେସନରେ ଗୁରୁତ୍ୱପୂର୍ଣ୍ଣ ୟାର୍ଡ଼ ପୁନଃନିର୍ମାଣ କାର୍ଯ୍ୟ ବର୍ତ୍ତମାନ ଚାଲୁରହିଛି। ପୂର୍ବତଟ ରେଳପଥ ରେଳ ନେଟୱର୍କର ଏକ ପ୍ରମୁଖ […]
ଭୁବନେଶ୍ୱର: ଆଜି ବିଧାନସଭା ପ୍ରକୋଷ୍ଠ ରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବଙ୍ଗୋପ ସାଗର ରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ହୋଇଥିବା କ୍ଷୟକ୍ଷତି ଓ ଏହାର ମୁକାବିଲା ପାଇଁ ନିଆଯାଇଥିବା ପଦକ୍ଷେପ ସମ୍ପର୍କ ରେ ସମୀକ୍ଷା କରିଛନ୍ତି। ରାଜସ୍ବ […]
ଭୁବନେଶ୍ଵର: ଓମ୍ ବାବା ପ୍ରଡ଼କସନ୍ସ ଦ୍ୱାରା ନିର୍ମିତ ନୂଆ ଓଡ଼ିଆ ଚଳଚ୍ଚିତ୍ର “ଆଭା” ର ସେନସର ହୋଇ ଅନକଟ୍ ଓ ୟୁ ସାର୍ଟିଫିକେଟ ମିଳିବା ପରେ ଆସନ୍ତା ୧୩ ସେପ୍ଟେମ୍ବରରେ ସାରା ଓଡ଼ିଶାରେ ମୁକ୍ତିଲାଭ କରିବ। ଜଣେ ଭିନ୍ନକ୍ଷମ ନାରୀର କାହାଣୀକୁ […]
ଭୁବନେଶ୍ବର: ଆପଣମାନେ ଜାଣିଥିବେ ନିର୍ବାଚନ ପୂର୍ବରୁ ଓଡ଼ିଶାବାସୀଙ୍କୁ ବିଜେପି ଅନେକ ପ୍ରତିଶ୍ରୁତି ଦେଇଥିଲା। ସରକାର ଗଠନ କରିବାର ୧୦୦ ଦିନ ପୂରଣ ହେବାକୁ ଯାଉଥିଲାବେଳେ ଏକାଧିକ ପ୍ରତିଶ୍ରୁତି ପାଣିର ଗାର ସଦୃଶ ପ୍ରତୀୟମାନ ହେଉଛି। ନିର୍ବାଚନ ବୈତରଣୀ ପାର ହେବା ପାଇଁ […]
ଭୁବନେଶ୍ବର: ଅପରାଜିତା ଷଡଙ୍ଗୀ, ଭୁବନେଶ୍ବର ସାଂସଦ। ଏଥର ନିର୍ବାଚନ ପରେ ତାଙ୍କର ରାଜନୈତିକ ହାବଭାବରେ ପରିବର୍ତ୍ତନ ହେବ ବୋଲି ଆଶା କରାଯାଉଥିଲା। ହେଲେ ତାହା ହେଲା ନାହିଁ। ତାଙ୍କର ସେହି ପୁରୁଣା ରୋଗ ଏକଲା ଚଲୋ ନୀତିକୁ ପୁଣି ସେ ଆପଣେଇ […]
ଝାରସୁଗୁଡା: ଶ୍ରୀଗଣେଷଙ୍କୁ ପୂଜା କଲେ ସବୁ ବିଘ୍ନକୁ ନାସ କରନ୍ତି। ସେଥିପାଇଁ ସମସ୍ତେ ଗଣେଷ ଚତୁର୍ଥୀରେ ପ୍ରଭୃ ଶ୍ରୀ ଗଣେଷଙ୍କୁ ଆବାହନ କରିଥାନ୍ତି। ଠିକ ସେହିପରି ଝାରସୁଗୁଡାର ପୂର୍ବତନ ବିଧାୟିକା ଦୀପାଳି ଦାସ ମଧ୍ୟ ବିନାୟକଙ୍କୁ ପୂଜା କରିଛନ୍ତି। ଝାରସୁଗୁଡାର ସରବାହାଲ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାର ବେଗୁନିଆ ବ୍ଳକ୍ ଅନ୍ତର୍ଗତ ହଜ, ସିକୋ ଓ ଶଗଡ ଭଙ୍ଗା ଗ୍ରା.ପ. ଠାରେ ୧୦ ମେଟ୍ରିକ୍ ଟନ୍ ୩ ଟି ସୌର ଚାଳିତ ଶୀତଳଭଣ୍ଡାର ପ୍ରତିଷ୍ଠା ହୋଇଛି। ବେଗୁନିଆ ବ୍ଳକ୍ ରେ ହଜ, ସିକୋ ଖଡିପଦର ଓ […]