କନ୍ଦର୍ପ ବେହେରା ରେଢାଖୋଲ: ଆଜି ନାକଟିଦେଉଳ ପୋଲିସ୍ ଘରପୋଡି ଓ ଡକାୟତି ଅଭିଯୋଗରେ ଜଣେ ବ୍ୟକ୍ତିକୁ ଗିରଫ କରିବାରେ ସଫଳ ହୋଇଛି। ପୋଲିସ୍ ସୂତ୍ରରୁ ପ୍ରକାଶ ଯେ, ନାକଟିଦେଉଳ ଥାନା ବାଟଗାଁ ପଂଚାୟତର କେଲୋବେନୀ ଗ୍ରାମର ରବି ସେଠ୍ (୪୫)ପୂର୍ବରୁ ବହୁ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୧ ହଜାର ୭୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୪୧୬, କଟକରୁ ୧୯୧, ବାଲେଶ୍ବରରୁ ୬୩, ଯାଜପୁରରୁ […]
ନୂଆଦିଲ୍ଲୀ: ଆମେ ରୋଷେଇ ଘରେ ଏମିତି ଅଜାଣତରେ ଅନେକ ଜିନିଷ କରିଥାଉ, ଯାହା ବିଷୟରେ ଆମେ ସମ୍ପୂର୍ଣ୍ଣ ସଚେତନ ନୁହଁ ଏବଂ ଏହା କରିବା ଆମ ସ୍ୱାସ୍ଥ୍ୟ ଖରାପ ହୋଇଥାଏ। ଅନେକ ଥର ରୋଷେଇ ଘରେ ରନ୍ଧା ହୋଇଯାଇଥିବା ତେଲକୁ ମହିଳାମାନେ […]
ପୁରୀ, ଆଜି ହେଉଛି ପବିତ୍ର ରାକ୍ଷୀ ପୂର୍ଣ୍ଣିମା ବା ଗହ୍ମା ପୂର୍ଣ୍ଣିମା। ଏହି ଦିନ ପ୍ରଭୃ ବଳରାମ ଜନ୍ମ ଗ୍ରହଣ କରିଛନ୍ତି। ସେଥିପାଇଁ ଆଜି ଶ୍ରୀମନ୍ଦିରରେ ବଳଭଦ୍ରଙ୍କ ଜନ୍ମ ଉତ୍ସବରେ ସ୍ବତନ୍ତ୍ର ନୀତି କରାଯାଇଛି। ସେହିପରି ରାକ୍ଷୀ ପୂର୍ଣ୍ଣିମା ଅବସରରେ ମା […]
ଭୁବନେଶ୍ବର, ପୁଣିଥରେ ଓଡିଶା ମିଡିଆ ସମ୍ରାଟ ତଥା ବିଜେଡି ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ ଚିରାଚରିତ ଭାବେ ନବୀନଙ୍କୁ ପରୋକ୍ଷରେ ଆକ୍ରମଣ କରିଛନ୍ତି। ସେ ସମ୍ବାଦ ଖବରକାଗଜର ‘ଆମଘରର ହାଲଚାଲ’ ରେ ଏହି ତେରଚ୍ଛା ବାଣ ମାରିଛନ୍ତି। ପୂର୍ବରୁ ସେ ଅନେକ ଥର […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୯ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୩୫୮ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୩୦ ହଜାର ୯୪୮ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୦୩ ଜଣ ଆକ୍ରାନ୍ତଙ୍କ ପ୍ରାଣହାନୀ ଘଟିଛି। ଏହା ସହିତ ଦେଶରେ କରୋନାର ମୋଟ ମାମଲା ୩ କୋଟି ୨୪ ଲକ୍ଷ ୨୪ ହଜାର […]
ଭୁବନେଶ୍ବର: ଆଜି ରାଜ୍ୟରେ ୮୫୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୪୯୬ ଜଣ ଚିହ୍ନଟ ହୋଇଥିବା ବେଳେ […]
ଭୁବନେଶ୍ବର, ଆଜି ବିଜେପିର ପାଣିପାଗରେ ବଡ ପରିବର୍ତ୍ତନ ଘଟିଛି। ଦଳର ବରିଷ୍ଠ ନେତା ବିଜୟ ମହାପାତ୍ରଙ୍କୁ ତାଙ୍କ ବାସଭବନରେ ସାକ୍ଷାତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ସକାଳେ ବିଜୟଙ୍କ ବାସଭବନ ଯାଇ ତାଙ୍କ ସହିତ ଆଲୋଚନା କରିଛନ୍ତି। ସାକ୍ଷାତ ପରେ […]
ଭୁବନେଶ୍ବର, ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ। ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ। ପ୍ରଥମ ପର୍ଯ୍ୟୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ […]
ଭୁବନେଶ୍ୱର: ପୋସ୍କୋ ପ୍ରତିରୋଧ ଓ ଜିନ୍ଦଲ ବିରୋଧୀ ସଂଗ୍ରାମ ସମିତିର ନେତା ଟୁନା ବରାଳ ଓ ଅନ୍ୟ ତିନିଜଣ ସାଥୀଙ୍କୁ ପୋଲିସ୍ର ଗିରଫଦାରୀକୁ ସିପିଆଇ (ଏମ୍-ଏଲ୍) ଲିବରେସନ ଦୃଢ ନିନ୍ଦା କରିବା ସହିତ ସେମାନଙ୍କୁ ବିନା ସର୍ତ୍ତରେ ଜେଲ୍ରୁ ଖଲାସ କରାଯାଉ […]
ସୁନ୍ଦରଗଡ଼: ଟୋକିଓ ଅଲିମ୍ପିକ୍ସରେ ଭାରତୀୟ ପୁରୁଷ ଏବଂ ମହିଳା ହକି ଦଳରେ ଭାଗ ନେଇଥିବା ସୁନ୍ଦରଗଡ଼ ଜିଲ୍ଲାର ୪ ଜଣ ହକି ତାରକାଙ୍କୁ ଆଜି ନିଜ ଜନ୍ମ ମାଟିରେ ଭବ୍ୟ ସ୍ୱାଗତ କରାଯାଇଛି । ସୁନ୍ଦରଗଡ଼ର ବିକାଶ ଭବନଠାରେ ଜିଲ୍ଲା ପ୍ରଶାସନ […]
ନୂଆଦିଲ୍ଲୀ; ହିନ୍ଦୀ କ୍ୟାଲେଣ୍ଡର ଅନୁଯାୟୀ, ନବରାତ୍ରୀ ବର୍ଷରେ ୪ ଥର ପାଳନ କରାଯାଏ। ଦୁଇଥର ଗୁପ୍ତ ନବରାତ୍ରି ଏବଂ ଦୁଇଟି ନବରାତ୍ରି ମୁଖ୍ୟ ଭାବେ ପାଳନ କରାଯାଏ। ଏଥିରେ ଚୈତ୍ର ଏବଂ ଶାରଦୀୟ ମୁଖ୍ୟ ନବବ୍ରତ ଅଟ, ଯାହା ସମଗ୍ର ଦେଶରେ […]
ଭୁବନେଶ୍ବର: ଆଜି ରାଜ୍ୟରୁ ଆଉ ୯୭୯ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଆଜି ସର୍ବାଧିକ ଖୋର୍ଦ୍ଧାରୁ ୩୮୧, କଟକରୁ ୧୪୦, ଯାଜପୁରରୁ ୪୬, ବାଲେଶ୍ବରରୁ ୪୧, ନୟାଗଡରୁ […]
ନୂଆଦିଲ୍ଲୀ: କର୍ମଚାରୀଙ୍କ ପ୍ରୋଭିଡେଣ୍ଟ ଫଣ୍ଡ ସଂଗଠନ (ଇପିଏଫଓ) ସଦସ୍ୟଙ୍କ ପିଏଫ ଆକାଉଣ୍ଟରୁ ଟଙ୍କା ଉଠାଇବା ପାଇଁ ନିୟମ ସ୍ଥିର ହୋଇଛି। ଏହି ନିୟମ ଅନୁଯାୟୀ, ସଦସ୍ୟମାନେ ଅନଲାଇନରେ ଟଙ୍କା ଉଠାଇପାରିବେ। ବେଳେବେଳେ ସଦସ୍ୟମାନେ ଗୋଟିଏ ବ୍ୟାଙ୍କକୁ ରାଶି ସ୍ଥାନାନ୍ତର କରିବାକୁ ଚାହାଁନ୍ତି, […]
ସୀତାରାମ ଅଗ୍ରୱାଲ ଚିଲିକା: ଆଜି ମଧ୍ୟାହ୍ନରେ ଖୋର୍ଦ୍ଧା ଜିଲ୍ଲା ନାଭାଲ ଫାଣ୍ଡି ଅନ୍ତର୍ଗତ ପାନ୍ଥନିବାସ ରୋଡ଼ରେ ଏକ ଅଘଟଣ ଘଟିଯାଇଛି। ପୋଖରୀରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ପ୍ରାଣ ହାନି ଘଟିଥିବାର ଖବର ହସ୍ତଗତ ହୋଇଛି। ସୂଚନା ମୁତାବକ ବଡ଼କୁଳ ପାନ୍ଥନିବାସ ରୋଡ଼ରେ […]
ଭୁବନେଶ୍ବର: କେନ୍ଦ୍ର ମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ଓଡିଶାରେ ଜନ ଆର୍ଶିବାଦ ଯାତ୍ରା ଜାରି ରହିଛି। ଏହି ଅବସରରେ ଆଜି କେନ୍ଦ୍ରମନ୍ତ୍ରୀ ମାଲକାନଗିରି ଗସ୍ତ କରିଛନ୍ତି। ତେବେ ମାଲକାନଗିରି ପୋଷ୍ଟ ଅଫିସରେ ଜମାକାରୀଙ୍କ ଟଙ୍କା ହେରେଫେର ମାମଲା ଉପରେ କେନ୍ଦ୍ରମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବ […]
ଭୁବନେଶ୍ବର: ଗତକାଲି ସେଣ୍ଟ୍ରାଲ୍ ଡ୍ରଗ୍ ଅଥରିଟି ଅଫ୍ ଇଣ୍ଡିଆର ଏକ ବିଶେଷଜ୍ଞ ପ୍ୟାନେଲ୍ ଜାଇଡସ୍ କ୍ୟାଡିଲାର ତିନି-ଡୋଜ୍ କୋଭିଡ୍ -୧୯ ଟିକା ‘ଜାଇକୋଭ୍-ଡି’ର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମୋଦନ ଦେଇଛି। ଏହି ଟୀକାକୁ ଅନୁମୋଦନ ମିଳିବା ପରେ ଡିଏମଇଟି ଡା. ସିବିକେ […]
ଭୁବନେଶ୍ବର: ଆଜି ରାଜ୍ୟରେ ଆଉ ୬୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି। ଆଜିର ୬୬ ଜଣ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୭ ହଜାର ୧୫୪ ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ […]
ଭୁବନେଶ୍ବର: ଆଜି ରାଜ୍ୟରେ ୯୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍ କେନ୍ଦ୍ରରୁ ୫୩୧ ଜଣ ଚିହ୍ନଟ ହୋଇଥିବା ବେଳେ […]
ଭୁବନେଶ୍ବର, ଏଥର ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ଭିନ୍ନ ଧରଣର ହେବ। ସେ ନେଇ ରାଜ୍ୟ ପଞ୍ଚାୟତିରାଜ ବିଭାଗ ଲୋକଙ୍କର ମତ ମାଗିଛି। ଏହି ନୂଆ ପକ୍ରିୟା ଅନୁସାରେ ଗୋଟିଏ ଦିନରେ ପଞ୍ଚାୟତ ନିର୍ବାଚନର ଭୋଟ ଗଣତି ସାରା ଓଡିଶାରେ କରାଯିବ। […]