ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ଏବଂ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆଜି ଅବକାରୀ ବିଭାଗ ବେଗୁନିଆ ଥାନା ଅନ୍ତର୍ଗତ ଏକାଡାଳିଆ ଗ୍ରାମର ଦେଶୀ ମଦ ଭାଟି ଉପରେ ଚଢ଼ାଉ କରିଥିଲା। ଚଢ଼ାଉ ବେଳେ ଅବକାରୀ ବିଭାଗ ୨ ହଜାର ୨୫୦ ଶହ ଲିଟର […]
ସୁନ୍ଦରଗଡ଼: ଆଦିବାସୀ ବହୁଳ ସୁନ୍ଦରଗଡ଼ ଜିଲ୍ଲାରେ ଲୋକଙ୍କ ଦୁଆର ମୁହଁରେ ମାଗଣାରେ ସ୍ୱାସ୍ଥ୍ୟ ସେବା ପହଞ୍ଚାଇବା ପାଇଁ ରହିଛି “ମୋବାଇଲ ମେଡିକାଲ ଭ୍ୟାନ ବା ଏମଏମଭି”। ଜିଲ୍ଲା ପ୍ରଶାସନର ଏହି ପଦକ୍ଷେପ ଯୋଗୁଁ ୨୦୧୭ ଏପ୍ରିଲରୁ ୨୦୨୨ ଜୁଲାଇ ସୁଦ୍ଧା ଜିଲ୍ଲାର […]
ସୀତାରାମ ଅଗ୍ରୱାଲ ବାଣପୁର: ଶ୍ରୀକ୍ଷେତ୍ରପରି ଭଗବତୀ କ୍ଷେତ୍ର ବାଣପୁର ଠାରେ ମା’ ଭଗବତୀଙ୍କ ପିତ୍ରାଳୟ ଭାବରେ ପରିଚିତ ପ୍ରାଚୀନ ଶୈବ ପୀଠ ଶ୍ରୀ ଦକ୍ଷେଶ୍ଵର ମହାଦେବଙ୍କ ମନ୍ଦିରରେ ଏକତ୍ର ପାଳିତ ହୋଇଯାଇଛି ଶ୍ରୀକୃଷ୍ଣ ଓ ଦେବୀ ଭଗବତୀଙ୍କ ଜନ୍ମନୀତି । କେବଳ […]
ଡକ୍ଟର ବି କେ ବେହେରା ହସ୍ତତନ୍ତ ଏକ ସୁନ୍ଦର ବୟନକଳା ଏବଂ ଏଥିପାଇଁ ଏହାର ବିଶେଷତ୍ୱ ରହିଛି ଯେ ଦୁଇଟି ବୁଣାବସ୍ତ୍ର ମଧ୍ୟରେ ସମାନତା ରହିନଥାଏ। ଅବଶ୍ୟ ଏହି ଉତ୍ପାଦ ବୁଣାକାରର କଳା, କୁଶଳତା ଏବଂ ପାରଦର୍ଶିତା ଉପରେ ନିର୍ଭର କରିଥାଏ। […]
ଭୁବନେଶ୍ବର: ମୋର ଯେପରି ଆକ୍ରମଣାତ୍ମ କାର୍ଯ୍ୟ କଳାପ ସେଥିପାଇଁ ମୁଁ ଦୁଃଖିତ। ମୋତେ କ୍ଷମା କରନ୍ତୁ ବୋଲି ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛି। ଏହି କଥା କହିଛନ୍ତି ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ। ସେ କହିଛନ୍ତି ଯେ, ମୋତେ […]
ଭୁବନେଶ୍ବର: ରାଜ୍ୟରେ ବର୍ତ୍ତମାନ ପ୍ରବଳ ବନ୍ୟା ଦେଖା ଦେଇଥିବାରୁ କେହି ଘରୁ ବାହାରି ପାରୁ ନାହାଁନ୍ତି। ଏପରି ପରିସ୍ଥିତିକୁ ଲକ୍ଷ ରଖି ଓଡିଶା ପବ୍ଲିକ ସର୍ଭିସ କମିଶନ ଦ୍ବାରା ହେବାକୁ ଥିବା ଏଏସଓ ପରୀକ୍ଷାକୁ ବାତିଲ କରାଯାଇଛି। ଏ ନେଇ କମିସନର […]
ଭୁବନେଶ୍ବର: ଆଗାମୀ ୨୪ଘଣ୍ଟା ସୁଦୃଶଃ-ଲଘୁଚାପ କ୍ଷେତ୍ର ପ୍ରଭାବରେ ୧୦ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହି ଜିଲ୍ଲାଗୁଡିକ ହେଲା ଭଦ୍ରକ, ବାଲେଶ୍ୱର,ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, କେନ୍ଦ୍ରାପଡା, ମୟୁରଭଞ୍ଜ ଏବଂ କେନ୍ଦୁଝର। ଏହି ଜିଲ୍ଲା ପାଇଁ ଆଞ୍ଚଳିକ ପାଣିପାଗ […]
ନୂଆଦିଲ୍ଲୀ: ଓଡିଶା କ୍ୟାଡର ଆଇଏଏସ ରାଜେଶ ବର୍ମା ହେଲେ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ସଚିବ। ଆଜି ଏ ନେଇ କ୍ୟାବିନେଟ ନିଯୁକ୍ତି କମିଟ ବର୍ମାଙ୍କ ନାମରେ ମୋହର ମାରିଛନ୍ତି। ସେ ହେଉଛନ୍ତି 1987 ବ୍ୟାଚ ଓଡିଶା କ୍ୟାଡରର ଆଇଏଏସ ଅଫିସର। ବର୍ତ୍ତମାନ […]
ଭୁବନେଶ୍ବର: ଆଜି ବିଜୁ ଜନତା ଦଳ ତାହାର ନୂଆ ଘୋଷଣା କରିଛି। ସେହି ଅନୁସାରେ ଦଳର ସବୁ ଜିଲ୍ଲାରେ ବରିଷ୍ଠ ପର୍ଯ୍ୟବେକ୍ଷକଙ୍କୁ ନିଯୁକ୍ତି ଦିଆଯାଇଛି। ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମତି କ୍ରମେ ଏହି ନିଯୁକ୍ତି ଦିଆଯାଇଛି। ଦଳ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଆକାଶ ମାର୍ଗରୁ କେନ୍ଦ୍ରାପଡା ଜିଲ୍ଲାର ଲୁଣା, ଚିତ୍ରୋତ୍ପଳା ନଦୀର ଦ୍ୱୀପାଞ୍ଚଳ, ମହାନଦୀର ଶାଖା ପାଇକା ନଦୀର ଦ୍ୱୀପାଞ୍ଚଳ, ଜଗତସିଂହପୁର ଜିଲ୍ଲାର କୁଜଙ୍ଗ, ନାଉଗାଁ ଓ ପୁରୀ ଜିଲ୍ଲାର ଗୋପ, ନିମାପଡା, ଅସ୍ତରଙ୍ଗ, ଡେଲାଙ୍ଗ, […]
ଭୁବନେଶ୍ବର: ଆଜି ଉତ୍ତର-ପୂର୍ବ ପାର୍ଶ୍ଵବର୍ତ୍ତୀ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ତଥା ବଙ୍ଗଳାଦେଶ ଏବଂ ମିଆଁମାର ଉପକୂଳରେ ଲଘୁଚାପ ସକ୍ରିୟ ରହିଛି। ଏହା ଆଗାମୀ ୧୨ ଘଣ୍ଟା ମଧ୍ୟରେ ଘନୀଭୂତ ହୋଇ ସୁଦୃଶଃ-ଲଘୁଚାପ ଏବଂ ପରବର୍ତୀ ୨୪ ଘଣ୍ଟା ମଧ୍ୟରେ ଅବପାତ ରେ ପରିଣତ […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଆଜି ଅପରାହ୍ନ ସାଢେ ତିନିଟା ରେ ଖୁରଧା, ପୁରୀ, କଟକ ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାର ବନ୍ୟା କ୍ଷତିଗ୍ରସ୍ତ ଅଞ୍ଚଳ ଆକାଶ ମାର୍ଗରୁ ପରିଦର୍ଶନ କରିବେ। ମୁଖ୍ୟମନ୍ତ୍ରୀ ଙ୍କ ସହିତ ମୁଖ୍ୟମନ୍ତ୍ରୀ ଙ୍କ ସଚିବ […]
ଭୁବନେଶ୍ବର: ଗତକାଲି ରାଜ୍ୟରେ ୨୮୦ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଜି ଆଉ ୪୮୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଆଜି ୪୮୨ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୦-୧୮ ବର୍ଷର ୧୦୮ ଜଣ ପିଲା ଥିବା ବେଳେ କ୍ୱାରେଣ୍ଟାଇନରୁ ୨୮୩ […]
ଭୁବନେଶ୍ବର: ଜୀ ସାର୍ଥକରେ ଆସନ୍ତା ଅଗଷ୍ଟ ୨୦ ତାରିଖରୁ ଆରମ୍ଭ ହେବାକୁ ଯାଉଛି ଓଡିଶାର ସବୁଠାରୁ ବଡ ସିଂଗିଙ୍ଗ ରିୟାଲିଟି ସୋ ‘ସା ରେ ଗା ମା ପା – ସ୍ୱରର ମହାମଞ୍ଚ’। ନିକଟରେ ଏହାର ସମସ୍ତ ଅଡିସନ ଶେଷ ହୋଇଥିବା […]
ଭୁବନେଶ୍ବର: ଓଡ଼ିଶାରୁ ଚୁକ୍ତିଭିତ୍ତିକ ନିଯୁକ୍ତି ଉଚ୍ଛେଦ ପ୍ରସଙ୍ଗରେ ପୂର୍ବ ନିର୍ଦ୍ଧାରିତ ଅନୁଯାୟୀ ଓଡିଶା ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀ ମହାସଙ୍ଘ ପକ୍ଷରୁ ଅଗଷ୍ଟ ୧୬ ତାରିଖରୁ ସପ୍ତାହ ବ୍ୟାପି ରାଜ୍ୟ ସରକାରଙ୍କ ଅଧୀନରେ କାର୍ଯ୍ୟରତ ସମସ୍ତ ସରକାରୀ ଚୁକ୍ତିଭିତ୍ତିକ କର୍ମଚାରୀମାନଙ୍କ ଦ୍ୱାରା କଳାବ୍ୟାଚ ପରିଧାନ […]
ଭୁବନେଶ୍ବର: ବିଜ୍ଞାନ ଓ କାରିଗରୀ ବିଭାଗ ଆନୁକୂଲ୍ୟରେ ରାଜ୍ୟ ବିଜ୍ଞାନ ଓ କାରିଗରୀ ପରିଷଦ ଏବଂ ଭୁବନେଶ୍ୱର ସିଟି ନଲେଜ ଇନୋଭେସନ୍ କ୍ଳଷ୍ଟର (ବିସିକେଆଇସି) ଫାଉଣ୍ଡେସନ୍ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଯାଇଛି। ଆଜି ଅପରାହ@ରେ ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ […]
ଭୁବନେଶ୍ବର: ରାଜ୍ୟ ସରକାରଙ୍କ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଦ୍ୱାରା ଅନୁମୋଦିିତ ବାର୍ଷିକ ତାଲିକା ହିସାବରେ ଏ ବର୍ଷ ଗଣେଶ ପୂଜା ଅବସରରେ ସମ୍ବଲପୁରୀ ବସ୍ତ୍ରାଳୟ ଦ୍ୱାରା ଏକ ସ୍ୱତନ୍ତ୍ର ହସ୍ତତନ୍ତ ମେଳା-୨୦୨୨ ଭୁବନେଶ୍ୱରସ୍ଥିତ ଏକାମ୍ର ହାଟଠାରେ ଆୟୋଜନ କରାଯାଇଅଛି। […]
ଭୁବନେଶ୍ୱର: ରାଜ୍ୟରେ ସୃଷ୍ଟି ହୋଇଥିବା ବନ୍ୟା ପରିସ୍ଥିତିରେ ଖରିଫ ଫସଲର ପରିଚାଳନା ଏବଂ ଆବଶ୍ୟକ ସ୍ଥଳେ ବିକଳ୍ପ ଫସଲ ଚାଷ ନିମନ୍ତେ ପଦକ୍ଷେପ ନେବା ପାଇଁ କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା ଗ୍ରହଣ କରାଯାଇଛି। କୃଷି […]
ଭୁବନେଶ୍ବର: ବର୍ତ୍ତମାନର ବନ୍ୟା ପରିସ୍ଥିତି ସମ୍ପର୍କରେ ଆଜି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକ ସମୀକ୍ଷା କରିଥିଲେ । ଏହି ବୈଠକରେ ସ୍ୱତନ୍ତ୍ର ରିଲିଫ କମିଶନର ଶ୍ରୀ ପ୍ରଦୀପ ଜେନା, ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଶ୍ରୀ […]
ଭୁବନେଶ୍ବର: ଆଜି ଦଶମ ଓ ଦ୍ବାଦଶ ଶ୍ରେଣୀର ସିବିଏସଇ ପରୀକ୍ଷାରେ ଉଲ୍ଲେଖନୀୟ କୃତୀତ୍ବ ହାସଲ କରିଥିବା ମଦରସ ପବ୍ଲିକ ସ୍କୁଲର ଛାତ୍ରୀମାନେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସଠାରେ ଭେଟିବା ଅବସରରେ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଥିଲେ। […]
ଭୂବନେଶ୍ବର: ଗତ କାଲି ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ଥାନା ଅନ୍ତର୍ଗତ ପଞ୍ଚୁପାଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ଜଣେ ଶିକ୍ଷୟିତ୍ରୀ ମସା ମରା ଲିକ୍ୟୁଇଡି ପିଇ ଆତ୍ମହତ୍ୟା କରିବାକୁ ଚେଷ୍ଟା କରିଥିବା ସ୍ଥଳେ ଅଳ୍ପକେ ବର୍ତ୍ତି ଯାଇଥିଲେ। ପ୍ରଥମେ ତାଙ୍କୁ ବାଲୁଗାଁ […]