ଭୁବନେଶ୍ବର: ଆଜି ଲୋକସେବା ଭବନଠାରେ ବରଗଡ ଜିଲ୍ଲାର ଏକ ପ୍ରତିନିଧି ମଣ୍ଡଳୀ, ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ନେତୃତ୍ୱରେ ଆସି ବରଗଡ ରୋଡ୍-ନୂଆପଡା ନୂତନ ରେଳପଥ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଧନ୍ୟବାଦ ଦେଇଛନ୍ତି। ଏହି ପ୍ରକଳ୍ପ ପାଇଁ […]
ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଗୁରୁବାର ଜାତୀୟ କ୍ରୀଡ଼ା ଦିବସ ପାଳିତ ହୋଇଯାଇଛି। ହକିର କିମ୍ବଦନ୍ତୀ ପୁରୁଷ ଧ୍ୟାନଚାନ୍ଦଙ୍କ ଜନ୍ମ ଦିବସକୁ ସାରା ଦେଶରେ ଜାତୀୟ କ୍ରୀଡ଼ା ଦିବସ ରୂପେ ପାଳନ କରାଯାଉଥିବା ବେଳେ ଏହି ପରିପ୍ରେକ୍ଷୀରେ ସୋଆରେ ଏକ […]
ବାଲୁଗାଁ( ସୀତାରାମ ଅଗ୍ରୱାଲ): ବୁଧବାର ମଧ୍ୟରାତ୍ରିରେ ବାଲୁଗାଁ ଆରପିଏଫ ଆଇଆଇସି ଜିତେନ୍ଦ୍ର ମୌର୍ଯ୍ୟଙ୍କ ନେତୃତ୍ୱରେ ଏକ ଟିମ ଖଲିକୋଟ ରେଳ ଷ୍ଟେସନ ପରିସରରେ ଚଢ଼ାଉ କରିଥିଲେ। ପାଖପାଖି ରାତି 3.10 ସମୟରେ ଉକ୍ତ ଟିମ ଦୁଇ ସଂନ୍ଦିଗ୍ଧଙ୍କୁ ଖଲିକୋଟ ରେଳ ଷ୍ଟେସନରୁ […]
ଭୁବନେଶ୍ୱର: ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଆଜି ଏକ ନିଯୁକ୍ତି ଅଭିଯାନ (କ୍ୟାମ୍ପସ୍ ପ୍ଲେସ୍ମେଣ୍ଟ ଡ୍ରାଇଭ୍) ଅନୁଷ୍ଠିତ ହୋଇଯାଇଛି । ରାଜ୍ୟ ସ୍ୱତନ୍ତ୍ର ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ଏସ୍ଆଇଏସ୍ଇଆର୍) ଓ କିଟ୍ ଅନ୍ତର୍ଜାତୀୟ ବିଦ୍ୟାଳୟର ମିଳିତ […]
ଭୁବନେଶ୍ବର: ଜାତୀୟ ଶିକ୍ଷକ ସମ୍ମାନ ପାଇଁ ମନୋନୀତ ଓଡିଶା ର ଦୁଇ କୃତଵିଦ୍ୟ ଶିକ୍ଷକ ଡ଼କ୍ଟର ଦ୍ବିତୀଚନ୍ଦ୍ର ସାହୁ ଓ ସନ୍ତୋଷ କୁମାର କରଙ୍କୁ ନବୀନ ପଟ୍ଟନାୟକ ଆଜି ବ୍ୟକ୍ତିଗତ ଭାବେ ଫୋନ କରି କଥା ହେବା ସହିତ ଅଭିନନ୍ଦନ ଜଣାଇଲେ। […]
ଭୁବନେଶ୍ବର: ଆଜି ଲୋକସେବା ଭବନସ୍ଥିତ କନ୍ଭେନ୍ସନ୍ ହଲ୍ ଠାରେ ଜାତୀୟ କ୍ରୀଡା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ବିଜୁ ପଟ୍ଟନାୟକ କ୍ରୀଡା ଓ ସାହସିକତା ପୁରସ୍କାର ପ୍ରଦାନ କରିଛନ୍ତି। ହକିର ପ୍ରବାଦ ପୁରୁଷ ମେଜର ଧ୍ୟାନଚାନ୍ଦଙ୍କ ଭାରତୀୟ […]
ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓଡ଼ିଶାର ଗଣ ପର୍ବ ନୂଆଖାଇ ଉପଲକ୍ଷେ ସେପ୍ଟେମ୍ବର ୯ ତାରିଖକୁ ଛୁଟି ଘୋଷଣା କରିଛନ୍ତି। ସୂଚନା ଯୋଗ୍ୟ ଯେ ନୂଆଖାଇ ସେପ୍ଟେମ୍ବର ୮ ତାରିଖ ରବିବାର ଛୁଟି ଦିବସ ହୋଇଥିବାରୁ ସେପ୍ଟେମ୍ବର ୯ ତାରିଖ […]
ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନ ଠାରେ ଜିନ୍ଦଲ ଷ୍ଟିଲ ଆଣ୍ଡ ପାୱାରର ଅଧ୍ୟକ୍ଷ ତଥା ସାଂସଦ ଶ୍ରୀ ନବୀନ ଜିନ୍ଦଲ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତ ଆଲୋଚନା ସମୟରେ ଓଡିଶାରେ କମ୍ପାନୀ ପକ୍ଷରୁ […]
ଭୁବନେଶ୍ଵର: ପାସପୋର୍ଟ ସେବା କେନ୍ଦ୍ର (PSK), ଭୁବନେଶ୍ୱର ଏବଂ ସମସ୍ତ ଡାକଘର ପାସପୋର୍ଟ ସେବା କେନ୍ଦ୍ର (POPSKs – ଆସ୍କା, ବାଲେଶ୍ୱର, ବରଗଡ, ବାରିପଦା, ବରହମପୁର, ଭଦ୍ରକ, ଭବାନୀପାଟଣା, ବଲାଙ୍ଗିର, କଟକ, ଢେଙ୍କାନାଳ, ଜଗତସିଂହପୁର, କେନ୍ଦ୍ରାପଡା, ଫୁଲବାଣୀ, ପୁରୀ, ରାଉରକେଲା, ସମ୍ବଲପୁର, […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ସଦର ଥାନା ଅନ୍ତର୍ଗତ ରୋହିଗାଁରେ ଏକ ଅଭାବନୀୟ ଘଟଣା ଘଟି ଝୁନୁ ସ୍ବାଇଁ ନାମ୍ନୀ ଜଣେ ମହିଳାଙ୍କର ଅସ୍ବାଭାବିକ ମୃତ୍ୟୁ ଘଟିଛି। ହତ୍ୟା ଘଟଣାରେ ଅଭିଯୁକ୍ତ ସ୍ଵାମୀ ରାଜେନ୍ଦ୍ର କୁମାର ଯେନାକୁ ପୋଲିସ ଘଟଣାସ୍ଥଳରୁ […]
ଭୁବନେଶ୍ବର: ଆଜି ବିଧାନସଭାରେ ରାଜସ୍ବ ବିଭାଗର ପ୍ରଶ୍ନଉତ୍ତର କାର୍ଯ୍ୟକ୍ରମ ରହିଥିଲା। ଏଥିରେ ଉତ୍ତର ରଖୁଥିଲେ ରାଜସ୍ବ ଓ ବିପର୍ଯ୍ୟୟ ପ୍ରଶମନ ମନ୍ତ୍ରୀ ସୁରେଶ ପୂଜାରୀ। ତେବେ ବିଜେଡି ବିଧାୟକ ଅରୁଣ ସାହୁଙ୍କ ଏକ ପ୍ରଶ୍ନର ଉତ୍ତରକୁ ବେଶ ମଜାଳିଆ ଢଙ୍ଗରେ ଦେଇଛନ୍ତି […]
ଭୁବନେଶ୍ବର: ସୁଭଦ୍ରା ଯୋଜନାକୁ ନେଇ ବିଜେପିକୁ ଘେରିଛନ୍ତି ଝାରସୁଗୁଡାର ପୂର୍ବତନ ବିଧାୟିକା ଦୀପାଳି ଦାସ। ଆଜି ଏକ ସାମ୍ବାଦିକ ସମ୍ମିଳନୀ କରି ସେ ବିଜେପି ସରକାରକୁ କଡା ସମାଲୋଚନା କରିଛନ୍ତି। ସେ କହିଛନ୍ତି ଯେ, ନିର୍ବାଚନ ପୂର୍ବରୁ ଭାରତୀୟ ଜନତା ପାର୍ଟି […]
IPS Kamya Mishra Resigned: 2019 ବ୍ୟାଚ ବିହାର କ୍ୟାଡରର ଆଇପିଏସ ଅଫିସର କାମ୍ୟା ମିଶ୍ରଙ୍କ ଇସ୍ତଫାକୁ ନେଇ ବର୍ତ୍ତମାନ ସାରା ଦେଶର ପୋଲିସ ଅଧିକାରୀଙ୍କ ମହଲରେ ଚର୍ଚ୍ଚା ଚାଲିଛି। ବିଭିନ୍ନ ଜାତୀୟ ଗଣମାଧ୍ୟମରେ ମଧ୍ୟ ତାଙ୍କର ଇସ୍ତଫାକୁ ନେଇ ଚର୍ଚ୍ଚା […]
ରଣପୁର: ଛାତ୍ରଛାତ୍ରୀମାନଙ୍କ ଶିକ୍ଷାର ଉନ୍ନତି ତଥା ଶିକ୍ଷକଙ୍କ ଦକ୍ଷତା ବୃଦ୍ଧି ପାଇଁ ଶିକ୍ଷା ବିଭାଗ ସବୁବେଳେ ପ୍ରୟାସ କରି ଚାଲିଛି। ଏହି ପରିପ୍ରେକ୍ଷୀରେ ନୟାଗଡ ଜିଲ୍ଲା ରଣପୁର ବ୍ଲକରେ ‘ପ୍ରୟୋଗ’ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ପିଲାମାନଙ୍କ ମୌଳିକ ସାକ୍ଷରତା ଓ […]
ଖୋର୍ଦ୍ଧା: ବୁଧବାର ଜିଲ୍ଲା ପରିଷଦର ସମ୍ମିଳନୀ କକ୍ଷରେ ପ୍ରତାପ ଚନ୍ଦ୍ର ବେଉରା, ଓଏଏସ୍ (ଏସ୍) ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍, ଖୋର୍ଦ୍ଧାଙ୍କ ଅଧ୍ୟକ୍ଷତାରେ ପେନ୍ସନ୍ ଅଦାଲତ ପୂର୍ବାହ୍ନ ୧୦.୩୦ ରେ ଅନୁଷ୍ଠିତ ହୋଇଯାଇଛି। ମୋଟ ୧୦୧ ନଂ ପେନ୍ସନ୍ ମାମଲାଗୁଡ଼ିକରୁ ୪୬ ଟି […]
ରଣପୁର: ରଣପୁର ଜଙ୍ଗଲ ବିଭାଗ ଦ୍ୱାରା ବେଆଇନ ଶାଗୁଆନ କାଠ ଜବତ ହୋଇଥିବା ଜଣାପଡିଛି। ବିଶେଷ ସୂତ୍ରରୁ ଖବର ପାଇ ରଣପୁର ଜଙ୍ଗଲ ବିଭାଗ ଚଢ଼ାଉ କରିଥିଲେ। ଖବର ଅନୁଯାୟୀ ବିଶେଷ ସୂତ୍ରରୁ ଖବର ପାଇବା ପରେ ଫରେଷ୍ଟର ରଂଜିତ ବେହେରା […]
ଭୁବନେଶ୍ୱର: ସଡ଼କ ଦୁର୍ଘଟଣା ଘଟିଲେ ଦୁର୍ଘଟଣା ସ୍ଥଳରେ ଦୁର୍ଘଟଣାଗ୍ରସ୍ତଙ୍କ ନିକଟରେ ତୁରନ୍ତ ପହଁଚି ସହାୟତା ପ୍ରଦାନର ଆବଶ୍ୟକତା ରହିଛି। ଏଥିପାଇଁ ଆମ୍ବୁଲାନ୍ସ, ପୁଲିସ୍ ଟିମ୍, ଅଗ୍ନିଶମ ବ୍ୟବସ୍ଥା, ସ୍ୱେଚ୍ଛାସେବୀ ତଥା ସଂପୃକ୍ତ ସମସ୍ତେ ଯେପରି କ୍ରିୟାଶୀଳ ହୋଇ କମ୍ ସମୟ ମଧ୍ୟରେ […]
ଭୁବନେଶ୍ବର: ଡିଆଜି ରାଜେଶ ପଣ୍ଡିତ ଜଣେ ମହିଳା ଇନ୍ସପେକ୍ଟରଙ୍କ ଘରେ ପଶିବା ଘଟଣା ଏବେ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ଏହି ଘଟଣାରେ ନିଲମ୍ବିତ ହୋଇଥିବା ଏହି ଆଇପିଏସ ଅଧିକାରୀଙ୍କୁ ଗୃହ ବିଭାଗ ନୋଟିସ ଜାରୀ କରିଛି। ଏହି ଘଟଣାରେ ନିଜ […]
ନୂଆଦିଲ୍ଲୀ/ ଭୁବନେଶ୍ବର: ସଡ଼କ ସୁରକ୍ଷାରେ ପଦକ୍ଷେପ ନେବାରେ ଦେଶରେ ଓଡ଼ିଶା ଶ୍ରେଷ୍ଠ ରାଜ୍ୟର ମାନ୍ୟତା ପାଇଛି। ଦିଲ୍ଲୀରେ ଫିକି ପକ୍ଷରୁ ଆୟୋଜିତ ଷଷ୍ଠ ସଡ଼କ ସୁରକ୍ଷା କନକ୍ଲେଭ ଅବସରରେ କେନ୍ଦ୍ର ସଡ଼କ ପରିବହନ ଓ ରାଜପଥ ମନ୍ତ୍ରୀ ଶ୍ରୀ ନୀତିନ ଗଡ଼କରୀ […]
ଭୁବନେଶ୍ବର: ମନ୍ତ୍ରୀ ନିତ୍ୟାଗଣ୍ଡ ଆଜି ଶିକ୍ଷାନୁଷ୍ଠାନରେ ଅନୁସୂଚିତ ଜାତି, ଜନଜାତି ଓ ପଛୁଆ ବର୍ଗ ଛାତ୍ରଛାତ୍ରୀଙ୍କ ସଂରକ୍ଷଣ ନେଇ ବିବୃତି ରଖିଛନ୍ତି। ତାହା ହେଲା… ୧୯୯୫ ମସିହା ଫେବୃୟାରୀ ୩ ତାରିଖରେ ମେଡିକାଲ ଆଣ୍ଡ ଇଞ୍ଜିନିୟରିଂ କଲେଜଗୁଡ଼ିକରେ ଆଡମିଶନ ପାଇଁ ଅନୁସୂଚିତ […]
ଭୁବନେଶ୍ୱର: ଆଜି ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର କାର୍ଯ୍ୟକ୍ରମ ତଥା ନୀତି ବିକାଶ ବିଭାଗର ସହକାରୀ କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାଲେରୀ ଏନ୍. ଗୁଆନେରୀ, ଓଡିଶାର ଉପ-ମୁଖ୍ୟମନ୍ତ୍ରୀ ମାନ୍ୟବର କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରି ରାଜ୍ୟରେ ବିଶ୍ୱ ଖାଦ୍ୟ କାର୍ଯ୍ୟକ୍ରମର ବର୍ତ୍ତମାନ ଏବଂ […]