ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାପାଳ ସଂଗ୍ରାମ କେଶରୀ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ମ୍ୟାଲେରିଆ ନିରାକରଣ ନିମନ୍ତେ ଟାସ୍କଫୋର୍ସ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଆଜି ଅନୁଷ୍ଠିତ ହୋଇଯାଇଛି। ମ୍ୟାଲେରିଆ ନିରାକରଣ ଓ ଖୋର୍ଦ୍ଧା ଜିଲ୍ଲାକୁ ମ୍ୟାଲେରିଆ ମୁକ୍ତ କରିବା ପାଇଁ ଆବଶ୍ୟକ […]
ଭୁବନେଶ୍ୱର: ରାଜ୍ୟ ସରକାର ରାଜ୍ୟରେ ଶିକ୍ଷକ କର୍ମଚାରୀ ମାରଣନୀତି ଜାରି ରଖିଛନ୍ତି। ସରକାର ସମସ୍ତଙ୍କ ପାଇଁ ବହୁ ଯୋଜନା କରୁଥିବା ବେଳେ ଶିକ୍ଷା ବ୍ୟବସ୍ଥା ଓ ଶିକ୍ଷକମାନଙ୍କ ପାଇଁ କୌଣସି ସୁଚିନ୍ତିତ ଯୋଜନା କରୁନାହାଁନ୍ତି। ଯାହାଦ୍ୱାରା ରାଜ୍ୟରେ ଗୁଣାତ୍ମକ ଶିକ୍ଷା ହେଉନାହିଁ। […]
ଭୁବନେଶ୍ବର: ‘ଇଟ୍ ରାଇଟ୍ ଷ୍ଟେସନ୍ ପ୍ରମାଣପତ୍ର ” ଇଟ୍ ରାଇଟ୍ ଇଣ୍ଡିଆ ଆନ୍ଦୋଳନର ଏକ ଅଂଶ ଅଟେ। ସମସ୍ତ ଭାରତୀୟଙ୍କ ପାଇଁ ନିରାପଦ, ସୁସ୍ଥ ଏବଂ ନିରନ୍ତର ଖାଦ୍ୟ ସୁନିଶ୍ଚିତ କରିବା ଲକ୍ଷ୍ୟରେ ଖାଦ୍ୟ ନିରାପତ୍ତା ଏବଂ ଷ୍ଟାଣ୍ଡାର୍ଡ ଅଥରିଟି ଅଫ୍ […]
ଭୁବନେଶ୍ୱର: ରାଜ୍ୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଗୁଡିକର ୫-ଟି ରୂପାନ୍ତର କାର୍ଯ୍ୟକ୍ରମରେ ରୂପାନ୍ତରଣ ସହିତ ଶିକ୍ଷକ ନିଯୁକ୍ତି ପାଇଁ ମଧ୍ୟ ପଦକ୍ଷେପ ନିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ୧୧୪୦୩ ଶିକ୍ଷକ ପଦବୀ ପୂରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । […]
ଭୁବନେଶ୍ବର: ଆଜି ରାଜ୍ୟରେ ଦୁଇଜଣ ଓମିକ୍ରନ ପଜିଟିଭ ଚିହ୍ନଟ ହୋଇଛନ୍ତି। ଦୁଇ ଭଉଣୀ ଓମିକ୍ରନ ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣଙ୍କର ବୟସ ୧୫ ବର୍ଷ ହୋଇଥିବା ବେଳେ ଅନ୍ୟ ଜଣଙ୍କର ବୟସ ୧୧ ବର୍ଷ। ପରିବାର ଲୋକ ସହ ନାଇଜେରିଆରୁ ଚିହ୍ନଟ […]
ସୀତାରାମ ଅଗ୍ରୱାଲ ଟାଙ୍ଗୀ: ଭିନ୍ନ କ୍ଷମ ନାବାଳିକାକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଦୀର୍ଘ ୫ ଦିନ ହେଲା ଫେରାର ଥିବା ଅଭିଯୁକ୍ତକୁ ପୋଲିସ ଗିରଫ କରିଛି। ମୋବାଇଲ ପ୍ରଲୋଭନ ଦେଖାଇ ନାବାଳିକାକୁ ଅଭିଯୁକ୍ତ ଜଣଙ୍କ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। […]
ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ଖବର କାଗଜ ହକର ମାନଙ୍କୁ ସେମାନଙ୍କର ହକ୍ ପ୍ରଦାନ କରିଛନ୍ତି। ସେମାନଙ୍କ ପାଇଁ ଏକ ଯୁଗାନ୍ତକାରୀ ପଦକ୍ଷେପ ନେଇ ସେମାନଙ୍କୁ ସ୍ବତନ୍ତ୍ର କୋଭିଡ ସହାୟତା ପ୍ରଦାନ କରିବା ସହିତ ଅଣସଂଗଠିତ କ୍ଷେତ୍ର ସାମାଜିକ […]
ଭୁବନେଶ୍ବର: ରାଜ୍ୟରେ ଆଉ ୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛି। ଏହି ଦୁଇ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪ କୁ ବୃଦ୍ଧି ହୋଇଛି। ଏହା ପୂର୍ବରୁ ଆଉ ୨ ଜଣ ବିଦେଶ ଫେରନ୍ତା ଓମିକ୍ରନରେ ସଂକ୍ରମିତ ହୋଇଥିଲେ। […]
ଭୁବନେଶ୍ବର: ଆଜି ରାଜ୍ୟରେ ୧୫୫ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୦-୧୮ ବର୍ଷର ୩୨ ଜଣ ଅଛନ୍ତି। ସେହିପରି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୯୧ ଜଣ ଏବଂ ସ୍ଥାନୀୟ ସଂକ୍ରମିତ ୬୪ ଜଣ ଅଛନ୍ତି। ତେବେ […]
ସୀତାରାମ ଅଗ୍ରୱାଲ ବାଣପୁର: ଖୋର୍ଦ୍ଧା ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ ବାଣପୁର ବାଇପାସରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଯେଉଁଥିରେ ଜଣେ ଗାଡ଼ି ଚାଳକଙ୍କ ଗୁରୁତର ଭାବେ ଆହତ ହୋଇଛନ୍ତି। ଖବର ମୁତାବକ ଗତକାଲି ବିଳମ୍ବିତ ରାତିରେ […]
ଭୁବନେଶ୍ୱର: ଶକ୍ତି, ଶିଳ୍ପ, ଏମ୍ଏସ୍ଏମ୍ଇ ଓ ଗୃହ ରାଷ୍ଟ୍ରମନ୍ତ୍ରୀ କ୍ୟାପ୍ଟେନ୍ ଦିବ୍ୟଶଙ୍କର ମିଶ୍ର ଚନ୍ଦକାସ୍ଥିତ ଓଡ଼ିଶା ବିଦ୍ୟୁତ ଶକ୍ତି ସଂଚାରଣ ନିଗମର ତାଲିମ କେନ୍ଦ୍ର ପରିଦର୍ଶନ କରିଛନ୍ତି । ସେ ସେଠାକୁ ଯାଇ ତାଲିମ କେନ୍ଦ୍ରରେ ଥିବା ସମସ୍ତ ଆନୁଷଙ୍ଗିକ ବ୍ୟବସ୍ଥାଗୁଡ଼ିକ […]
ଭୁବନେଶ୍ୱର: ଆଜି ରାଜ୍ୟ କଳା ଓ ହସ୍ତଶିଳ୍ପ ବିକାଶ ଅନୁଷ୍ଠାନ (ସିଡାକ୍) ପରିସରରେ ଅନୁଷ୍ଠାନର ହସ୍ତଶିଳ୍ପ ତାଲିମ କେନ୍ଦ୍ର ପାଇଁ ପାଠ୍ୟପୁସ୍ତକ ପ୍ରକାଶନ ନିମନ୍ତେ ଏକ କର୍ମଶାଳା ସଂପାଦିତ ହୋଇଯାଇଛି । ଏହି କର୍ମଶାଳାଟି ଓଡ଼ିଶା ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ, ସମ୍ବଲପୁରର […]
ଭୁବନେଶ୍ୱର: ସ୍ଥାନୀୟ ଲୋହିଆ ଏକାଡ଼େମୀଠାରେ ସର୍ବଭାରତୀୟ ଅଭିଭାବକ ସଂଘ (ଆଇପା) ତରଫରୁ ଡ. ଅମୀୟ ମହାନ୍ତିଙ୍କ ସଭାପତିତ୍ୱରେ ଆୟୋଜିତ ବିଭିନ୍ନ ରାଜନୈତିକ ଦଳ, ଶିକ୍ଷାବିତ୍, ଶିକ୍ଷକ ସଂଘ, ଅଭିଭାବକ ଓ ଶିକ୍ଷା ଅଧିକାରର କର୍ମୀମାନଙ୍କର ଏକ ମିଳିତ ରାଜ୍ୟସ୍ତରୀୟ ବୈଠକରେ ଆଇପା […]
ଭୁବନେଶ୍ୱର: ୧୮୧୭ ମସିହାର ପାଇକ ବିଦ୍ରୋହକୁ ପ୍ରଥମ ସ୍ୱାଧୀନତା ସଂଗ୍ରାମ ଘୋଷଣା ଦାବିରେ ଓଡ଼ିଶା ବୀର ମହାସଂଘ ପକ୍ଷରୁ ଆଜି ମହାମହୀମ ରାଜ୍ୟପାଳଙ୍କ ମାଧ୍ୟମରେ ଦେଶର ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଓ ସଂସ୍କୃତିମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି। ଓଡ଼ିଶା ବୀର ମହାସଂଘର ସଭାପତି […]
ଭୁବନେଶ୍ବର: ଦକ୍ଷିଣ ପୂର୍ବ ସେଣ୍ଟ୍ରାଲ୍ ରେଳପଥ ଅଧୀନରେ ଥିବା ବ୍ରଜରାଜନଗର ଷ୍ଟେସନରେ ନିରାପତ୍ତା ସମ୍ପର୍କିତ ଆଧୁନିକୀକରଣ କାର୍ଯ୍ୟ ହେବ। ବ୍ରଜରାଜନଗର ରେଳ ଷ୍ଟେସନରେ ଚତୁର୍ଥତମ ଲାଇନ ସଂଯୋଗକୁ କାର୍ଯ୍ୟକ୍ଷମ କରିବା ପାଇଁ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ହେତୁ ନିମ୍ନଲିଖିତ ଟ୍ରେନ୍ […]
ଭୁବନେଶ୍ବର: ଭାରତୀୟ ସୂଚନା ସେବାର ବରିଷ୍ଠ ଅଧିକାରୀ ଅଖିଳ କୁମାର ମିଶ୍ର କେନ୍ଦ୍ର ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ଅଧୀନ ଆଞ୍ଚଳିକ ଜନସମ୍ପର୍କ କାର୍ଯ୍ଯାଳୟ (ଆରଓବି), ଭୁବନେଶ୍ବରର ଅତିରିକ୍ତ ମହାନିର୍ଦ୍ଦେଶକ ଭାବରେ ଦାୟିତ୍ଵ ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ସୂଚନା […]
ଭୁବନେଶ୍ୱର: ଜନ୍ମରୁ ଜଟିଳ ହୃଦରୋଗରେ ପୀଡିତ ଥିବା ମହିଳାଙ୍କର ଅସ୍ତ୍ରୋପଚାର କରି ତାଙ୍କୁ ସୁସ୍ଥ କରିବାରେ ସଫଳ ହୋଇ ପାରିଛନ୍ତି ସମ୍ ହସ୍ପିଟାଲର ଡାକ୍ତର। ଜଟିଳ ହୃଦରୋଗ କୋଆର୍କଟେସନ ଅଫ ଆଓର୍ଟା ଭଳି ସମସ୍ୟାରେ ପୀଡିତ ଥିବା ଯାଜପୁର ଅଂଚଳର ୩୪ […]
ଭୁବନେଶ୍ଵର: ପଞ୍ଚାୟତ ନିର୍ବାଚନ ସଂରକ୍ଷଣ ବିଜ୍ଞପ୍ତିକୁ ପ୍ରତ୍ୟାହାର କରାଯିବ। ଏହା ସହ ନୂତନ ତାଲିକା ପାଇଁ ସାନି ବିଜ୍ଞପ୍ତି ପ୍ରକାଶ କରାଯିବ। ସଂରକ୍ଷଣ ବିଜ୍ଞପ୍ତିକୁ ପ୍ରତ୍ୟାହାର ନେଇ ହାଇକୋର୍ଟଙ୍କୁ ରାଜ୍ୟ ସରକାର ଜଣାଇଛନ୍ତି। ଆସନ୍ତା ୨୭ ତାରିଖରେ ସାନି ସଂରକ୍ଷଣ ତାଲିକା […]
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ହିତାଧିକାରୀ ମାନଙ୍କୁ ଜୀବିକା ପାଇଁ ଏକ ହଜାର ଟଙ୍କା ଲେଖାଏ ଆର୍ଥିକ ସହାୟତା ପ୍ରଦାନ କରିଛନ୍ତି। କୋଭିଡ ସମୟରେ ଗରିବ ଲୋକଙ୍କ ଆର୍ଥିକ ଦୂରାବସ୍ଥାକୁ ଲାଘବ କରିବା ପାଇଁ […]
ଭୁବନେଶ୍ବର: କାମାକ୍ଷା -କୋଚୁଭେଲି-କାମାକ୍ଷା ସୁପର ଫାଷ୍ଟ ସାପ୍ତାହିକ ସ୍ୱତନ୍ତ୍ର ଟ୍ରେନ୍ ପୂର୍ବତଟ ରେଳପଥ ମଧ୍ୟରେ ଚଳାଚଳ କରିବ। ଯାତ୍ରୀଙ୍କ ଦାବି ଅନୁଯାୟୀ, ପୂର୍ବତଟ ରେଳପଥ ଦେଇ ଏକ ଯୁଗଳ ସ୍ୱତନ୍ତ୍ର ସୁପରଫାଷ୍ଟ ଟ୍ରେନ୍ ଚଳାଇବାକୁ ନିଷ୍ପତ୍ତି ନିଆଯାଇଛି। 05669/05670 କାମାକ୍ଷା -କୋଚୁଭେଲି-କାମାକ୍ଷା […]
ଭୁବନେଶ୍ବର: ଗତକାଲି ମଙ୍ଗଳବାରର ରାତିରେ ସାରା ରାଜ୍ୟରେ ଶୀତ ପ୍ରକୋପ ଅନୁଭୂତ ହୋଇଛି। 17 ଟି ଜିଲ୍ଲାର ପାରଦ ଏକ ଅଙ୍କରେ ରହିଛି। ଅର୍ଥାତ 9 ଡିଗ୍ରୀ ତଳେ ରହିଥିଲା। ପାଣିପାଗ ବିଭାଗ ଅନୁସାରେ ଗତକାଲି ଫୁଲବାଣୀରେ ସର୍ବାଧିକ ଶୀତ ପ୍ରବାହିତ […]