ଭୁବନେଶ୍ବର: ଆଜି ପୁଣି ଭିଜିଲାନ୍ସ ଜାଲରେ ଫସିଛନ୍ତି ରାଜ୍ୟ ସରକାରଙ୍କର ଜଣେ ବରିଷ୍ଠ ଅଧିକାରୀ। ସକାଳୁ ଭିଜିଲାନ୍ସର ଏକ ବଡ ଟିମ ତାଙ୍କର ସାତଟି ସ୍ଥାନରେ ଚଢାଉ କରିଛନ୍ତି। ସେ ହେଉଛନ୍ତି ଓଏସଆରଟିସି ର ଆର୍ଥିକ ଉପଦେଷ୍ଠା ତଥା ମୁଖ୍ୟ ଆକାଉଣ୍ଟାଣ୍ଟ […]
ଭୁବନେଶ୍ବର: ଆଜି ଚିକିଟି ମଦମୃତ୍ୟୁ ନେଇ ବିଧାନସଭାରେ ତୁମୁଳ କାଣ୍ଡ ଘଟିଯାଇଛି। ଦୁଇ ବିରୋଧ ବିଜେଡି ଓ କଂଗ୍ରେସ ଗୃହମଧ୍ୟରେ ହାଙ୍ଗାମା କରିଛନ୍ତି। ଅବକାରୀ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ଇସ୍ତପା ଦାବୀ କରି ଦୁଇ ବିରୋଧୀ ଏହି ହଟ୍ଟଗୋଳ କରିଛନ୍ତି। ସଦସ୍ୟମାନେ […]
ଭୁବନେଶ୍ୱର: ଆଜି ଦେଶ ବିଦେଶର ପ୍ରମୁଖ ଶିଳ୍ପ ସଂସ୍ଥା ଓ ସେବା କ୍ଷେତ୍ରରେ ଅତ୍ୟାଧୁନିକ ଟେକ୍ନୋଲୋଜିର ପ୍ରୟୋଗ କରାଯାଉଛି। ଫଳରେ ଶିଳ୍ପ ଉତ୍ପାଦନ ଧାରାରେ ବ୍ୟାପକ ପରିବର୍ତ୍ତନ ଆସିବା ସହ ଉତ୍ପାଦଗୁଡ଼ିକର ଗୁଣବତ୍ତାରେ ବିଶେଷ ଉନ୍ନତି ସମ୍ଭବ ହୋଇପାରିଛି। ଏହି ଆଧୁନିକ […]
ଭୁବନେଶ୍ବର: ଆଜି ପୁଣି ଥରେ ରତ୍ନଭଣ୍ଡାର ଖୋଲାଯିବ। ଅପରାହ୍ନ ପ୍ରାୟ ଦୁଇଟା ବେଳକୁ ବାହର ରତ୍ନଭଣ୍ଡାର ଏବଂ ଭିତର ରତ୍ନଭଣ୍ଡାର ଖୋଲାଯିବ। ଏ ନେଇ ରାଜ୍ୟ ସରକାର ଅନୁମତି ପ୍ରଦାନ କରିଛନ୍ତି। ମୁଖ୍ୟତଃ ଭିତର ଓ ବାହାର ରତ୍ନଭଣ୍ଡାରରେ ଥିବା ଆଲମିରା […]
ଭୁବନେଶ୍ବର: ଇଡିର ମନମୁଖୀ କାର୍ଯ୍ୟକଳାପ ବିରୋଧରେ ଗୁରୁବାର ଦିନ ଓଡିଶା ପ୍ରଦେଶ କଂଗ୍ରେସ ବିଶାଲ ରାଲିର ଆୟୋଜନ କରିଥିଲା। ଏଥିରେ ଦଳର କର୍ମିମାନେ ଭୁବନେଶ୍ବର ଇଡି ଅଫିସ ଘେରାଉ କରିବା ସହିତ ଗର୍ଜନ ସଭାର ଆୟୋଜନ କରିଥିଲେ। ମୁଖ୍ୟତଃ ହିଡେନବର୍ଗ ରିପୋର୍ଟରେ […]
ଭୁବନେଶ୍ବର: କେନ୍ଦ୍ରାପଡ଼ା ଜିଲ୍ଲାପରିଷଦ ଅଧ୍ୟକ୍ଷ ପଦ ବଜାୟ ରଖିଲା ବିଜୁ ଜନତା ଦଳ । ଆଜି ଅନୁଷ୍ଠିତ ନିର୍ବାଚନରେ କେନ୍ଦ୍ରାପଡ଼ା ଜିଲ୍ଲାପରିଷଦର ଅଧ୍ୟକ୍ଷା ଭାବେ ନିର୍ନ୍ଦ୍ୱନ୍ଦରେ ନିର୍ବାଚିତ ହେବା ପରେ ଶ୍ରୀମତି ଲିଲିତା ଦାସ, ନବୀନ ନିବାସକୁ ଆସି ବିଜୁ ଜନତା […]
ଭୁବନେଶ୍ବର: ଆଜି ରାଜ୍ୟସଭା ଉପନିର୍ବାଚନ ପାଇଁ ପ୍ରାର୍ଥୀପତ୍ର ଯାଞ୍ଚର ଶେଷଦିନ ଥିଲା। ଗତକାଲି ପ୍ରାର୍ଥପତ୍ର ଦାଖଲ ଶେଷ ତାରିଖରେ ଦୁଇଜଣ ପ୍ରାର୍ଥୀ ନାମାଙ୍କନ ଭରିଥିଲେ। ସେମାନେ ହେଲେ ବିଜେପିରୁ ମମତା ମହାନ୍ତ ଏବଂ ସ୍ବାଧୀନ ଭାବେ ବିଜେପି ନେତା ଜଗନ୍ନାଥ ପ୍ରଧାନ। […]
ଭୁବନେଶ୍ୱର: ବେଆଇନ ମଦ କାରବାର କାରବାର ଘଟଣାରେ ମାନ୍ୟବର ଅବକାରୀ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ କମିଶନର ଆଜି ଦୁଇ ଜଣ ବରିଷ୍ଠ ଅଧିକାରୀଙ୍କୁ ନିଲମ୍ବନ କରିଛନ୍ତି । ସେହିପରି ଅବକାରୀ ଅଧୀକ୍ଷକ, ବ୍ରହ୍ମପୁରଙ୍କୁ ତାଙ୍କ ସ୍ଥାନରୁ ଅପସାରଣ ନେଇ ବିଭାଗ ପକ୍ଷରୁ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ହିଞ୍ଜିଳି ଥାନା ଅନ୍ତର୍ଗତ ସମର ଝୋଳ ଛକ ଶଙ୍କର ଚକ୍ଷୁ ଚିକିତ୍ସାଳୟ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ୫ ଜଣ ବ୍ୟକ୍ତିଙ୍କର ମୃତ୍ୟୁ ଘଟିଛି ଓ ଅନେକ ଗୁରୁତର ଆହାତ ହୋଇ ବ୍ରହ୍ମପୁର ବଡ […]
ଭୁବନେଶ୍ୱର: ଅଲିମ୍ପିକ ରେ ବ୍ରୋଂଜ଼ ପଦକ ବିଜୟୀ ଭାରତୀୟ ହକି ଦଳ, ହକି ଇଣ୍ଡିଆ ସଭାପତି ଶ୍ରୀ ଦିଲୀପ ତୀର୍କୀଙ୍କ ନେତୃତ୍ୱରେ ଆଜି ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ନବୀନ ନିବାସରେ ଭେଟି ଶ୍ରୀ ପଟ୍ଟନାୟକ ଖେଳାଳୀ ମାନଙ୍କୁ […]
ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗତକାଲି ସନ୍ଧ୍ୟାରେ ପ୍ରବଳ ବର୍ଷାରେ ରେଶମ ନଗରୀ ବ୍ରହ୍ମପୁର ସହରରେ କୃତ୍ରିମ ବନ୍ୟା ସୃଷ୍ଟି ହୋଇଛି। ଏହି ଭଳି ପରିସ୍ଥିତିରେ ବ୍ରହ୍ମପୁର ସହର ହରିଡ଼ାଖଣ୍ଡି ଲକ୍ଷ୍ମୀ ନୃସିଂହ ସାହିର ସାଇ ରାମ୍ ପାତ୍ର ନାମକ ଜଣେ […]
ଭୁବନେଶ୍ବର: ଆଜି ସକାଳୁ ସକାଳୁ ଭିଜିଲାନସ ଟିମ ଜଣେ ରେଞ୍ଜରଙ୍କ ଘରେ ଚଢାଉ କରିଛନ୍ତି। ଏକକାଳିନ କଟକ, ଭୁବନେଶ୍ବର ଓ ଢେଙ୍କାନାଳରେ ଥିବା ଆଠଟି ସ୍ଥାନରେ ଚଢାଉ ଚାଲିଛି। ଏହି ଚଢାଉ ବେଳେ ତାଙ୍କ ଅଫିସ ଟଏଲେଟର ଫ୍ଲାସ ଭିତରୁ ମିଳିଲା […]
ଭୁବନେଶ୍ଵର: ଅତ୍ୟଧିକ ଜଳବାୟୁ ପରିବର୍ତ୍ତନ ଘଟଣାବଳୀ ଏବଂ ଅନ୍ୟାନ ପ୍ରତିକୂଳ ପରିବେଶ ପୃଷ୍ଠଭୂମିରେ ପଶ୍ଚିମବଙ୍ଗ, ଓଡିଶା, ତେଲଙ୍ଗାନା, ଆନ୍ଧ୍ରପ୍ରଦେଶ ଏବଂ ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜର ରାଜ୍ୟଗୁଡିକରେ କୃଷି, ଉଦ୍ୟାନ କୃଷି, ପଶୁପାଳନ ଏବଂ ମତ୍ସ୍ୟ କ୍ଷେତ୍ର ସହିତ ଜଡିତ ତଥା […]
ନୂଆଦିଲ୍ଲୀ: ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱରର ସ୍କୁଲ ଅଫ୍ ଇନଫ୍ରାଷ୍ଟ୍ରକଚରର ଏକ ଗବେଷଣାକାରୀ ଦଳ ଏକ ପୃଥକ ତଥା ମିଶ୍ରିତ ବର୍ଜ୍ୟବସ୍ତୁରୁ ମୂଲ୍ୟବାନ ଉତ୍ସ ପୁନରୁଦ୍ଧାର ପାଇଁ ଡିଜାଇନ୍ ହୋଇଥିବା ଏକ ଅଭିନବ ସୌରଚାଳିତ ମାଇକ୍ରୋୱେଭ୍ ପାଇରୋଲିସିସ୍ ରିଆକ୍ଟରର ଉଦ୍ଭାବନ […]
ଭୁବନେଶ୍ୱର: ଆଜି ରାଜ୍ୟର ୪ଟି ଜିଲ୍ଲାରେ ବଜ୍ରପାତ ଯୋଗୁଁ ୬ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ କିଛି ଲୋକ ଆହତ ହୋଇଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଘଟଣାରେ ଗଭୀର ଦୁଃଖପ୍ରକାଶ କରିବା ସହିତ ସେମାନଙ୍କ ପରିବାର ବର୍ଗଙ୍କ ପ୍ରତି ସମବେଦନା […]
ଭୁବନେଶ୍ୱର: ଭୁବନେଶ୍ବର ଆଜି ଥିଲା ଉତ୍ସବ ମୁଖରିତ। ବିଶ୍ବ ବିଜୟୀ ଭାରତୀୟ ହକି ଦଳର ହିରୋ ମାନଙ୍କୁ ଆଜି ଦିଆଯାଇଥିଲା ଭବ୍ୟ ସମ୍ବର୍ଦ୍ଧନା। ପ୍ୟାରିସ ଅଲମ୍ପିକ୍ସରେ ଭାରତୀୟ ହକି ଦଳର ଐତିହାସିକ ବିଜୟ ପରେ ଆଜି ସମସ୍ତ ଖେଳାଳୀ ଓ ସହାୟକ […]
ଭୁବନେଶ୍ବର: ଆଜି ରାଜ୍ୟ ସରକାର ବରିଷ୍ଠ ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ଦେଖନ୍ତୁ ପୁରା ତାଲିକା ସତ୍ୟବ୍ରତ ସାହୁ– ଗୃହ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ ଅତିରିକ୍ତ ଦାୟିତ୍ବ ଦେଓ ରଞ୍ଜନ ସିଂହ– […]
ଖୋର୍ଦ୍ଧା: ଆଜି ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲା ପରିଷଦ ଉପାଧ୍ୟକ୍ଷ ଗୋପୀନାଥ ମହାରଣାଙ୍କ ସଭାପତିତ୍ୱରେ ମ୍ୟାଲେରିଆ ଏବଂ ଡେଙ୍ଗୁ ଉପରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡ଼ ରାଜ୍ୟଶ୍ରୀ […]
ଭୁବନେଶ୍ୱର: ର୍ୟାଗିଙ୍ଗ ବିରୋଧରେ ଫ୍ୟାକଲ୍ଟି, କର୍ମଚାରୀ ଓ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା ଉଦ୍ଦେଶ୍ୟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଅଗଷ୍ଟ ୧୪ ରୁ ୧୮ ତାରିଖ ମଧ୍ୟରେ ର୍ୟାଗିଙ୍ଗ ବିରୋଧ ସପ୍ତାହ ପାଳିତ ହୋଇଯାଇଛି। ୟୁଜିସିର ନିୟମାବଳୀ ଅନୁଯାୟୀ […]
ଭୁବନେଶ୍ବର: ଆଜି ଏକ ଆଶ୍ଚର୍ଯ୍ୟଜନକ ପରିସ୍ଥିତିରେ ବିଜେପିର ଟାଣୁଆ ନେତା ଜଗନ୍ନାଥ ପ୍ରଧାନ ରାଜ୍ୟସଭା ପାଇଁ ନାମାଙ୍କନ ଭରିଛନ୍ତି। ପୂର୍ବାହ୍ନରେ ବିଜେପି ପ୍ରାର୍ଥୀ ଭାବେ ମମତା ମହାନ୍ତ ଏବଂ ଅପରାହ୍ନରେ ଜଗନ୍ନାଥ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି। ଏହାକୁ ନେଇ ବର୍ତ୍ତମାନ ରାଜନୈତିକ […]
ଭୁବନେଶ୍ବର: ଆଜି ଉପ-ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ ଏକ ବଡ ଘୋଷଣା କରିଛନ୍ତି। ସେପ୍ଟେମ୍ବର ମାସ ଶେଷ ସୁଦ୍ଧା ରାଜ୍ୟର ପ୍ରତ୍ୟେକ ଘରେ ବିଜୁଳି ପହଞ୍ଚିବ ବୋଲି ଉପ-ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ବିଦ୍ୟୁତ ସଂଯୋଗ ହୋଇନଥିବା […]