ରାଜ୍ୟ ଖବର

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗ ଅଧିନସ୍ଥ ସମସ୍ତ ଯୋଜନା ଓ ପ୍ରକଳ୍ପଗୁଡିକ ତ୍ୱରାନ୍ୱିତ ପ୍ରକ୍ରିୟାରେ ସମ୍ପୂର୍ଣ୍ଣ କରିବା ସହ ବିଭିନ୍ନ ବିଭାଗ ସହିତ ସମନ୍ୱୟ ରକ୍ଷା କରି…

ଖୋର୍ଦ୍ଧା: ଶିଶୁଙ୍କ ପାଇଁ ଦିନଟିଏ ଜିଲ୍ଲା ସ୍ତରୀୟ ବୈଠକ ତଥା ଜିଲ୍ଲାସ୍ତରୀୟ ବାଲ୍ୟ ବିବାହ ନିରୋଧ ଟାସ୍କ ଫୋର୍ସ, ବେଟୀ ବଚାଓ ବେଟୀ ପଢାଓ ଏବଂ ଶିଶୁ…

ଭୁବନେଶ୍ୱର: ନିକଟରେ ପ୍ରକାଶ ପାଇଥିବା ଓଡ଼ିଶା ଲୋକ ସେବା ଆୟୋଗ (ଓପିଏସ୍‌ସି) ଦ୍ୱାରା ପରିଚାଳିତ ଓଡ଼ିଶା ଜୁଡିସିଆଲ୍ ସର୍ଭିସ୍ (ଓଜେଏସ୍‌) ପରୀକ୍ଷାରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର…

ଭୁବନେଶ୍ଵର: ଆଜି ପୂର୍ବାହ୍ନରେ ବିଜୁ ପଟ୍ଟନାୟକ ଷ୍ଟେଟ୍ ପୋଲିସ ଏକାଡେମୀ (BPSPA) ଠାରେ ୭ମ ବ୍ୟାଚ ଡିଏସପି (ପ୍ରୋବେସନର) ଏବଂ ୧୧ତମ ବ୍ୟାଚ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରଙ୍କ ଦୀକ୍ଷାନ୍ତ…

ଭୁବନେଶ୍ୱର: ସାମାଜିକ ବିକାଶ ନେଇ ବିଭିନ୍ନ କ୍ଷେତ୍ରରେ ମିଳିତ ଭାବେ କାର୍ଯ୍ୟ କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଓ ଆଦିବାସୀ ଏବଂ ଗ୍ରାମାଂଚଳର ଗରିବ…

ଭୁବନେଶ୍ବର: ଏବେ ଓଡିଶାର ରାଜନୀତିରେ ଏକ ଭିନ୍ନ ପରିସ୍ଥିତି ସୃଷ୍ଟି ହୋଇଛି। ପୂର୍ବରୁ କାର୍ତ୍ତିକ ପାଣ୍ଡିଆନ ଆଇଏଏସ ଚାକିରୀରେ ଥିବା ବେଳେ ତାଙ୍କୁ ଧର୍ମେନ୍ଦ୍ର ଗୁମାସ୍ତା କହି…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲାର ଅତି ପୁରାତନ ତଥା ସ୍ୱନାମଧନ୍ୟ ମହାବିଦ୍ୟାଳୟ ହିଞ୍ଜିଳି ସ୍ବୟଂ ଶାସିତ ମହାବିଦ୍ୟାଳୟରେ ଯୌନ କାରବାର ଚାଲିଥିବା ଭଳି ସଙ୍ଗିନ…

ଭୁବନେଶ୍ବର: ରାଜ୍ୟ ସରକାର ଓ଼ିଶା ଆୟୁର୍ବେଦ ଏବଂ ହୋମିଓପ୍ୟାଥି ମେଡିକାଲ ସେବା କ୍ୟାଡର ଦରମାରେ ସଂଶୋଧନ ଆଣିଛନ୍ତି। ଏ ନେଇ ରାଜ୍ୟ ସରକାର ସ୍ବାସ୍ଥ୍ୟ ପରିବାର କଲ୍ୟାଣ…

ଭୁବନେଶ୍ବର: ଓଡିଶାର ବରିଷ୍ଠ ସାମ୍ବାଦିକ ତଥା ତେଲୁଗୁ ଦୈନିକ ଖବରକାଗଜ ‘ଇନାଡୁ’ ର ଓଡିଶା ପ୍ରତିନିଧି କେ ରାମା ରାଓଙ୍କର ପରଲୋକ ହୋଇଯାଇଛି। ମୃତ୍ୟୁବେଳକୁ ତାଙ୍କୁ 61…

ଭୁବନେଶ୍ବର: ଆଜି ରାଜ୍ୟ ସରକାର ମୋଟ ୨୪୭୩ ଜଣଙ୍କୁ ନିଯୁକ୍ତି ପ୍ରଦାନ କରିବେ। ଏ ନେଇ ଭୁବନେଶ୍ବରର କଳିଙ୍ଗ ଷ୍ଟାଣ୍ଡିୟମରେ ନିଯୁକ୍ତି ପର୍ବ କାର‌୍ୟ୍ୟକ୍ରମର ଆୟୋଜନ କରାଯାଇଛି।…

ମୁମ୍ବାଇ: ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ର ଅଧ୍ୟକ୍ଷ ଆକାଶ ଅମ୍ବାନୀ କହିଛନ୍ତି ଯେ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି-ବମ୍ବେ ସହ ମିଶି ଦେଶର ସର୍ବବୃହତ ଟେଲିକମ୍ କମ୍ପାନି ଜିଓ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ମହିଳା ଓ ଶିଶୁଙ୍କ ଟୀକାକରଣ, କୋଭିଡ-୧୯ ସମୟରେ ଟୀକାକରଣ କେନ୍ଦ୍ରର ସଂପ୍ରସାରଣ ଦିଗରେ ଖବର ପ୍ରସାରଣ ଓ କୋଭିଡ ସମୟରେ ସ୍କୁଲ…

ଭୁବନେଶ୍ବର: ଓଡିଶା ରାଜ୍ୟ ସଡକ ପରିବହନ ବିଭାଗ ଏକ ନୂଆ ରୁଟରେ ବସ ସେବା ଆରମ୍ଭ କରିଛି। ତାହା ହେଲା କେନ୍ଦୁଝରରୁ ରାଉରକେଲା ଏବଂ ରାଉରକେଲାରୁ କେନ୍ଦୁଝର।…

କଟକ: ସଂସ୍କୃତି ସମ୍ପନ୍ନ କଟକ ମହାନଗର ସ୍ଥିତ ନୟାସଡ଼କ ଠାରେ ଓଡ଼ିଶା ମାଧ୍ୟମିକ ସ୍କୁଲ୍ ଶିକ୍ଷକ ସଂଘ (ଓଷ୍ଟା)ର ୪୦ ତମ ରାଜ୍ୟସ୍ତରୀୟ ଶିଶୁଉତ୍ସବ ଦ୍ୱିତୀୟ ଦିବସର…

ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନେରନ୍ଦ୍ର ମୋଦୀ ଆଜି ‘ବିକଶିତ ଭାରତ ସଂକଳ୍ପ ଯାତ୍ରା’ ର ହିତାଧିକାରୀଙ୍କୁ ଆଭାସୀ ମାଧ୍ୟମରେ ସମ୍ବୋଧନ କରିବା ସହ ସେମାନଙ୍କ ସହ ମତ ବିନିମୟ…

ନୂଆଦିଲ୍ଲୀ: ବର୍ତ୍ତମାନ ସୁଦ୍ଧା ୬ କୋଟିରୁ ଅଧିକ ଲୋକଙ୍କ ଅଂଶଗ୍ରହଣ ସହ ସାରା ଦେଶରେ ପ୍ରବଳ ଉତ୍ସାହ ଓ ଉଦ୍ଦୀପନାର ସହିତ ଆଗେଇ ଚାଲିଥିବା ବିକଶିତ ଭାରତ…

କେନ୍ଦ୍ରାପଡା: ଜିଲ୍ଲାର ସର୍ବପୁରାତନ ନାଟ୍ୟ ଅନୁଷ୍ଠାନ ଞ୍ଛତୁଲସୀ କଲ୍‌ଚରାଲ୍‌ ଆସୋସିଏସନ‛ ର ଦୁଇଦିନିଆ ଞ୍ଛତୁଲସୀ ନାଟ୍ୟ ମହୋତ୍ସବ-୨୦୨୩‛ ଜିଲ୍ଲା ସଂସ୍କୃତି ଭବନ ଠାରେ ଅନୁଷ୍ଠିତ ହୋଇଯାଇଛି। ପ୍ରଥମ…

ଭୁବନେଶ୍ୱର: ଉଚ୍ଚଶିକ୍ଷା ମନ୍ତ୍ରୀ ଶ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଅଧ୍ୟକ୍ଷତାରେ ବିଭାଗ ଏହି ବର୍ଷଠାରୁ ଓଡ଼ିଶାର କୃତୀ କ୍ୟାଡେଟମାନଙ୍କୁ ଦିଲ୍ଲୀର ସାଧାରଣତନ୍ତ୍ର ଦିବସରେ ଯୋଗଦେବା ପାଇଁ ଓଡିଶାରୁ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କେ ପାଣ୍ଡିଆନ ଭଦ୍ରକ ଜିଲ୍ଲା ଗସ୍ତକରି ବିଭିନ୍ନ…

କନ୍ଦର୍ପ ବେହେରା ରେଢାଖୋଲ: ସମ୍ବଲପୁର କଟକ ୫୫ ନଂ ଜାତୀୟ ରାଜପଥର ରେଢ଼ାଖୋଲ ସହର ନିକଟ ଉଦ୍ୟାନ ବିଭାଗର କାର୍ଯ୍ୟାଳୟ ସମ୍ମୁଖରେ ଟ୍ରଲର ଧକ୍କାରେ ୨ ଜଣଙ୍କର…