ଭୁବନେଶ୍ୱର: ଆଗାମୀ ୧୭ ତାରିଖରେ ଆରମ୍ଭ ହେବାକୁ ଯାଉଛି ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ମହିଳା ସଶକ୍ତିକରଣ କ୍ଷେତ୍ରରେ ଏହା ଏକ ବିରାଟ ପରିବର୍ତ୍ତନ ଆଣିବ। ଏହି ଯୋଜନା ସମ୍ପର୍କରେ ରାଜ୍ୟବ୍ୟାପୀ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଆଜି ଭୁବନେଶ୍ବର ମହାତ୍ମା […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନିକାଲ୍ ଏଜୁକେସନ୍ ଆଣ୍ଡ ରିସର୍ଚ୍ଚ (ଆଇଟିଇଆର୍)ରେ ନିକଟରେ ଆୟୋଜିତ ୨୪ ଘଂଟିଆ ହାକରୱାର ୫.୦ ର ଶିକ୍ଷାନୁଷ୍ଠାନର ୫୮୦ ଛାତ୍ରଛାତ୍ରୀଙ୍କୁ ନେଇ ଗଠିତ ୯୫ଟି ଟିମ୍ ଭର୍ଚୁଆଲି ସାମିଲ ହୋଇଥିଲେ। […]
ଖୋର୍ଦ୍ଧା: ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରୁ ସକାଳ ୧୧ ଘଟିକା ସମୟରେ ୩ ଗୋଟି ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି। ଖୋର୍ଦ୍ଧା ଜିଲ୍ଲାରେ ୬ ଟି ବ୍ଲକ୍ […]
ଭୁବନେଶ୍ବର: ଆଜିଠାରୁ ଗଡିବା ଆରମ୍ଭ ହୋଇଛି ସୁଭଦ୍ରା ରଥ। ଅର୍ଥାତ ରାଜ୍ୟ ସରକାର ଲାଗୁ କରିଥିବା ସୁଭଦ୍ରା ଯୋଜନା ସଂପର୍କରେ ସଚେତନତା କରିବା ପାଇଁ ଏହି ରଥ ବୁଲିବ। ଆଜି ଭୁବନେଶ୍ବରର ଗାନ୍ଧୀମାର୍ଗରେ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି […]
ଭୁବନେଶ୍ବର: ଲାଞ୍ଚ ଟଙ୍କା ସବୁ ଏକାଠି କରି ଏକ ଗାଡିରେ ଭୁବନେଶ୍ବର ଆସୁଥିଲେ। ହେଲେ ସେ ଜାଣି ନ ଥିଲେ ବାଟରେ ଛକି ରହିଛି ଭିଜିଲାନ୍ସ। ହଠାତ ସେ ବୁଝିବା ପୂର୍ବରୁ ଗାଡି ଚାରିପଟୁ ବେଢି ଗଲେ ଭିଜିଲାନ୍ସ ଟିମ। ଗାଡି […]
ବାଣପୁର (ସୀତାରାମ ଅଗ୍ରୱାଲ): ସୁଭଦ୍ରା ଯୋଜନା ପାଇଁ ଦରଖାସ୍ତ ପ୍ରଦାନ କରିବାକୁ ଜନସେବା କେନ୍ଦ୍ରରେ ମହିଳା ମାନଙ୍କର ପ୍ରବଳ ଗହଳି ପରିଲକ୍ଷିତ ହୋଇଛି। କିନ୍ତୁ ୱେବସାଇଟ ଖୋଲୁ ନଥିବାରୁ ସେମାନେ ନିରାଶ ହୋଇ ଫେରୁଛନ୍ତି। ବର୍ତ୍ତମାନ ସୁଦ୍ଧା ବାଣପୁର ବ୍ଲକରେ ମାତ୍ର […]
ଗଣେଷ ଚତୁର୍ଥୀ: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ ବା ଗଣେଷ ପୂଜା। ସେଥିପାଇଁ ସାରା ଭାରତରେ ଏହି ପୂଜା ବେଶ ଭକ୍ତିପୂତ ଭାବେ ପାଳନ କରାଯାଉଛି। ତେବେ ଦେଶର ସବୁଠାରୁ ବେଶ ଆକର୍ଷଣୀୟ ଭାବେ ଗଣେଷଙ୍କ ପୂଜା ମୁମ୍ବାଇ ସହରରେ […]
ଭୁବନେଶ୍ବର: ଅକ୍ଟୋବର ୨ ତାରିଖରେ ଗାନ୍ଧି ଜୟନ୍ତୀରେ ପାଳନ ହେବ ସ୍ୱଚ୍ଛ ଭାରତ ଦିବସ।ଏହି ପରିପ୍ରେକ୍ଷାରେ ଆଗାମୀ ସେପ୍ଟେମ୍ବର ୧୭ରୁ ଅକ୍ଟୋବର ୧ ତାରିଖ ପର୍ଯ୍ୟନ୍ତ ‘ସ୍ୱଚ୍ଛତା ହିଁ ସେବା’ ପକ୍ଷ-୨୦୨୪ ସାରା ରାଜ୍ୟରେ ପାଳନ କରାଯିବ। ଏ ବର୍ଷ ଏହି […]
ଭୁବନେଶ୍ବର: ଆଜି ହେଉଛି ପବିତ୍ର ଗଣେଷ ଚତୁର୍ଥୀ ବା ଗଣେଷ ପୂଜା। ଏହି ଉପଲକ୍ଷେ ସାରା ଦେଶ ଉତ୍ସବ ମୁଖର ହୋଇ ଉଠିଛି। ଚାରିଆଡେ ପ୍ରଭୃ ଗଣେଷଙ୍କ ପୂଜା ଚାଲିଛି। ହେଲେ ଏହି ପୂଜା ପୂର୍ବରୁ ଏକ ନୂଆ କଥା କରି […]
ନୂଆଦିଲ୍ଲୀ: ଯେକୈଣସି ବ୍ୟକ୍ତି ଯିଏ କି କୈଣସି ବିଶେଷ ଉତ୍ସବରେ କିମ୍ବା ବୁଧବାର କିମ୍ବା ଚତୁର୍ଥୀ ତିଥିରେ ଭଗବାନ ଶ୍ରୀ ଗଣେଶଙ୍କ ଚଉଦ ନାମ ଜପ କରନ୍ତି, ନିଶ୍ଚିତ ଭାବରେ ଆଶାତିତ ଫଳାଫଳ ପାଆନ୍ତି। ଯେଉଁମାନେ ଧନ ଚାହୁଁଛନ୍ତି ସେମାନେ ଧନ, […]
ଭୁବନେଶ୍ବର: ଗତକାଲି ବିଜେଡିର ରାଜ୍ୟସଭା ସାଂସଦ ସୁଜିତ କୁମାର ବିଜେଡି ଛାଡି ବିଜେପିରେ ମିଶିବା ପରେ ଓଡିଶା ରାଜନୀତିରେ ହଟଚମଟ ସୃଷ୍ଟି ହୋଇଛି। ପ୍ରଥମେ ମମତା ମହାନ୍ତ ରାଜ୍ୟସଭା ଓ ବିଜେଡିରୁ ଇସ୍ତଫା ଦେଇ ବିଜେପିର ସାମିଲ ହେଲେ। ତାଙ୍କୁ ପୁଣି […]
ଭୁବନେଶ୍ଵର: ଗଣେଶ ଚତୁର୍ଥୀ ଅବସରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଏକ ବାର୍ତ୍ତାରେ ରାଷ୍ଟ୍ରପତି କହିଛନ୍ତି ଯେ “ ପବିତ୍ର ଗଣେଶ ଚତୁର୍ଥୀ ଉତ୍ସବରେ ମୁଁ ସମସ୍ତ ଦେଶବାସୀଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଦେଶର ଅନେକ ସ୍ଥାନରେ […]
ଭୁବନେଶ୍ଵର: ସୁରକ୍ଷିତ ଏବଂ ଅଧିକ ଦକ୍ଷ ଟ୍ରେନ୍ ଚଳାଚଳ ସୁନିଶ୍ଚିତ କରିବାକୁ ଭାରତୀୟ ରେଳବାଇ ଏହାର ଭିତ୍ତିଭୂମିକୁ କ୍ରମାଗତ ଭାବରେ ନବୀକରଣ କରିଆସୁଅଛି। ଏହି ଆଧୁନିକୀକରଣର ଏକ ଅଂଶ ଭାବରେ ପୂର୍ବତଟ ରେଳପଥର ଯଖପୁରା-ନିର୍ଗୁଣ୍ଡି ଏବଂ ଖୋର୍ଦ୍ଧା ରୋଡ୍-ଗୋଳନ୍ଥରା ରେଳ ସେକ୍ସନ […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସଦଭାବନା ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଚଞ୍ଚଳ ରାଣା ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜନ କରି ‘ସୁଭଦ୍ରା’ ଯୋଜନା ବିଷୟରେ ସୂଚନା ଦେଇଛନ୍ତି। ସମସ୍ତ ୧୦ ଟି ବ୍ଲକରେ ଏବଂ ପୌରପରିଷଦ ଏବଂ ବିଜ୍ଞାପିତ ଅଞ୍ଚଳ […]
ନୂଆଦିଲ୍ଲୀ: ଶିଳ୍ପ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ (ଡିପିଆଇଆଇଟି)ର ଅତିରିକ୍ତ ସଚିବ ଶ୍ରୀ ରାଜୀବ ସିଂହ ଠାକୁରଙ୍କ ଅଧ୍ୟକ୍ଷତାରେ ପ୍ରଧାନମନ୍ତ୍ରୀ ଗତିଶକ୍ତି କାର୍ଯ୍ୟକ୍ରମ ଅଧୀନରେ ନେଟୱର୍କ ପ୍ଲାନିଂ ଗ୍ରୁପ୍ (ଏନପିଜି)ର ୭୮ତମ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଯାଇଛି । ସଡ଼କ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରୁ ଫ୍ରାନ୍ସର ଲିଓନ୍ଠାରେ ଅନୁଷ୍ଠିତ ହେଉଥିବା ୪୭ତମ ବିଶ୍ୱ ଦକ୍ଷତା ପ୍ରତିଯୋଗିତାରେ ଭାଗ ନେବାକୁ ଯାଉଥିବା ସ୍କିଲ୍ଡ୍ ଇନ୍ ଓଡିଶାର ପ୍ରତିଯୋଗୀମାନଙ୍କ ସହିତ ଆଭାସୀ ଜରିଆରେ କଥା ହୋଇ ଶୁଭେଚ୍ଛା […]
ନୂଆଦିଲ୍ଲୀ: ପୁଣି ବିଜେଡିକୁ ଲାଗିଲା ବଡ ଧକ୍କା। ମମତା ମହାନ୍ତ ପରେ ଏବଂ ବିଜେଡି ରାଜ୍ୟସଭା ସାଂସଦ ସୁଜିତ କୁମାର ବିଜେଡିରୁ ଇସ୍ତଫା ଦେଇ ବିଜେପିରେ ସାମିଲ ହେଲେ। ଆଜି ନୂଆଦିଲ୍ଲୀ କାର୍ଯ୍ୟାଳୟରେ ସାଂସଦ ସୁଜିତ କୁମାରଙ୍କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, […]
ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ଉଜ୍ଜୈନରେ ଦୁଷ୍କର୍ମର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓ କୋୟଲା ଫାଟକ ଅଞ୍ଚଳର ବୋଲି କୁହାଯାଉଛି। ଏହି ଭିଡିଓ ସମ୍ପର୍କରେ କଂଗ୍ରେସ ନେତାମାନେ ତୀବ୍ର ପ୍ରତିକ୍ରିୟା ପ୍ରକାଶ କରୁଛନ୍ତି। ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସମ୍ବଲପୁର ଜିଲ୍ଲା ନାକଟିଦେଉଳ ଥାନା, ସାହେବି ଗାଁର ଯୁବତୀକୁ ଦୁଷ୍କର୍ମ ପରେ ହତ୍ୟା ଘଟଣାରେ ପୋଲିସ ଅଭିଯୁକ୍ତ ଶିଶିର ବେହେରା (ହରି )କୁ ପୋଲିସ କୋର୍ଟ ଚାଲାଣ କରିଥିବା ବେଳେ କୋର୍ଟ ରୁ ଅନୁମତି ମାଗି ଅଧିକ […]
ଭୁବନେଶ୍ୱର: ଭାରତୀୟ ସଂସ୍କୃତିରେ ଗୁରୁଶିଷ୍ୟ ପରମ୍ପରାକୁ ଉଜ୍ଜିବୀତ କରିବା ପାଇଁ ପଟିଆସ୍ଥିତ ଓ.ଡି.ଏମ୍. ପବ୍ଳିକ୍ ସ୍କୁଲ୍ ପରିସରରେ ଗୁରୁବାର ଦିନ ପୂର୍ବତନ ରାଷ୍ଟ୍ରପତି, ଦାର୍ଶନିକ ତଥା ଉଚ୍ଚାଙ୍ଗ ଶିକ୍ଷାଧାରାର ପ୍ରବର୍ତକ ରାଷ୍ଟ୍ରଗୁରୁ ଡ.ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍ଙ୍କ ଜନ୍ମଦିନ ତଥା ପବିତ୍ର ଗୁରୁଦିବସ ପାଳିତ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ସ୍ବେଚ୍ଛାସେବୀ ଅନୁଷ୍ଠାନ ଆଦ୍ୟାସା ଫାଉଣ୍ଡେସନ ପକ୍ଷରୁ ଦିବଂଗତ ଗୁରୁମା ଗୀତାଞ୍ଜଳି ଙ୍କ ସ୍ମୃତି ପାଇଁ ଗରିବ ଛାତ୍ର ଛାତ୍ରୀ ଙ୍କ ପାଠ ପଢ଼ାରେ ସାହାଯ୍ୟ ଉଦ୍ଦେଶ୍ୟରେ ଏକ ପାଣ୍ଠି “ଗୀତାଞ୍ଜଳି ଶିକ୍ଷା ଅଧିକାର” ଆରମ୍ଭ କରାଯାଇ ଅଛି। […]