ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ୪୧୬୬ ଜଣ ନବ ନିଯୁକ୍ତ ଶିକ୍ଷକଙ୍କୁ ନିଯୁକ୍ତିପତ୍ର ପ୍ରଦାନ କରିବେ। ଏଥିରେ ୩୭୧୪ ଜଣ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ…
ରାଜ୍ୟ ଖବର
ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ରେଳ ଡିଭିଜନ କୁହୁଡି ରେଳ ଫାଟକ ନିକଟରେ ନବ ବିବାହିତା ମହିଳାଙ୍କ ମୃତ ଦେହ ଠାବ ହୋଇଛି। ନବ ବିବାହିତା ମହିଳା…
ଭୁବନେଶ୍ବର: କେନ୍ଦ୍ରାପଡା ଜିଲ୍ଲା କେରେଡାଗଡ ର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥରେ କେରେଡାଗଡ ପ୍ରାଥମିକ…
ଭୁବନେଶ୍ବର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ୫୦୭ଟି ଧାର୍ମିକ ଓ ଗୋଷ୍ଠୀ ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୧୫ କୋଟି ୨୦ ଲକ୍ଷ ଟଙ୍କା…
ଭୁବନେଶ୍ୱର: ଡିଏଭି କଳିଙ୍ଗ ନଗରର ବାର୍ଷିକୋତ୍ସବ ‘“ପାଞ୍ଚଜନ୍ୟ’ ଅନୁଷ୍ଠିତ ହୋଇଯାଇଛି। ଏହି ବର୍ଣ୍ଣାଢ୍ୟ ଉତ୍ସବରେ ପଦାର୍ଥ ବିଜ୍ଞାନ ପ୍ରତିଷ୍ଠାନ, ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର କରୁଣାକର ନନ୍ଦ, ମୁଖ୍ୟ…
ଭୁବନେଶ୍ୱର: ଭୁବନେଶ୍ୱର ଜିଲ୍ଳା କଂଗ୍ରେସ ପକ୍ଷରୁ ସଭାପତି ଶ୍ରୀ ବିଶ୍ୱଜିତ ଦାଶଙ୍କ ନେତୃତ୍ୱରେ ପୁରୀ ମେନ ରୋଡ଼ ଗଙ୍ଗୁଆ ବ୍ରିଜ ଠାରୁ କପିଳେଶ୍ୱର ମନ୍ଦିର ପର୍ଯ୍ୟନ୍ତ ରାସ୍ତା…
ଭୁବନେଶ୍ୱର: “ବିଦେଶରେ ଏକ ପ୍ରତିଷ୍ଠିତ କମ୍ପାନିରେ ଚାକିରି କରିବା ମୋ’ ପାଇଁ ସ୍ୱପ୍ନ ଥିଲା। ହେଲେ ତାହା ଆଜି ସତ ହୋଇଛି। ବିଶ୍ୱ ଦକ୍ଷତା କେନ୍ଦ୍ରରେ ଅତ୍ୟାଧୁନିକ…
ଭୁବନେଶ୍ବର: ଏଣିକି ମହିଳା ସରପଞ୍ଚଙ୍କ ନାମରେ ତାଙ୍କ ସଂପର୍କୀୟଙ୍କ ଶାସନ ଚଳିବ ନାହିଁ। ଏ ନେଇ ଜିଲ୍ଲାପାଳମାନେ ତଦାରଖ କରିବେ ବୋଲି ରାଜ୍ୟ ସରକାର ରୋକଠୋକ ଜଣାଇ…
ଭୁବନେଶ୍ବର: ସ୍ବପ୍ନ ପରି ଲାଗୁଥିଲେ ମଧ୍ୟ ତାହା ସତକଥା। ଓଡିଶାର ଉପାନ୍ତ ଜିଲ୍ଲା ମାଲକାନଗିରିକୁ ଉଡିବ ବିମାନ। ଆସନ୍ତା ନୂଆ ବର୍ଷରେ ଏହି ବିମାନ ସେବା ଆରମ୍ଭ…
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଦିଗପହଣ୍ଡି ଥାନା ଅନ୍ତର୍ଗତ ବାସୁଦେବପୁର ନିକଟସ୍ଥ ଛୋଟରାୟ ପୁର ଗ୍ରାମର ଟୁନା ମହାରଣା ନାମକ ଜଣେ ଦିନ ମଜୁରୀଆର ନାଳରେ ପଡ଼ି…
ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ଉନ୍ନୟନ ନିଗମର ସ୍ୱତନ୍ତ୍ରତା ବହନ କରୁଥିବା ‘ନିମନ୍ତ୍ରଣ’ର ତୃତୀୟ ସଂପ୍ରସାରିତ ରେସ୍ତୋଁରା ଗତକାଲି ସମ୍ବଲପୁରସ୍ଥିତ ରାଣୀ ବଖରୀ ତଥା କୁଇନସ୍ ପ୍ୟାଲେସ୍ଠାରେ ଲୋକାର୍ପିତ…
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଗସ୍ତରେ ପଶ୍ଚିମ ଓଡିଶା ବିକାଶ ପରିଷଦ ଅଧ୍ୟକ୍ଷ ଶ୍ରୀ ଅସିତ୍ ତ୍ରିପାଠୀ। ଗସ୍ତ ସମୟରେ ମଦନପୁର ରାମପୁର ସ୍ଥିତ ଦୁର୍ଗା ମଣ୍ଡପ ସ୍ଥିତ…
ଭୁବନେଶ୍ୱର: ଦେବଦାସୀ ନୃତ୍ୟମନ୍ଦିର ଦ୍ୱାରା ଆୟୋଜିତ ତିନି ଦିନିଆ ୧୭ ତମ ଦେବଦାସୀ ଅନ୍ତଃରାଷ୍ଟୀୟ ନୃତ୍ୟ ମହୋତ୍ସବ ଓ ନବ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଆଜି ଭଂଜକଳାମଣ୍ଡପ…
ଭୁବନେଶ୍ୱର: ବାଂଜୁଙ୍ଗର ରାଜା ଡକ୍ଟର ହୋନର୍ ଜୋମୋ କାମ୍ଗାଙ୍କ ନେତୃତ୍ୱରେ କ୍ୟାମେରୁନ୍ର ଏକ ତିନି ଜଣିଆ ପ୍ରତିନିଧି ଦଳ ଦୁଇ ଦିନିଆ ସୋଆ ଗସ୍ତରେ ଆସି ବିଶ୍ୱବିଦ୍ୟାଳୟ…
ଭୁବନେଶ୍ୱର : ଯେଉଁମାନେ ପ୍ରକୃତରେ ଶୋଇଛନ୍ତି, ତାଙ୍କୁ ନିଦରୁ ଉଠାଇହେବ। କିନ୍ତୁ ଯେଉଁମାନେ ଚେଇଁ ଶୋଇଛନ୍ତି ବା ଶୋଇବାର ଅଭିନୟ କରୁଛନ୍ତି ସେମାନଙ୍କ ପାଇଁ କିଛି କରିହେବ…
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ବାଳକୃଷ୍ଣପୁର ଠାରେ କେନ୍ଦ୍ରୀୟ ଶ୍ରମିକ ଶିକ୍ଷା ବୋର୍ଡ ଓ କେନ୍ଦ୍ରୀୟ ଶ୍ରମିକ ସଂଗଠନ ହିନ୍ଦ୍ ମଜଦୂର ସଭା ଗଞ୍ଜାମ ଜିଲ୍ଲାର…
ଭୁବନେଶ୍ୱର: ଶିରିପୁର ସ୍ଥିତ ସିଟି ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଦିନ କ୍ରୀଡା ଓ ଯୁବସେବା ପକ୍ଷରୁ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।…
ରେଢାଖୋଲ (କନ୍ଦର୍ପ ବେହେରା): ସାହିତ୍ୟ, ସଂସ୍କୃତିଧର୍ମୀ ଫିଚର ପତ୍ରିକା ‘ସୁଚିତ୍ରା’ ର ସାରସ୍ବତ ସମ୍ନାନ ପାଇଁ ସାରସ୍ବତ ସାଧକ ମାନଙ୍କର ନାମ ଘୋଷଣା କରାଯାଇଛି। ପ୍ରତିବର୍ଷ ପରି…
ଭୁବନେଶ୍ୱର/ସୁନ୍ଦରଗଡ଼: ସ୍କୁଲ ସ୍ତରରୁ ଛାତ୍ରଛାତ୍ରୀମାନଙ୍କ ଭବିଷ୍ୟତର କ୍ୟାରିୟର ସ୍ୱପ୍ନକୁ ପୂରଣ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ଏହି କ୍ରମରେ ଖଣି…
ଟାଙ୍ଗୀ (ସୀତାରାମ ଅଗ୍ରୱାଲ): ଦାମୀ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ବେଳେ ଟାଙ୍ଗୀ ପୋଲିସ ଧରିବାରେ ସଫଳ ହୋଇଛି। ଚାଲାଣକାରୀମାନେ ନୂଆ ଉପାୟରେ ଗଞ୍ଜେଇ ଚାଲାଣ…
ଭୁବନେଶ୍ବର: ଚଳିତ 2023 ବର୍ଷ ଥିଲା ରାଜ୍ୟ ସରକାରଙ୍କ ପାଇଁ ନୂଆ ଯୋଜନା ଘୋଷଣାର ବର୍ଷା। ସରକାର ଲାଗୁ କଲେ ମୋ ଘର ଯୋଜନା। ରାଜ୍ୟର ନିମ୍ନ…

