ରାଜ୍ୟ ଖବର

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ବିଭାଗର ୫-ଟି ମାସିକ ସମୀକ୍ଷା ବୈଠକ ଆଜି ଅପରାହ୍ନରେ ବିଭାଗ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ ପ୍ରମୁଖ ଶାସନ ସଚିବ…

ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ରମାଦେବୀ ମହିଳା ମହାବିଦ୍ୟାଳୟରେ ଆନ୍ତଃବିଶ୍ୱବିଦ୍ୟାଳୟ ସାଂସ୍କୃତିକ ଓ ସାହିତି୍ୟକ ଉତ୍ସବ ଉଦଯାପିତ ହୋଇଯାଇଛି। ଚାରିଦିନ ଧରି ଚାଲିଥିବା ଏହି ଉତ୍ସବରେ ଉଦଯାପନୀ ଦିବସରେ ମୁଖ୍ୟ…

ଭୁବନେଶ୍ବର: ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ନରେନ୍ଦ୍ର ମୋଦୀଙ୍କର ଆସନ୍ତା ଫେବୃଆରୀ ୩ ତାରିଖରେ ଭାରତୀୟ ପ୍ରବନ୍ଧ ସଂସ୍ଥାନ (ଆଇଆଇଏମ୍), ସମ୍ବଲପୁର ଗସ୍ତ ପରିପ୍ରେକ୍ଷୀରେ ଏକ ରାଜ୍ୟସ୍ତରୀୟ ବୈଠକ ଲୋକସେବା…

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ୧୬ଟି ଉପଜିଲ୍ଲା ସ୍ତରୀୟ ଡାକ୍ତରଖାନାରେ ଡାଏଲେସିସ୍‌ କେନ୍ଦ୍ର ଲୋକାର୍ପଣ କରିଛନ୍ତି। ସାରା ରାଜ୍ୟରେ 5T ଉପକ୍ରମରେ…

ଭୁବନେଶ୍ବର: 5T ଓ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ ଆଜି ସନ୍ଧ୍ୟାରେ ଜନତା ମୈଦାନ ଓ ଅକ୍ଷର ଭୂମି ପରିଦର୍ଶନ କରି ବିଶ୍ୱ ଓଡିଆ…

ନୂଆଦିଲ୍ଲୀ: ୨୦୨୪ ବଜେଟରେ ଭାରତରେ ମହିଳାଙ୍କଠାରେ ଚିହ୍ନଟ ହେଉଥିବା ଦ୍ୱିତୀୟ ସାଧାରଣ କର୍କଟ ରୋଗ ଗର୍ଭାଶୟ କ୍ୟାନସରକୁ ପ୍ରୋତ୍ସାହନ ମିଳିଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୁରୁବାର…

ଭୁବନେଶ୍ଵର: ଚିଲିକାର ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଲଲାଟେନ୍ଦୁ ଶତପଥୀ ଆଜି କଂଗ୍ରେସ ଦଳରେ ଯୋଗ ଦେଇଛନ୍ତି। ରାଜ୍ୟରେ ଦୁର୍ନିତୀ ଓ ଭ୍ରଷ୍ଟାଚାରର ବିଲୋପ ପାଇଁ କଂଗ୍ରେସ ଦଳର…

ଭୁବନେଶ୍ୱର: ଆଗାମୀ ସାଧାରଣ ନିର୍ବାଚନରେ ମତଦାନ ହାର ବୃଦ୍ଧି ଏବଂ ନୂତନ ଯୁବ ଭୋଟରମାନଙ୍କୁ ଇଭିଏମ୍‌/ଭିଭିପ୍ୟାଟ୍‌ ମାଧ୍ୟମରେ ମତଦାନ କରିବାର କୌଶଳ ଶିଖାଇବା ନିମନ୍ତେ ଭାରତ ନିର୍ବାଚନ…

ଭୁବନେଶ୍ଵର: ମାଆ ସମଲେଈ ପ୍ରକଳ୍ପର ଲୋକାର୍ପଣ ପରେ ମାଆ ଙ୍କର ଗାଥା ଓ ମହିମାକୁ ନେଇ ସନଲିଶା ସିଗ୍ନେଚର, ଶିରିଡି ସାଈବାବା ମୁଭିଜ ଓ ନ୍ୟୁ ଜେନେରେସନ…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଦକ୍ଷିଣାଞ୍ଚଳ ପୋଲିସ ଆଇଜି ଭାବେ ଜୟନାରାୟଣ ପଙ୍କଜ ଯୋଗ ଦେଇଛନ୍ତି। ପୁର୍ବତନ ଆଇ ଜି ସତ୍ୟବ୍ରତ ଭୋଇ ଙ୍କର ଅନ୍ୟତ୍ର…

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁରର ପୁର୍ବତନ ଉପଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କର ବଦଳି ହୋଇଯାଇଛି। ତାଙ୍କପରେ ମହିଳା ପ୍ରସାଶନିକ ଅଧିକାରୀ ଧୀନା ଦସ୍ତିଗାର୍ ଙ୍କୁ ବ୍ରହ୍ମପୁରର ଉପଜିଲ୍ଲାପାଳ…

Budget2024: ଆଜି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କ୍ରମାଗତ ଭାବେ ୬ ଥର ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି। ସେ ଆଜି ଏକ ନୀଳ ରେଶମ ଶାଢୀ ପିନ୍ଧି…

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକରେ ତାଲା ପଡିଛି। ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହଙ୍କ ନେତୃତ୍ୱରେ ବ୍ଲକ ଅଫିସରେ ତାଲା ପକାଇଲେ ଏକାଧିକ ପଞ୍ଚାୟତ…

ଭୁବନେଶ୍ୱର: ଓଡ଼ିଶା ବିଦ୍ୟୁତ୍ ନିୟାମକ ଆୟୋଗ ଓଇଆରସିଙ୍କ ଜନଶୁଣାଣୀରେ ବିଦ୍ୟୁତ୍ ଶୁଳ୍କ ବୃଦ୍ଧି ନ କରିବା ପାଇଁ ଗ୍ରୀଡକୋ ନିଜର ପକ୍ଷ ରଖିଛି। ଏହା ସହିତ ୨୦୨୪-୨୫…

ଭୁବନେଶ୍ୱର: ଅନ୍‌ଲାଇନ ମାଧ୍ୟମରେ କାଳିଆ ଛାତ୍ରବୃତ୍ତି ଆବେଦନ ସମୟସୀମା ୨୦୨୪ ଜାନୁୟାରୀ ୩୧ ତାରିଖରୁ ଫେବୃଆରୀ ୮ ତାରିଖ, ୨୦୨୪ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । କୃଷି…

ଭୁବନେଶ୍ବର: ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର…

ଭୁବନେଶ୍ୱର: ରିଲାଏନ୍ସ ଜିଓ ପକ୍ଷରୁ ଭୁବନେଶ୍ୱରସ୍ଥିତ ଏହାର ଓଡ଼ିଶା ରାଜ୍ୟ କାର୍ଯ୍ୟାଳୟ ସମେତ ସମଗ୍ର ଓଡ଼ିଶାରେ ଥିବା ନିଜର କାର୍ଯ୍ୟାଳୟ ଓ ବିଭିନ୍ନ କ୍ଷେତ୍ରସ୍ତରୀୟ ସ୍ଥଳଗୁଡିକରେ ଜାତୀୟ…

ଭୁବନେଶ୍ବର: ରାହୁଳ ଗାନ୍ଧୀଙ୍କ ଓଡିଶାରେ ନ୍ୟାୟ ଯାତ୍ରାର ସମୟ ପରିବର୍ତ୍ତନ କରାଯାଇଛି। ସେ ଆସନ୍ତା ୬ , ୭, ୮ ଓ ୯ ତାରିଖରେ ଓଡିଶାରେ ନ୍ୟାୟ…

କନ୍ଦର୍ପ ବେହେରା ରେଢ଼ାଖୋଲ: ଦେଶୀ ବନ୍ଧୁକ ଧରି ଧମକ ଚମକ ଦେବା ଅଭିଯୋଗରେ ସମ୍ବଲପୁର ଜିଲ୍ଲା ଚାରମାଳ ଥାନା ଅଂଚଳର ଜଣେ ଯୁବକକୁ ଗିରଫ କରିଛି ଚାରମାଳ…

ଭୁବନେଶ୍ବର: ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦର ଏୟାରକାର୍ଗୋ ବା ଅନ୍ତରାଷ୍ଟ୍ରୀୟ ଆମଦାନୀ-ରପ୍ତାନୀ ଅପରେସନ୍‌ର ଆଜି ଶୁଭାରମ୍ଭ ହୋଇଛି। ଏହାକୁ ଉଦ୍‌ଘାଟନ କରିଥିଲେ ଏମ୍‌ଏସ୍‌ଏମ୍‌ଇ ମନ୍ତ୍ରୀ ଶ୍ରୀ…

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ଦେବଗଡ, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ କରିଛନ୍ତି। ଏହି…