ସୀତାରାମ ଅଗ୍ରୱାଲ ବାଣପୁର: ଆଜି ଖୋଦ ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ନିର୍ବାଚନ ମଣ୍ଡଳୀ ଚିଲିକା ଅନ୍ତର୍ଗତ ବାଣପୁରରେ ଚୋରାମଦ ଚଢାଉ ଜୋରଦାର କରାଯାଇଛି। ଜିଲ୍ଲା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ତତ୍ୱାବଧାନରେ ବାଣପୁର ଥାନା ଅଞ୍ଚଳରେ ଚଢ଼ାଉ କରାଯାଇ ହଜାର […]
ଭୁବନେଶ୍ବର: ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ବନ୍ଦ ରହିବ। ଏ ନେଇ ସରକାରୀ ଭାବେ ସୂଚନା ପ୍ରଦାନ କରାଯାଇଛି। ମୁଖ୍ୟମନ୍ତ୍ରୀ ଅଭିଯୋଗ ପ୍ରକୋଷ୍ଠ ପ୍ରତି ସୋମବାରରେ ଖୋଲାଯାଇଥାଏ। ଯେଉଁଥିରେ ଖୋଦ ମୁଖ୍ୟମନ୍ତ୍ରୀଙ୍କ ସହିତ ବିଭାଗୀୟ ମନ୍ତ୍ରୀ ବସି ଲୋକଙ୍କ ଅଭିଯୋଗ ଶୁଣିବା […]
ବାଲୁଗାଁ: ଦେଶର ପୁରାତନ ଆୟୁର୍ବେଦିକ ଔଷଧ ନିର୍ମାତା ଝାଣ୍ଡୁ ତରଫରୁ ଆଜି ପୂର୍ବାହ୍ନ ରେ ଖୋର୍ଦ୍ଧା ଜିଲ୍ଲାର ବାଲୁଗାଁ ସ୍ଥିତ ହୋଟେଲ ଦିଗନ୍ତିକା ସଭାକକ୍ଷ ରେ କମ୍ପାନୀ ର ବରିଷ୍ଠ ଅଧିକାରୀ ସୁଶାନ୍ତ କୁମାର ସ୍ୱାଇଁ ଙ୍କ ଅଧ୍ୟକ୍ଷତାରେ ସ୍ୱାସ୍ଥ୍ୟ ସୁରକ୍ଷା […]
ଭୁବନେଶ୍ୱର: ଶଙ୍ଖ ଭବନରେ ଆଜି ଆରମ୍ଭ ହେଲା ବିଜେଡିର ନବନିର୍ବାଚିତ ବିଧାୟକମାନଙ୍କ ପାଇଁ ଦିନିକିଆ ପ୍ରଶିକ୍ଷଣ ଶିବିର। ନବ ନିର୍ବାଚିତ ବିଧାୟକଙ୍କ ସହ ବିଜେଡିର ସମସ୍ତ ବିଧାୟକ ପୂର୍ବତନ ବିଧାୟକ ସାଂସଦମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଆଜି ପୂର୍ବାହ୍ନରେ […]
ଭୁବନେଶ୍ବର: ଓଡିଶା କୃଷି ଓ ବୈଷୟିକ ବିଶ୍ବବିଦ୍ୟାଳୟ 484 ପ୍ରକାର ନୂଆ କିସମର ବିକାଶ କରି ରାଜ୍ୟରେ କୃଷି ବିକାଶରେ ମହତ୍ବପୂର୍ଣ୍ଣ ଯୋଗଦାନ ରଖିଛି। ଆଜି ଯଦି ଓଡିଶା ଚାଉଳ ଉତ୍ପାଦନ କ୍ଷେତ୍ରରେ ବଳକା ରାଜ୍ୟ ହୋଇପାରିଛି ତେବେ ସେଥିରେ ଆମ […]
ଭୁବନେଶ୍ଵର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧକ୍ଷତାରେ ଅନୁଷ୍ଠିତ କ୍ୟାବିନେଟ ବୈଠକ ରେ ବିଳମ୍ୱରେ ହେଲେ ମଧ୍ୟ କର୍ମଚାରୀ ମାନଙ୍କ ନିମନ୍ତେ ୟୁନିଫାଏଡ ପେନସନ ସ୍କିମକୁ ଅନୁମୋଦନ କରାଯାଇଛି, ଯାହାକୁ କର୍ମଚାରୀ ମାନଙ୍କ ତରଫରୁ ସ୍ୱାଗତ କରାଯାଉଅଛି। କିନ୍ତୁ ପ୍ରଧାନମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଏବଂ […]
ଭୁବନେଶ୍ଵର: ଭିନ୍ନକ୍ଷମ ପିଲାମାନଙ୍କ ଦକ୍ଷତା ଓ ନିଯୁକ୍ତି ବୃଦ୍ଧି ପାଇଁ ସାର୍ଥକ ଏଜୁକେସନାଲ୍ ଟ୍ରଷ୍ଟପକ୍ଷରୁ ଶନିବାର ଦିନ ଭୁବନେଶ୍ବର ନୟାପଲ୍ଲୀ ଠାରେ “ଆଇ.ଟି.ସି ସୁନହେରା ପଲ୍” କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି। ମାନବ ସେବା ହିଁ ମାଧବ ସେବା। ତେଣୁ ସାର୍ଥକ ଏଡୁକେଶନାଲ […]
ଭୁବନେଶ୍ବର: ଶେଷରେ ଗିରଫ ହେଲେ ବିଜୟ କୁମାର ମଙ୍ଗରାଜ। ଗତକାଲି ତାଙ୍କ ଘରେ ଭିଜିଲାନସ ଚଢାଉ କରିଥିଲା। ଏହି ଚଢାଉ ବେଳେ ତାଙ୍କଠାରୁ ଆୟବର୍ହିଭୂତ ସଂପତ୍ତି ଠାବ କରାଯାଇଛି। ଫଳରେ ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ଏ ନେଇ ଭିଜିଲାନ୍ସ ତରଫରୁ […]
ରେଢ଼ାଖୋଲ (କନ୍ଦର୍ପ ବେହେରା): ବିଦେଶୀ ମଦ ବୋଝେଇ ଟ୍ରକକୁ ଦୁର୍ଘଟଣାର ରୂପଦେଇ କମ୍ପାନୀର ବିଦେଶୀ ମଦକୁ ଟ୍ରାନ୍ସପୋର୍ଟ କରୁଥିବା ନିଜେ ଟ୍ରକ୍ ମାଲିକ ଓ ଡ୍ରାଇଭର ସମେତ ୩ ଜଣକୁ ଗିରଫ କରିବା ସହ ଦୁଇଟି ଟ୍ରକ, ଗୋଟିଏ କାର, ୩୬୫ […]
ଖୋର୍ଦ୍ଧା: ଆଜି ପୂର୍ବାହ୍ନ ୧୧.୩୦ ମିନିଟ ସମୟରେ ଜିଲ୍ଲାପାଳ ଚଞ୍ଚଳ ରାଣାଙ୍କ ଅଧ୍ୟକ୍ଷତାରେ ଆଭାସି ମାଧ୍ୟମରେ ରାଜ୍ୟ ସରକାରଙ୍କ ସୁଭଦ୍ରା ଯୋଜନା ଉପରେ ଏକ ଜିଲ୍ଲାସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟ ସରକାରଙ୍କ ଏହି ଯୋଜନାରେ ମହିଳା ମାନଙ୍କ ବୟସ ୨୧ […]
ଭୁବନେଶ୍ବର: ଚଳିତ ବର୍ଷ କଲେଜ ନିର୍ବାଚନ ହୋଇପାରିବ ନାହିଁ। କାରଣ ସମୟ ପାଖେଇ ଯାଇଥିବାରୁ ତାହା ବର୍ତ୍ତମାନ କରିବା ସମ୍ଭବକର ନୁହେଁ। ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏହା କହିବା ପରେ ବିଧାନସଭା ହୁଲୁସ୍ତୁଲ। ଚଳିତ ବର୍ଷ ନିର୍ବାଚନ କରାଯାଉ ବୋଲି […]
ରଣପୁର: ଶୁକ୍ରବାର ସାରା ଦେଶ ପାଳିଛି ପ୍ରଥମ ଜାତୀୟ ମହାକାଶ ଦିବସ। ଗତବର୍ଷ ଆଜିର ଦିନରେ ମହାକାଶ ଗବେଷଣା କ୍ଷେତ୍ରରେ ଇତିହାସ ରଚିଥିଲା ଭାରତୀୟ ମହାକାଶ ଗବେଷଣା ପ୍ରତିଷ୍ଠାନ (ISRO)। ଚନ୍ଦ୍ରର ଦକ୍ଷିଣ ମେରୁରେ ଅବତରଣ କରିଥିଲା ଭାରତର ମୁନ୍ ମିଶନ […]
ଭୁବନେଶ୍ଵର: ଦର୍ଶକଙ୍କ ପାଖରୁ ମିଳୁଥିବା ଅଗଣିତ ଭଲପାଇବା ଫଳରେ ଜୀ ସାର୍ଥକ ଦର୍ଶକଙ୍କ ଭଲ ପାଇବାକୁ ଧ୍ୟାନରେ ରଖି ମନଛୁଆଁ ଧାରାବାହିକ ସହିତ ଅନେକ ଫିଲ୍ମ ମଧ୍ୟ ପ୍ରସ୍ତୁତ କରୁଛନ୍ତି ତେବେ ଏହା ସହିତ ଦର୍ଶକେ କେମିତି ଉପକୃତ ହୋଇପାରିବେ ତା […]
ଭୁବନେଶ୍ଵର: ଖୋର୍ଦ୍ଧା ରୋଡ଼-ବଲାଙ୍ଗୀର ରେଳ ଲାଇନ ପ୍ରକଳ୍ପ ନିର୍ମାଣ କ୍ଷେତ୍ରରେ ପୂର୍ବତଟ ରେଳପଥ ବିଶେଷ କରି ଟନେଲ ନିର୍ମାଣରେ ଗୁରୁତ୍ୱପୂର୍ଣ୍ଣ ଆହ୍ୱାନର ସମ୍ମୁଖୀନ ହେଉଥିଲେ ମଧ୍ୟ ଭାରତୀୟ ରେଳରେ ଏକ ପ୍ରମୁଖ ଭିତ୍ତିଭୂମି ନିର୍ମାଣ ପଦକ୍ଷେପ ନେଇ ଉଲ୍ଲେଖନୀୟ ବେଗରେ ଅଗ୍ରଗତି […]
ବାଲୁଗାଁ (ସୀତାରାମ ଅଗ୍ରୱାଲ): ମରାଳମାଳିନୀ ନିଳାମ୍ବୁ ଚିଲିକାରେ ପର୍ଯ୍ୟଟନ ସେବା ବୃଦ୍ଧି ଏବଂ ପ୍ରୋତ୍ସାହନ ନିମିତ୍ତ ଭାରତ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆଜି ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ସ୍ଥିତ ଉମାମହେଶ୍ୱର ବଣିକ ସଙ୍ଘ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ଘୋଷଣା କରିଥିବା ସୁଭଦ୍ରା ଯୋଜନାକୁ ନେଇ ବିଭିନ୍ନ ମହଲରେ ବେଶ ସମାଲୋଚନା କରାଯାଇଛି। କାରଣ ବିଜେପି ନିର୍ବାଚନ ବେଳେ ଯେଉଁ ପ୍ରତିଶୃତି ଦେଇଥିଲା ତାହା ବର୍ତ୍ତମାନ ପୂର୍ଣ୍ଣ ରୂପରେଖ ନେଇ ପାରୁନାହିଁ। ଏହାକୁ ନେଇ ତୀବ୍ର […]
ଭୁବନେଶ୍ୱର: ଭାରତୀୟ କୃଷି ଗବେଷଣା ପରିଷଦ, ନୂଆଦିଲ୍ଲୀ ଦ୍ୱାରା ଜାତୀୟ ଧାନ ଗବେଷଣା ସଂସ୍ଥା କଟକଠାରେ ଆଜି ଆଇସିଏଆର୍ ଆଞ୍ଚଳିକ କମିଟି-୨ର ୨୭ତମ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ କୃଷକ ସଶକ୍ତିକରଣ, ଶକ୍ତି […]
ନୂଆଦିଲ୍ଲୀ: ଦେଶର ୧୯୪ଟି ଜିଲ୍ଲାର ବିଶେଷ ଭାବେ ବିଲୁପ୍ତ ପ୍ରାୟ ଜନଜାତି ଗୋଷ୍ଠୀ (ପିଭିଟିଜି) ବସ୍ତି ଏବଂ ପିଭିଟିଜି ପରିବାରମାନଙ୍କ ନିକଟରେ ପହଞ୍ଚିବା ଉଦ୍ଦେଶ୍ୟରେ କେନ୍ଦ୍ର ଆଦିବାସୀ ବ୍ୟାପାର ମନ୍ତ୍ରଣାଳୟ ଅଗଷ୍ଟ ୨୩, ୨୦୨୪ ରୁ ୧୦ସେପ୍ଟେମ୍ବର ୨୦୨୪ ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ […]
ଭୁବନେଶ୍ବର: ଚଳିତ ଆର୍ଥିକ ବର୍ଷରେ ଲାଗୁ ହେବ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନା। ଏହି ଯୋଜନା ଚଳିତ ବର୍ଷଠାରୁ ପ୍ରଦାନ କରାଯିବ। ଏ ନେଇ ଆଜି ବିଧାନସଭାରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସେ କହିଛନ୍ତି ଯେ, ଗତକାଲି ଏହି […]
ଭୁବନେଶ୍ୱର: ସର୍ବ ଭାରତୀୟ ବ୍ୟାଙ୍କ ଧର୍ମଘଟର ଆହ୍ୱାନ ଦେଇଛି ଦେଶର ବୃହତ୍ ବ୍ୟାଙ୍କ କର୍ମଚାରୀ ସଙ୍ଗଠନ ଏଆଇବିଇଏ। ଏହି ଧର୍ମଘଟ ଦେଶର ସମସ୍ତ ବ୍ୟାଙ୍କରେ ହେବ ବୋଲି ଏଆଇବିଇଏର ସାଧାରଣ ସମ୍ପାଦକ ସି.ଏଚ. ଭେଙ୍କଟାଚଳମ୍ ଜଣାଇଛନ୍ତି। ଏହି ଧର୍ମଘଟକୁ ବ୍ୟାଙ୍କ ଶିଳ୍ପରେ […]
ଭୁବନେଶ୍ୱର: ଆମାଜନ ଡଟ୍ ଇନ ପକ୍ଷରୁ ଘୋଷଣା କରାଯାଇଛି ଯେ ଓଡ଼ିଶା ଓ ଭୁବନେଶ୍ୱରରେ ହୋମ୍, କିଚେନ୍ ଏବଂ ଆଉଟଡୋର ବ୍ୟବସାୟରେ ବାର୍ଷିକ ଆଧାରରେ ପ୍ରାୟ ୨୫% ଅଭିବୃଦ୍ଧି ଘଟିଥିବା ବେଳେ ନୂଆ ଗ୍ରାହକଙ୍କ ସଂଖ୍ୟାରେ ପ୍ରାୟ ୧୫% ବୃଦ୍ଧି ଘଟିଛି, […]