ଭୁବନେଶ୍ୱର: ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଅତ୍ୟାଧୁନିକ ଜ୍ଞାନକୌଶଳର ସଫଳ ପ୍ରୟୋଗ ତଥା ଉତ୍ସର୍ଗୀକୃତ ଭାବନାର ଉଲ୍ଲେଖନୀୟ ପ୍ରଦର୍ଶନ କରିଛି ଏମ୍ସ ଭୁବନେଶ୍ୱର। ଅତ୍ୟାଧୁନିକ ଏକ୍ମୋ ଥେରାପି ପ୍ରୟୋଗ କରି ଗୁରୁତର ହୋଇପଡ଼ିଥିବା ଜଣେ ମହିଳାଙ୍କ ବଞ୍ଚାଇବାରେ ସଫଳତା ହାସଲ କରିଛନ୍ତି ଏହି ଜାତୀୟ […]
ଭୁବନେଶ୍ୱର: ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କର ଦୁଇଦିନିଆ ସମ୍ବଲପୁର ଗସ୍ତରୁ ଫେରିବା ବେଳେ ସମ୍ବଲପୁରଠାରେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସହ କୋରାପୁଟ ଓ ମାଲକାନଗିରି ଜିଲ୍ଲରେ ପ୍ରବଳ ବର୍ଷାଜନିତ କ୍ଷୟକ୍ଷତି ନେଇ ଆଲୋଚନା […]
ବାଣପୁର (ସୀତାରାମ ଅଗ୍ରୱାଲ): ଉପକୂଳ ଓଡ଼ିଶାର ମହାନ ପର୍ବ ଷଷ୍ଠୀ ଓଷା, ଭାଦ୍ରବ ଶୁକ୍ଳ ଷଷ୍ଠୀ ଦିନ ପୁରପଲ୍ଲୀର ପ୍ରତି ଘରେ ଭାଗ୍ୟର ଦେବୀ ଷଷ୍ଠୀଦେବୀଙ୍କୁ ଛଅତିଅଣ ଛ, ଭଜା, ସହିତ ନାନାଦି ପ୍ରକାର ପିଠାପଣା, କ୍ଷିରୀ ଖେଚଡ଼ି କରି ପୂଜାକରାଯାଏ। […]
ବାଲୁଗାଁ( ସୀତାରାମ ଅଗ୍ରୱାଲ): ଆଜି ବାଣପୁର ଓ ଚିଲିକା ବ୍ଲକ ଅନ୍ତର୍ଗତ ବିଭିନ୍ନ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ଏବଂ ଜନସେବା କେନ୍ଦ୍ର ତଦାରଖ କରିଥିଲେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ। ସେ “ସୁଭଦ୍ରା ଯୋଜନା” ର ଅନଲାଇନ୍ […]
ଭୁବନେଶ୍ବର: ଏସ୍ୟୁ-୩୦ ଏମକେଆଇ ବିମାନ ଲାଗି ୨୪୦ ଏଏଲ୍-୩୧ ଏଫପି ଏରୋ ଇଞ୍ଜିନ୍ ପାଇଁ ପ୍ରତିରକ୍ଷା ମନ୍ତ୍ରଣାଳୟ ହିନ୍ଦୁସ୍ତାନ ଏରୋନଟିକ୍ସ ଲିମିଟେଡ୍ (ହାଲ୍) ସହ ୨୬,୦୦୦ କୋଟିରୁ ଅଧିକ ଟଙ୍କାର ଏକ ଚୁକ୍ତି ସ୍ୱାକ୍ଷର କରିଛି। ଏହାଦ୍ୱାରା ଆତ୍ମନିର୍ଭର ଭାରତ ଲକ୍ଷ୍ୟକୁ […]
ଭୁବନେଶ୍ଵର: ଭାରତୀୟ ସୂଚନା ସେବା ୧୯୯୯ ବ୍ୟାଚର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ପତ୍ର ସୂଚନା କାର୍ଯ୍ୟାଳୟ (ପିଆଇବି) ଏବଂ କେନ୍ଦ୍ରୀୟ ସଂଚାର ବ୍ୟୁରୋ (ସିବିସି), ଭୁବନେଶ୍ଵରର ଅତିରିକ୍ତ ମହାନିର୍ଦ୍ଦେଶକ ଭାବରେ […]
ଭୁବନେଶ୍ବର: ଗତକାଲି ସମ୍ବଲପୁରରେ ଆୟୋଜିତ ସିଏମ କିଶାନ ଯୋଜନା ଉଦଘାଟନ ବୈଠକରେ ଏକ ଅଦଭୂତ ସ୍ଥିତି ଦେଖିବାକୁ ମିଳିଥିଲା। ତାହା ହେଲା କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ମଧ୍ୟରେ କଥା କଟାକଟି। ଯାହାକୁ […]
ଭୁବନେଶ୍ୱର: ଭୁବନେଶ୍ବରସ୍ଥିତ ପାତ୍ରପଡା ଆଦର୍ଶ ହୋମ ଠାରେ ଓଡିଶାର ପ୍ରଥମ ମାନସିକ ୱେଲନେସ କେନ୍ଦ୍ର ଉଦଘାଟନ ହୋଇଯାଇଛି। ଏହି ଆଦର୍ଶ ହୋମର ମୁଖ୍ୟ ଉଦ୍ଦେଶ୍ୟ ହେଉଛି ମାନସିକ ରୋଗୀଙ୍କୁ କିଭଳି ଚିକିତ୍ସିତ କରାଇ ସମାଜର ମୁଖ୍ୟ ସ୍ରୋତରେ ସାମିଲ କରାଯିବ। ଆଗାମୀ […]
ଭୁବନେଶ୍ବର: ଖୁବ ଶିଘ୍ର ଭଙ୍ଗା ଯିବା ବହୁ ଲୋକଙ୍କ ଗୁରୁତ୍ବ ବହନ କରୁଥିବା ଦିଲ୍ଲୀସ୍ଥିତ ଓଡିଶା ଭବନ। ଏ ନେଇ ରାଜ୍ୟ ସରକାର ପୁର୍ତ୍ତ ବିଭାଗକୁ ନିର୍ଦ୍ଦେଶ ପ୍ରଦାନ କରିଛନ୍ତି। ଦୁଇ ବର୍ଷ ତଳେ ଏହି ଭବନ ଅସୁରକ୍ଷିତ ବୋଲି ଘୋଷଣା […]
ଭୁବନେଶ୍ବର: ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ ପଶ୍ଚିମ-କେନ୍ଦ୍ର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର–ପଶ୍ଚିମ ବଙ୍ଗୋପସାଗର ରେ ଅବପାତ କ୍ଷେତ୍ର ସୃଷ୍ଟି ହୋଇଛି । ଫଳରେ ଏହା ଉତ୍ତର ଓଡିଶା, ପଶ୍ଚିମ ବଙ୍ଗ ଉପକୂଳରେ ଗତିଶୀଳ ହୋଇ ଆଗାମୀ ୨୪ଘଣ୍ଟାରେ ଗଭୀର ଅବପାତର […]
ଖୋର୍ଦ୍ଧା: ଆଜି ପବିତ୍ର ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ସିଏମ କିଷାନ ସହାୟତାର ଶୁଭାରମ୍ଭ କରିଛନ୍ତି। ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟର ଅଡିଟରିମରୁ ଭିଡ଼ିଓ କନଫରେନ୍ସ ଯୋଗେ ମୁଖ୍ୟମନ୍ତ୍ରୀ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ଅପରାହ୍ନ ୪:୩୦ ରେ କରିଥିଲେ। ଖୋର୍ଦ୍ଧାରୁ […]
ଭୁବନେଶ୍ବର: ଓଡିଶାର ଏକ ଗଣ ପର୍ବ ହେଉଛି ନୂଆଁଖାଇ, ଯାହା ପଶ୍ଚିମ ଓଡିଶାରେ ବିଶେଷ ଭାବେ ପାଳିତ ହେଉଛି। ଏହି ପର୍ବଟି ଧାନ ଅମଳର ଖୁସିରେ ଚାଷୀମାନେ ପାଳନ କରିଥାନ୍ତି। ବର୍ଷା ଶେଷ ହେବାପରେ ଶରତ ଋତୁ ଧରା ପୃଷ୍ଠରେ ଅବତରଣ କରେ। […]
ଭୁବନେଶ୍ଵର: ପବିତ୍ର ନୂଆଁଖାଇ ଅବସରରେ ରାଜ୍ୟ ସରକାର ସିଏମ୍ କିଷାନ ଯୋଜନା ଲାଗୁ କରିବେ ବୋଲି ଘୋଷଣା କରିଛନ୍ତି। ତେଣୁ ଏହି ପ୍ରରିପ୍ରେକ୍ଷୀରେ ଆଜିଠାରୁ ସିଏମ୍ କିଷାନ ଯୋଜନା ଆରମ୍ଭ ହେବ। ଖରିଫ ଓ ରବି ଫସଲ ପୂର୍ବରୁ କୃଷକମାନଙ୍କ ପାଇଁ […]
ଭୁବନେଶ୍ବର: ଆଜି ହେଉଛି ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ। ଏହି ପର୍ବ ପାଇଁ ଆଜି ସାରା ପଶ୍ଚିମ ଓଡିଶା ଦୁଲୁକିବାରେ ଲାଗିଛି। କାରଣ ଆଜି ଚାଷିପୁଅ ତାହାର ପ୍ରଥମ ଫସଲ ଅମଳ କରି ସେବାନ କରିବ। ତା ପୂର୍ବରୁ ମା ସମେଲଶ୍ବରୀଙ୍କ […]
ଭୁବନେଶ୍ୱର: ଆଜି ଗଣେଶ ଚତୁର୍ଥୀ। ଭୁବନେଶ୍ୱର ର ବିଭିନ୍ନ ପୂଜା ମଣ୍ଡପ ରେ ପୂଜା ପାଉଛନ୍ତି ସିଦ୍ଧିଦାତା ଗଜାନନ.ଏହି ଅବସରରେ ଗଣେଶ ଭଗବାନ ଙ୍କ ଆଶୀର୍ବାଦ ପାଇଁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟା ରେ ପୂଜା […]
ଭୁବନେଶ୍ବର: ଶିଳ୍ପ ମାଧ୍ୟମରେ ରାଜ୍ୟରେ ଅର୍ଥନୈତିକ ବିକାଶ ହୋଇପାରିବ। କ୍ଷୁଦ୍ର, ମଧ୍ୟମ, ଲଘୁ ଶିଳ୍ପ ଜରିଆରେ ଅଧିକ ରୋଜଗାର ସୃଷ୍ଟି ହୋଇପାରିବ। ଆମ ସରକାର ଏହି ସମସ୍ତ ଦିଗରେ ପ୍ରୟାସ କରୁଛନ୍ତି। ଭାରତ ମସଲା ଭଳି ସଂସ୍ଥା ଏ କ୍ଷେତ୍ରରେ ପଥ […]
ଭୁବନେଶ୍ୱର: ଆଗାମୀ ୧୭ ତାରିଖରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ମହିଳା ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ। ଏହି ଯୋଜନା ସମ୍ପର୍କରେ ରାଜ୍ୟବ୍ୟାପୀ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଆଜି ଭୁବନେଶ୍ବର ମହାତ୍ମା […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ରେ ନିକଟରେ ଆୟୋଜିତ ୨୪ ଘଂଟିଆ ହାକରୱାର ୫.୦ ର ଶିକ୍ଷାନୁଷ୍ଠାନର ୫୮୦ ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ୯୫ଟି ଟିମ୍ ଭର୍ଚୁଆଲି ସାମିଲ ହୋଇଥିଲେ। […]
ଖୋର୍ଦ୍ଧା: ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରୁ ସକାଳ ୧୧ ଘଟିକା ସମୟରେ ୩ ଗୋଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୬ ଟି ବ୍ଲକ୍ […]
ଭୁବନେଶ୍ବର: ଆଜିଠାରୁ ଗଡିବା ଆରମ୍ଭ ହୋଇଛି ସୁଭଦ୍ରା ରଥ। ଅର୍ଥାତ ରାଜ୍ୟ ସରକାର ଲାଗୁ କରିଥିବା ସୁଭଦ୍ରା ଯୋଜନା ସଂପର୍କରେ ସଚେତନତା କରିବା ପାଇଁ ଏହି ରଥ ବୁଲିବ। ଆଜି ଭୁବନେଶ୍ବରର ଗାନ୍ଧୀମାର୍ଗରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି […]
ଭୁବନେଶ୍ବର: ଲାଞ୍ଚ ଟଙ୍କା ସବୁ ଏକାଠି କରି ଏକ ଗାଡିରେ ଭୁବନେଶ୍ବର ଆସୁଥିଲେ। ହେଲେ ସେ ଜାଣି ନ ଥିଲେ ବାଟରେ ଛକି ରହିଛି ଭିଜିଲାନ୍ସ। ହଠାତ ସେ ବୁଝିବା ପୂର୍ବରୁ ଗାଡି ଚାରିପଟୁ ବେଢି ଗଲେ ଭିଜିଲାନ୍ସ ଟିମ। ଗାଡି […]