ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ଆସିଛି ଏକ ଆଶ୍ଚର୍ଯ୍ୟ ଘଟଣା। ତାହା ହେଲା ଯେ, କେବଳ ମହିଳାଙ୍କ ପାଇଁ ଥିବା ଏହି ଯୋଜନା ହାତେଇବାକୁ ପୁରୁଷମାନେ ମଧ୍ୟ ଆବେଦନ କରିଛନ୍ତି। ଡାଟା ବେସରୁ ତଦନ୍ତ କରିବା ପରେ ଜଣାପଡିଥିଲା ଯେ, ଏହି […]
ଭୁବନେଶ୍ଵର: ଦିଲୀର କର୍ତ୍ତବ୍ୟ ପଥରେ ଅନୁଷ୍ଠିତ ହେବାକୁ ଥିବା ଚଳିତବର୍ଷର ଜାନୁଆରୀ ୨୬ ଜନରାଜ୍ୟ ପରେଡ ଦେଖିବା ପାଇଁ କେନ୍ଦ୍ରାପଡା ଜିଲ୍ଲାର ଜଣେ ଲକ୍ଷପତି ଦିଦି ମହିଳା ଓ ଦୁଇ ଜଣ ସରପଂଚଙ୍କୁ ଭାରତ ସରକାର ସ୍ୱତନ୍ତ୍ର ଅତିଥିଭାବେ ନିମନ୍ତ୍ରଣ କରିଛନ୍ତି। […]
ପୁରୀ: ପୁରୀ ଶ୍ରୀମନ୍ଦିର ଭିତରେ ବାରମ୍ବାର ଭିଡ଼ିଓ ଭାଇରାଲ ଘଟଣାକୁ ପୋଲିସ ପକ୍ଷରୁ ଗୁରୁତର ସହ ନିଆଯାଇଅଛି। ଏହି ସମ୍ବେଦନଶୀଳ ଘଟଣାକୁ ସାଧାରଣ ଲୋକଙ୍କ ମଧ୍ୟରେ ସଚେତନତା ନେଇ ଏଣିକି ଚାରି ଦ୍ୱାରରେ ସଚେତନତା ବାର୍ତ୍ତା ଥିବା ସାଇନ ବୋର୍ଡ ଲଗାଯିବ। […]
ବେଙ୍ଗାଲୁରୁ: ରବିବାର ବିଳମ୍ବିତ ରାତିରେ ବେଙ୍ଗାଲୁରୁର କେ ଆର ମାର୍କେଟ ଅଞ୍ଚଳ ନିକଟରୁ ଜଣେ ୩୭ ବର୍ଷୀୟା ମହିଳାଙ୍କୁ ଅପହରଣ ଏବଂ ବଳାତ୍କାର କରିବା ଅଭିଯୋଗରେ ସିଟି ପୋଲିସ ଦୁଇଜଣଙ୍କୁ ଗିରଫ କରିଛି। ତାମିଲନାଡୁରୁ ଆସିଥିବା ପିଡିତା ଜଣଙ୍କ ଗୋଡାଉନ ଷ୍ଟ୍ରିଟ୍ […]
ଭୁବନେଶ୍ୱର: ଓଡ଼ିଶା ଏକ ଜ୍ଞାନ ଆଧାରିତ ସମାଜ ଏବଂ ଭାଷା ଆମ ପ୍ରଗତିର ସବୁଠୁ ବଡ଼ ସହାୟକ। ଭାଷାର ପ୍ରଗତିରେ ହିଁ ସମାଜର ପ୍ରଗତି ଘଟିଥାଏ ବୋଲି ମଙ୍ଗଳବାର ଭୁବନେଶ୍ୱର ଠାରେ ଏଆଇସିଟିଇ ସହଯୋଗରେ ଇନ୍ଦିରା ଗାନ୍ଧୀ ବିଶ୍ୱବିଦ୍ୟାଳୟ (ଇଗ୍ନୋ)ର ଏମବିଏ […]
କୋଣାର୍କ: କେନ୍ଦ୍ର ଖଣି ମନ୍ତ୍ରୀ ଜି. କିଶନ ରେଡ୍ଡୀ କୋଣାର୍କସ୍ଥିତ ପ୍ରସିଦ୍ଧ ସୂର୍ଯ୍ୟ ମନ୍ଦିରଠାରେ ଆୟୋଜିତ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମଏଫ) ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି। ଓଡ଼ିଶା ସରକାରଙ୍କ ସହଯୋଗରେ ଖଣି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ଏହି ପ୍ରଦର୍ଶନୀ ଗତ ୧୮ […]
ଖୋର୍ଦ୍ଧା: ଆଜି ଖୋର୍ଦ୍ଧା ନୂତନ ଉପ ଜିଲ୍ଲାପାଳ ଭାବେ କାର୍ଯ୍ୟରେ ଯୋଗ ଦେଇଛନ୍ତି ବରିଷ୍ଠ ପ୍ରଶାସନିକ ଅଧିକାରୀ କିଶୋର କୁମାର ପଣ୍ଡା। ୨୦୧୫ ବ୍ୟାଚ ଓଏଏସ ଅଧିକାରୀ ଶ୍ରୀ ପଣ୍ଡା ଏହା ପୁର୍ବରୁ କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ଅତିରିକ୍ତ ଉପ ଜିଲ୍ଲାପାଳ […]
ଭୁବନେଶ୍ବର: ଭୁବନେଶ୍ୱର ଇନଫୋସିଟି-2 ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ବାଗ୍ଚୀ କରୁଣାଶ୍ରୟ ପାଲିଏଟିଭ୍ କେଆର୍ ସେଣ୍ଟର୍’ର ଉଦ୍ଘାଟନ କରିଛନ୍ତି । ସୂଚନାଯୋଗ୍ୟ ଯେ, ଏହି ସେଣ୍ଟର୍ଟି ବାଙ୍ଗାଲୋର୍ ହସ୍ପିସ୍ ଟ୍ରଷ୍ଟ ଅନ୍ତର୍ଭୁକ୍ତ ‘କରୁଣାଶ୍ରୟ’ ଅନୁଷ୍ଠାନର ସହଯୋଗ ଏବଂ […]
ଭୁବନେଶ୍ବର: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ କରଯାଇଛି। […]
ଭୁବନେଶ୍ବର: ପରିପୁରକ ପୁଷ୍ଟି କାର୍ଯ୍ୟକ୍ରମରେ (Supplementary Nutrition Programme) ଚାଉଳ ଓ ଗହମ ପରି ଶସ୍ୟ ପରିବହନ ପାଇଁ ରାଜ୍ୟ ସରକାର କ୍ୱିଣ୍ଟାଲ ପିଚ୍ଛା ସର୍ବାଧିକ ମୂଲ୍ୟ ୭୫ ଟଙ୍କାରୁ ୧୫୦ ଟଙ୍କାକୁ ବୃଦ୍ଧି କରିଛନ୍ତି। ଏ ସଂପର୍କିତ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ବର: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। […]
ଭୁବନେଶ୍ଵର: ରାୟଗଡା ରେଳ ଷ୍ଟେସନରେ ଅଭାବନୀୟ ଘଟଣା ଘଟିଛି। ସିକନ୍ଦାରବାଦରେ ଦାଦନ ଖଟି ଘରକୁ ଫେରୁଥିବା ଜଣେ ବୃଦ୍ଧଙ୍କ ବିଦ୍ୟୁତ ସଂସ୍ପର୍ଶରେ ଆସି ମୃତ୍ୟୁ ଘଟିଛି। ବୃଦ୍ଧଜଣଙ୍କ ମାଲଗାଡି ଉପରେ ଚଢିଥିବା ବେଳେ ଉଚ୍ଚ କ୍ଷମତା ସମ୍ପନ୍ନ ରେଳଲାଇନ ବିଦ୍ୟୁତ ସଂସ୍ପର୍ଶରେ […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବନଖଣ୍ଡର ଘୋଡ଼ାହାଡ଼ ଓ ବାଘଲଟି ଜଳଭଣ୍ଡାର କ୍ରମାଗତ ଭାବେ ଶୁଖିବା, ବିଳମ୍ବିତ ମୌସୁମୀ, ଖୁବ୍ କମ୍ ପରିମାଣର ବର୍ଷା ଓ ଜଳବାୟୁ ପରିବର୍ତ୍ତନ ଯୋଗୁଁ ଏହି ୨ଟି ଡ୍ୟାମ୍ରେ ଏବର୍ଷ ପକ୍ଷୀ ସଂଖ୍ୟା କମିଥିବା ଦେଖିବାକୁ […]
ଭୁବନେଶ୍ୱର : ମଙ୍ଗଳବାର ଉଦଘାଟିତ ହୋଇଯାଇଛ ବହୁ ପ୍ରତିକ୍ଷିତ ହଂସପାଳ ଫ୍ଲାଇଓଭର ବ୍ରିଜ । ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ ଏହାର ଉଦଘାଟନ କରିଛନ୍ତି । ୨୪ କୋଟି ବ୍ୟୟରେ ନିର୍ମାଣ ହୋଇଛି ଓଭର ବ୍ରିଜ। ୧୮ ମାସରେ ଫ୍ଲାଇଓଭର ବ୍ରିଜ […]
ଭୁବନେଶ୍ବର: ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରରେ ଜାତୀୟ ଶିକ୍ଷା ନୀତି-2020 ସମ୍ପର୍କିତ ଏକ ତିନି ଦିନିଆ ଜାତୀୟ କର୍ମଶାଳାର ଶୁଭାରମ୍ଭ ହୋଇଛି । ଏଥିରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର […]
ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ପୁଣି ଆସିଲା ବଡ ଖବର। ଏହି ଖବର ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ସେ କହିଛନ୍ତି ଯେ, ଏପରି ମହିଳା ଅଛନ୍ତି ଯେଉଁମାନେ ସୁଭଦ୍ରା ଯୋଜନାରୁ ସଂପୂର୍ଣ୍ଣ ବାଦ ପଡିଯାଉଥିଲେ। ସେମାନଙ୍କୁ ଏହି ଯୋଜନାରେ ସେମାନଙ୍କୁ […]
ବାଣପୁର: ଓଡ଼ିଆ ଭାଷା ସାହିତ୍ୟର ଅନନ୍ୟ ସାଧକ ଏବଂ ସର୍ବଶ୍ରେଷ୍ଠ ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନରେ ସମ୍ମାନିତ, ସମଗ୍ର ଓଡ଼ିଶାରେ ପାଇକ କବି ଭାବରେ ପରିଚିତ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ରାଜ୍ୟସ୍ତରୀୟ ଜୟନ୍ତ୍ରୀ ସମାରୋହ ଜନ୍ମମାଟି ଭୀମପୁର ଠାରେ ମହାସମାରୋହରେ […]
ଭୁବନେଶ୍ୱର: ଓଡ଼ିଶା ସରକାର ରାଜ୍ୟରେ ଜାତୀୟ ଶିକ୍ଷା ନୀତି -୨୦୨୦କୁ ସଫଳ ଭାବେ କ୍ରିୟାନ୍ୱୟନ କରିବା ଦିଗରେ ଆଜି ଯେଉଁ କର୍ମଶାଳାର ଆୟୋଜନ କରିଛନ୍ତି, ତାହା ସ୍ୱାଗତଯୋଗ୍ୟ ପଦକ୍ଷେପ। ଜାତୀୟ ଶିକ୍ଷା ନୀତି ଅନୁଯାୟୀ ରାଜ୍ୟରେ ପାଠ୍ୟ ଖସଡ଼ା ପ୍ରସ୍ତୁତ ହେବା ଦରକାର […]
ଭୁବନେଶ୍ଵର: ଗୋଛାପଡା ଥାନା ଡେରାକୁମ୍ପାରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଉଭୟ ବାଇକ ଚାଳକଙ୍କ ମୃତ୍ୟୁ ଘଟିଛି। ବାଇକ୍ ରେ ବସିଥିବା ଅନ୍ୟ ଜଣେ ଗୁରୁତର ଆହତ ହୋଇଥିବା ଖବର ମିଳିଛି। ମୃତକ ଦୁଇ ଜଣ ହେଲେ […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ସୋନାପୁର ଇକୋ ରିଟ୍ରିଟ ଠାରେ ଅବକାରୀ ବିଭାଗ ପକ୍ଷରୁ ବରିଷ୍ଠ ଅବକାରୀ ଅଧିକାରୀ ମାନଙ୍କ ଦିଗଦର୍ଶନ ଓ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ […]
ଭୁବନେଶ୍ଵର: ସୋମବାରଠାରୁ ଡ଼ଲଫିନ ଗଣନା କାର୍ଯ୍ୟକ୍ରମ ଆରମ୍ଭ ହୋଇଅଛି। ପ୍ରଥମ ପର୍ଯ୍ୟାୟରେ ସୋମବାର ସକାଳ ୬ଟାରୁ ଆରମ୍ଭ ହୋଇଥିବା ଗଣନା କାର୍ଯ୍ୟ ମଧ୍ୟାହ୍ନ ୧୨ ଟା ରେ ସରିଛି। ତେବେ ୨୨ ତାରିଖ ପର୍ଯ୍ୟନ୍ତ ଏହି ଡଲଫିନ୍ ଗଣନା ଜାରି ରହିବ। […]